ପୁରୀ

ଆଇସ୍‌କ୍ରିମ କାଠିରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୫।୧୧: ଦୀର୍ଘ ୨୫ବର୍ଷ ପରେ ପଡ଼ୁଛି ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଆସନ୍ତା ୨୭ ତାରିଖରେ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ଏଥର କରୋନା ମହାମାରୀ ପାଇଁ ଏହି ବେଶକୁ ଭକ୍ତମାନେ ଦେଖିପାରିବେ ନାହିଁ। ତେବେ ମହାପ୍ରଭୁଙ୍କର ଏହି...

ସଂଗ୍ରହାଳୟରେ ରହିବ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୫ା୧୧: ନାଗାର୍ଜୁନ ବେଶ ଓଲାଗି ପରେ ଏହି ବେଶ କ’ଣ ହେବ ତାକୁ ନେଇ ଚାଲିଥିବା ଚର୍ଚ୍ଚାରେ ପୂର୍ଣ୍ଣଛେଦ ପଡ଼ିଛି। ପରିଚାଳନା କମିଟି ଏବଂ ଛତିଶା ନିଯୋଗ ବୈଠକରେ ଏହା ଆଲୋଚନା ହୋଇଥିଲେ ବି ଚୂଡ଼ାନ୍ତ ହୋଇପାରି ନ...

ପତିତପାବନଙ୍କ ହେବ ନାହିଁ ନାଗାର୍ଜୁନ ବେଶ

ପୁରୀ ଅଫିସ୍‌,୨୩।୧୧: ଆସନ୍ତା ୨୭ରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଦୀର୍ଘ ୨୫ ବର୍ଷ ପରେ ପଡିିଛି ଏହି ଦୁର୍ଲଭ ବେଶ। ଦାରୁଦିଅଁଙ୍କ ଏହି ବିରଳ ବେଶକୁ ଭକ୍ତମାନେ ଦେଖପାରିବେ ନାହିଁ। କରୋନା ମହାମାରୀ ପାଇଁ ଏଭଳି ନିଷ୍ପତ୍ତି ହୋଇଛି। ତେବେ...

ଡିସେମ୍ବରରେ ଖୋଲିପାରେ ଶ୍ରୀମନ୍ଦିର: ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୨୪।୧୧: ଡିସେମ୍ବର ମାସରେ ଖୋଲିପାରେ ଶ୍ରୀମନ୍ଦିର। ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର। ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଆସନ୍ତା ମାସର ୨ୟ କିମ୍ବା ୩ୟ ସପ୍ତାହରେ ଶ୍ରୀମନ୍ଦିର ଖୋଲିବାକୁ ଯୋଜନା...

ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି

ପୁରୀ ଅଫିସ, ୨୪।୧୧: ପୁରୀ ଟାଉନ ଥାନାରେ ଥାର୍ଡ ଡିଗ୍ରୀ ଅଭିଯୋଗର ତଦନ୍ତ କରିବେ କେନ୍ଦ୍ରାଞ୍ଚଳ ଡିଆଇଜି। ଏ ନେଇ ସୋମବାର ପୋଲିସ ଡିଜି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ଟାଉନ ପୋଲିସ ୩୦୦ ଗ୍ରାମ ବ୍ରାଉନସୁଗାର ଜବତ ଘଟଣାରେ ଚୁଡ଼ଙ୍ଗ...

ରୁଦ୍ରପ୍ରସନ୍ନ, ଅଖଣ୍ଡଙ୍କୁ ଲାଡ୍‌ଲି ମିଡିଆ ଆୱାର୍ଡ

ଭୁବନେଶ୍ୱର/ପିପିଲି,୨୪।୧୧(ବ୍ୟୁରୋ/ଡି.ଏନ୍‌.ଏ.): ସ୍ତମ୍ଭକାର ତଥା ଯୁବ ସାମାଜିକ କର୍ମୀ ରୁଦ୍ରପ୍ରସନ୍ନ ରଥଙ୍କୁ ଚଳିତବର୍ଷର ଲାଡ୍‌ଲୀ ମିଡିଆ ଆୱାର୍ଡ ୨୦୨୦ ପ୍ରଦାନ କରାଯାଇଛି। ୨୦୧୯ ଡିସେମ୍ବରରେ ‘ଧରିତ୍ରୀ’ରେ ପ୍ରକାଶିତ ସଂପାଦକୀୟ ‘ଝିଅ ଯଦି କାଳୀ’ ଲେଖାକୁ ଓପ-ଏଡ୍‌ ବିଭାଗରେ ଶ୍ରେଷ୍ଠ ବିବେଚିତ କରାଯାଇ...

ଆଜି ପବିତ୍ର ଅଁଳା ନବମୀ

ସାକ୍ଷୀଗୋପାଳ,୨୩ା୧୧(ଡି.ଏନ୍‌.ଏ.):ସୋମବାର ଅଁଳାନବମୀ ଉପଲକ୍ଷେ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରୀରାଧାଙ୍କ ପାଦ ଦର୍ଶନ ନୀତି ଅନୁଷ୍ଠିତ ହେବ। ପାରମ୍ପରିକ ବେଶଭୂଷା ଓ ଗହଣାରେ ଲାଗି ହୋଇ ମା’ ରାଧାରାଣୀ ଓଡିଆଣୀ ବେଶରେ ସଜ୍ଜିତ ହେବେ। ରତ୍ନ ସିଂହାସନରେ ସାକ୍ଷୀଗୋପାଳ ଠାକୁର ନଟବର ବେଶରେ...

ପୁରୀ: ପୁଣି ଏକ ଥାର୍ଡ ଡିଗ୍ରୀ ଅଭିଯୋଗ

ପୁରୀ ଅଫିସ,୨୩ା୧୧:ଥାନା ହାଜତରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ନେଇ ସମଗ୍ର ରାଜ୍ୟରେ ଏବେ ପୁରୀ ଜିଲା ଚର୍ଚ୍ଚାରେ ରହିଛି । ବାସେଳିସାହି ଥାନା ହାଜତ ମୃତ୍ୟୁ ପରେ ପିପିଲି ଥାନାରେ ଥାର୍ଡ ଡିଗ୍ରୀ ଘଟଣା ସାମ୍ନାକୁ ଆସିଥିଲା। ଏହାକୁ ନେଇ...

‘ଅପରାଧମୁକ୍ତ ପୁରୀ ମୁଖ୍ୟ ଲକ୍ଷ୍ୟ’

ପୁରୀ ଅଫିସ,୨୩ା୧୧:ପତିତପାବନଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ଆଶୀର୍ବାଦ ନେଇ ପୁରୀର ନୂତନ ଏସ୍‌ପି ଭାବେ ଆଇପିଏସ୍‌ ଅଫିସର କେ. ବିଶାଲ ସିଂ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ପୂର୍ବାହ୍ନରେ ପୂର୍ବତନ ଏସ୍‌ପି ଅଖିଳେଶ୍ୱର ସିଂଙ୍କଠାରୁ ସେ ଦାୟିତ୍ୱ...

ସାକ୍ଷୀଗୋପାଳ ମନ୍ଦିରରେ ୧୪୪ ଧାରା ଜାରି: ଆଜି ମଧ୍ୟରାତ୍ରିରୁ ହେବ କାର୍ଯ୍ୟକାରୀ

ସାକ୍ଷୀଗୋପାଳ,୨୨ା୧୧(ଡି.ଏନ୍‌.ଏ.): ରାତି ପାହିଲେ ପାଳନ ହେବ ପବିତ୍ର ଅଁଳା ନବମୀ। ତେବେ ଏହା ପୂର୍ବରୁ ପୁରୀ ଜିଲାର ସାକ୍ଷୀଗୋପାଳ ମନ୍ଦିରରେ ୧୪୪ ଧାରା ଲାଗୁ ହୋଇଛି। କରୋନା ମହାମାରୀ ଏବଂ ପ୍ରବଳ ଜନସମାଗମକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି।...

ପୁରୀ ହେପାଜତରେ ମୃତ୍ୟୁ ମାମଲା: ହତ୍ୟା ମାମଲା ରୁଜୁ ଦାବି କଲା ଭାଜପା

ପୁରୀ ଅଫିସ,୨୨।୧୧: ପୋଲିସ ହେପାଜତରେ କେ. ରମେଶଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗିରହିଛି। ପୋଲିସର ଏଭଳି କାର୍ଯ୍ୟକୁ ତୀବ୍ର ବିରୋଧ କରାଯାଉଛି। ଏଭଳି ସ୍ଥିତିରେ ଶନିବାର ମୃତକଙ୍କ ପରିବାରକୁ ଭେଟିଛନ୍ତି ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ଡା. ସମ୍ବିତ ପାତ୍ର। ମୋଚିସାହିସ୍ଥିତ...

ପିପିଲି ଥାନା ହାଜତ ନିର୍ଯାତନା ଘଟଣା: ସନ୍ଦେହରେ ପୋଲିସ କାର୍ଯ୍ୟାନୁଷ୍ଠାନ

ପିପିଲି,୨୨।୧୧(ସ୍ବ.ପ୍ର.): ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ଅଭିଯୋଗକୁ ନେଇ ଚର୍ଚ୍ଚା ଥମି ନ ଥିବାବେଳେ ଜିଲାରେ ପୁଣି ଏକ ହାଜତ ନିର୍ଯାତନା ଅଭିଯୋଗ ଆସିଛି। ପିପିଲି ଥାନା ହାଜତରେ ପୋଲିସ ମାଡ଼ରେ ୫ଜଣ ଅଭିଯୁକ୍ତ ଗୁରୁତର ହୋଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri