ପୁରୀ

ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିକ୍ଷୋଭ

ପୁରୀ ଅଫିସ/ନିମାପଡ଼ା/ପିପିଲି, ୬ା୧ (ଡି.ଏନ୍‌.ଏ./ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ଅଧୀନ ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ ଓ ଦିବ୍ୟସିଂହ ବରାଳ ଶନିବାର ହତ୍ୟା କରାଯାଇଥିଲା। ଏହି ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମ୍ପୃକ୍ତି...

ଗୋ-ରକ୍ଷା, ମନ୍ଦିର ସୁରକ୍ଷାକୁ ଗୁରୁତ୍ୱ

ପୁରୀ ଅଫିସ,୬ା୧: ପୁରୀସ୍ଥିତ ରାଧାବଲ୍ଲଭ ମଠରେ ମଙ୍ଗଳବାର ଅଖିଳ ଭାରତୀୟ ସନ୍ଥ ସମିତି ଓଡ଼ିଶା ଶାଖାର ଅଧିବେଶନ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସମିତିର ଓଡ଼ିଶା ଶାଖା ସଭାପତି ସ୍ବାମୀ ଶଙ୍କରାନନ୍ଦ ଗିରି ପୌରୋହିତ୍ୟ କରିଥିଲେ। ଅଯୋଦ୍ଧାରେ ନିର୍ମାଣାଧୀନ ରାମ ମନ୍ଦିର...

ଗହଳି କମାଇଛି କୋଭିଡ୍‌ ରିପୋର୍ଟ

ପୁରୀ ଅଫିସ,୫।୧: ଶ୍ରୀମନ୍ଦିରରେ ଦର୍ଶନ ପାଇଁ ରବିବାର ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଥିଲା। ପ୍ରାୟ ୪ ହଜାର ଭକ୍ତ ଦାରୁଦିଅଙ୍କ ଦର୍ଶନ କରିଥିଲେ। ତେଣୁ ଆଗାମୀ ଦିନଗୁଡ଼ିକରେ ଭକ୍ତଙ୍କ ସଂଖ୍ୟା ବଢ଼ିବ ବୋଲି ଅନୁମାନ କରାଯାଉଥିଲା। ମାତ୍ର ସୋମବାର ଶ୍ରଦ୍ଧାଳୁଙ୍କ ସଂଖ୍ୟା...

ଅଭିମାନ କଲେ ଭକ୍ତ: ଗରିବକୁ ମିଳିଲାନି ଦର୍ଶନ

ପୁରୀ ଅଫିସ, ୪।୧: ସର୍ବସାଧାରଣ ଦର୍ଶନବେଳେ ବଡଦାଣ୍ଡରେ ରବିବାର ଅନେକ ଏଭଳି ଶ୍ରଦ୍ଧାଳୁଙ୍କୁ ଦେଖିବାକୁ ମିଳିଥିଲା, ଯେଉଁମାନେ ବିନା କୋଭିଡ୍‌ ରିପୋର୍ଟରେ ଆସି ମହାପ୍ରଭୁଙ୍କ ଦୁଆରେ ଠିଆ ହୋଇ ଅଭିମାନ ଜାହିର କରୁଥିଲେ। ମହାପ୍ରଭୁଙ୍କ ଦର୍ଶନ ପାଇଁ କେତେଜଣ ଶ୍ରୀମନ୍ଦିର...

ଆବର୍ଜନାରେ ପୋତିହେବାକୁ ବସିିଛି କେନାଲ

କଣାସ,୪।୧(ସ୍ବ.ପ୍ର); କଣାସ ବ୍ଲକର କଣାସ କେନାଲ ଏବେ ଅଳିଆ ଆବର୍ଜନାରେ ପୋତିହେବାକୁ ବସିଲାଣି। ସ୍ଥାନୀୟ ବାସିନ୍ଦାଙ୍କ ସମେତ କଣାସ ହାଟର ବେପାରୀମାନେ ନିକଟସ୍ଥ ଏହି କେନାଲରେ ପଚାସଢ଼ା ପନିପରିବା ଓ ନାନା ପ୍ରକାର ଆବର୍ଜନା ପକାଉଛନ୍ତି। ଫଳରେ ଦୁର୍ଗନ୍ଧ ହେବା...

ଶ୍ରୀମନ୍ଦିରକୁ ୨୧ କିଲୋ ରୁପା ଦାନ କଲେ ଶିବ

ପୁରୀ ଅଫିସ,୪।୧: ଭୁବନେଶ୍ୱର ନିବାସୀ ଶିବପ୍ରସାଦ ପଣ୍ଡା ଓ ତାଙ୍କ ପରିବାର ରବିବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୨୧ କିଲୋଗ୍ରାମ ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାରଙ୍କ ଉପସ୍ଥିତିରେ ଶିବପ୍ରସାଦ ଏହି ଦାନ କରିଛନ୍ତି।...

ଜାମୁକୋଳି ଗଛରୁ ପ୍ରେମୀଯୁଗଳଙ୍କ ମୃତଦେହ ଜବତ

ସାକ୍ଷୀଗୋପାଳ,୨୯।୧୨(ଡି.ଏନ୍‌.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଅଳଗୁମ ପଞ୍ଚାୟତ ରଜୀପୁର ପ୍ରଧାନ ସାହିରେ ମଙ୍ଗଳବାର ସକାଳୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଏକ ଜାମୁକୋଳି ଗଛରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଜବତ ହୋଇଛି। ସେମାନେ ହେଲେ...

ବିନା ଅନୁମତିରେ ଶ୍ରୀମନ୍ଦିରରେ ପ୍ରବେଶ କରି ସସ୍‌ପେଣ୍ଡ ହେଲେ ୪ ଏଏନ୍‌ଏମ୍‌

ପୁରୀ ଅଫିସ, ୨୯।୧୨: ପୁରୀ ଶ୍ରୀମନ୍ଦିରକୁ ବିନା ଅନୁମତିରେ ପ୍ରବେଶ କରିବା ଏଏନ୍‌ଏମ୍‌ କର୍ମୀଙ୍କୁ ମହଙ୍ଗା ପଡ଼ିଛି। ଭକ୍ତଙ୍କ ଥର୍ମାଲ ସ୍କ୍ରିନିଂ ଦାୟିତ୍ୱରେ ଥିବା ୪ ଏଏନ୍‌ଏମ୍‌ଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ମଙ୍ଗଳବାର ନିଲମ୍ବିତ କରିଛନ୍ତି। ଏହି ଏଏନ୍‌ଏମମାନେ...

ରାମଚଣ୍ଡୀ ପୀଠରେ ବେଆଇନ ପାର୍କିଂ ଫି

କୋଣାର୍କ,୨୯।୧୨(ଡି.ଏନ୍‌.ଏ.): କୋଣାର୍କସ୍ଥିତ ରାମଚଣ୍ଡୀ ପୀଠକୁ ଦୈନିକ ହଜାର ହଜାର ପର୍ଯ୍ୟଟକଙ୍କ ସମାଗମ ହେଉଥିବା ଦେଖିବାକୁ ମିଳୁଛି। ଏହାର ସୁଯୋଗ ନେଇ ପର୍ଯ୍ୟଟକଙ୍କୁ ଦର୍ଶନ ଓ ପାର୍କିଂ ନଁାରେ ଶୋଷଣ କରାଯାଉଥିବା ଅଭିଯୋଗ ହୋଇଛି। ପୀଠ ରାସ୍ତା ଦୁଇପାର୍ଶ୍ୱ, ରାମଚଣ୍ଡୀ ଥାନା...

ପୁରୀ ବେଳାଭୂମିରେ ଉଡ଼ିଲା ବ୍ଲୁ ଫ୍ଲାଗ୍‌

ପୁରୀ ଅଫିସ, ୨୯।୧୨: ପୁରୀର ସ୍ବର୍ଣ୍ଣିମ ବେଳାଭୂମିକୁ ବିଧିବଦ୍ଧ ଭାବେ ମର୍ଯ୍ୟାଦାଜନକ ବ୍ଲୁ ଫ୍ଲାଗ୍‌ ମାନ୍ୟତା ମିଳିଛି। ଏଥିଲାଗି ପୁରୀ ବେଳାଭୂମି ୩୩ଟି ସର୍ତ୍ତ ପୂରଣ କରିଛି। ଅନ୍ତର୍ଜାତୀୟ ଜୁରି ସଂସ୍ଥା ଡେନ୍‌ମାର୍କର ଫି (ଫାଉଣ୍ଡେଶନ ଫର୍‌ ଏନ୍‌ଭାଇରନ୍‌ମେଣ୍ଟାଲ ଏଜୁକେଶନ)...

ସାତପଡ଼ାରେ ପ୍ରତିଷ୍ଠା ହେବ ବରଫକଳ

ପୁରୀ ଅଫିସ,୨୮ା୧୨: ପୁରୀ ଉପକୂଳ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷ ସମ୍ପର୍କିତ ନିୟମ ଏବଂ କାର୍ଯ୍ୟକାରିତା ସଂକ୍ରାନ୍ତ କର୍ମଶାଳା ରବିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି। ଏଥିରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ।...

ଦୟା ନଦୀ କୂଳରେ ମାଛ ମରାକୁ ନେଇ ବୋମାମାଡ

କଣାସ,୨୭।୧୨(ଡି.ଏନ୍‌.ଏ.): ମାଛ ମରାକୁ ନେଇ ୨ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ, ବୋମାମାଡ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀ ଜିଲା କଣାସ ନିକଟବର୍ତ୍ତୀ ଦୟା ନଦୀ କୂଳରେ। ଏଥିରେ ୨ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କଣାସ ଡାକ୍ତରଖାନାରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri