ପୁରୀ

ବସିବ ଛତିଶା ନିଯୋଗ ବୈଠକ: ରାଷ୍ଟ୍ରପତିଙ୍କ ଶ୍ରୀମନ୍ଦିର ଦର୍ଶନ ନେଇ ହେବ ଆଲୋଚନା

ପୁରୀ ଅଫିସ,୪।୧୧: ଆସନ୍ତା ୧୦ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଗସ୍ତ ସମୟରେ ପୁରୀ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବେ ବୋଲି ଜଣାପଡିଛି। ଏଥିପାଇଁ ଆଜି ସନ୍ଧ୍ୟାରେ ଛତିଶା ନିଯୋଗ ବୈଠକ…

ଆଜି ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

ପୁରୀ ଅଫିସ,୪ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ଶୁକ୍ରବାରଠାରୁ ଶ୍ରୀକ୍ଷେତ୍ର ସମେତ ଶ୍ରୀମନ୍ଦିରରେ ପଞ୍ଚକ ନୀତି ଆରମ୍ଭ ହେବ। ପଞ୍ଚକର ପ୍ରଥମ ଦିନ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ବା ଠିଆକିଆ ବେଶ ଅନୁଷ୍ଠିତ ହେବ। ଅବକାଶ…

ଆସୁଛି କାର୍ତ୍ତିକ ପୂର୍ଣ୍ଣିମା; କାଗଜ ଡଙ୍ଗା ତିଆରିରେ ପ୍ରକାଶଙ୍କ ପରିବାର

ପିପିଲି,୩।୧୧(ସ୍ବ.ପ୍ର.): ଆଉ ଦିନ କେଇଟା ପରେ କାର୍ତ୍ତିକ ପୂର୍ଣ୍ଣିମା। ଏହି କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ ସହ ଲୋକେ ଡଙ୍ଗା ଭସାଇ ପୂଜାର୍ଚ୍ଚନା କରୁଛନ୍ତି। ହେଲେ କରୋନା ପାଇଁ ଗତ ୨ ବର୍ଷ ଲୋକେ କାର୍ତ୍ତିକ ପୂର୍ଣ୍ଣିମା ଉତ୍ସବ ସହ ଡଙ୍ଗା…

ଗ୍ୟାସ୍‌ ଟାଙ୍କିରୁ ଦୋକାନରେ ଲାଗିଲା ନିଆଁ

ସାକ୍ଷୀଗୋପାଳ,୨ା୧୧(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳରେ ଅଁଳାନବମୀ ଉପଲକ୍ଷେ ଆୟୋଜିତ ସାଂସ୍କୃତିକ ସମାରୋହ ଶ୍ରୀରାଧା ଉତ୍ସବ ପଡ଼ିଆରେ ଏକ ଜଳଖିଆ ଦୋକାନରେ ବୁଧବାର ଆକସ୍ମିକ ଅଗ୍ନିକାଣ୍ଡ ଘଟିଥିଲା। ମସଲାଦୋସା ପ୍ରସ୍ତୁତ କରୁଥିବା ଏହି ଦୋକାନରେ ଲାଗିଥିବା ରନ୍ଧନ ଗ୍ୟାସ ଟାଙ୍କିରେ ନିଆଁ ଲାଗିଯାଇ…

ଅଁଳାନବମୀରେ ସାକ୍ଷୀଗୋପାଳ ଚଳଚଞ୍ଚଳ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ସାକ୍ଷୀଗୋପାଳ,୨ା୧୧(ଡି.ଏନ୍‌.ଏ.): ପୁରୀ ଜିଲାର ଦିତୀୟ ବୃହତ୍ତମ ଗଣପର୍ବ ସାକ୍ଷୀଗୋପାଳ ମନ୍ଦିରରେ ବୁଧବାର ଅଁଳାନବମୀ ଉପଲକ୍ଷେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ବର୍ଷକୁ ଗୋଟିଏ ଦିନ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ଓଡ଼ିଆଣୀ ବେଶରେ ଦୁର୍ଲ୍ଲଭ ଦର୍ଶନ ସହିତ ସାକ୍ଷୀଗୋପାଳ ଠାକୁର ରାଧାଦାମୋଦର ବେଶରେ…

ଫଟା ପାଇପ୍‌ରୁ ପାଣି ନେଉଛନ୍ତି ଗ୍ରାମବାସୀ

କଣାସ,୨।୧୧(ସ୍ବ.ପ୍ର.): ପୁରୀ ଜିଲା କଣାସ ବ୍ଲକ ବର୍ଷାସାରା ପାନୀୟ ଜଳ ସମସ୍ୟା ଲାଗି ରହିଛି। ରାଜ୍ୟ ସରକାରଙ୍କ ପାନୀୟ ଜଳ ଯୋଗାଣ କାର୍ଯ୍ୟାଳୟ ପକ୍ଷରୁ କେତୋଟି ଗ୍ରାମପଞ୍ଚାୟତରେ ହାତ ଗଣତି ଭାବେ ପାଇପ୍‌ ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରାଯାଇଛି। ଅନେକ…

ଆଜି ପବିତ୍ର ଅଁଳା ନବମୀ: ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ

ପୁରୀ ଅଫିସ,୨।୧୧: ଆଜି ପବିତ୍ର ଅଁଳା ନବମୀ। ୨ ବର୍ଷ ପରେ ରାଧାପାଦ ଦର୍ଶନ କରୁଛନ୍ତି ଭକ୍ତ। ଲମ୍ବା ଧାଡ଼ିରେ ଯାଇ ଶ୍ରଦ୍ଧାଳୁମାନେ ରାଧାପାଦ ଦର୍ଶନ କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତ କରାଯାଇଛି। ଏଥିପାଇଁ ୨୦…

ରାଧାପାଦ ଛୁଇଁବାକୁ ମନା: ମୁତୟନ ହେଲେ ୨୦ ପ୍ଲାଟୁନ ଫୋର୍ସ

ପୁରୀ ଅଫିସ,୧।୧୧: ବୁଧବାର ଅଁଳା ନବମୀ। କରୋନା ମହାମାରୀର ଦୁଇବର୍ଷ ପରେ ଏଥର ଶ୍ରଦ୍ଧାଳୁ ରାଧା ରାଧାପାଦ ଦର୍ଶନ କରିପାରିବେ । ଏ ନେଇ ପୁରୀ ସାକ୍ଷୀଗୋପାଳରେ ଅଁଳା ନବମୀରେ ଭକ୍ତଙ୍କୁ ରାଧାପାଦ ଦର୍ଶନ ଅନୁମତି ମିଳିଛି। ମାତ୍ର ଶ୍ରଦ୍ଧାଳୁ ପାଦ…

ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କ ହରିହର ବେଶ

ପୁରୀ ଅଫିସ, ୧ା୧୧: କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ସପ୍ତମୀ ଅବସରରେ ସୋମବାର ଶ୍ରୀମନ୍ଦିରରେ ବଡ଼ଠାକୁର ପ୍ରଭୁ ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଦାରୁବିଗ୍ରହମାନଙ୍କ ଅବକାଶ ନୀତି ପରେ ହରିହର ବେଶ ଆରମ୍ଭ ହୋଇଥିଲା। ପୁଷ୍ପାଳକ ସେବକମାନେ ପ୍ରଭୁ…

ପରାଗରେ ଚିକେନ୍‌ ବିରିୟାନୀ ଖାଇବା ଘଟଣା: ହେତୁବାଦୀଙ୍କ ବିରୋଧରେ ଏତଲା

ପୁରୀ ଅଫିସ, ୩୦ା୧୦: ଗତ ୨୫ତାରିଖରେ ହୋଇଥିବା ସୂର୍ଯ୍ୟୋପରାଗ ସମୟରେ ହେତୁବାଦୀ ପରିଚୟ ଦେଇ କେତେଜଣ ବ୍ୟକ୍ତି ଚିକେନ୍‌ ବିରିୟାନୀ ଖାଇବା ସହ ବ୍ରାହ୍ମଣ ସମାଜକୁ ଆକ୍ଷେପ କରି ଅପମାନିତ ମନ୍ତବ୍ୟ ଦେଇଥିବା ଅଭିଯୋଗ ଆଣି ରାଜ୍ୟ ଶାକଦ୍ୱୀପୀ ବ୍ରାହ୍ମଣ ମହାସଂଘ…

ଚନ୍ଦ୍ରଗ୍ରହଣ ନୀତି ନିର୍ଘଣ୍ଟକୁ ନେଇ ଦ୍ୱନ୍ଦ୍ୱ

ପୁରୀ ଅଫିସ, ୩୧ା୧୦: ଆସନ୍ତା ନଭେମ୍ବର ୮ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ ସଂଘଟିତ ହେବାକୁ ଯାଉଛି। ତେବେ ଏହି ଚନ୍ଦ୍ରଗ୍ରହଣ ପାଇଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଶ୍ରୀମନ୍ଦିର ପ୍ରଶାସନର ନୀତି ନିର୍ଘଣ୍ଟ ଅନୁଯାୟୀ, ଚନ୍ଦ୍ରଗ୍ରହଣ ଦିନ…

ସ୍ଥିତି ଅନୁଧ୍ୟାନ କଲା ସ୍ବତନ୍ତ୍ର ବୈଷୟିକ ଟିମ୍‌

ପୁରୀ ଅଫିସ,୩୦।୧୦: ଦୀର୍ଘଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟକୁ ନେଇ ବିବାଦ ଉଠିଛି। ଗତ କିଛିମାସ ତଳେ ଶ୍ରୀମନ୍ଦିର ରତ୍ନବେଦିରୁ ଚୂନ ଖସିଥିବା ବେଳେ ଏବେ ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରର ଜଗମୋହନରୁ ପଥର ଖସିବା ସହ ନାଟମଣ୍ଡପରେ ଫାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?