ପୁରୀ

ଜିଆ ଖତ ନକଲି ସନ୍ଦେହରେ କାରଖାନା ଉପରେ ଚଢ଼ାଉ: ସଂଗ୍ରହ ହେଲା ନମୁନା

ସାକ୍ଷୀଗୋପାଳ,୧୧।୯(ଡି.ଏନ୍‌.ଏ./ସ୍ବ.ପ୍ର.): ନକଲି ସାର ପ୍ରସ୍ତୁତି ସନ୍ଦେହରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ବୀରଗୋବିନ୍ଦପୁର ନିକଟରେ ଥିବା ଗ୍ଲେୟର କେମିକାଲ ପ୍ରାଇଭେଟ ଲିମିଟେଡ୍‌ କାରଖାନା ଉପରେ ରବିବାର ରାଜ୍ୟ ସରକାରଙ୍କ ଏକ ସ୍ବତନ୍ତ୍ର ତଦନ୍ତକାରୀ ଦଳ ଚଢ଼ାଉ କରିଛି। ସୂଚନାଯୋଗ୍ୟ, ସାକ୍ଷୀଗୋପାଳ ନିକଟ…

ହବିଷିଆଳିଙ୍କ ପାଇଁ ହେଉଛି ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ,୧୧।୯: ପାର୍ବଣ ଋତୁ ଆରମ୍ଭ ହୋଇଯାଇଥିବା ବେଳେ ଆଉ ମାସେ ପରେ କାର୍ତ୍ତିକ ମାସ ଆରମ୍ଭ ହେବ। ତେବେ ୨ ବର୍ଷ ପରେ ଚଳିତବର୍ଷ କାର୍ତ୍ତିକ ମାସରେ ଅଧିକ ସଂଖ୍ୟାରେ ହବିଷିଆଳି ପୁରୀକୁ ଆସିବାକୁ ଥିବାରୁ ଏହାକୁ ଦୃଷ୍ଟିରେ ରଖି…

ଚାଲର୍‌ସଙ୍କ ସହ ଓଡ଼ିଶା ଜଡ଼ିତ

ପିପିଲି/ନିମାପଡ଼ା,୧୧ା୯(ଡି.ଏନ୍‌.ଏ.): ବ୍ରିଟେନ ରାଣୀ ଦ୍ୱିତୀୟ ଏଲିଜାବେଥଙ୍କ ମୃତ୍ୟୁ ହେବା ପରେ ତାଙ୍କ ଉତ୍ତରାଧିକାରୀ ବଡ଼ ପୁଅ ପ୍ରିନ୍ସ ଚାଲର୍‌ସ ତୃତୀୟ ରାଜଗାଦି ସମ୍ଭାଳିଛନ୍ତି। ପ୍ରିନ୍ସ ଚାଲର୍‌ସ ଶନିବାର ରାଜାଭିଷେକ ହୋଇ ରାଜା ଦାୟିତ୍ୱ ନେଇଥିବାବେଳେ ବିଶ୍ୱ ସମେତ ଓଡ଼ିଶାରେ ମଧ୍ୟ ଖୁସିର…

ସୂର୍ଯ୍ୟମନ୍ଦିରରୁ ବାଲିକଢ଼ାକୁ ନେଇ ସଂଶୟ

ପୁରୀ ଅଫିସ,୧୦।୯: କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କଢ଼ାଗଲେ ମନ୍ଦିର ସୁରକ୍ଷିତ ରହିବ କି ନାହିଁ ସେ ନେଇ ଆଶଙ୍କା ଦେଖାଦେଇଛି। ବାଲି କଢାଯିବା ପ୍ରକ୍ରିୟା ଠିକ୍‌ ଅଛି କି ନାହିଁ, ଏହାଦ୍ୱାରା ମନ୍ଦିର ଉପରେ କ’ଣ ପ୍ରଭାବ ପଡ଼ିବ ଏବଂ…

ପୁରୀ ଜିଲାର ୪ ଶିକ୍ଷକଙ୍କୁ ବସନ୍ତ ବିଶ୍ୱାଳ ପୁରସ୍କାର

ପୁରୀ ଅଫିସ, ୯ା୯: ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍ସ ଓ ଗାଇଡ୍ସର ପୂର୍ବତନ ରାଜ୍ୟ ସଭାପତି ସ୍ବର୍ଗତ ବସନ୍ତ କୁମାର ବିଶ୍ୱାଳଙ୍କ ସ୍ମୃତିରେ ବସନ୍ତ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱରସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ…

ଗାଁକୁ ଫେରିଲେ ଗୋଟିଏ ପରିବାର

ପିପିଲି,୯।୯(ଡି.ଏନ୍‌.ଏ.): ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ବ୍ରାହ୍ମଣଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କରେ ୩ ପରିବାର ଗାଁ ଛାଡିଥିଲେ। ସେଥିମଧ୍ୟରୁ ଗୁରୁବାର ଗୋଟେ ପରିବାର ଗ୍ରାମକୁ ଫେରି ଆସିଛନ୍ତି। ନାଲି ପିମ୍ପୁଡ଼ିଙ୍କ ଆତଙ୍କ ଟିକେ କମିଥିବାବେଳେ ଲୋକଙ୍କ ମନରୁ ଭୟ ଦୂର…

ଘର ସହାୟତା ଅପେକ୍ଷାରେ ବନ୍ୟା ବିପନ୍ନ

ଗୋପ,୯।୯(ଡି.ଏନ୍‌.ଏ.): ବନ୍ୟା ଛାଡ଼ିବାର ଦୁଇ ସପ୍ତାହ ପୂରିଛି। ହେଲେ ବିପନ୍ନଙ୍କ ଦୁଃଖ ସରିନି। କେତେକଙ୍କ ଘର ବନ୍ୟା ପାଣିରେ ଭାଙ୍ଗି ଯାଇଛି। ଏପରି ଏକ ଦୁଃଖଦ ସମୟରେ ଗୋପ ବ୍ଲକ ଉପାଧ୍ୟକ୍ଷ ବନରଞ୍ଜନ ପଟ୍ଟନାୟକ ବିପନ୍ନଙ୍କ ଘର ବୁଲି ଦେଖିବା ସହ…

‘ଖବରଦାତାଙ୍କ ଦାବି ମାନି ନିଅନ୍ତୁ ସରକାର’

ପୁରୀ ଅଫିସ,୯।୯: ସମ୍ମିଳିତ କର୍ମଜୀବୀ ଖବରଦାତା ମହାସଂଘ ପକ୍ଷରୁ ୧୦ଦଫା ଦାବି ନେଇ ଗୁରୁବାର ପୁରୀ ବଡ଼ଦାଣ୍ଡରେ ଶୋଭାଯାତ୍ରା କରାଯିବା ସହ ମୁଖ୍ୟ ଶାସନ ସଚିବଙ୍କ ଉଦ୍ଦେଶ୍ୟରେ ଜିଲାପାଳ ସମର୍ଥ ବର୍ମାଙ୍କୁ ଦାବିପତ୍ର ଦିଆଯାଇଛି। ଖବରଦାତାଙ୍କ ସ୍ବାସ୍ଥ୍ୟବୀମା ୧୦ ଲକ୍ଷ ଟଙ୍କାକୁ…

ନଳବଣ ପକ୍ଷୀ ଅଭୟାରଣ୍ୟ ଅସୁରକ୍ଷିତ

ପୁରୀ ଅଫିସ,୯।୯: ଚିଲିକାରେ ଶୀତୁଆ ସକାଳ ଓ ବିଦେଶୀ ପକ୍ଷୀଙ୍କ ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କୁ ଆକର୍ଷିତ କରିଥାଏ। ହଜାର ହଜାର ପକ୍ଷୀଙ୍କ ଆଗମନରେ ନଳବଣ ପକ୍ଷୀ ଅଭୟାରଣ୍ୟ ପୂରିଉଠେ। ମାତ୍ର ଗତ କିଛିବର୍ଷ ହେବ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ କମିଛି।…

ଜବାବ ଦାଖଲ ପାଇଁ ଅଧିକ ସମୟ ନେଲେ ସରକାର

କଟକ ଅଫିସ/ପୁରୀ ଅଫିସ,୯ା୯: ପୁରୀ ବଡ଼ଦାଣ୍ଡରେ ଥିବା ବଗଲା ଧର୍ମଶାଳା ଜମି ବିବାଦ ମାମଲାରେ ଗୁରୁବାର ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶକୁ ବଳବତ୍ତର ରଖିଛନ୍ତି। ଏଥିସହ ଜବାବ ଦାଖଲ କରି ନ ଥିବା ପ୍ରତିପକ୍ଷଙ୍କୁ ୮ ସପ୍ତାହ ଭିତରେ ଜବାବ ଦାଖଲ କରିବା…

ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି

ପୁରୀ ଅଫିସ, ୭ା୯:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ସମ୍ପନ୍ନ ହୋଇଛି। ମଧ୍ୟାହ୍ନ ଧୂପ ଉଠିବା ପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଭିତର ଚନ୍ଦନ ଅର୍ଗଳିରେ ପୂଜାପଣ୍ଡା ପଞ୍ଚବର୍ଣ୍ଣ ମୁରୁଜରେ ମଣ୍ଡଳ ଅଙ୍କନ କରିଥିଲେ। ତିନି ବାଡ଼ରେ ବନ୍ଦାପନା…

ଏଥର ପୁରୀରେ କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳୀ

ପୁରୀ ଅଫିସ,୭।୯: ଅକ୍ଟୋବର ୧୦ରୁ କାର୍ତ୍ତିକ ବ୍ରତ ଆରମ୍ଭ ହେବ। ୨ ବର୍ଷର ବ୍ୟବଧାନ ପରେ ଏଥର କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳୀ। ଏଥିପାଇଁ ପ୍ରଶାସନ ପକ୍ଷରୁ ପୁରୀରେ ହବିଷ୍ୟାଳୀ ଶିବିର କରାଯିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri