ପୁରୀ

ମିଳିଲା ମହାପ୍ରଭୁଙ୍କ ଦର୍ଶନ

ପୁରୀ ଅଫିସ,୨୨।୧: ହଟିଛି କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ କଟକଣା। ଦାରୁଦିଅଁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଛୁଟିଛନ୍ତି ଶ୍ରଦ୍ଧାଳୁ। ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ସଂଖ୍ୟାରେ ଦର୍ଶନାର୍ଥୀ ଗୁରୁବାର ଶ୍ରୀଜୀଉଙ୍କ ଦର୍ଶନ କରିଛନ୍ତି। ଗୁରୁବାର ସହଜ ଦର୍ଶନ ଆରମ୍ଭ ହୋଇଥିବାରୁ...

ଆଜିଠୁ ସହଜ ଦର୍ଶନ

ପୁରୀ ଅଫିସ,୨୧।୧:ଶ୍ରୀମନ୍ଦିରରେ ଗୁରୁବାରଠାରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ସକାଳ ୭ଟାରୁ ଶ୍ରଦ୍ଧାଳୁମାନେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଓ ସ୍ବତନ୍ତ୍ର ଏସ୍‌ଓପି ମାନି ମନ୍ଦିରକୁ ଯାଇ ଦାରୁଦିଅଁଙ୍କୁ ଦର୍ଶନ କରିପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ...

୬୦ ଲକ୍ଷ ବ୍ୟୟରେ ହେବ କୁଶଭଦ୍ରା ନଦୀ ଖନନ

ନିମାପଡ଼ା,୧୯।୧(ଡି.ଏନ୍‌.ଏ.): କୁଶଭଦ୍ରା ନଦୀରେ ବନ୍ୟାଜଳ ସୁଚାରୁରୂପେ ନିଷ୍କାସନ ହେବା ନିମନ୍ତେ ୬୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କୁଶଭଦ୍ରା ନଦୀ ଗର୍ତ୍ତ ଖୁବଶୀଘ୍ର ଖନନ କରାଯିବ ବୋଲି ସୋମବାର ନିମାପଡ଼ାରେ ଆୟୋଜିତ ଧନୁଅଁା ବନ୍ୟା ନିୟନ୍ତ୍ରିତ କମିଟିର ଏକ ଉଚ୍ଚସ୍ତରୀୟ ବୈଠକରେ...

ଲିଜ୍‌, ଶ୍ରୀଜଗନ୍ନାଥ ଜମିର ସ୍ଥାୟୀ ସମାଧାନ ହେଉ

ପୁରୀ ଅଫିସ,୧୯।୧: ପୁରୀ ସହରରେ ଥିବା ପୌରାଞ୍ଚଳ ଲିଜ୍‌ ଜମି, ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି, ଇକୋ-ସେନ୍ସିଟିଭ୍‌ ଜମି ଭଳି ଅନେକ ମାମଲାର ସ୍ଥାୟୀ ସମାଧାନ ପାଇଁ ପୁରୀ ଜିଲା ଭାଜପା ଦାବି କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ପୁରୀ ବିଧାୟକ...

ଏସ୍‌ପିଙ୍କୁ ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କୋଣାର୍କ,୧୯।୧(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିର ପରିସରରୁ ବାଲି ଚୋରି ଘଟଣାରେ ୪ ସପ୍ତାହ ମଧ୍ୟରେ ତଦନ୍ତ ସାରିବାକୁ ଏସ୍‌ପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏହି ଘଟଣା ସମ୍ପର୍କରେ କୋଣାର୍କ ଆଞ୍ଚଳିକ ବିକାଶ ପରିଷଦ ସଭାପତି ସୁବାସ ନାୟକ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।...

ନୂଆ ରୂପ ପାଇବ ପୁରୀ ରାଜଭବନ

ପୁରୀ ଅଫିସ,୧୮।୧: ଆସନ୍ତା ରଥଯାତ୍ରା ପୂର୍ବରୁ ପୁରୀ ରାଜଭବନ ନୂଆ ରୂପ ପାଇବ। ଗତ ଫନୀ ମହାବାତ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଐତିହାସିକ ପୁରୀ ରାଜଭବନର ସଂରକ୍ଷଣ ଓ ପୁନରୁଦ୍ଧାର ପାଇଁ ଏବେ ପ୍ରକ୍ରିୟା ଆରମ୍ଭ ହୋଇଛି। ରବିବାର ରାଜ୍ୟପାଳ ପ୍ରଫେସର...

ଦିନକରେ ସରିଲା ଡଲଫିନ୍‌ ଗଣନା

ବ୍ରହ୍ମଗିରି,୧୮।୧(ଡି.ଏନ୍‌.ଏ.): ଚିଲିକାରେ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଥିବା ଇର୍‌ୱାଡି ଡଲ୍‌ଫିନର ଗଣନା ରବିବାର କରାଯାଇଥିଲା। ବନ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ଙ୍କ ମିଳିତ ଉଦ୍ୟମରେ ଗୋଟିଏ ଦିନରେ ଗଣନା କାର୍ଯ୍ୟ ସରିଥିଲେ ମଧ୍ୟ ଫଳାଫଳ ଅଘୋଷିତ ରହିଛି। ଇର୍‌ୱାଡି...

ଲାଞ୍ଚ ଓ କର୍ତ୍ତବ୍ୟରେ ଅବହେଳା: ପୋଲିସ ଏସ୍‌ଆଇ ନିଲମ୍ବିତ, ଏଏସ୍‌ଆଇ ଗିରଫ

ପୁରୀ ଅଫିସ,୧୮।୧: ଲାଞ୍ଚ ନେବା ଓ କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରିବା ପୁରୀ ଜିଲା ପୋଲିସର ୨ଜଣ ଅଧିକାରୀଙ୍କ ପାଇଁ ମହଙ୍ଗା ପଡ଼ିଛି। ଜଣଙ୍କୁ ଗିରଫ କରାଯାଇଥିବାବେଳେ ଅନ୍ୟ ଜଣଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଏ ସଂକ୍ରାନ୍ତରେ ରବିବାର ଏକ...

ବୋମାମାଡ଼ ଘଟଣା: ୭ ଗିରଫ

ପୁରୀ ଅଫିସ,୧୮।୧: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୋମାମାଡ଼ ଘଟଣାରେ ପୁରୀ ବାସେଳିସାହି ଥାନା ପୋଲିସ ୭ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନଙ୍କଠାରୁ ବିପୁଳ ମାରଣାସ୍ତ୍ର ଜବତ ହୋଇଛି। ଏ ନେଇ ରବିବାର ପୁରୀ ଏସ୍‌ପି କନୱର ବିଶାଲ ସିଂ ଖବରଦାତା...

୨୧ରୁ ବିନା କୋଭିଡ୍‌ ରିପୋର୍ଟରେ ଦର୍ଶନ

ପୁରୀ ଅଫିସ,୧୮।୧: ଆସନ୍ତା ୨୧ତାରିଖରୁ ବିନା କୋଭିଡ୍‌ ନେଗେଟିଭ୍‌ ରିପୋର୍ଟରେ ଦାରୁଦିଅଁଙ୍କ ଦର୍ଶନ ଆରମ୍ଭ ହେବ। ସ୍ବତନ୍ତ୍ର ଏସ୍‌ଓପି ମାନି ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ଯାଇପାରିବେ। ବରିଷ୍ଠ ନାଗରିକ ଓ ଦିବ୍ୟାଙ୍ଗଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବ୍ୟବସ୍ଥା କରାଯିବ ବୋଲି ପୁରୀ...

ଚିଲିକାରେ ଡଲ୍‌ଫିନ ଗଣନା ଆରମ୍ଭ

ବ୍ରହ୍ମଗିରି,୧୭।୧(ଡି.ଏନ୍‌.ଏ.): ଚିଲିକାରେ ମୁଖ୍ୟ ଆକର୍ଷଣ ପାଲଟିଥିବା ‘ଇରାଓ୍ବାଡି’ ଡଲ୍‌ଫିନର ଗଣନା କାର୍ଯ୍ୟ ରବିବାର ସକାଳୁ ଆରମ୍ଭ ହୋଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ବନବିଭାଗର ମିଳିତ ଉଦ୍ୟମରେ ଏହି ଗଣନା ଚାଲିଛି। ଗଣନା କାର୍ଯ୍ୟରେ ୧୮ଟି ଦଳ ସାମିଲ...

ପୁରୀରେ ପହଞ୍ଚିଲା କୋଭିଡ୍‌ ଟିକା

ପୁରୀ ଅଫିସ,୧୩।୧: ପୁରୀରେ କୋଭିଡ-୧୯ ଭାକ୍ସିନ ପହଞ୍ଚିଛି। ପୁରୀ ସଦର ମହକୁମା ମୁଖ୍ୟ ଚିକିତ୍ସାଳୟ ଶୀତଳଭଣ୍ଡାରରେ ଭାକ୍ସିନ୍‌ ରହିଛି। ୭ଶହ ଫାଇଲରେ ୭ ହଜାର ଡୋଜ୍‌ ପୁରୀରେ ପହଞ୍ଚିଛି। ପ୍ରଥମ ପର୍ଯ୍ୟାୟ ଟିକାକରଣ ଆସନ୍ତା ୧୬ ତାରିଖରେ ଆରମ୍ଭ ହେବ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri