ପୁରୀ

‘ଦୋକାନ ସାମ୍ନାରେ ୨ ଡଷ୍ଟବିନ୍‌ ନ ରଖିଲେ କାର୍ଯ୍ୟାନୁଷ୍ଠାନ’

ପୁରୀ ଅଫିସ,୨୬ା୧୨: ପୁରୀ ସହରର ବ୍ୟବସାୟୀ ଓ ଦୋକାନୀମାନେ ନିଜ ଦୋକାନ ସମ୍ମୁଖରେ ଦୁଇଟି ଲେଖାଏ ଡଷ୍ଟବିନ୍‌ ରଖିବେ। ଗୋଟିକରେ ଓଦା ଏବଂ ଅନ୍ୟଟିରେ ଶୁଖିଲା ଆବର୍ଜନା ପକାଇବେ। ଆବର୍ଜନା ସଂଗ୍ରହ ପାଇଁ ପୌରସଂସ୍ଥା ପକ୍ଷରୁ ଯାଉଥିବା ଗାଡ଼ିରେ ଆବର୍ଜନା...

ପୁରୀରେ ବ୍ରଙ୍କୋସ୍କୋପି ଚିକିତ୍ସା ସୁବିଧା

ପୁରୀ ଅଫିସ,୨୬ା୧୨: ପୁରୀସ୍ଥିତ ଯକ୍ଷ୍ମା ଓ ସଂକ୍ରାମକ (ଟିବି ଆଣ୍ଡ୍‌ ଆଇଡିଏଚ୍‌) ରୋଗ ଚିକିତ୍ସାଳୟରେ ବ୍ରଙ୍କୋସ୍କୋପି ଚିକିତ୍ସା ସୁବିଧା ଉପଲବ୍ଧ ହୋଇଛି। ଏହାପୂର୍ବରୁ କୌଣସି ଜିଲାସ୍ତରୀୟ ଡାକ୍ତରଖାନାରେ ଏହି ଚିକିତ୍ସା ସୁବିଧା ନ ଥିଲା। ରାଜ୍ୟରେ ପୁରୀ ପ୍ରଥମ ଜିଲା...

ଆଜିଠୁ ସହରବାସୀଙ୍କ ଜଗା ଦର୍ଶନ

ପୁରୀ ଅଫିସ,୨୬ା୧୨: ପୁରୀବାସୀଙ୍କ ଦର୍ଶନକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରଶାସନର ପ୍ରସ୍ତୁତି ଶୁକ୍ରବାର ଶେଷ ହୋଇଛି। ବ୍ୟାରିକେଡ୍‌ ଓ କରିଡର କାର୍ଯ୍ୟ ସରିଛି। ମୁଖ୍ୟ ବ୍ୟାରିକେଡ୍‌ ପାଖରେ ୮ଟି କିଓସ୍କୋ ରଖାଯାଇଛି। ପ୍ରତି କିଓସ୍କୋରେ କ୍ୟାମେରା ସଂଯୋଗ ହୋଇଛି। ପରିଚୟପତ୍ର...

‘ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ’

ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା ଯୋଗୁ ରାଜ୍ୟ ଅର୍ଥନୀତି କିଛି ମାତ୍ରାରେ ପ୍ରଭାବିତ ହୋଇଛି। ମାତ୍ର ରାଜ୍ୟ...

ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ବୁଧବାର ସକାଳେ ସନ୍ଧ୍ୟାରାଣୀଙ୍କ ଘରେ ଚଢ଼ାଉ...

ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ ଜାରି ଏସ୍‌ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ...

୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କ ଦର୍ଶନ କଲେ ସେବାୟତ ପରିବାର

ପୁରୀ ଅଫିସ, ୨୩।୧୨: ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା। ଦୀର୍ଘ ୯ ମାସ ପରେ ଖୋଲିଲା ଶ୍ରୀମନ୍ଦିର। ଆରମ୍ଭ ହେଲା ଭକ୍ତ-ଭଗବାନଙ୍କ ମିଳନ। ଭୋର ୪ଟା ୪୦ରେ ସିଂହଦ୍ୱାର ଫିଟାଯିବା ପରେ ଦର୍ଶନ ଆରମ୍ଭ ହୋଇଛି। ତେବେ ଆଜିଠୁ ୩ଦିନ...

ଆଜି ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୩ା୧୨: ସବୁ ଉତ୍କଣ୍ଠା ଓ ପ୍ରତୀକ୍ଷାର ଅବସାନ ଘଟାଇ ବୁଧବାରଠାରୁ ଶ୍ରୀମନ୍ଦିର ଖୋଲିବ। ଭକ୍ତ ଓ ଭଗବାନଙ୍କ ମିଳନ ହେବ। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବ୍ୟାରିକେଡ୍‌ ତିଆରି ସରିଥିବାବେଳେ ନାମ ପଞ୍ଜୀକରଣ ଓ...

ଅଠରନଳା ପୁରୁଣା ବ୍ରିଜ୍‌ରେ ବାଇକ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୨୨।୧୨:ଅଠରନଳା ପୁରୁଣା ବ୍ରିଜ୍‌ ଉପରେ ଦୁଇଚକିଆ ଯାନ ଚଳାଚଳ ବନ୍ଦ ରହିବ। ଏ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୋମବାର ଏ ସମ୍ପର୍କରେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇ ସର୍ବସାଧାରଣଙ୍କୁ ଅବଗତ କରାଯାଇଛି।...

ଜ୍ବାଇଁଙ୍କୁ ପରଷାଗଲା ୭୫ ପ୍ରକାର ଖାଦ୍ୟ

ଗୋପ,୨୨।୧୨(ଡି.ଏନ୍‌.ଏ.): କଥାରେ ଅଛି ଓଡ଼ିଆ ଘରେ ଜ୍ବାଇଁର ସମ୍ମାନ ସବୁଠାରୁ ଉଚ୍ଚରେ। ଜ୍ବାଇଁ ଯେବେ ଘରକୁ ଅତିଥି ଭାବରେ ଆସିଥାଏ ସେତେବେଳେ ଶ୍ୱଶୁର ଘର ପକ୍ଷରୁ ଜ୍ବାଇଁ ଝିଅଙ୍କ ଲାଗି ୯ ପ୍ରକାର ଛଅ ଭଜା ହୋଇଥାଏ। ହେଲେ ସୋମବାର...

ଆଉ ଦିନକ ପରେ ଖୋଲିବ ଶ୍ରୀମନ୍ଦିର: ପ୍ରଥମ ୩ଦିନ ଦର୍ଶନ କରିବେ ସେବାୟତଙ୍କ ପରିବାର

ପୁରୀ ଅଫିସ, ୨୧।୧୨: ଦୀର୍ଘ ମାସ ହେବ ନିଜ ପ୍ରଭୁଙ୍କ ଦର୍ଶନ ପାଇଁ ଆତୁର ହୋଇ ଚାହିଁ ରହିଥିବା ଭକ୍ତଙ୍କୁ ମିଳିଛି ଆଶ୍ୱସ୍ତି। ଆଉ ମାତ୍ର ଦିନକ ପରେ ଅର୍ଥାତ୍‌ ୨ି ତାରିଖରେ ଖୋଲିବ ଶ୍ରୀମନ୍ଦିର। ଶ୍ରିମନ୍ଦିର ଖୋଲିବା ପ୍ରସ୍ତୁତି...

ମନା ନାହିଁ ପତିତପାବନ ଦର୍ଶନ

ପୁରୀ ଅଫିସ, ୨୧।୧୨କରୋନା ମହାମାରୀ ଯୋଗୁ ଦୀର୍ଘ ୯ମାସ ଧରି ବନ୍ଦ ରହିଥିବା ଶ୍ରୀମନ୍ଦିର ଆସନ୍ତା ୨୩ ତାରିଖରୁ ଖୋଲିବ। ୨୩ ଓ ୨୪ ତାରିଖରେ ସେବାୟତ ପରିବାରଙ୍କ ଦର୍ଶନ ପରେ ପୁରୀ ସହରବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ଆରମ୍ଭ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri