୩ ରଥର ୨୧ ଅଖ ନିର୍ମାଣ ଶେଷ
ପୁରୀ ଅଫିସ, ୧।୬: ସ୍ନାନ ପୂର୍ଣ୍ଣିମାକୁ ତିନିରଥର ଚକ-ଅଖ ଏବଂ ଦଣ୍ଡା ସଂଯୋଗ ହୋଇ ଗରଗରା ଉପରେ ୪ ନାହାକା ଉଠିଥାଏ। ଏହି ଅବସରରେ ତିନିରଥର ଅନୁକୂଳ ଅଖକୁ ମିଶାଇ ମଙ୍ଗଳବାର ସୁଦ୍ଧା ମୋଟ ୨୧ଟି ଅଖ ନିର୍ମାଣ କାର୍ଯ୍ୟ ଶେଷ…
ଶ୍ରୀକ୍ଷେତ୍ର ମଠ, ମନ୍ଦିରରେ ୬ ଗୁପ୍ତ ସୁଡ଼ଙ୍ଗ
ପୁରୀ ଅଫିସ,୧।୬: ଶ୍ରୀକ୍ଷେତ୍ରର ବିଭିନ୍ନ ମଠରେ ଏକାଧିକ ସୁଡ଼ଙ୍ଗ ଥିବାବେଳେ ସେଗୁଡ଼ିକ କେତେଦୂର ଯାଏ ଲମ୍ବିଛି, ତାହା ଏବେ ବି ରହସ୍ୟ ହୋଇରହିଛି। ବିଗତ ଦିନରେ ଦେଖାଯାଇଥିବା ସୁଡ଼ଙ୍ଗକୁ ନେଇ ପ୍ରଶାସନ ପକ୍ଷରୁ ଅନୁସନ୍ଧାନ ଜାରି ରହିଥିଲେ ମଧ୍ୟ ନିଷ୍କର୍ଷ କିଛି…
ସ୍ନାନ ପୂର୍ଣ୍ଣିମା ପୂର୍ବରୁ ମରାମତି ହେବ ସ୍ନାନବେଦୀ
ପୁରୀ ଅଫିସ,୩୧।୫: ସ୍ନାନ ପୂର୍ଣ୍ଣିମା ପୂର୍ବରୁ ସ୍ନାନବେଦୀର ମରାମତି ହେବ। ତେବେ ମରାମତି ହେବା ନେଇ ଏଏସ୍ଆଇ ସହ ଆଲୋଚନା ହୋଇଛି ବୋଲି ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି । ସେହିପରି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ବୁଧବାର…
ସବୁ ହୋଟେଲରେ ସିସିଟିଭି ବାଧ୍ୟତାମୂଳକ
ପୁରୀ ଅଫିସ,୩୧।୫:ଚଳିତ ବର୍ଷର ରଥଯାତ୍ରା ପାଇଁ ସୋମବାର ପୁରୀ ହୋଟେଲ ମାଲିକ ସଂଘ ସହ ପୋଲିସ ପ୍ରଶାସନର ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ପୁରୀ ପୋଲିସ କାର୍ଯ୍ୟାଳୟରେ ଆୟୋଜିତ ଏହି ବୈଠକରେ ସହରର ସମସ୍ତ ହୋଟେଲରେ ସିସିଟିଭି କ୍ୟାମେରା ଲଗାଯିବା ବାଧ୍ୟତାମୂଳକ…
ରଥ ଚକ ପରଖିଲା ଏକ୍ସପର୍ଟ ଟିମ୍
ପୁରୀ ଅଫିସ,୩୧ା୫:ରଥ ନିର୍ମାଣ ବେଳେ ଅଖ ଓ ଚକରେ ଫାଟ ଦେଖିବାକୁ ମିଳିଥିଲା। ଏନେଇ ଏକ୍ସପର୍ଟ କମିଟି ସୋମବାର ରଥଖଳାରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛି। ଯେଉଁ ଚକ ଓ ଅଖରେ ଫାଟ ହୋଇଛି ତାହାକୁ କ୍ଲାମ୍ପ ଦେଇ ମରାମତି କରାଯିବ…
ଶ୍ରୀଜିଉଙ୍କ ଦର୍ଶନ କଲେ ରେଲୱେ ବୋର୍ଡ ଅଧ୍ୟକ୍ଷ
ପୁରୀ ଅଫିସ,୩୦।୫: ରେଲୱେ ବୋର୍ଡର ଅଧ୍ୟକ୍ଷ ବିନୟ କୁମାର ତ୍ରିପାଠୀ ସୋମବାର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଦର୍ଶନ ସମୟରେ ଆରପିଏଫର ବରିଷ୍ଠ ଅଧିକାରୀ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଥିସହ ଶ୍ରୀମନ୍ଦିର ଭିତରେ ଥିବା ପାଶର୍ର୍ୟ ଦେବାଦେବୀଙ୍କ ଦର୍ଶନ…
ରଥଖଳା ଚଳଚଞ୍ଚଳ, ଚଉଦନାହାକା କାମ ଆରମ୍ଭ
ପୁରୀ ଅଫିସ,୨୯।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ରଥ ଖଳାରେ ଚଉଦନାହାକା କାମ ଆରମ୍ଭ ହୋଇଯାଇଛି । ବିଶ୍ୱକର୍ମାମାନେ ବାରିସିରେ ହାଣି…
ବନ୍ଧୁକ ଚୋରାଚାଲାଣ ଗ୍ୟାଙ୍ଗ୍ର ୭ ଗିରଫ
ପୁରୀ ଅଫିସ,୨୯।୫ ପୁରୀରେ ବନ୍ଧୁକ ଚୋରାଚାଲାଣ ହେଉଥିବାରୁ ଗତ କିଛିଦିନ ମଧ୍ୟରେ ଲଗାତର ହତ୍ୟା, ଲୁଟ୍, ଗୁଳିକାଣ୍ଡ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ପୁରୀ ପୋଲିସ ତତ୍ପରତା ଦେଖାଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ତଦନ୍ତ କରୁଥିବା ବେଳେ ଶନିବାର…
ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ, ଓଡ଼ିଶାରେ ରାଜନୈତିକ ଦଳ କିଏ ଅଛନ୍ତି ବୋଲି ପଚାରିଲେ
ପୁରୀ ଅଫିସ,୨୮।୫: ଏଏସ୍ଆଇର ଅନୁମତି ନ ଥାଇ ବି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମକୁ ସରକାର ବନ୍ଦ କରୁ ନ ଥିବାରୁ ତାଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଜଗଦଗୁରୁ ଶଙ୍କରାଚାଯର୍ର୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ। ସେ କହିଛନ୍ତି, ତୀର୍ଥଭୂମିକୁ ଭୋଗଭୂମି ଓ…
‘ମହାପ୍ରଭୁଙ୍କ ନାଁରେ ରାଜନୀତି ହେଉଛି’
ପୁରୀ ଅଫିସ,୨୮ା୫: ଶ୍ରୀମନ୍ଦିର ଚାରିପାଖ ସୌନ୍ଦର୍ଯ୍ୟକରଣ ହେଉ ମହାପ୍ରଭୁଙ୍କ ଇଚ୍ଛା। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ ଶନିବାର ଗଣମାଧ୍ୟମକୁ ଏପରି କହିଛନ୍ତି ପୁରୀ ଏମ୍ପି ପିନାକୀ ମିଶ୍ର। ସେ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ବିରୋଧୀଙ୍କ କାମ ଅଭିଯୋଗ କରିବା…
‘ସରକାରଙ୍କ ନିୟନ୍ତ୍ରଣରେ ମନ୍ଦିର ନ ରହୁ’
ପୁରୀ ଅଫିସ,୨୮ା୫: ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ୍ ସ୍ବାମୀ ଶୁକ୍ରବାର ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଗୋବର୍ଦ୍ଧନ ପୀଠାଧୀଶ ଜଗଦ୍ଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଛନ୍ତି। ଏହି ଅବସରରେ ଶଙ୍କରାଚାର୍ଯ୍ୟଙ୍କ ସହ ସେ କେତେକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏ…
ଜମି ଚିହ୍ନଟ ସତ୍ତ୍ୱେ କାର୍ଯ୍ୟ ଆରମ୍ଭ ହୋଇନି
ପୁରୀ ଅଫିସ,୨୭।୫: ଏକବିଂଶ ଶତାବ୍ଦୀରେ ସମାଜ ପାଇଁ ବିଜ୍ଞାନର ଗୁରୁତ୍ୱ ବଢ଼ିଯାଇଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ବିଜ୍ଞାନ ସମ୍ବନ୍ଧୀୟ ତଥ୍ୟ ଜାଣିବା ଜରୁରୀ ହୋଇପଡ଼ିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର…
Archives


