ପୁରୀ

ଖୋଲିବ ଶ୍ରୀମନ୍ଦିର: କୋଭିଡ୍‌ ନେଗେଟିଭ୍‌ ରିପୋର୍ଟ ଦେଖାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବାହାର ଭକ୍ତ

ପୁରୀ ଅଫିସ,୧୨।୧୨: ଖୋଲିବ ଶ୍ରୀମନ୍ଦିର। ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ। ଏନେଇ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଥିବା ଶନିବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ସୂଚନା ଦେଇଛନ୍ତି। ଏନେଇ ୨ ଦିନ ମଧ୍ୟରେ ରାଜ୍ୟ ସରକାରଙ୍କୁ ସୁପାରିସ...

୯୨୨୨ ସ୍ବାସ୍ଥ୍ୟକର୍ମୀ ନେବେ କୋଭିଡ୍‌ ଟିକା

ପୁରୀ ଅଫିସ, ୧୧।୧୨: ରାଜ୍ୟ ସରକାର କରୋନା ସଂକ୍ରମଣ ରୋକିବା ଉପରେ ଯଥେଷ୍ଟ ପ୍ରାଧାନ୍ୟ ଦେଉଛନ୍ତି। ତେଣୁ ପୁରୀ ସମେତ ବିଭିନ୍ନ ଜିଲାରେ ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଏହାସତ୍ତ୍ୱେ ଟିକା (ଭାକ୍ସିନ) କେବେ ଆସିବ ତାକୁ ସମସ୍ତେ ଚାହିଁବସିଛନ୍ତି।...

୧୨ରେ ଶ୍ରୀମନ୍ଦିର ଖୋଲିବା ନିଷ୍ପତ୍ତି

ପୁରୀ ଅଫିସ,୧୦ା୧୨:ଶ୍ରୀମନ୍ଦିର ଦ୍ୱାର କେବେ ଖୋଲିବ ତାହାକୁ ଉତ୍କଣ୍ଠାର ସହିତ ସମସ୍ତେ ଚାହିଁବସିଛନ୍ତି। ରାଜ୍ୟବାସୀଙ୍କ ଭାବାବେଗ ସହିତ ଜଡ଼ିତ ଏହି ପ୍ରସଙ୍ଗ ବର୍ତ୍ତମାନର ସବୁଠୁ ଗୁରୁତ୍ୱପୂର୍ଣ୍ଣ ପାଲଟିଛି। କାରଣ କରୋନା କଟକଣା ପାଇଁ ଦୀର୍ଘ ୯ମାସ ହେଲା ମହାପ୍ରଭୁଙ୍କ ଦର୍ଶନ...

କୋଣାର୍କ ଇକୋ ରିଟ୍ରିଟ୍‌ ଆରମ୍ଭ

କୋଣାର୍କ,୯ା୧୨(ଡି.ଏନ୍‌.ଏ.): ପ୍ରକୃତିର ମଜା ନେବା ସହ କିଛି ଆଡଭେଞ୍ଚର ସ୍ପୋର୍ଟସର ଉପଭୋଗ କରିବା ପାଇଁ ବୁଧବାର ଆରମ୍ଭ ହୋଇଯାଇଛି ଇକୋ ରିଟ୍ରିଟ୍‌। ଚଳିତବର୍ଷ ରାଜ୍ୟରେ ମୋଟ ୫ଟି ସ୍ଥାନ ସହ ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ମୁହାଣ ବେଳାଭୂମିରେ ଶୁଭାରମ୍ଭ ହୋଇଛି...

ଓ୍ବେବ୍‌ସାଇଟ୍‌ରେ ଶ୍ରୀମନ୍ଦିରର ଭୁଲ୍‌ ଚିତ୍ର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ, ସଚିବଙ୍କ ବିରୋଧରେ ଏତଲା

ପୁରୀ ଅଫିସ,୯ା୧୨: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟ ୱେବ୍‌ସାଇଟ୍‌ରେ ଶ୍ରୀମନ୍ଦିର ସମ୍ପର୍କରେ ଭୁଲ୍‌ ତଥ୍ୟ ପ୍ରଦାନ କରାଯାଇଛି। ଶ୍ରୀମନ୍ଦିରକୁ ଏଥିରେ ଭୁଲ୍‌ ଚିତ୍ରଣ କରାଯାଇଥିବା ଅଭିଯୋଗ ହୋଇଛି। ଶ୍ରୀମନ୍ଦିର ଚିତ୍ର ପରିବର୍ତ୍ତେ ଏଥିରେ ବାଲେଶ୍ୱରର ଇମାମୀ ଜଗନ୍ନାଥ ମନ୍ଦିରର ଫଟୋ ଦିଆଯାଇଛି।...

ବଦଳିଲେ ବାସେଳିସାହି ଥାନା ଅଧିକାରୀ

ପୁରୀ ଅଫିସ,୭ା୧୨: ବାସେଳିସାହି ଥାନା ଆଇଆଇସି ଜୀବନାନନ୍ଦ ଜେନାଙ୍କୁ ଶେଷରେ ରବିବାର ବଦଳି କରାଯାଇଛି। ଜେନାଙ୍କୁ ପୁରୀ ଜିଲା ପୋଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ବହୁ ଚର୍ଚ୍ଚିତ ପୁରୀ ହାଜତ ମୃତ୍ୟୁ ଘଟଣା ନେଇ ବାସେଳିସାହି ଥାନା ଅଧିକାରୀଙ୍କୁ ବଦଳି...

ସରକାରୀ ଯୋଜନା ପାଲଟିଛି ସାତସପନ: ଜରିପାଲ ତଳେ ବିତୁଛି ବୃଦ୍ଧାଙ୍କ ଜୀବନ

କାକଟପୁର,୭।୧୨(ଡି.ଏନ୍‌.ଏ.): ରାଜ୍ୟ ଓ କେନ୍ଦ୍ର ସରକାର ଗରିବ ଲୋକଙ୍କ ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ପକ୍କା ଘର ଯୋଗାଇ ଦେଉଛନ୍ତି। କିନ୍ତୁ ସେହି ଯୋଜନା ପ୍ରାୟ ସମୟରେ ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚିପାରୁ ନାହିଁ। ଯାହାର ଉଦାହରଣ ଦେଖିବାକୁ ମିଳିଛି...

ଅଭିଯୋଗ ସମାଧାନ ପାଇଁ ଖୋଲିବ ୨୪ ଘଣ୍ଟିଆ କଲ୍‌ ସେଣ୍ଟର

ପୁରୀ ଅଫିସ,୭।୧୨: ପୁରୀ ଜିଲା ପୋଲିସ ମୁଖ୍ୟାଳୟରେ ଖୁବ୍‌ଶୀଘ୍ର ୨୪ଘଣ୍ଟିଆ କଲ୍‌ ସେଣ୍ଟର ଖୋଲାଯିବ। ଲୋକଙ୍କ ଅଭିଯୋଗ ସିଧାସଳଖ ଯେଭଳି ତୁରନ୍ତ ଗ୍ରହଣ କରି କାର୍ଯ୍ୟାନୁଷ୍ଠାନ ନେଇହେବ ସେଥିଲାଗି ଏଭଳି ଯୋଜନା କରାଯାଇଛି। କଲ ସେଣ୍ଟର ନମ୍ବର ୭୬୫୩୮୯୧୦୩୦ରେ ଲୋକେ...

ଥାନା ହାଜତରେ ମୃତ୍ୟୁ ଘଟଣା: କେ.ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ୧୬ କ୍ଷତଚିହ୍ନ

ପୁରୀ ଅଫିସ,୬ା୧୨: ପୁରୀ ବାସେଳିସାହି ଥାନା ହାଜତରେ ନଭେମ୍ବର ୧୯ରେ କେ. ରମେଶ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ହେପାଜତରେ ଏହି ଘଟଣା ଘଟିଥିବାରୁ ରାଜ୍ୟରେ ଚର୍ଚ୍ଚାର ଶିରୋନାମା ପାଲଟିଥିଲା। ଘଟଣାର ପ୍ରାୟ ୧୫ଦିନରେ ମୃତକ ରମେଶଙ୍କ...

କଥକରେ କୃଷ୍ଣରାସ, ଓଡ଼ିଶୀରେ ଚକ୍ରବୂ୍ୟହ

କୋଣାର୍କ,୫।୧୨(ଡି.ଏନ୍‌.ଏ.): ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ କୋଣାର୍କ ଉତ୍ସବର ଶୁକ୍ରବାର ଚତୁର୍ଥ ସନ୍ଧ୍ୟାରେ କଥକ ଓ ଓଡ଼ିଶୀ ନୃତ୍ୟର ନିଖୁଣ ଉପସ୍ଥାପନା ସନ୍ଧ୍ୟା ସମୟକୁ ଚିତ୍ତାକର୍ଷକ କରିଥିଲା। ଏହାସହ ଚନ୍ଦ୍ରଭାଗାର ବେଳାଭୂମିରେ ହେଉଥିବା ବାଲୁକାକଳା ସଚେତନତାର ଭିନ୍ନ ବାର୍ତ୍ତା ଦେଇଥିଲା।...

ଫେରିବା ପରେ ବି ଗ୍ରହଣ କରାଗଲାନି

ପୁରୀ ଅଫିସ, ୫।୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର- ସୂର୍ଯ୍ୟ କେହି ନେଇଯାଇଥିବା ଅଭିଯୋଗ ହୋଇଥିଲା। ନାଗାର୍ଜୁନ ବେଶ ପରଦିନ ଅର୍ଥାତ୍‌ ଗତ ୨୮ ତାରିଖରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏ ନେଇ ହଟଚମଟ ସୃଷ୍ଟି...

ମଠ ଅସ୍ତିତ୍ୱ ରକ୍ଷା ପାଇଁ ମିଳିତ ପ୍ରୟାସ ଲୋଡ଼ା

ପୁରୀ ଅଫିସ,୪ା୧୨: ପୁରୀର ପ୍ରାଚୀନ ମଠ ଶ୍ରୀଶଙ୍କରାନନ୍ଦ ମଠ ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଛି। ଏହି ମଠର ଅସ୍ତିତ୍ୱ ଓ ଆଦର୍ଶ ରକ୍ଷା ପାଇଁ ମିଳିମିଶି ପ୍ରୟାସ କରାଯିବା ଆବଶ୍ୟକ ବୋଲି ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri