ତ୍ରିରଙ୍ଗା ଶୋଭାଯାତ୍ରାରେ ୯ ଡାକଘରର କର୍ମଚାରୀ ସାମିଲ
ନିମାପଡ଼ା,୧୨ା୮(ଡି.ଏନ୍.ଏ.): ପୁରୀ ଜିଲା ନିମାପଡ଼ା ଉପ ଡାକମଣ୍ଡଳ ଅଧିନସ୍ଥ କୋଣାର୍କ ଉପ ଡାକଘର ପରିସରରୁ ଏକ ତ୍ରିରଙ୍ଗା ଶୋଭାଯାତ୍ରା ବାହାରି କୋଣାର୍କ ବଜାର ପରିକ୍ରମା କରି ସୂର୍ଯ୍ୟ ମନ୍ଦିର ପର୍ଯ୍ୟନ୍ତ ଯାଇଥିଲା। ଏହି ଶୋଭାଯାତ୍ରାରେ କୋଣାର୍କ ଉପଡାକଘର ତଥା ଏହା ଅଧୀନରେ…
ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ସ୍ଥିତି ଯାଞ୍ଚ ପାଇଁ ଏଏସ୍ଆଇର ପ୍ରଶାସନକୁ ଚିଠି
ପୁରୀ ଅଫିସ,୧୨।୯- ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଦୀର୍ଘଦିନରୁ ରହିଆସିଥିବା ଦ୍ୱନ୍ଦ୍ୱ ଦୂର ହେବା ନେଇ ରାସ୍ତା ଫିଟୁଛି। ରତ୍ନଭଣ୍ଡାର ସ୍ଥିତି ଦୁର୍ବଳ ହୋଇଥିବା ହେତୁ ଏହାର ସ୍ଥିତି ଯାଞ୍ଚ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖାଯାଇଛି। ଗତ ୮ ତାରିଖରେ…
ଜଗନ୍ନାଥ ସଂସ୍କୃତିର ପ୍ରଚାର କରିବ ୪ ୟୁଟ୍ୟୁବ୍ ଚାନେଲ
ପୁରୀ ଅଫିସ,୧୨ା୮: ଜଗନ୍ନାଥ ସଂସ୍କୃତିର ପ୍ରଚାରପ୍ରସାର ପାଇଁ ପଦ୍ମନାଭ ଷ୍ଟୁଡିଓ ପ୍ରାଇଭେଟ ଲିମିଟେଡ୍ ପକ୍ଷରୁ ୩ଟି ଭାଷାରେ ୟୁଟ୍ୟୁବ୍ ଚାନେଲ ଖୋଲାଯାଇଛି। ଏ ନେଇ ପଦ୍ମନାଭ ଷ୍ଟୁଡିଓ ପକ୍ଷରୁ ଗୁରୁବାର ବଳଗଣ୍ଡି ସ୍ଥିତ ଭକ୍ତ ସାଲବେଗ ପୀଠରେ ଏକ ଖବରଦାତା ସମ୍ମିଳନୀ…
ଅଠରନଳାରେ ବଢ଼ୁଛି ବଟି ଆଦାୟ
ପୁରୀ ଅଫିସ,୧୨।୮: ପୁରୀ ଅଠରନଳା ଛକରେ ଥିବା ଅଟୋ ଷ୍ଟାଣ୍ଡରେ ଚାଳକମାନଙ୍କୁ ବଟି ମଗାଯାଉଥିବା ଅଭିଯୋଗ ହେଉଛି। ଯାତ୍ରୀଙ୍କୁ ଅଠରନଳା ଛକରୁ ଉଠାଇଲେ ଅଟୋ ପିଛା ୨୦ରୁ ୫୦ଟଙ୍କା ଦେବାକୁ ବାଧ୍ୟ କରାଯାଉଛି। କୌଣସି ଅଟୋ ମାଲିକ ବଟି ଦେବାକୁ ମନା…
ଆଜି ଶ୍ରୀମନ୍ଦିରରେ ରକ୍ଷାବନ୍ଧନ
ପୁରୀ ଅଫିସ, ୧୨।୮: ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ପଡୁଥିବାରୁ ଶ୍ରୀମନ୍ଦିରରେ ରକ୍ଷାବନ୍ଧନ ପର୍ବ ଶୁକ୍ରବାର ଅନୁଷ୍ଠିତ ହେବ। ଏଥିସହ ବଡଠାକୁର ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ୨ଟି ଲେଖାଏ ରାଖୀ ଏବଂ ୨ଟି…
ଡ୍ରେନେଜ୍ର ଗାର୍ଡୱାଲ ଭୁଶୁଡ଼ିଲା
ପିପିଲି,୧୨ା୮(ସ୍ବ.ପ୍ର.): ପିପିଲି ପୌରାଞ୍ଚଳର ୧୪ନଂ. ୱାର୍ଡର ସୁଲତାନ ନଗର ମୁଖ୍ୟ ରାସ୍ତାକୁ ଅତିକ୍ରମ କରିଥିବା ଜଇଶପାଟଣା-ଅମାଳଙ୍ଗ ଡ୍ରେନେଜ ତଥା ଖଲାସି ନାଳର ଡାହାଣପଟ ବନ୍ଧ ଉପରେ ନିର୍ମାଣ ହୋଇଥିବା ଗାର୍ଡଓ୍ବାଲ୍ଟି ଭୁଶୁଡ଼ି ପଡ଼ିଛି। ଡ୍ରେନେଜ ବନ୍ଧକୁ ସୁରକ୍ଷା ପାଇଁ ଗତ ୫ଦିନ…
ସାଇବର ଥାନାର କାର୍ଯ୍ୟଦକ୍ଷତା ନେଇ ପ୍ରଶ୍ନ
ପୁରୀ ଅଫିସ,୧୧।୮: ପ୍ରଯୁକ୍ତିବିଦ୍ୟା ସହ ତାଳଦେଇ ନୂଆ ନୂଆ ତରିକାରେ ଆପରାଧିକ କାର୍ଯ୍ୟକଳାପ ହେଉଛି। ସାମାଜିକ ଗଣମାଧ୍ୟମରେ ବିଭିନ୍ନ ଲିଙ୍କ୍ ଓ କଲ୍ ଜରିଆରେ ସାଇବର ଠକମାନେ ଲୋକଙ୍କୁ ଲୁଟୁଛନ୍ତି। ଏଭଳି ସ୍ଥିତିରେ ରାଜ୍ୟ ସରକାର ସବୁ ଜିଲାରେ ସାଇବର ଥାନା…
ଐତିହ୍ୟ ମାନ୍ୟତା ଚାହୁଁଛି ‘ପାଥେରପୁରୀ’
ପୁରୀ ଅଫିସ,୧୦।୮: ପାଥେରପୁରୀ ଓ ରବୀନ୍ଦ୍ରନାଥ ଟାଗୋର, ଓଡ଼ିଆ ଏବଂ ବଙ୍ଗ ସାହିତ୍ୟର ଏକ ଅଦ୍ଭୁତ ମିଳନ। ପୁରୀରେ ଥିବା ଶତାବ୍ଦୀର ପୁରୁଣା କୋଠା ପାଥେରପୁରୀ ଏବେ ଏକ ଭୂତକୋଠି ହୋଇ ପଡ଼ିରହିଛି। ଦିନେ ସାହିତ୍ୟ ଓ କାବ୍ୟ ରଚନାର ଏକ…
ଗାଧୋଇବାବେଳେ ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ, ଜଣେ ମୃତ
ପୁରୀ ଅଫିସ, ୯।୮: ପୁରୀରେ ପୁଣି ଅଘଟଣ। ସମୁଦ୍ରରେ ଗାଧୋଇବା ବେଳେ ବୁଡିଗଲେ ୩ ପର୍ଯ୍ୟଟକ। ସେମାନଙ୍କ ମଧ୍ୟରୁ ଜଣେ ଯୁବତୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ମୃତ ଯୁବତୀ ଜଣଙ୍କ ହେଲେ ଛତିଶଗଡ…
ଆଇନ ବିଭାଗକୁ ସୁପାରିସ କରୁନି ପରିଚାଳନା କମିଟି
ପୁରୀ ଅଫିସ,୯।୮:ଶ୍ରୀମନ୍ଦିର ରତ୍ନଭଣ୍ଡାରର ଯାଞ୍ଚ ଓ ମରାମତି ପାଇଁ ସବୁ ମହଲରେ ଦାବି ହେଉଥିବା ସତ୍ତ୍ବେ ପ୍ରଶାସନ କର୍ଣ୍ଣପାତ କରୁନାହିଁ। ଫଳରେ ରତ୍ନଭଣ୍ଡାର ଓ ସେଥିରେ ଥିବା ଦାରୁଦିଅଁଙ୍କ ଦୁର୍ମୂଲ୍ୟ ଅଳଙ୍କାରର ସ୍ଥିତିକୁ ନେଇ ସାଧାରଣରେ ପ୍ରଶ୍ନ ଉଠୁଛି। ଆଇନ ବିଭାଗ…
ପୁଅକୁ ଦେଖା କରିବାକୁ ଆସି ମାଡ଼ ଖାଇଲେ ବାପା
ପୁରୀ ଅଫିସ,୯।୮:ପୁରୁଷର ଲୁହକୁ କେହି କେବେ ବୁଝିନାହାନ୍ତି। ମୋ ପୁଅକୁ ଗଲା ୨ ବର୍ଷ ହେଲା ଦେଖିନି। କୋର୍ଟ ଅନୁମତି ପତ୍ର ମୋ ପାଖରେ ଥାଇ ମଧ୍ୟ ମୋତେ ରାସ୍ତାରେ ମାଡ଼ ମରାଗଲା। ମୋତେ ସାହାଯ୍ୟ କରନ୍ତୁ, ପୁଅକୁ ଥରୁଟିଏ ଦେଖିବାକୁ…
ରତ୍ନଭଣ୍ଡାର ପ୍ରସଙ୍ଗକୁ ଅଣଦେଖା
ପୁରୀ ଅଫିସ,୭।୮ : ନୀଳାଦ୍ରି ଭକ୍ତନିବାସରେ ଶନିବାର ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚଳିତ ବର୍ଷର ରଥଯାତ୍ରା ଓ ସ୍ନାନଯାତ୍ରା କାର୍ଯ୍ୟକ୍ରମର ସମୀକ୍ଷା କରାଯାଇଛି। ଏଥିସହ ଆଦର୍ଶ ଗୁରୁକୁଳ, ସେବକ…
Archives


