ପୁରୀ

ଅଲାରନାଥଙ୍କ ପୀଠରେ ବଢୁଛି ଖିରି ଚାହିଦା

ବ୍ରହ୍ମଗିରି,୨୩ା ୬ (ଡି.ଏନ୍‌.ଏ.): ମହାପ୍ରଭୁ ଜ୍ୱରରେ ପଡ଼ିଥିବା ବେଳେ ଅଣସରରେ ଠାକୁର ଭକ୍ତଙ୍କୁ ବ୍ରହ୍ମଗିରିସ୍ଥିତ ଅଲାରନାଥ ଭାବେ ଦର୍ଶନ ଦିଅନ୍ତି। ଏହି ସମୟରେ ମହାପ୍ରଭୁ ଅଲାରନାଥ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବାରୁ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସୁଅ ଛୁଟିଥାଏ। ଏଥିସହ ଏଠାରେ ଅଲାରନାଥଙ୍କ…

ମହାପ୍ରଭୁଙ୍କ ସେବାରେ ସର୍ବକନିଷ୍ଠ ଦଇତାପତି ଆୟୁଷ୍ମାନ

ପୁରୀ ଅଫିସ, ୨୩ା୬: ମହାପ୍ରଭୁଙ୍କ ସେବାରେ ବୁଧବାର ସର୍ବକନିଷ୍ଠ ଦଇତାପତି ସେବାୟତ ସାମିଲ ହୋଇଛନ୍ତି। ସେ ହେଉଛନ୍ତି ଆୟୁଷ୍ମାନ ଦାସମହାପାତ୍ର। ଆୟୁଷ୍ମାନ ଅଣସର ତାଟି ଘରେ ପ୍ରବେଶ କରିବା ସହ ଶ୍ରୀବିଗ୍ରହଙ୍କ ସେବାପୂଜାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଛନ୍ତି। ପରମ୍ପରା ଓ…

ଆଗକୁ ରଥଯାତ୍ରା: ପୁରୀରେ କରାଯିବ ବ୍ୟାପକ ଟିକାକରଣ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ଆଉ କିଛିଦିନ ପରେ ହେବ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପୁରୀରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ ପୁରୀରେ ଅଧିକ ଟିକାକରଣ କରିବାକୁ ପୁରୀ ପ୍ରଶାସନକୁ ଅବଗତ କରାଯାଇଥିବା ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ସେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ,୨୨ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ଲାଗି ରହିଥିବା ସମସ୍ତ ବିବାଦର ଅନ୍ତ ଘଟିଛି। ପ୍ରକଳ୍ପକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର ହୋଇଥିବା ସମସ୍ତ ମାମଲା ଉପରେ ବୁଧବାର ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ହାଇକୋର୍ଟ। ଦାୟର ଜନସ୍ବାର୍ଥ ମାମଲା ସହ ଅନ୍ୟ…

ବିଶ୍ବସ୍ତରୀୟ ହେବ ପୁରୀ ଷ୍ଟେଶନ: ରଥଯାତ୍ରା ଲାଗି ଚାଲିବ ୨୦୫ ସ୍ବତନ୍ତ୍ର ଟ୍ରେନ

ପୁରୀ ଅଫିସ,୨୧। ୬: ରେଳ ମନ୍ତ୍ରୀ ଅଶ୍ୱିନ ବୈଷ୍ଣବ ପୁରୀ ବିଶ୍ବସ୍ତରୀୟ ଷ୍ଟେଶନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ୩୬୪ କୋଟି ଟଙ୍କାର ପ୍ରକଳ୍ପ କାମ ଦୁଇ ବର୍ଷ ମଧ୍ୟରେ ଶେଷ ହେବ । ବିଶସ୍ତରୀୟ ଷ୍ଟେଶନ ବିଲ୍‌ଡିଂ…

ମହାପ୍ରଭୁଙ୍କ ବ୍ୟଙ୍ଗଚିତ୍ର ଭାଇରାଲ

ପୁରୀ ଅଫିସ ୨୧।୬:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ନେଇ ସୋସିଆଲ ମିଡିଆରେ ବ୍ୟଙ୍ଗଚିତ୍ର ଭାଇରଲ ହୋଇଛି। ଅଣସର ନୀତି ଅବସରରେ ପଞ୍ଜାବ ଲୁଧିଆନାର ଇସ୍କନ ସଂସ୍ଥା ପକ୍ଷରୁ ଏହି ବ୍ୟଙ୍ଗଚିତ୍ର ପୋଷ୍ଟ କରାଯାଇଛି। ଏକ ଫଟୋରେ ମହାପ୍ରଭୁ ଥର୍ମୋମିଟର ପାଟିରେ ଦେଇଥିବା ଏବଂ ଅନ୍ୟ…

ମହାପ୍ରଭୁଙ୍କ ସେବାରେ କୁନି ଦଇତା ସେବକ ସର୍ବାଙ୍ଗ

ପୁରୀ ଅଫିସ, ୨୧ା୬:ମହାପ୍ରଭୁଙ୍କ ସେବାରେ ସୋମବାର କୁନି ଦଇତାପତି ସେବକ ସର୍ବାଙ୍ଗ ଦାସମହାପାତ୍ର ସାମିଲ ହୋଇଛନ୍ତି। ସେ ଅଣସର ତାଟି ଘରେ ପ୍ରବେଶ କରିବା ସହ ଶ୍ରୀବିଗ୍ରହଙ୍କ ସେବା ପୂଜାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିଛନ୍ତି। ତାଙ୍କର ବୟସ ଏବେ ୬ମାସ…

ଅଣସରରେ ଲାଗିହୁଏନି ରନ୍ଧାଭୋଗ

ପୁରୀ ଅଫିସ,୨୦ା୬: ଅଣସରରେ ଏବେ ଚତୁର୍ଦ୍ଧାବିଗ୍ରହ। ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ପ୍ରତ୍ୟକ୍ଷ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଚାଲିଛି ଗୁପ୍ତ ସେବା। ମହାପ୍ରଭୁଙ୍କ ସେବାରେ ଲାଗିଛନ୍ତି ଦଇତାପତି ସେବକ। ତେବେ ଏହି ଗୁପ୍ତ…

ଚଳିତ ଦଶନ୍ଧିରେ ବନ ପ୍ରକଳ୍ପରୁ ମିଳିବନି ଫାସି କାଠ

ପୁରୀ ଅଫିସ,୨୦।୬: ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରା ନିମନ୍ତେ ରଥ ନିର୍ମାଣ ଲାଗି ପ୍ରତିବର୍ଷ ପ୍ରାୟ ୯ଶହ ଗଛର କାଠ ଦରକାର ହେଉଛି। ଭଲ କାଠ ପାଇଁ ପାଖାପାଖି ୧୨ଶହ ଗଛ କାଟିବାକୁ ପଡ଼ୁଛି। ଏଣୁ ଶ୍ରୀଜଗନ୍ନାଥ ବନ ପ୍ରକଳ୍ପରୁ ଫାସିକାଠ ପାଇବାକୁ…

ରଥଖଳା ଚଳଚଞ୍ଚଳ, ଲାଗିଲା କଇଁଚି

ପୁରୀ ଅଫିସ,୧୯।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ବଡ଼ପୋଟଳ ଉଠିବା ପରେ ଶନିବାର ତିନି ରଥରେ କଇଁଚି ବାଡ଼ିଆ ହୋଇଛି । ବିଶ୍ୱକର୍ମାମାନେ…

ମହାପ୍ରଭୁ ଅଲାରନାଥଙ୍କ ଅନବସର ଦର୍ଶନକୁ ୫ ଦିନ, ସକାଳୁ ଭକ୍ତଙ୍କ ଲମ୍ବା ଲାଇନ୍‌

ବ୍ରହ୍ମଗିରି,୧୯।୬(ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ ରବିବାର ପଞ୍ଚମ ଦିନରେ ପହଞ୍ଚିଛି । ବ୍ରହ୍ମଗିରିର ଅଲାରନାଥ ପୀଠରେ ଶଙ୍ଖ ଚକ୍ର ଗଦା ପଦ୍ମ ଧାରୀ ଚତୁର୍ଭୁଜ ନାରାୟଣଙ୍କୁ ଦର୍ଶନ କରିବାକୁ ଭକ୍ତଙ୍କ ପ୍ରବଳ ଭିଡ ଦେଖିବାକୁ ମିଳୁଛି। ମହାପ୍ରଭୁ ଜଗନ୍ନାଥଙ୍କ…

ଜହ୍ନିକୁଦାରୁ ସାତପଡ଼ା ଜଳଯାତ୍ରା ବନ୍ଦ

କୃଷ୍ଣପ୍ରସାଦ,୧୯।୬(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ତିତିପ ଏବଂ ଆଳୁପାଟଣା ଗଁା ମଧ୍ୟରେ ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଗତ ଗୁରୁବାର ୩୫ ମୌଜା କମିଟି ସମ୍ପାଦକଙ୍କୁ ଆଳୁପାଟଣା ଗ୍ରାମର କେତେଜଣ ଯୁବକ ସାତପଡ଼ାରେ ମାଡ଼ ମାରିଥିଲେ। ଏହାର ପ୍ରତିବାଦରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri