ପୁରୀ

ଆଇନମନ୍ତ୍ରୀଙ୍କ ବଡ଼ ସୂଚନା: ପୁଣି ଥରେ ଆରମ୍ଭ ହେବ ରତ୍ନଭଣ୍ଡାରର…

ଭୁବନେଶ୍ୱର,୨୮ା୬: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପୁଣିଥରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ ହେବ। ୮ ଦିନ ମଧ୍ୟରେ କାମ ଶେଷ କରିବାକୁ ଯୋଜନା ପ୍ରସ୍ତୁତ କରାଯାଇଥିବାର ମଧ୍ୟ ମନ୍ତ୍ରୀ କହିଛନ୍ତି।...

ଜଗାର ମନ ଜିଣିବାକୁ ବଡ଼ଦାଣ୍ଡରେ ଶବରୀ ବେଶରେ ଆଇଟମ୍‌ ଗର୍ଲ ରାନୀ , କହିଲେ…

ପୁରୀ ,୨୭।୬: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା...

ଆରମ୍ଭ ହେଲା ରଥଟଣା, ସ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ଟାଣିଲେ ରଥ

ପୁରୀ,୨୭।୬: ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ବାହାରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ରଥାରୂଢ଼ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପନ୍ନ ପରେ ଆରମ୍ଭ ହୋଇଛି ରଥଟଣା। ଶ୍ରଦ୍ଧାଳୁମାନେ ପ୍ରଥମେ...

ଛେରାପହଁରା ଶେଷ: ଆଉ କିଛି ସମୟ ପରେ ରଥଟଣା

ପୁରୀ,୨୭।୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ରଥରେ ବିଜେ କରି ନବଦିନାତ୍ମକ ଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି। ଇତିମଧ୍ୟରେ ରଥାରୂଢ଼ ଶ୍ରୀଜିଉଙ୍କ ଛେରାପହଁରା ନୀତିକାନ୍ତି ସମ୍ପନ୍ନ ହୋଇଛି। ଗଜପତି...

ରଥାରୂଢ଼ ଠାକୁରଙ୍କୁ ଛେରାପହଁରା କରୁଛନ୍ତି ଗଜପତି ମହାରାଜା

ପୁରୀ,୨୭ା୬: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି...

ବଡ଼ଦାଣ୍ଡରେ ଚେତା ହରାଇଲେ ଶ୍ରଦ୍ଧାଳୁ

ପୁରୀ,୨୭।୬: ଆଜି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗାଙ୍କ ଦର୍ଶନ ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। ଅନ୍ୟପକ୍ଷେ ମହାପ୍ରଭୁଙ୍କ ଦର୍ଶନ ଲାଗି ବଡ଼ଦାଣ୍ଡରେ ଠେଲାପେଲା ଗହଳି ହେବା ସହ ଲୋକେ ବ୍ୟାରିକେଡ...

ଜଗା ପାଇଁ ଜନସମୁଦ୍ର, ଭକ୍ତି ଭାବରେ ଉଛୁଳିଛି ବଡ଼ଦାଣ୍ଡ

ପୁରୀ,୨୭।୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇଆସି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଜଗା ପାଇଁ ଜନସମୁଦ୍ର ହୋଇଛି ବଡ଼ଦାଣ୍ଡ। କାଳିଆ ପ୍ରେମରେ ଭିଜୁଛନ୍ତି ଭକ୍ତ । କାଳିଆର ଗୁଣ୍ଡିଚା ଯାତ...

ଅପେକ୍ଷା କରିଛି ନନ୍ଦିଘୋଷ: ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୨୭ା୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ଆସୁଛନ୍ତି ପ୍ରଭୁ କାଳିଆ ସାଆନ୍ତ। ନନ୍ଦିଘୋଷ ରଥରେ ବିରାଜ କରିବା ପାଇଁ ଝୁଲିଝୁଲି ଆସୁଛନ୍ତି ମହାବାହୁ। ପୂର୍ବରୁ ସୁଦର୍ଶନ ମହାପ୍ରଭୁ, ପରେ ପ୍ରଭୁ ବଳଭଦ୍ର ଏବଂ ମା’ ସୁଭଦ୍ରାଙ୍କ...

ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ

ପୁରୀ,୨୭ା୬: ଦେବୀ ସୁଭଦ୍ରାଙ୍କ ପହଣ୍ଡି ଆରମ୍ଭ ହୋଇଛି। ଘଣ୍ଟ, ଘଣ୍ଟା, ମାର୍ଦ୍ଦଳର ତାଳେ ତାଳେ ମା’ଙ୍କୁ ରଥ ଅଭିମୁଖେ ଆଣୁଛନ୍ତି ସେବାୟତ। ପୂର୍ବରୁ ସୁଦର୍ଶନ ମହାପ୍ରଭୁ, ପରେ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ବିଜେ ହୋଇସାରିଛି। ଅପରାହ୍ନ ୨ଟା ୩୦ରୁ ୩ଟା...

ଭାବର ବାନା: ପତିତପାବନ

ସ୍ଥୂଳ ଦୃଷ୍ଟିରେ ଦେଖିଲେ ଖଣ୍ଡେ ତ୍ରିକୋଣକାର ନାଲି କିମ୍ବା ହଳଦିଆ ରଙ୍ଗର କପଡ଼ା ମାତ୍ର। ତା’ର ନାମ ଧ୍ୱଜା, ନେତ, ପତାକା ଓ ବାନା। ମଝିରେ ଚନ୍ଦ୍ରବିନ୍ଦୁ ଚିହ୍ନ ଥିବା ଦୁଇଧାରର ଶେଷ ବିନ୍ଦୁରେ ଏକ ଫୁଲ ଲାଗିଥିବା ସେହି...

ଶ୍ରୀମନ୍ଦିରରେ ୫ ପତିତପାବନ

ମହାପ୍ରଭୁ ଓଡ଼ିଶାରେ ୬୪ଟି ନାମରେ ପୂଜିତ ହେଉଛନ୍ତି। ତାହା ମଧ୍ୟରୁ ଶ୍ରୀପତିତପାବନ, ଶ୍ରୀଦଧିବାମନ ଓ ଶ୍ରୀଭାଗବତ ଏହି ତିନୋଟି ନାମରେ ଅନେକ ଗୁରୁତ୍ୱ ରହିଛି। ଶ୍ରୀବଳଭଦ୍ର ଅନେକ ଜାଗାରେ ବଳଦେବ ବା ବଳରାମ ଭାବରେ ଉପାସିତ ହେଉଥିବାର ଦେଖାଯାଏ। ଉଦାହରଣ...

ଆରମ୍ଭ ହେଲା ସୁଦର୍ଶନଙ୍କ ପହଣ୍ଡି

ପୁରୀ,୨୭ା୬: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ଅର୍ଥାତ୍‌ ଆଜି ଶୁକ୍ରବାର ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା। ଦାରୁଦିଅଁ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସି ଭକ୍ତଙ୍କୁ ଦର୍ଶନ ଦେବା ସହ ରଥାରୂଢ଼ ହୋଇ ଶ୍ରୀଗୁଣ୍ଡିଚା ମନ୍ଦିରକୁ ନବଦିନାତ୍ମକ ଯାତ୍ରା କରିବେ। ଭକ୍ତ ଓ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri