ପୁରୀ

ଜନସମ୍ପର୍କ ବାହାନାରେ ଶକ୍ତି ପ୍ରଦର୍ଶନ

ପୁରୀ ଅଫିସ, ୧୬ା୧୧: ବିଜେଡି ପକ୍ଷରୁ ଅକ୍ଟୋବର ୨ରୁ ଆରମ୍ଭ ହୋଇଥିବା ଜନସମ୍ପର୍କ ପଦଯାତ୍ରା ମଙ୍ଗଳବାର ଶେଷ ହୋଇଛି। ଏହିକ୍ରମରେ ଶେଷ ଦିନରେ ପୁରୀ ବିଧାନସଭା ନିର୍ବାଚନମଣ୍ଡଳୀରେ ଦଳର ଜିଲା ସଭାପତି ମହେଶ୍ୱର ମହାନ୍ତିଙ୍କ ନେତୃତ୍ୱରେ ଏକ ଜନସମ୍ପର୍କ ପଦଯାତ୍ରା କରାଯାଇଛି।…

ମାମୁଘରୁ ମହାପ୍ରଭୁଙ୍କ ପାଇଁ ଆସିଲା ପଢ଼ୁଆଁ ଭାର

ପୁରୀ ଅଫିସ/ନିଆଳି,୧୫।୧୧(ଡି.ଏନ୍‌.ଏ.): ପ୍ରଥମାଷ୍ଟମୀ ଉପଲକ୍ଷେ ଶ୍ରୀମନ୍ଦିରକୁ ଆସିଛି ପଢ଼ୁଆଁ ଭାର । ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ମା’ ସୁଭଦ୍ରାଙ୍କ ପାଇଁ ମଙ୍ଗଳବାର ପଢ଼ୁଆଁ ଭାର ପୁରୀ ଆସିଛି। ମାମୁଘର ନିଆଳି ମାଧବାନନ୍ଦ ମନ୍ଦିରରୁ ମାଧବାନନ୍ଦ ଜୀଉ ବିକାଶ ପରିଷଦ…

ଟିକେଟ ନ ମିଳିବାରୁ ସୂର୍ଯ୍ୟମନ୍ଦିରରେ ଉତ୍ତେଜନା

କୋଣାର୍କ,୧୪ା୧୧(ଡି.ଏନ୍‌.ଏ): ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ସୂର୍ଯ୍ୟମନ୍ଦିରରେ ରବିବାର ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଛି। ସୂର୍ଯ୍ୟମନ୍ଦିର ବୁଲିବାକୁ ପ୍ରବେଶ ଟିକେଟ ନ ମିଳିବାରୁ ପର୍ଯ୍ୟଟକଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାକୁ ନେଇ ସେଠାରେ ଅସନ୍ତୋଷ ପ୍ରକାଶ ପାଇବା ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି…

ଶ୍ରୀଜିଉଙ୍କୁ ଦର୍ଶନ କଲେ ୫-ଟି ସଚିବ, ଶ୍ରୀସେତୁ ନିର୍ମାଣ କାର୍ଯ୍ୟର କଲେ ଅନୁଧ୍ୟାନ

ପୁରୀ ଅଫିସ,୧୨।୧୧: ୫-ଟି ସଚିବ ଭିକେ ପାଣ୍ଡିଆନ ଶନିବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହା ସହ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି। ତାଙ୍କ ସମେତ ପୁରୀ ଜିଲାପାଳଙ୍କ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଥିଲେ।

ଭୁଶୁଡ଼ିବାକୁ ବସିଛି ମକରା ନଦୀବନ୍ଧ

କଣାସ,୧୨।୧୧(ସ୍ବ.ପ୍ର.): କଣାସ ବ୍ଲକକୁ ୧୭ରୁ ଊର୍ଦ୍ଧ୍ୱ ନଦୀନାଳ ଘେରି ରହିଛି। ନଦୀବନ୍ଧ ସୁରକ୍ଷା ଦାୟିତ୍ୱରେ ଥିବା ଅଧିକାରୀଙ୍କ ଖାମଖିଆଲ ନୀତି ଯୋଗୁ ପ୍ରତିବର୍ଷ ବନ୍ୟା ସମୟରେ ବିଭିନ୍ନ ନଦୀ ବନ୍ଧ ଭାଙ୍ଗି ଅଞ୍ଚଳର ଲୋକେ ଦୁଦ୍ଦର୍ର୍ଶା ଭୋଗୁଛନ୍ତି। ଚଳିତବର୍ଷ ବନ୍ୟାରେ ରାଜୁଆ…

ରାଷ୍ଟ୍ରପତିଙ୍କୁ ଭେଟିବେ ସିଲ୍‌ଭର ଗାନ୍ଧୀ

ସାକ୍ଷୀଗୋପାଳ,୧୧ ।୧୧ (ଡି.ଏନ୍‌.ଏ/ସ୍ବ.ପ୍ର.): ଶାନ୍ତି, ମୈତ୍ରୀ, ଏକତା ଓ ସ୍ବଚ୍ଛତା ବାର୍ତ୍ତା ନେଇ ସଚେତନତା ଅଭିଯାନ ଚଳାଇଥିବା ପୁରୀ ଜିଲା ଡେଲାଙ୍ଗ ଗାନ୍ଧୀପୀଠ ରେବୋଇ ଗ୍ରାମର ମୋହନ ମହାପାତ୍ର ଓରଫ ସାଇରାମ ବାବା ସିଲଭର ଗାନ୍ଧୀ ଭାବେ ପରିଚିତ। ସେ ସିଲଭର…

ଖରିଫ ଧାନ ଫସଲ ଖାଇଗଲେ ଚକଡ଼ା ପୋକ

ଡେଲାଙ୍ଗ,୧୧ା୧୧(ଡି.ଏନ୍‌.ଏ.): ଫସଲରେ ଚକଡା ପୋକ ଯୋଗୁ ଏବେ ଚାଷୀ ମୁଣ୍ଡରେ ଚଡ଼କ ପଡିଛି। ପରିବାର ପ୍ରତିପୋଷଣ କରିବା ପାଇଁ ଧାର କରଜ କରି ଧାନ ଫସଲ କରିଥିବା ଚାଷୀ ଏବେ ଚକଡା ପୋକ ଯୋଗୁ ହିନସ୍ତା ଭୋଗୁଛନ୍ତି। ଧାନ ଫସଲକୁ ରୋଗ…

ମହାପ୍ରଭୁଙ୍କୁ ଦର୍ଶନ ପରେ ରାଷ୍ଟ୍ରପତିଙ୍କ ହାତଲେଖା

ପୁରୀ ଅଫିସ,୧୦।୧୧: ଓଡ଼ିଶା ଗସ୍ତରେ ଆସି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଶ୍ରୀମନ୍ଦିର ପ୍ରଶାସନ ନିକଟରେ ହାତଲେଖା ଛାଡ଼ିଛନ୍ତି। ଏହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେଉଛି। ଓଡ଼ିଆରେ ରାଷ୍ଟ୍ରପତି ଲେଖିଛନ୍ତି, ଆଜି…

ପ୍ରୋଟୋକଲ୍‌ ଭାଙ୍ଗି ବଡଦାଣ୍ଡରେ ଚାଲିଲେ, ତଳେ ବସି କଦଳୀ ପତ୍ରରେ ଖାଇଲେ ମହାପ୍ରସାଦ

ପୁରୀ ଅଫିସ,୧୦।୧୧: ଦେଶର ସର୍ବୋଚ୍ଚ ପଦରେ ଅଳଙ୍କୃତ ହେବା ପରେ ପ୍ରଥମ ଥର ଲାଗି ଓଡ଼ିଶା ଆସି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ସମୟରେ ସେ ପ୍ରୋଟୋକଲ ଭାଙ୍ଗି ବଡଦାଣ୍ଡରେ ଚାଲି ଚାଲି ଯାଇ ମହାପ୍ରଭୁଙ୍କ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଦ୍ରୌପଦୀ ମୁର୍ମୁ

ପୁରୀ ଅଫିସ,୧୦।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସୁରକ୍ଷା ପ୍ରୋଟୋକଲ ଭାଙ୍ଗି ବଳଗଣ୍ଡି ଛକରୁ କାର୍‌ରୁ ଓହ୍ଲାଇ ବଡଦାଣ୍ଡରେ ଚାଲି ଚାଲି ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଆଶୀର୍ବାଦ ନେଇଛନ୍ତି। ୨ ଦିନିଆ ଓଡ଼ିଶା ଗସ୍ତରେ ଆସି…

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି : ୫ଟାରୁ ରାତି ୯ଟା ଯାଏ ଦର୍ଶନ ବନ୍ଦ

ପୁରୀ ଅଫିସ,୯।୧୧: ଆଜି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୯ଟା ଯାଏ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା…

ଘରକୁ ଫେରିଲେ ହବିଷିଆଳି

ପୁରୀ ଅଫିସ, ୯।୧୧: ଗୋଟିଏ ମାସ କାର୍ତ୍ତିକ ବ୍ରତର ହବିଷ ସାରିବା ପରେ ସୋମବାର ନିଜ ନିଜ ଘରକୁ ଫେରିଛନ୍ତି ହବିଷିଆଳିମାନେ। ପୂର୍ବାହ୍ନରେ ଜିଲାପାଳ ସମର୍ଥ ବର୍ମା ଓ ଏସ୍‌ପି ଡ. କନୱର ବିଶାଲ ସିଂ ବୃନ୍ଦାବତୀ ନିବାସରେ ପହଞ୍ଚତ୍ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?