ପୁରୀ

ରାମଚଣ୍ଡୀ ପୀଠରେ ପର୍ଯ୍ୟଟକଙ୍କୁ ଶୋଷଣ

କୋଣାର୍କ,୯।୧୧(ଡି.ଏନ୍‌.ଏ.): ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ପୀଠରେ ବେଆଇନ ପାର୍କିଂ ଫି ଆଦାୟ ନେଇ ସେବାୟତ ସଂଘ ଅଭିଯୋଗ କରିଛି। ପୂର୍ବରୁ ଏପରି କରୁଥିବାବେଳେ ପର୍ଯ୍ୟଟନ ଅଧିକାରୀଙ୍କ ବାରଣର କିଛି ଦିନ ପରେ ପୁନର୍ବାର ଫି ଆଦାୟ ହୋଉଥିବା ଅଭିଯୋଗ ହୋଇଛି। ସୂଚନା…

ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ

ପୁରୀ ଅଫିସ,୯ା ୧୧: କାର୍ତ୍ତିକ ପୂର୍ଣ୍ଣିମା ବା ପଞ୍ଚକ ଶେଷ ଦିବସରେ ଶ୍ରୀମନ୍ଦିରରେ ପାରମ୍ପରିକ ରୀତିନୀତି ଅନୁସାରେ ରନତ୍ସିଂହାସନ ଉପରେ ବିରାଜିତ ଶ୍ରୀବିଗ୍ରହଙ୍କର ରାଜରାଜେଶ୍ୱର ବେଶ ବା ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ପୂର୍ଣ୍ଣିମାରେ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ମହାପ୍ରଭୁଙ୍କ ବେଶ ଓ…

ମହିଳା ଭକ୍ତଙ୍କୁ ଜେଟିପିଙ୍କ ଦୁର୍ବ୍ୟବହାର

ପୁରୀ ଅଫିସ, ୮ା୧୧:ଶ୍ରୀମନ୍ଦିରରେ ସୋମବାର ଜଣେ ହବିଷିଆଳିଙ୍କୁ ପୋଲିସ କର୍ମଚାରୀ ମାଡ ମାରିବା ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ଜଣେ ବୃଦ୍ଧାଙ୍କୁ ଶ୍ରୀମନ୍ଦିର ପୋଲିସ (ଜେଟିପି) ଦୁର୍ବ୍ୟବହାର କରିବା ସହ ଧକ୍କା ମାରିଥିବା ଅଭିଯୋଗ ହୋଇଛି। ଏନେଇ ବୃଦ୍ଧାଙ୍କ ଝିଅ ସମ୍ପୃକ୍ତ…

ମହିଳା ଭକ୍ତଙ୍କୁ ମାଡ ମରା ଘଟଣାରେ କାର୍ଯ୍ୟାନୁଷ୍ଠାନ: ହାବିଲଦାର ନିଲମ୍ବିତ

ପୁରୀ ଅଫିସ,୭।୧୧: ଶ୍ରୀମନ୍ଦିର ପରିସରରେ ମହିଳା ଭକ୍ତଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ସମ୍ପୃକ୍ତ ସୁରକ୍ଷାକର୍ମୀ ତଥା ହାବିଲଦାର ପ୍ରଶାନ୍ତଙ୍କୁ ପୁରୀ ଏସ୍‌ପି କେ ବିଶାଲ ସିଂହ ନିଲମ୍ବିତ କରିଛନ୍ତି। ଅପରପକ୍ଷେ ମହିଳାଙ୍କ ଚିକିତ୍ସା ସଦର ହସ୍ପିଟାଲରେ କରାଯାଉଛି। ପ୍ରକାଶ ଯେ,…

ଫସଲବୀମା ପ୍ରଦାନରେ ଅବହେଳା, ଆଗକୁ ଚାଷୀଙ୍କ ଆନ୍ଦୋଳନ ଜୋରଦାର୍‌

ସାକ୍ଷୀଗୋପାଳ,୭।୧୧(ଡି.ଏନ୍‌.ଏ.): ପ୍ରଧାନମନ୍ତ୍ରୀ ଫସଲବୀମା କ୍ଷତିପୂରଣ ପ୍ରଦାନରେ ଅବହେଳା ଅଭିଯୋଗ କରି ସତ୍ୟବାଦୀ ବ୍ଲକର ଶୁକଳ ଓ ଆଳିଶ ପଞ୍ଚାୟତର ଶତାଧିକ ଚାଷୀ ଆନ୍ଦୋଳନ ଡାକରା ଦେଇଛନ୍ତି। ନୂଆ ଜଗନ୍ନାଥ ସଡ଼କ ପାଶର୍‌ବ ମହାବୀର ମନ୍ଦିରରେ ସୋମବାର ଏକ ପ୍ରତିବାଦ ସଭାରେ ଚାଷୀ…

ଖାକିରେ ଲାଗିଲା ଦାଗ: ହବିଷିଆଳିଙ୍କୁ ମାଡ ମାରି ମୁଣ୍ଡ ଫଟାଇଲା ପୋଲିସ

ପୁରୀ ଅଫିସ, ୭।୨୨: ଶ୍ରୀମନ୍ଦିର ମଧ୍ୟରେ ଜଣେ ମହିଳା ଭକ୍ତଙ୍କୁ ପୋଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ଜଗମୋହନ ନିକଟରେ ମୁତୟନ ଥିବା ସୁରକ୍ଷା କର୍ମୀ ଜଣେ ହବିଷିଆଳିଙ୍କ ମୁଣ୍ଡକୁ ମାଡ ମାରିଛନ୍ତି। ଫଳରେ ମହିଳାଙ୍କ ମୁଣ୍ଡରେ ଗଭୀର ଆଘାତ…

ମହାପ୍ରଭୁଙ୍କ ନୀତିକାନ୍ତିରେ ବାରମ୍ବାର ବିଳମ୍ବ ଘଟଣା: ଶ୍ରୀମନ୍ଦିର ପ୍ରଶାସନର ଉଦାସୀନତା ଦାୟୀ

ପୁରୀ ଅଫିସ, ୭ା୧୧:ପବିତ୍ର କାର୍ତ୍ତିକ ମାସରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ମହାପ୍ରସାଦ ସେବନ ନିମନ୍ତେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଭକ୍ତ ପୁରୀ ଆସୁଛନ୍ତି। ସେହିପରି ପୁରୀରେ ରହି ହବିଷିଆଳିମାନେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି। ତେଣୁ ଶ୍ରୀକ୍ଷେତ୍ରରେ…

ଶ୍ରୀଶଙ୍କରାନନ୍ଦ ମଠର ବିକାଶକୁ ଗୁରୁତ୍ୱ

ପୁରୀ ଅଫିସ, ୭ା୧୧:ଶ୍ରୀଶଙ୍କରାନନ୍ଦ ମଠ ଐତିହ୍ୟ ପୁସ୍ତକର ଉନ୍ମୋଚନ ଉତ୍ସବ ରବିବାର ମଠ ପରିସରରେ ଟ୍ରଷ୍ଟବୋର୍ଡ଼ ସଭାପତି ଦୁର୍ଗାପ୍ରସାଦ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ଅତିଥି ଭାବେ ଯୋଗଦେଇ କହିଥିଲେ, ଦୃଶ୍ୟମାନ ଶ୍ରୀମନ୍ଦିରର…

ମହାପ୍ରଭୁଙ୍କ ବାଙ୍କଚୂଡ଼ା ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼

ପୁରୀ ଅଫିସ, ୫।୧୧: ଧର୍ମର ମାସ କାର୍ତ୍ତିକ ଚାଲିଛି। ଏ ନେଇ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ହୋଇଉଠିଛି। ପଞ୍ଚକର ଦ୍ୱାଦଶୀ ତିଥିରେ ଶନିବାର ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ବାଙ୍କଚୂଡ଼ା ବେଶରେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପଞ୍ଚକରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରେ ଅଶେଷ…

୧୦ରେ ମହାପ୍ରଭୁଙ୍କୁ ଦର୍ଶନ କରିବେ ରାଷ୍ଟ୍ରପତି

ପୁରୀ ଅଫିସ, ୫ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଚଳିତ ମାସରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ରାଷ୍ଟ୍ରପତି ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ସେ ୧୦ ତାରିଖରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ…

ନୀତି ବିଳମ୍ବ, ଭକ୍ତ ହଇରାଣ

ପୁରୀ ଅଫିସ, ୫ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶୁକ୍ରବାରଠାରୁ ପବିତ୍ର ପଞ୍ଚକ ଆରମ୍ଭ ହୋଇଛି। ପଞ୍ଚକର ପ୍ରଥମ ଦିନରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଗହଳି ଦେଖିବାକୁ ମିଳିଛି। ତେବେ ନୀତିକାନ୍ତିରେ ବିଳମ୍ବ ଘଟିବାରୁ…

ଲକ୍ଷ୍ମୀ ନାରାୟଣ ବେଶରେ ଦର୍ଶନ ଦେଲେ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୪।୧୧(ଡି.ଏନ୍‌.ଏ.): ଶୁକ୍ରବାର କାର୍ତ୍ତିକ ବଡ଼ ଏକାଦଶୀ ତଥା ଦେବ ଉତ୍ଥାପନ ଏକାଦଶୀ ତିଥୀ ଅବସରରେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀ ନାରାୟଣ ବେଶ ସହିତ ଶ୍ରୀରାଧାଙ୍କ ସୁନା ବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଲାଗଛି। ମନ୍ଦିର ବେଢାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?