ରଥଯାତ୍ରା ପାଇଁ ସାସ୍ଥ୍ୟ ବିଭାଗର ବ୍ୟାପକ ପ୍ରସ୍ତୁତି
ପୁରୀ ଅଫିସ,୨୭।୬: ଆଗକୁ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ଜୋରଦାର ପ୍ରସ୍ତୁତି କରାଯାଉଛି। ତେବେ ରଥଯାତ୍ରାର ପ୍ରସ୍ତୁତି ପାଇଁ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ସୋମବାର ଅନୁଷ୍ଠିତ ହୋଇଛି। ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ରଥଯାତ୍ରାକୁ…
ରଥଯାତ୍ରା ପ୍ରସ୍ତୁତି: ମୁତୟନ ହେବେ ୧୮୦ପ୍ଲାଟୁନ୍ ପୋଲିସ ଫୋର୍ସ
ପୁରୀ ଅଫିସ,୨୭।୬: ରଥଯାତ୍ରାକୁ ନେଇ ପୁରୀରେ ସୋମବାର ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି । ଶାନ୍ତିଶୃଙ୍ଖଳା ସହ କିଭଳି ରଥଯାତ୍ରା ଅନୁଷ୍ଠିତ ସେ ନେଇ ବୈଠକରେ ଆଲୋଚନା ହୋଇଛି। ଏଥିପାଇଁ ୧୮୦ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ ହେବେ ବୋଲି ଡିଜିପି ସୁନୀଲ…
୮ ଶିକ୍ଷକଙ୍କୁ କାରଣ ଦର୍ଶାଅ ନୋଟିସ୍
ପିପିଲି,୨୭ା୬(ଡି.ଏନ୍.ଏ.): ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଭିନ୍ନ ଜିଲା ଗସ୍ତ କରି ଶିକ୍ଷା ବ୍ୟବସ୍ଥାର ତଦାରଖ କରୁଛନ୍ତି। ଏହିକ୍ରମରେ ସୋମବାର ସେ ଯାଉଥିବା ସମୟରେ ପିପିଲି ଟୋଲ ଗେଟ୍ ନିକଟରେ ପୂର୍ବାହ୍ନ ୧୦.୨୦ରେ ଦୁଇଜଣ ଶିକ୍ଷୟତ୍ରୀ ରାସ୍ତାରେ…
‘ମୂଳ ପୀଠକୁ ଅଗ୍ରାଧିକାର ଦିଆଯାଉ’
ପୁରୀ ଅଫିସ,୨୭ା୬: ସମ୍ପ୍ରତି ରଥର ଉଚ୍ଚତାକୁ ନେଇ ପ୍ରତିଯୋଗିତା ଚାଲିଛି। ଗିନିଜ୍ ବୁକ୍ ଅଫ୍ ରେକଡର୍ସରେ କେନ୍ଦୁଝରର ରଥକୁ ସର୍ବୋଚ୍ଚ ମାନ୍ୟତା ମିଳିଛି। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରା ପାଇଁ ନିର୍ମାଣ ହେଉଥିବା ରଥଠାରୁ ଉଚ୍ଚ ରଥ ନିର୍ମାଣ କରାଯିବା ଉଚିତ…
ରଥଖଳା ଚଳଚଞ୍ଚଳ: ଲାଗିଲା ଧ୍ୱଜବତା
ପୁରୀ ଅଫିସ,୨୬।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଶନିବାର ରଥରେ ଦୁଆରଘ ମଜଭୁତ କରିବାକୁ ଧ୍ୱଜବତା ଲଗାଯାଇଛି। ଏଥିରେ ମହାପ୍ରଭୁଙ୍କ ଆଜ୍ଞାମାଳ ସ୍ଥାପନ…
ଅନବସର ଦର୍ଶନ ଲାଗି ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼
ବ୍ରହ୍ମଗିରି,୨୬।୬(ଡି.ଏନ୍.ଏ.): ଆଜି ଦ୍ୱାଦଶ ଦିନରେ ପହଞ୍ଚିଛି ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ। ଅଲାରନାଥଙ୍କ ଅନବସର ଦର୍ଶନକୁ ଆଉ ମାତ୍ର ୨ ଦିନ ଥିବା ବେଳେ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି। ରବିବାର ଛୁଟିଦିନ ଥିବା ହେତୁ ଚତୁର୍ଭୁଜ ନାରାୟଣ ରୂପରେ…
ବଡ଼ଦାଣ୍ଡର ୫୦ ସ୍ଥାନରେ ସିସିଟିଭି
ପୁରୀ ଅଫିସ,୨୬।୬: ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ପୋଲିସ ଓ ମାଜିଷ୍ଟ୍ରେଟ୍ ସମନ୍ବୟ ବୈଠକ ପୁରୀ ସଦ୍ଭାବନା ଗୃହରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ସମର୍ଥ ବର୍ମା ଅଧ୍ୟକ୍ଷତା କରି କହିଛନ୍ତି, ଚଳିତ ରଥଯାତ୍ରାରେ ବହୁ ଜନସମାଗମ…
ଗଜପତିଙ୍କୁ ଜଣାଇଲେ ଦଇତାପତି
ପୁରୀ ଅଫିସ,୨୬।୬: ଆଷାଢ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ଶନିବାର ଅବସରରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଜ୍ୱରରେ ପଡ଼ିଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଏହି ଖବର ଶ୍ରୀନଅରରେ ଆଦ୍ୟ ସେବକ ଗଜପତି ମହାରାଜଙ୍କୁ ସୂଚନା ଦେବା ସହିତ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ପ୍ରସାଦ…
ରୁପା ଛାଉଣି ହେବ କଳାହାଟ ଦ୍ୱାର
ପୁରୀ ଅଫିସ,୨୬।୬: ଶ୍ରୀମନ୍ଦିରର ୮ ଦ୍ୱାର ମଧ୍ୟରୁ ବାକି ଗୋଟିଏ ରହିଯାଇଥିବା କଳାହାଟ ଦ୍ୱାର ଖୁବ୍ଶୀଘ୍ର ରୁପା ଛାଉଣି ହେବାକୁ ଯାଉଛି। ଏଥିପାଇଁ ଆବଶ୍ୟକ ରୁପାକୁ କଡ଼ା ସୁରକ୍ଷା ମଧ୍ୟରେ ଶନିବାର ଭକ୍ତନିବାସକୁ ପଠାଯାଇଛି। ଜିଲା କୋଷାଗାରରେ ରଖାଯାଇଥିବା ୫ଶହ କିଲୋଗ୍ରାମ୍ର…
ଶ୍ରୀମନ୍ଦିର କଳାହାଟ ଦ୍ୱାର ଲାଗି ଆସିଲା ୫୦୦ କେଜି ରୁପା ଚାଦର
ପୁରୀ ଅଫିସ,୨୫।୬: ଶ୍ରୀମନ୍ଦିରର କଳାହାଟ ଦ୍ୱାରକୁ ରୁପା ଛାଉଁଣି କରାଯିବ। ଏଥିଲାଗି ଶନିବାର ୫୦୦ କେଜି ରୁପା ଚାଦର ଅଣାଯାଇ ନିଳାଦ୍ରୀ ଭକ୍ତନିବାସରେ ରଖାଯାଇଛି। ଶ୍ରୀଗୁଣ୍ଡିଚା ଯାତ୍ରା ସମୟରେ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରି ଯିବେ। ଏହି ସମୟରେ ଉକ୍ତ…
ଜଗନ୍ନାଥଙ୍କୁ ଆସି ଦର୍ଶନ କରିବେ ରାହୁଲ
ରାୟପୁର/ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜଗନ୍ନାଥଙ୍କ ପାଇଁ ରାହୁଲଙ୍କୁ ମିଳିଛି ନୂଆ ଜୀବନ। ୮୦ ଫୁଟ ଗଭୀର ବୋରଓ୍ବେଲରେ ଖସିପଡ଼ିଥିବା ରାହୁଲ ୩ ଦିନ ପରେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଥିଲେ। ସେହି ମହାପ୍ରଭୁଙ୍କ ଦର୍ଶନରୁ ପୁଣି ଥରେ ରାହୁଲ ଆଗକୁ ବଢ଼ିବେ…
ରଥଯାତ୍ରା ଲାଗି ଆଇଜି, ଡିଆଇଜିଙ୍କ ସମୀକ୍ଷା
ପୁରୀ ଅଫିସ,୨୫।୬: କରୋନା ଲାଗି ଗତ ୨ ବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ରଥଯାତ୍ରାକୁ ଆଉ କେଇଟା ଦିନ ଥିବା ବେଳେ ଏ ନେଇ ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଛି । ତେବେ ରଥଯାତ୍ରାର ପୂର୍ବ ପ୍ରସ୍ତୁତି…
Archives


