ପୁରୀ

ରାସ୍ତାରେ ୮ ଫୁଟ ଲମ୍ବର ଖାଲ

ଗୋପ,୨୫।୭(ଡି.ଏନ୍‌.ଏ.): କୋଣାର୍କ – ଗୋପ ମୁଖ୍ୟ ରାସ୍ତାର ଗୋପ ବଜାର ଛକ ନିକଟରେ ଦୀର୍ଘ ୩ ମାସରୁ ଉଦ୍ଧର୍‌ବ ସମୟ ହେବ ୮ ଫୁଟ ଲମ୍ବର ଗୋଟିଏ ଖାଲ ସହ ଛୋଟ ବଡ଼ ଖାଲଖମା ହୋଇଯାଇଛି। ପାଣି ପାଇପ ପଡିବା ପରେ…

ବଡ଼ଦାଣ୍ଡକୁ ସଙ୍କୁଚିତ କରୁଛି ଜବରଦଖଲ

ପୁରୀ ଅଫିସ,୨୫।୭: ଜାତୀୟ ରାଜପଥ ପ୍ରାଧିକରଣ ଆଇନ ପୁରୀ ବଡ଼ଦାଣ୍ଡରେ ଲାଗୁ ହେଉନାହିଁ। ବଡ଼ଦାଣ୍ଡ ୩୧୬ ନମ୍ବର ଜାତୀୟ ରାଜପଥ ଭାବେ ମାନ୍ୟତାପ୍ରାପ୍ତ। ଜାତୀୟ ରାଜପଥ ଆଇନକାନୁନ ଅନୁଯାୟୀ ରାଜପଥ ଅବରୋଧ କରାଯାଇପାରିବ ନାହିଁ। ବିଗତ ଦିନରେ ସୁପ୍ରିମକୋର୍ଟ ନିଜ ରାୟରେ…

ଦର୍ପଦଳନ ରଥ ଖୋଲା କାର୍ଯ୍ୟ ଆରମ୍ଭ

ପୁରୀ ଅଫିସ, ୨୪।୭: ଶ୍ରୀମନ୍ଦିରରେ ରଥ ଖୋଲା କାର୍ଯ୍ୟ ରବିବାର ଆରମ୍ଭ ହୋଇଛି। ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ବିଶ୍ୱକର୍ମା ମହାରଣାଙ୍କ ତତ୍ତ୍ବାବଧାନରେ ଭୋଇ ସେବକମାନେ ପ୍ରଥମେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥର ଖୋଲିବା କାର୍ଯ୍ୟ ଆରମ୍ଭ କରିଛନ୍ତିି। ପରେ ତାଳଧ୍ୱଜ…

ଗୃହ ପାଇବାରୁ ୧୭୮୬ ଫାଇଲିନ୍‌ କ୍ଷତିଗ୍ରସ୍ତ ବଞ୍ଚିତ

କୃଷ୍ଣପ୍ରସାଦ,୨୪।୭(ଡି.ଏନ୍‌.ଏ.): ଫାଇଲିନ୍‌ ବାତ୍ୟାରେ କ୍ଷତିଗ୍ରସ୍ତଙ୍କୁ ବାସଗୃହ ଯୋଗାଣ ଦାବିରେ ଶୁକ୍ରବାର ଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଓ ବ୍ରହ୍ମଗିରି ଅଞ୍ଚଳର ବାତ୍ୟା ନିରୋଧକ ମଞ୍ଚ ପକ୍ଷରୁ କୃଷ୍ଣପ୍ରସାଦ ବ୍ଲକ ଆଗରେ ଧାରଣା ଦିଆଯାଇଛି। ମଞ୍ଚ ଆବାହକ ସୁବାସ ଚନ୍ଦ୍ର ଜେନାଙ୍କ ନେତୃତ୍ୱରେ…

ରବିବାର ଶ୍ରୀମନ୍ଦିରରେ ଚକ୍ରବୁଲା ଏକାଦଶୀ

ପୁରୀ ଅଫିସ, ୨୩।୭: ଶ୍ରୀମନ୍ଦିରରେ ରବିବାର ଚକ୍ରବୁଲା ତଥା ଚକ୍ରନାରାୟଣ ଏକାଦଶୀ ନୀତି ପାଳିତ ହେବ । ପ୍ରଭୁ ଚକ୍ରନାରାୟଣ ବିମାନରେ ଅଧିଷ୍ଠିତ ହୋଇ ଶ୍ରୀକ୍ଷେତ୍ରର ପ୍ରସିଦ୍ଧ ଚାରି ଆଶ୍ରମରେ ବିଜେ ହେବା ସହ ନଗର ପରିକ୍ରମା କରିବେ । ଚକ୍ରନାରାୟଣ…

ଜମି ସମସ୍ୟା ନାହିଁ, ଖୁବ୍‌ଶୀଘ୍ର କାମ

ପୁରୀ ଅଫିସ, ୨୩ା୭: ପୁରୀରେ ଭକ୍ତଙ୍କ ନିମନ୍ତେ ଆଉ ଏକ ଧର୍ମଶାଳା ନିର୍ମାଣ ହେବ। ମହାପ୍ରଭୁଙ୍କ ଦର୍ଶନ ପାଇଁ ଦୂରଦୂରାନ୍ତରୁ ଆସୁଥିବା ଭକ୍ତମାନେ ସୁଲଭ ମୂଲ୍ୟରେ ଉକ୍ତ ଅତ୍ୟାଧୁନିକ ଧର୍ମଶାଳାରେ ରହିବା ସହ ସମସ୍ତ ପ୍ରକାର ସୁବିଧା ପାଇପାରିବେ। ଏଥିଲାଗି ‘ଅବଢ଼ା’…

କୋଣାର୍କ-ଭୁବନେଶ୍ୱର,କାକଟପୁରକୁ ବସ୍‌ ସେବା ବନ୍ଦ

ପୁରୀ ଅଫିସ,୨୨।୭: କୋଣାର୍କ-ଭୁବନେଶ୍ୱର ଓ କାକଟପୁର-ଭୁବନେଶ୍ୱରକୁ ମୋ ବସ୍‌ ସେବା ସହ ସମସ୍ତ ଯାତ୍ରୀବାହୀ ବସ୍‌ ସେବା ବନ୍ଦ ରହିଛି। କୋଣାର୍କ ଓ ନିମାପଡା ଘରୋଇ ବସ୍‌ ମାଲିକ ସଂଘ ପକ୍ଷରୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ଘରୋଇ ବସ୍‌ ସେବା ବନ୍ଦ…

ବାଲୁକାକଳାରେ ଦ୍ରୌପଦୀଙ୍କୁ ଶୁଭେଚ୍ଛା

ପୁରୀ ଅଫିସ,୨୧।୭: ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଭାରତର ପରବର୍ତ୍ତୀ ରାଷ୍ଟ୍ରପତି ହେବା ଏକ ପ୍ରକାର ସ୍ପଷ୍ଟ ହୋଇଥିଲେ ହେଁ ଚୂଡ଼ାନ୍ତ ଫଳାଫଳ ପ୍ରକାଶକୁ ଅପେକ୍ଷା ରହିଛି। ଗୁରୁବାର ନିର୍ବାଚନର ଗଣତି ଜାରି ରହିଥିବା ବେଳେ ସାରା ରାଜ୍ୟରେ ଉତ୍ସବର ବାତାବରଣ…

କାମରେ ଲାଗୁନି ନୂଆ ନିମାପଡ଼ା ବସ୍‌ଷ୍ଟାଣ୍ଡ

ନିମାପଡ଼ା, ୨୧।୭ (ଡି.ଏନ୍‌.ଏ.): ନିମାପଡ଼ାରେ ନବନିର୍ମିତ ବସ୍‌ଷ୍ଟାଣ୍ଡ କାର୍ଯ୍ୟକ୍ଷମ ହୋଇ ନ ପାରି ଦୀର୍ଘଦିନ ଧରି ଅହେଳିତ ଅବସ୍ଥାରେ ରହିଛି। ଫଳରେ ନୂଆ ବସ୍‌ଷ୍ଟାଣ୍ଡ କାହା ସ୍ବାର୍ଥ ପାଇଁ ନିର୍ମିତ ବୋଲି ନିମାପଡ଼ାବାସୀଙ୍କ ମଧ୍ୟରେ ପ୍ରଶ୍ନ ସୃଷ୍ଟି ହୋଇଛି। ଅଞ୍ଚଳବାସୀଙ୍କ ଦୀର୍ଘ…

ପୁରୀରେ ଭୁଶୁଡ଼ିଲା ନିର୍ମାଣାଧୀନ ଛାତ

ପୁରୀ ଅଫିସ,୨୦।୭: ପୁରୀ ଜିଲା ମଶାଣିଚଣ୍ଡି ନିକଟରେ ବୁଧବାର ଏକ ନିର୍ମାଣାଧୀନ ଘରର ଛାତ ଭୁଶୁଡ଼ି ପଡ଼ିଛି। ଭାଙ୍ଗି ପଡ଼ିଥିବା ଛାତ ତଳେ ୫ ଜଣ ଶ୍ରମିକ ଫସି ରହିଥିଲେ। ସ୍ଥାନୀୟ ଲୋକଙ୍କ ସମେତ ଓଡ୍ରାଫ ବାହିନୀ ଦ୍ୱାରା ଉଦ୍ଧାର କାର୍ଯ୍ୟ…

ଶ୍ରୀଜିଉଙ୍କ ବନକଲାଗି ନୀତି, ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଦର୍ଶନ ବନ୍ଦ

ପୁରୀ ଅଫିସ,୨୦।୭: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ୫ଟାରୁ ରାତି ୧୦ ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ସହ ଦ୍ବିତୀୟ ଭୋଗମଣ୍ଡପ ବଢିବା ପରେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ…

ତିନିରଥରୁ କଢ଼ାହେଲା କନା, କଳସ

ପୁରୀ ଅଫିସ, ୨୦ା୭: ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ସରିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ତିନିରଥ ରହିଛି। ନୀଳାଦ୍ରି ବିଜେ ପର ଦିନ ତିନି ରଥରୁ ସାରଥି, ଠେକରା ବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ କଢ଼ାଯାଇଥିଲା। ଠେକରାବାଡ଼ ଓ ପାର୍ଶ୍ୱଦେବଦେବୀଙ୍କୁ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?