ପୁରୀ

୬୩ ବର୍ଷର ସରକାରୀ ବିଦ୍ୟାଳୟ ଅବହେଳିତ

ନିମାପଡ଼ା,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ବ୍ଲକ ଅନ୍ତର୍ଗତ ଭୋଗଶାଳଦା ପଞ୍ଚାୟତର ବଡ଼ରିକିଲୋ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ନିର୍ମାଣକୁ ୬୩ ବର୍ଷ ପୂରିଲାଣି। ହେଲେ ଏହା ବିକାଶ ଆଢୁଆଳରେ ରହିଯାଇଛି। ୧୯୫୯ରେ ପ୍ରତିଷ୍ଠିତ ଏହି ପୁରାତନ ବିଦ୍ୟାଳୟଟି ପ୍ରଶାସନିକ ଉଦାସୀନତା ଏବଂ…

ଗହମ ଯୋଗାଣ ବନ୍ଦ, ଉପଭୋକ୍ତା ହଇରାଣ

ପୁରୀ ଅଫିସ, ୧୭ା୯: ଉପଭୋକ୍ତାଙ୍କ ସମସ୍ୟା ନେଇ ଭାରତୀୟ କମ୍ପ୍ୟୁନିଷ୍ଟ ପାର୍ଟି (ମାକର୍‌ସବାଦୀ) (ସିପିଆଇଏମ୍‌) ପୁରୀ ଜିଲା କମିଟି ପକ୍ଷରୁ ଶୁକ୍ରବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ଏକ ସ୍ମାରକପତ୍ର ଦିଆଯାଇଛି। ସ୍ମାରକପତ୍ରରେ ଦର୍ଶାଯାଇଛି…

ସାକ୍ଷୀଗୋପାଳ ଡାକ୍ତରଖାନା ଛାତରୁ ଖସୁଛି କଂକ୍ରିଟ

ସାକ୍ଷୀଗୋପାଳ, ୧୭।୯(ସ୍ବ.ପ୍ର./ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକରେ ଥିବା ସାକ୍ଷୀଗୋପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ସ୍ଥାନୀୟ ଅଞ୍ଚଳର ପ୍ରାୟ ଦେଢ଼ଲକ୍ଷ ଲୋକ ନିର୍ଭର କରିଥାନ୍ତି। ଜାତୀୟ ରାଜପଥ ପାର୍ଶ୍ୱରେ ସ୍ବାସ୍ଥ୍ୟକେନ୍ଦ୍ରଟି ରହିଥିବାରୁ ଏଠାକୁ ରାସ୍ତା ଦୁର୍ଘଟଣାରେ ଶିକାର ଅନେକ ଗୁରୁତର ରୋଗୀ ଚିକିତ୍ସା ପାଇଁ…

ସୂର୍ଯ୍ୟମନ୍ଦିର ସ୍ଥିତି ଅନୁଧ୍ୟାନ କଲେ ଆମିକସ୍‌କ୍ୟୁରି

କୋଣାର୍କ,୧୬।୯(ଡି.ଏନ୍‌.ଏ.)- ବିଶ୍ୱ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରେ ଦୀର୍ଘ ବର୍ଷ ଧରି ଭର୍ତ୍ତି ହୋଇଥିବା ବାଲିକୁ ବାହାର କରିବା ପାଇଁ ନିକଟରେ ଭାରତୀୟ ପ୍ରତ୍ନତାତ୍ତ୍ୱିକ ବିଭାଗ(ଏଏସ୍‌ଆଇ)ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ପ୍ରାଥମିକ ପର୍ଯ୍ୟାୟରେ କାର୍ଯ୍ୟ ଆରମ୍ଭ ହୋଇଯାଇଥିବା ବେଳେ…

କାଲି ପୁରୀରେ ଏୟାର୍‌ ଶୋ

ପୁରୀ ଅଫିସ, ୧୬।୯: ପୁରୀରେ ଶନିବାର ଏୟାର୍‌ ଶୋ ହେବ। ୧୦ଟା ୨୦ ରୁ ୧୧ ଟା ପର୍ଯ୍ୟନ୍ତ ଏହି ଶୋ କରାଯିବ। ଆସନ୍ତା ୧୮ ତାରିଖ ରବିବାର ପାଗ ଖରାପ ରହୁଥିବାରୁ ଶନିବାର ଏହି ଏୟାର୍‌ ଶୋ ହେବାକୁ ଯାଉଛି।…

ଶ୍ରୀକ୍ଷେତ୍ରରେ ୫ ଲକ୍ଷରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ

ପୁରୀ ଅଫସି,୧୬।୯: ଶ୍ରୀକ୍ଷେତ୍ରରେ ଧଳାଜହର କାରବାର ବଢ଼ିବାରେ ଲାଗିଛି। ଶୁକ୍ରବାର ପୁରୀ ବଳିଆ ପଣ୍ଡା ଥାନା ପୋଲିସ ୩ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୫ ଲକ୍ଷ ୭୫ ହଜାର ହଜାର ଟଙ୍କାର ବ୍ରାଉନସୁଗାର ଜବତ କରିଛି। ଗିରଫ ଅଭିଯୁକ୍ତମାନେ…

ବାଲିସାହି, ଲୋକନାଥ ରୋଡ୍‌ ଚଉଡ଼ା ହେବ

ପୁରୀ ଅଫିସ,୧୬।୯: ଶ୍ରୀକ୍ଷେତ୍ରକୁ ବିଶ୍ବ ଐତିହ୍ୟ ନଗରୀ ଭାବେ ଗଢ଼ି ତୋଳିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପୁରୀରେ ବିଭିନ୍ନ ଉନ୍ନୟନମୂଳକ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ବାଲି ସାହି ଓ ଲୋକନାଥ ରୋଡ୍‌ ରାସ୍ତା ଚଉଡ଼ା…

କେନ୍ଦ୍ର ଯୋଜନାର ସୁଫଳ ପାଉନାହାନ୍ତି ରାଜ୍ୟବାସୀ

ପୁରୀ ଅଫିସ,୧୪ା୯: ଭାଜପାର ୩ଦିନିଆ ପ୍ରାଦେଶିକ ପ୍ରଶିକ୍ଷଣ ଶିବିର ବଳିଆପଣ୍ଡାସ୍ଥିତ ଏକ ହୋଟେଲ ପରିସରରେ ମଙ୍ଗଳବାର ଉଦ୍‌ଘାଟିତ ହୋଇଛି। ଏହି ପ୍ରଶିକ୍ଷଣ ଶିବିରକୁ ରାଜ୍ୟ ସଭାପତି ସମୀର ମହାନ୍ତି ଉଦ୍‌ଘାଟନ କରିଥିଲେ। ବିଭିନ୍ନ ବିଷୟକୁ ନେଇ ଚିନ୍ତନ ଓ ଆଗାମୀ ନିର୍ବାଚନ…

ମହାପ୍ରଭୁଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୪।୯: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଦ୍ବିତୀୟ ଭୋଗମଣ୍ଡପ ପରେ…

କାର୍ତ୍ତିକ ବ୍ରତ ପାଇଁ ମଙ୍ଗଳବାରଠୁ ପଞ୍ଜିକରଣ କରିପାରିବେ ହବିଷ୍ୟାଳି

ପୁରୀ ଅଫିସ,୧୩।୯: ଅକ୍ଟୋବର ୧୦ରୁ ମହାକାର୍ତ୍ତିକ ବ୍ରତ ଆରମ୍ଭ ହେଉଛି । ଚଳିତ ବର୍ଷ ହଜାର ହଜାର ହବିଷ୍ୟାଳି ଶ୍ରୀ କ୍ଷେତ୍ରରେ ସମାଗମ ହେବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ମାଗଣା ରହଣି ସହ ମହାପ୍ରସାଦ ସେବନ, ପୂଜାନୀତି,…

କୋହିନୁର ପାଇଁ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ

ପୁରୀ ଅଫିସ,୧୩।୯:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୋହିନୁର ହୀରାକୁ ସ୍ବଦେଶ ଫେରାଇ ଆଣିବା ପାଇଁ ଦାବି ଜୋର ଧରିଛି। ଏହିକ୍ରମରେ ଶ୍ରୀଜଗନ୍ନାଥ ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ସୋମବାର ନୂଆଦିଲ୍ଲୀସ୍ଥିତ ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ଦେଇଛନ୍ତି।…

ଜିଆ ଖତ ନକଲି ସନ୍ଦେହରେ କାରଖାନା ଉପରେ ଚଢ଼ାଉ: ସଂଗ୍ରହ ହେଲା ନମୁନା

ସାକ୍ଷୀଗୋପାଳ,୧୧।୯(ଡି.ଏନ୍‌.ଏ./ସ୍ବ.ପ୍ର.): ନକଲି ସାର ପ୍ରସ୍ତୁତି ସନ୍ଦେହରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ବୀରଗୋବିନ୍ଦପୁର ନିକଟରେ ଥିବା ଗ୍ଲେୟର କେମିକାଲ ପ୍ରାଇଭେଟ ଲିମିଟେଡ୍‌ କାରଖାନା ଉପରେ ରବିବାର ରାଜ୍ୟ ସରକାରଙ୍କ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଚଢ଼ାଉ କରିଛି। ସୂଚନାଯୋଗ୍ୟ, ସାକ୍ଷୀଗୋପାଳ ନିକଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri