ମୁଖ୍ୟ ସଚିବଙ୍କ ସତ୍ୟବାଦୀ ଗସ୍ତ: ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ନେଇ ସମୀକ୍ଷା
ସାକ୍ଷୀଗୋପାଳ,୨୨ା୧୦(ଡି.ଏନ୍.ଏ.): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମପୀଠ ପୁରୀ ଜିଲା ସତ୍ୟବାଦୀ ବ୍ଲକ ସୁଆଣ୍ଡୋ ଗ୍ରାମରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୫ କୋଟି ଟଙ୍କା ବ୍ୟୟରେ ଐତିହ୍ୟ ବିକାଶ ପ୍ରକଳ୍ପ ଏବଂ ବକୁଳବନରେ ୩୫ କୋଟି ଟଙ୍କା ବ୍ୟୟରେ ନିର୍ମାଣାଧୀନ ଓଡ଼ିଆ…
ପ୍ରାଚୀର ନିର୍ମାଣକୁ ନେଇ ଜନସ୍ବାର୍ଥ ମାମଲା
ପୁରୀ ଅଫିସ,୨୨ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଭାବେ ନୂତନ ପ୍ରାଚୀର ନିର୍ମାଣ କରାଯାଉଥିବା ଅଭିଯୋଗ ଅଣାଯାଇ ଶୁକ୍ରବାର ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାଏର କରାଯାଇଛି। ସୂଚନା ଅଧିକାର କର୍ମୀ ଦିଲୀପ ବରାଳ ଏହି ମାମଲା (ନଂ. ୨୭୯୫୮/୨୦୨୨)…
ପୁନରୁଦ୍ଧାର ଅପେକ୍ଷାରେ ଦୁଃଖିଶ୍ୟାମ ଛତା ମଠ
ପୁରୀ ଅଫିସ,୨୧ା୧୦: ନୀଳାଚଳ କ୍ଷେତ୍ରରେ ଥିବା ୩୭୪ ମଠ ଓ ଆଶ୍ରମ ମଧ୍ୟରୁ ଅନ୍ୟତମ ପ୍ରାଚୀନ ମଠ ହେଉଛି ଦୁଃଖିଶ୍ୟାମ ଛତାମଠ। ଦୁଃଖିଶ୍ୟାମ ଦାସ ପ୍ରଥମେ ପୁରୀ ଆସି ଶ୍ରୀମନ୍ଦିରର ପଶ୍ଚିମ ପାର୍ଶ୍ୱରେ ଯେଉଁଠି ଛତା ପୋତି ଶ୍ରୀନୀଳଚକ୍ରଙ୍କୁ ଚାହିଁ ଧ୍ୟାନସ୍ଥ…
ଲୀନହେବ ଟାଗୋରଙ୍କ ପାଥେରପୁରୀ
ପୁରୀ ଅଫିସ,୨୦ା୧୦: ବିଶ୍ୱକବି ରବୀନ୍ଦ୍ରନାଥ ଟାଗୋରଙ୍କ ସାଧନା ପୀଠ ‘ପାଥେରପୁରୀ’ ବିଲୀନ ହେବାକୁ ଯାଉଛି। ଶହେ ବର୍ଷରୁ ଊର୍ଦ୍ଧ୍ୱ ଏହି ପୁରାତନ ସ୍ମୃତିପୀଠ ଐତିହ୍ୟ ମାନ୍ୟତା ପାଇଁ ଜାରି ରଖିଥିବା ସଂଘର୍ଷରେ ଶେଷରେ ଦୁଃଖଦ ପୂର୍ଣ୍ଣଚ୍ଛେଦ ପଡ଼ିଛି। ଏବେ ଏହାକୁ ସାମନ୍ତ…
ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ଦର୍ଶନ ବନ୍ଦ
ପୁରୀ ଅଫିସ,୧୯।୧୦: ଆଜ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ…
ବୁଧବାର ମହାପ୍ରଭୁଙ୍କ ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ ଅଫିସ,୧୮।୧୦: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଅପରାହ୍ନରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ…
ଚିନ୍ତା ବଢ଼ାଉଛନ୍ତି ଯାଯାବର
ପୁରୀ ଅଫିସ,୧୮ା୧୦: ରାଜ୍ୟ ବାହାରୁ ଆସୁଥିବା ଯାଯାବର (ବଞ୍ଜାରା)ଙ୍କ ସଂଖ୍ୟା ଶ୍ରୀକ୍ଷେତ୍ରରେ ବଢ଼ିବାରେ ଲାଗିଛି। ପୁରୀ ସହରର ବିଭିନ୍ନ ସ୍ଥାନରେ ତମ୍ବୁ ଟାଣି ଯାଯାବରମାନେ ରହୁଥିବାବେଳେ ଅସାମାଜିକ ଓ ଆପରାଧିକ କାର୍ଯ୍ୟରେ ଲିପ୍ତ ହେଉଛନ୍ତି। ଏମାନଙ୍କ କାର୍ଯ୍ୟକଳାପରେ ସହରବାସୀଙ୍କ ସମେତ ଶ୍ରଦ୍ଧାଳୁ…
ଲିଫ୍ଟରେ ଫସିଲେ ୩ ହବିଷିଆଳି
ପୁରୀ ଅଫିସ,୧୮ା୧୦:ବୃନ୍ଦାବତୀ ନିବାସରେ ସୋମବାର ସନ୍ଧ୍ୟାରେ ଅଭାବନୀୟ ଘଟଣା ଘଟିଛି। ୩ଜଣ ହବିଷିଆଳି ଶ୍ରୀମନ୍ଦିରରୁ ଦାରୁଦିଅଁଙ୍କ ଦର୍ଶନ ସାରି ବୃନ୍ଦାବତୀ ନିବାସକୁ ଫେରିବାବେଳେ ଲିଫ୍ଚରେ ଫସିଯାଇଥିଲେ। ଅଧଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ୩ଜଣ ହବିଷିଆଳି ବନ୍ଦ ଲିଫ୍ଟ ଭିତରେ ଫସି ରହିଥିଲେ।…
ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ନର୍ଦ୍ଦମା ପାଣି
ପୁରୀ ଅଫିସ,୧୭ା୧୦: ପୁରୀ ସହରରେ ରବିବାର ପ୍ରବଳ ବର୍ଷା ପରେ ଦୁର୍ବଳ ସ୍ବେରେଜ ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର, ସ୍ବର୍ଗଦ୍ୱାର ଅଞ୍ଚଳ ସମେତ ସାହି ଗଳିକନ୍ଦିରେ ବର୍ଷାଜଳ ସହ ଉଦ୍ବୃତ୍ତ ଡ୍ରେନ୍ ପାଣି ମିଶି ରାସ୍ତାରେ ଲହଡ଼ି ଭାଙ୍ଗୁଛି। ନିଷ୍କାସନ ସୁବିଧା…
ଗୋପରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ଘଟଣା: କୁଶୁପୁରରେ ଖନନ କାର୍ଯ୍ୟ ଆରମ୍ଭ
ଗୋପ,୧୭ା୧୦(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଲକ୍ ଅନ୍ତର୍ଗତ କୁଶୁପୁର ଠାରେ ତୈଳ ଓ ପ୍ରାକୃତିକ ଗ୍ୟାସର ସନ୍ଧାନ ମିଳିବା ପରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ରବିବାର ଠାରୁ ପ୍ରାଥମିକ ଭାବେ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ୪ ଇଞ୍ଚର ବୋରିଂ…
କ୍ଲୋକ୍ ରୁମ୍ ସଙ୍କୁଚିତ: ଶ୍ରଦ୍ଧାଳୁ ହନ୍ତସନ୍ତ
ପୁରୀ ଅଫିସ,୧୭ା୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସ୍ବେରେଜ୍ ଲାଇନ୍ ସମେତ ଅନ୍ୟ ଭୂତଳ ସୁବିଧା ପାଇଁ ସମ୍ପ୍ରତି କାର୍ଯ୍ୟକ୍ଷମ ଥିବା କ୍ଲୋକ୍ ରୁମ୍ ଓ ଜୋତାଷ୍ଟାଣ୍ଡକୁ ସଙ୍କୁଚିତ କରିଦିଆଯାଇଛି। କ୍ଲୋକ୍ ରୁମ୍ ପଛ ପଟେ ଜମି ଅଧିଗ୍ରହଣ ପରେ ପୁରୁଣା କ୍ଲକ୍…
ଜିଲାରେ ଖାଉଟି କେନ୍ଦ୍ରରୁ ମିଳୁନି ଗହମ
ପୁରୀ ଅଫିସ,୧୬।୧୦: ରବିବାର ବିଶ୍ୱ ପାଳିବ ଖାଦ୍ୟ ଦିବସ। ଭାରତ ତଥା ସାରା ବିଶ୍ୱରେ ନାଗରିକଙ୍କ ମୌଳିକ ସୁବିଧା ତାଲିକାରେ ଖାଦ୍ୟ ସର୍ବାଗ୍ରେ ଆସେ। ବିଶ୍ୱରେ କେହି ଭୋକିଲା ରହିବେ ନାହିଁ, ସେହି ଲକ୍ଷ୍ୟ ନେଇ ବିଶ୍ୱର ପ୍ରଗତିଶୀଳ ରାଷ୍ଟ୍ରଙ୍କଠାରୁ ଆରମ୍ଭ…

