ପୁରୀ

ଆଇନ ବିଭାଗକୁ ଚିଠି ଲେଖିନି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଖୋଲି ସ୍ଥିତି ଯାଞ୍ଚ ସହ ମରାମତି କରାଯିବା ପାଇଁ ରାଜ୍ୟ ସାରା ଜଗନ୍ନାଥପ୍ରେମୀମାନେ ଦାବି କରୁଛନ୍ତି। ମାତ୍ର ରାଜ୍ୟ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ଏଥିପ୍ରତି ଗୁରୁତ୍ୱ ଦେଉନାହାନ୍ତି। ୨୦୧୮ ଏପ୍ରିଲ ୪ ତାରିଖରେ…

ଛତିଶା ନିଯୋଗ ବୈଠକ: ହବିଷ୍ୟାଳୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ ଅଫିସ, ୨୨।୯: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁବାର ଅନୁଷ୍ଠିତ ହୋଇଥିବା ଛତିଶା ନିଯୋଗ ବୈଠକ ଶେଷ ହୋଇଛି। ବୈଠକରେ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଥିବା ଜଣାପଡିଛି। ଏଥିରେ କାର୍ତ୍ତିକ ପୂର୍ଣ୍ଣିମା ନୀତିକାନ୍ତି ଚୂଡ଼ାନ୍ତ ହେବା ସହ ହବିଷ୍ୟାଳୀଙ୍କ ଶୃଙ୍ଖଳିତ ଦର୍ଶନ…

ଶ୍ରୀମନ୍ଦିର ପ୍ରଶାସନିକ କୋଠାର ଉଚ୍ଚତା ବଢ଼ାଇବାକୁ ଚିଠି

ପୁରୀ ଅଫିସ,୨୨।୯: ଶ୍ରୀମନ୍ଦିର ପ୍ରଶାସନିକ କୋଠାର ଉଚ୍ଚତା ବଢ଼ାଇବା ପାଇଁ ପ୍ରସ୍ତାବ ରଖିଛି ଶ୍ରୀମନ୍ଦିର ପ୍ରଶାସନ। ଏ ନେଇ ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ମାଧ୍ୟମରେ ଜାତୀୟ କୀର୍ତ୍ତିରାଜି କର୍ତ୍ତୃପକ୍ଷ(ଏନ୍‌ଏମ୍‌ଏ)ଙ୍କୁ ବୁଧବାର ଏକ ଚିଠି ଲେଖାଯାଇଛି। ଶ୍ରୀମନ୍ଦିରର ନିୟନ୍ତ୍ରଣାଧୀନ ଅଞ୍ଚଳରେ ନିର୍ମାଣ…

୫-ଟି ସ୍କୁଲରେ ଜମୁଛି ପାଣି

ବାଲିଅନ୍ତା,୨୨।୯(ଡି.ଏନ୍‌.ଏ.): ବାଲିଅନ୍ତା ହାଇସ୍କୁଲକୁ ୫-ଟି ଅଧୀନରେ ରୂପାନ୍ତରଣ କରାଯାଇଛି। କିନ୍ତୁ ବିଦ୍ୟାଳୟ ପରିସର ଓ ପ୍ରବେଶ ପଥ ଅସରାଏ ବର୍ଷା ପାଣିରେ ଜଳମଗ୍ନ ହୋଇପଡୁଛି। ବୁଧବାର ଲଘୁଚାପ ଜନିତ ଲଗାଣ ବର୍ଷାରେ ବିଦ୍ୟାଳୟ ପରିସରରେ ପାଣି ଜମି ରହିଥିଲା। ଫଳରେ ଛାତ୍ରୀଛାତ୍ରଙ୍କୁ…

ବେଦାନ୍ତ ବିଶ୍ୱବିଦ୍ୟାଳୟ ମାମଲାର ଶୁଣାଣି ସମାପ୍ତ

ପୁରୀ ଅଫିସ,୨୨।୯: ସୁପ୍ରିମକୋର୍ଟରେ ପୁରୀ-କୋଣାର୍କ ବେଳାଭୂମି ନିକଟରେ ପ୍ରସ୍ତାବିତ ବେଦାନ୍ତ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଓ ହଜାର ହଜାର ଏକର ଜମି ଅଧିଗ୍ରହଣକୁ ନେଇ ହୋଇଥିବା ମାମଲାର ୨୦ ତାରିଖ(ମଙ୍ଗଳବାର)ଠାରୁ ଶୁଣାଣି ଆରମ୍ଭ ହୋଇ ବୁଧବାର ସମାପ୍ତ ହୋଇଛି। ସର୍ବୋଚ୍ଚ ନ୍ୟାୟାଳୟର ବିଚାରପତି…

ନିଷିଦ୍ଧାଞ୍ଚଳ ବାହାରେ ଅଭ୍ୟର୍ଥନା ଗୃହକୁ ଅନୁମତି

ପୁରୀ ଅଫିସ,୨୧।୯: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ପୁଣି ଚର୍ଚ୍ଚା ପରିସରକୁ ଆସିଛି। ପୂର୍ବରୁ ଏହି ପ୍ରକଳ୍ପ କାର୍ଯ୍ୟକୁ ନେଇ ବିବାଦ ଚାଲିଥିବା ବେଳେ ଏବେ ପୁଣି ପ୍ରକଳ୍ପର ନିଷିଦ୍ଧାଞ୍ଚଳ ମଧ୍ୟରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା ଗୃହ(ରିସେପସନ୍‌ ସେଣ୍ଟର) ନିର୍ମାଣକୁ…

ପରମ୍ପରା ବ୍ୟବସ୍ଥା ପୂର୍ବଭଳି ଅକ୍ଷୁଣ୍ଣ ରହୁ

ପୁରୀ ଅଫିସ,୨୧ା୯: ହିନ୍ଦୁଧର୍ମର ଚାରି ଧାମ ମଧ୍ୟରେ ଶ୍ରୀଜଗନ୍ନାଥ ଧାମ ପୁରୀ ହେଉଛି ଅନ୍ୟତମ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଦେଶର ବିଭିନ୍ନ ସ୍ଥାନରୁ ଭକ୍ତ ପୁରୀକୁ ଆସିଥାନ୍ତି। ସେହିପରି ମହାପ୍ରଭୁଙ୍କ କ୍ଷେତ୍ରରେ ଶ୍ରାଦ୍ଧ ଦେଲେ ପିତୃପୁରୁଷ ମୋକ୍ଷ ପ୍ରାପ୍ତି ହୋଇଥାଏ ବୋଲି…

ନୂଆ ରୂପ ପାଇବ ଶ୍ରୀଲୋକନାଥ ମନ୍ଦିର

ପୁରୀ ଅଫିସ,୨୦।୯:୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ପୁରୀ ଆସି ପ୍ରସିଦ୍ଧ ଶୈବପୀଠ ଶ୍ରୀଲୋକନାଥ ମନ୍ଦିର ଉନ୍ନତିମୂଳକ କାର୍ଯ୍ୟ ରୂପରେଖର ସମୀକ୍ଷା କରିଛନ୍ତି। ଶ୍ରୀଲୋକନାଥ ମନ୍ଦିରର ସେବାୟତମାନେ ଦୀର୍ଘଦିନ ଧରି ମନ୍ଦିରର ନବକଳେବର ପାଇଁ ଦାବି କରୁଥିବାବେଳେ ସୋମବାର ୫-ଟି ସଚିବ…

ରୋମାଞ୍ଚ ଭରିଲା ‘ସୂର୍ଯ୍ୟକିରଣ’

ପୁରୀ ଅଫିସ, ୧୯ା୯:ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ରବିବାର ପୂର୍ବାହ୍ନରେ ପୁରୀ ବ୍ଲୁ ଫ୍ଲାଗ୍‌ ବିଚ୍‌ରେ ଭାରତୀୟ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ଆକାଶରେ ବାୟୁସେନାର ୯ଟି ହକ୍‌ ବିମାନ ବିଭିନ୍ନ ପ୍ରକାର ଦୁଃସାହସିକ କଳା…

ତୈଳ ଉତ୍ତୋଳନ ପାଇଁ ପୋଖରୀ ଖନନ

ଗୋପ,୧୯ା୯(ଡି.ଏନ୍‌.ଏ.):ପୁରୀ ଜିଲା ଗୋପ ବ୍ଲକର ଦୁଇଟି ପଞ୍ଚାୟତରେ ପେଟ୍ରୋଲ, ଡିଜେଲ ଉତ୍ତୋଳନକୁ ନେଇ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ପ୍ରଥମ ପର୍ଯାୟ କାର୍ଯ୍ୟ ଆରମ୍ଭ ହୋଇଛି। ଗୋପ ପଞ୍ଚାୟତର କୁଶୁପୁରୁ ନିକଟରେ ଅଏଲ ଇଣ୍ତିଆ କମ୍ପାନୀ ପକ୍ଷରୁ ଚାଷୀଙ୍କଠାରୁ ଅଧିଗ୍ରହଣ ହୋଇଥିବା…

ପୁରୀ ଆକାଶରେ ସୂର୍ଯ୍ୟକିରଣ ଶୋ’

ପୁରୀ ଅଫିସ, ୧୮।୯: ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଲୋକଙ୍କ ମନରେ ଦେଶପ୍ରେମ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଶନିବାର ପୁରୀ ବେଳାଭୂମିରେ ବାୟୁସେନା ପକ୍ଷରୁ ସୂର୍ଯ୍ୟକିରଣ ଏୟାର ଶୋ’ ଅନୁଷ୍ଠିତ ହୋଇଛି। ପୂର୍ବାହ୍ନ ୧୦ଟା ୨୦ରୁ ୧୧ଟା ପର୍ଯ୍ୟନ୍ତ…

୨୭ରେ ରତ୍ନଭଣ୍ଡାର ଖୋଲିବା ନିଷ୍ପତ୍ତି

ପୁରୀ ଅଫିସ,୧୮।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବାକୁ ଦୀର୍ଘଦିନ ହେଲା ସାଧାରଣରେ ଦାବି ହୋଇଆସୁଛି। କେବେ ରତ୍ନଭଣ୍ଡାର ଖୋଲାଯିବ ଓ ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନ ଅଳଙ୍କାର ଗଣତି ସହ ଯାଞ୍ଚ କରାଯିବ ସେ ନେଇ କୋଟି କୋଟି ଜଗନ୍ନାଥପ୍ରେମୀ ଚାହିଁବସିଛନ୍ତି। ଏଭଳି ସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?