ପୁରୀ

୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୭।୯: ମହାପ୍ରଭୁଙ୍କ ବାମନ ଜନ୍ମୋତ୍ସବ ବୁଧବାର ଅନୁଷ୍ଠିତ ହେବ। ସକାଳ ଧୂପ ପରେ ମହାସ୍ନାନ ଓ ସର୍ବାଙ୍ଗ ନୀତି ବଢ଼ିବ। ଅଧିବାସ ହୋଇଥିବା ପବିତ୍ରା ଲାଗି କରାଯାଇ ଠାକୁରଙ୍କୁ ଛଅମୂର୍ତ୍ତି ତଢ଼ାଉ ଲାଗି କରାଯିବ । ମଧ୍ୟାହ୍ନ ଧୂପ ସରିଲେ…

ମା’ କାଳିଜାଈଙ୍କ ଦର୍ଶନ କଲେ ରାଜ୍ୟପାଳ

କୃଷ୍ଣପ୍ରସାଦ,୭ା୯(ଡି.ଏନ୍‌.ଏ.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମଙ୍ଗଳବାର ମା’ କାଳିଜାଈଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି। ଗରୁଡ଼ ଭାସମାନ ଲଞ୍ଚରେ ରାଜ୍ୟପାଳ ଅପରାହ୍ନ ୩ଟାରେ କାଳିଜାଈ ପୀଠରେ ପହଞ୍ଚିଥିଲେ। ନାଭାଲର କମାଣ୍ଡିଂ ଅଫିସର ଓ ଉଚ୍ଚପଦସ୍ଥ ଅଧିକାରୀମାନେ ଚିଲିକାର ଇତିହାସ…

ମହିଳା କନଷ୍ଟେବଲ୍‌ଙ୍କ ସମେତ ୨ ମୃତ

ସାକ୍ଷୀଗୋପାଳ,୭ା୯ (ଡି.ଏନ୍‌.ଏ./ସ୍ବ.ପ୍ର.): ପୁରୀ- ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ମହିଳା କନଷ୍ଟେବଳଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ମହିଳାଙ୍କ…

ସ୍ବର୍ଗଦ୍ୱାରରେ ଭଣଜାଙ୍କ ସତ୍କାର ସାରି ଘରକୁ ଫେରୁଥିଲେ, ଟ୍ରକ୍‌ ସହ ଧକ୍କା ଯୋଗୁ ଚାଲିଗଲା ଜୀବନ

ସାକ୍ଷୀଗୋପାଳ,୬।୯(ଡି.ଏନ୍‌.ଏ./ସ୍ବ.ପ୍ର.): ପୁରୀ- ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ମହିଳା କନଷ୍ଟେବଳଙ୍କ ସମେତ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ମହିଳାଙ୍କ ପୁଅ…

ପରମ୍ପରାର ପ୍ରଚାର ପାଇଁ ନିଆରା ପ୍ରୟାସ

ପୁରୀ ଅଫିସ,୬।୯:କଟକ ମାଛୁଆବଜାର ଗଣେଶ ପୂଜାରେ ଯୋଗଦେଇଥିବା ମହାରାଷ୍ଟ୍ରର ପାରମ୍ପରିକ ଢୋଲ୍‌ ବାଜା ଗ୍ରୁପ୍‌ ସୋମବାର ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମଧ୍ୟାହ୍ନରେ ନାଗପୁର ଶିବସାଇ ଢୋଲ ତାସା ଅନୁଷ୍ଠାନର ୭୫ ଜଣ ସଦସ୍ୟ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଥିଲେ। ଏମାନଙ୍କ…

‘ପୁରସ୍କାର ଦ୍ୱାରା ସାମାଜିକ ଦାୟିତ୍ୱବୋଧ ବଢ଼େ’

ନିମାପଡ଼ା,୬ା୯(ଡି.ଏନ୍‌.ଏ.):ଚଳିତବର୍ଷ ଓଡ଼ିଶାରୁ ଏକମାତ୍ର ଶିକ୍ଷକ ଭାବେ ଈଶ୍ୱର ଚନ୍ଦ୍ର ନାୟକ ରାଷ୍ଟ୍ରପତି ପୁରସ୍କାର ପାଇଛନ୍ତି। ପୁରୀ ଜିଲା ନିମାପଡ଼ା ବ୍ଲକ ଗଡ଼ପଦନପୁର ପଞ୍ଚାୟତ ଅନ୍ତର୍ଗତ ବାଙ୍ଗୁରୁଷପାଟଣା ଗ୍ରାମରେ ଶିକ୍ଷକ ନାୟକଙ୍କ ଜନ୍ମ। ସମ୍ପ୍ରତି ସେ ନିମାପଡ଼ା ବ୍ଲକର କାନପୁର ବିଦ୍ୟାଳୟରେ ଶିକ୍ଷକତା…

ସ୍ଥିତି ଅନୁଧ୍ୟାନ କଲେ ସ୍ବତନ୍ତ୍ର ପ୍ରତିନିଧି ଦଳ

ପିପିଲି,୬।୯(ସ୍ବ.ପ୍ର./ଡି.ଏନ୍‌.ଏ.): ଭାର୍ଗବୀ ନଦୀରେ ବନ୍ୟାଜଳ ପ୍ରବାହିତ ପରେ କିଛିଦିନ ହେବ ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତ ବ୍ରାହ୍ମଣସାହିରେ ନାଲି ପିମ୍ପୁଡ଼ି ଆତଙ୍କ ଦେଖିବାକୁ ମିଳିଛି। ଏଥିଯୋଗୁ ସାଧାରଣ ଲୋକେ ଭୟଭୀତ ହେଉଥିବା ବେଳେ ଜୀବଜନ୍ତୁଙ୍କ ଉପରେ ମଧ୍ୟ ଏହାର ପ୍ରଭାବ…

ନାଲି ପିମ୍ପୁଡ଼ି ଭୟରେ ଗାଁ ଛାଡ଼ିଲେ ୩ ପରିବାର

ପିପିଲି,୫।୯(ଡି.ଏନ୍‌.ଏ.):ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତର ବ୍ରାହ୍ମଣ ଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କରେ ୩ ପରିବାର ଗାଁ ଛାଡି ଅନ୍ୟତ୍ର ଚାଲିଯାଇଛନ୍ତି। ସେମାନେ ହେଲେ କୁମୁଦ ଦାସ, ରେଣୁବାଳା ଦାସ, ଦେବେନ୍ଦ୍ର ଦାସ। ଗ୍ରାମରେ ପିମ୍ପୁଡ଼ିଙ୍କ ଆତଙ୍କ ଏତେ ବଢିଯାଇଥିବାରୁ…

ସମୁଦ୍ରରେ ସ୍ନାନବେଳେ ଚାଲିଗଲା ପ୍ରାଣ

ପୁରୀ ସହର,୫ା୯:ଖୁସିରେ ଶ୍ରୀକ୍ଷେତ୍ର ବୁଲିବାକୁ ଆସିଥିଲେ। ସମୁଦ୍ରରେ ଗାଧୋଇ ସାରି ମହାପ୍ରଭୁଙ୍କ ଦର୍ଶନ କରିଥାନ୍ତେ। ସ୍ତ୍ରୀ ଓ ଝିଅକୁ ଧରି ଗାଧୋଉଥିଲେ। ହେଲେ ସବୁ ଅଧାରେ ରହିଗଲା। ସ୍ନାନ କରିବାବେଳେ କୁନିଝିଅ ଆଗରେ ବାପାଙ୍କ ପ୍ରାଣ ଚାଲିଗଲା। ରବିବାର ସକାଳେ ପୁରୀ…

ନାଲି ପିମ୍ପୁଡ଼ି ଆତଙ୍କ

ପିପିଲି,୪।୯(ଡି.ଏନ୍‌.ଏ./ସ୍ବ.ପ୍ର.): ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତର ବ୍ରାହ୍ମଣ ଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କ ଦେଖିବାକୁ ମିଳିଛି। ଏଥିପାଇଁ ଲୋକେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବନ୍ୟାର କିଛି ଦିନ ପରେ ଏହି ପିମ୍ପୁଡ଼ିଙ୍କୁ ଦେଖିବାକୁ ମିଳିଥିଲା। ଏବେ ଘରେ…

ଉପକୂଳ ନିୟନ୍ତ୍ରିତ ଅଞ୍ଚଳ ସୁରକ୍ଷାରେ ଅବହେଳା

ପୁରୀ ଅଫିସ,୨।୯: ୮୭ ବର୍ଗ କିଲୋମିଟର ପରିବ୍ୟାପ୍ତ ବାଲୁଖଣ୍ଡ ଅଭୟାରଣ୍ୟ ପୁରୀ ବେଳାଭୂମିକୁ ଲାଗି ରହିଛି। ଏହାକୁ ନେଇ ଗଢ଼ିଉଠିଛି ଉପକୂଳ ନିୟନ୍ତ୍ରିତ ଅଞ୍ଚଳ। ଜୈବ ବିବିଧତାରେ ପରିପୂର୍ଣ୍ଣ ବାଲୁଖଣ୍ଡ ଅଭୟାରଣ୍ୟ ସମେତ ଏହି ଉପକୂଳ ନିୟନ୍ତ୍ରଣ ଅଞ୍ଚଳର ସୁରକ୍ଷା ଲାଗି…

ମନ୍ଦିରର ଐତିହ୍ୟ କରିଡର ହେବ ବିକାଶ: ସେବାୟତଙ୍କ ସହ ଆଲୋଚନା କଲେ ଜିଲାପାଳ

ସାକ୍ଷୀଗୋପାଳ, ୧। ୯(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରର ଐତିହ୍ୟ କରିଡର ବିକାଶ କାମ ଖୁବ୍‌ଶୀଘ୍ର ଆରମ୍ଭ ହେବ। ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀଠାରୁ ମନ୍ଦିରର ଚତୁଃପାର୍ଶ୍ୱ ଉନ୍ନୟନ ସହିତ ଐତିହାସିକ ବକୁଲବନ, ପଞ୍ଚଶଖା ସ୍ମୃତି ପାଠାଗାର ଖେଳପଡିଆ ଶ୍ରୀ ସିଦ୍ଧବଖୁଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri