ପୁରୀ

ଆଜି ହେରା ପଞ୍ଚମୀ, ରଥ ଚକ ଭାଙ୍ଗିବେ ମହାଲକ୍ଷ୍ମୀ

ପୁରୀ ଅଫିସ, ୫।୭: ଆଜି ହେରା ପଞ୍ଚମୀ। ଆଜି ସନ୍ଧ୍ୟାରେ ମହାଲକ୍ଷ୍ମୀ ଏକ ସ୍ବତନ୍ତ୍ର ବିମାନରେ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିରକୁ ଯିବେ। ଠାକୁର ଜନ୍ମବେଦୀକୁ ଆସିବା ବେଳେ ମହାଲକ୍ଷ୍ମୀଙ୍କୁ ସାଙ୍ଗରେ ଆଣି ନ ଥିବାରୁ ମା’ ଅଭିମାନ କରିଛନ୍ତି। ତେବେ…

ତାଳଧ୍ୱଜ, ଦର୍ପଦଳନ ରଥ ଚକରେ ଫାଟ

ପୁରୀ ଅଫିସ,୫।୭:ରଥଯାତ୍ରା ପୂର୍ବରୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଚକରେ ଫାଟ ହୋଇଥିଲା। ଏବେ ବାହୁଡ଼ା ଯାତ୍ରା ପୂର୍ବରୁ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ଚକରେ ଫାଟ ଦେଖିବାକୁ ମିଳିଛି। ତାଳଧ୍ୱଜ ରଥର ପଡ଼ିନାହାକା ଚକ…

‘ଜଗନ୍ନାଥ ବନ ପ୍ରକଳ୍ପର ପୁନରୁଦ୍ଧାର ଜରୁରୀ’

ପୁରୀ ଅଫିସ,୫।୭:ରଥ ନିର୍ମାଣରେ ଲାଗୁଥିବା କାଠର ଅଭାବୀ ସ୍ଥିତି ସମସ୍ୟା ବଢ଼ାଉଛି। ପ୍ରତିବର୍ଷ ଶ୍ରୀଜୀଉଙ୍କ ପାଇଁ ନୂଆ ରଥ ନିର୍ମାଣ ହେଉଛି। ଫାସୀ, ଅସନ ଓ ଧଉରା କାଠ ପର୍ଯ୍ୟାପ୍ତ ପରିମାଣରେ ଆବଶ୍ୟକ ପଡ଼ୁଛି। ଧୀରେ ଧୀରେ ଏସବୁ କାଠ ଦୁର୍ଲଭ…

ତାଳଧ୍ୱଜ ଓ ଦର୍ପଦଳନ ରଥ ଚକରେ ଫାଟ

ପୁରୀ ଅଫିସ,୪।୭: ତାଳଧ୍ୱଜ ଓ ଦର୍ପଦଳନ ରଥ ଚକରେ ଫାଟ। ସୋମବାର ରଥର ଦକ୍ଷିଣମୋଡ଼ ପୂର୍ବରୁ ଯାଞ୍ଚ ପ୍ରକ୍ରିୟା ଚାଲିଥିବା ବେଳେ ଫାଟ ସମ୍ପର୍କରେ ଜଣାପଡ଼ିଛି । ତାଳଧ୍ୱଜ ରଥର ପଡ଼ିନାହାକା ଚକରେ ଫାଟ ଦେଖାଦେଇଥିବା ବେଳେ ଦର୍ପଦଳନର ବଡ଼ଉଛୁଳା ଚକରେ…

ଆଜି ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ,୪।୭: ମହାପ୍ରଭୁଙ୍କ ହେରା ପଞ୍ଚମୀ ନୀତି ମଙ୍ଗଳବାର ଅନୁଷ୍ଠିତ ହେବ। ପରମ୍ପରା ଅନୁଯାୟୀ ହେରା ପଞ୍ଚମୀ ପୂର୍ବଦିନ ଅର୍ଥାତ ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥି(ସୋମବାର)ରେ ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କୁ ବନକ…

ଆଡ଼ପ ଅବଢ଼ା ପାଇ ଧନ୍ୟ ହେଲେ ଭକ୍ତ

ପୁରୀ ଅଫିସ,୩ା୭: ଆଡ଼ପ ବିଜେ ପରେ ଏବେ ଜନ୍ମବେଦୀରେ ପୂଜା ପାଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜି ମହାପ୍ରଭୁଙ୍କ ଆଡ଼ପ ମଣ୍ଡପ ଦର୍ଶନ ମିଳିବା ସହ ଆଡ଼ପ ଅବଢ଼ା ମଧ୍ୟ ବାହାରିଛି। ସକାଳୁ ଦ୍ୱାରଫିଟା ନୀତି ସମ୍ପନ୍ନ ପରେ ଭିତର ଶୋଧ, ମଙ୍ଗଳ ଆଳତି,…

ମହାପ୍ରଭୁଙ୍କ ଦର୍ଶନ ପାଇଁ ଗୁଣ୍ଡିଚା ମନ୍ଦିରରେ ଭକ୍ତଙ୍କ ଭିଡ଼

ପୁରୀ ଅଫିସ,୩ା୭: ଆଡ଼ପମଣ୍ଡପରେ ରବିବାର ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଲମ୍ବା ଧାଡ଼ିରେ ଠିଆ ହୋଇ ରହିଛନ୍ତି ହଜାର ହଜାର ଭକ୍ତ। ଅନ୍ୟପକ୍ଷରେ ଆଜିଠାରୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଡ଼ପ ଅବଢ଼ା ମିଳିବ। ତେଣୁ…

ଶରଧାବାଲି ମେଳାରେ କନ୍ଧମାଳ ହଳଦୀର ଚାହିଦା

ଦାରିଙ୍ଗବାଡ଼ି,୩।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଜୈବିକ ପଦ୍ଧତିରେ ଉତ୍ପାଦନ କରାଯାଉଥିବା ହଳଦୀର ଚାହିଦା ସମଗ୍ର ବିଶ୍ୱରେ ରହିଥିବା ବେଳେ ଏବେ ରଥଯାତ୍ରା ଅବସରରେ ପୁରୀ ଶରଧାବାଲିରେ ଚାଲିଥିବା ମେଳାରେ ଭଲ ବିକ୍ରି ହେଉଛି। କନ୍ଧମାଳ ପ୍ରଶାସନ ସହାୟତାରେ ଦାରିଙ୍ଗବାଡ଼ି ବ୍ଲ୍ଳକର ଏକ ମହିଳା…

ପୁରୀରେ ଏଏସ୍‌ଆଇ ଟିମ୍‌

ପୁରୀ ଅଫିସ,୩।୭: ଏଏସ୍‌ଆଇ ଟିମ୍‌ ରବିବାର ପୁରୀରେ ପହଞ୍ଚିଛନ୍ତି। ପୁରୀ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ ପାଇଁ ସେମାନେ ଆସିଥିବା ସୂଚନା ରହିଛି। ଏହି ଟିମ୍‌ ଗର୍ଭଗୃହ ଭିତରେ ଥିବା ଅବସ୍ଥା ତଥା କଳାହାଟ ଦ୍ୱାରରେ ରୁପା ଛାଉଣୀ ଲଗାଯିବା ସମ୍ପର୍କରେ ଅନୁଧ୍ୟାନ…

ଆଜିଠୁ ଆଡ଼ପ ଦର୍ଶନ ସାଙ୍ଗକୁ ମିଳିବ ଅବଢ଼ା

ପୁରୀ ଅଫିସ,୩।୭: ଚତୁର୍ଦ୍ଧା ବିଗ୍ରହଙ୍କୁ ଶ୍ରଦ୍ଧାଳୁ ଆଜିଠାରୁ ଜନ୍ମବେଦୀ ଆଡ଼ପ ମଣ୍ଡପରେ ଦର୍ଶନ କରିବେ। ଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ, ଆଡ଼ପ ଅବଢ଼ା ମଧ୍ୟ ପାଇପାରିବେ। ଶ୍ରୀବିଗ୍ରହଙ୍କ ଦର୍ଶନ ପାଇଁ ଆଡ଼ପ ମଣ୍ଡପରେ ଭିଡ଼ ଦେଖିବାକୁ…

ଗର୍ଭଗୃହ ସ୍ଥିତି ଅନୁଧ୍ୟାନ କରିବେ ଏକ୍ସପର୍ଟ ଟିମ୍‌

ପୁରୀ ଅଫିସ,୨।୭: ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରକୁ ବିଜେ କରିବା ପରେ ଶ୍ରୀମନ୍ଦିର ଗର୍ଭଗୃହର ସଫେଇ କାମ ଆରମ୍ଭ ହେବ । ଗର୍ଭଗୃହର ସ୍ଥିତି ଅନୁଧ୍ୟାନ ହେବ । ରତ୍ନସିଂହାସନ ସଫେଇ ସହ ଗର୍ଭଗୃହରୁ ଗରମ ହାୱା ନିଷ୍କାସନ ପ୍ରକ୍ରିୟା (ଭେଣ୍ଟିଲେଶନ) ଜାଲି…

ଭାଙ୍ଗିଲେ ଗୁଣ୍ଡିଚା ମନ୍ଦିର ରୋଷ ଘର ଚୁଲି

ପୁରୀ ଅଫିସ,୨।୭: ଭାଙ୍ଗିଲେ ପୁରୀ ଗୁଣ୍ଡିଚା ମନ୍ଦିର ରୋଷ ଘର ଚୁଲି। ୨୦ରୁ ଅଧିକ ଚୁଲି କୌଣସି ଦୁର୍ବୃତ୍ତ ଭାଙ୍ଗିଦେଇଥିବା ସୂଚନା ମିଳିଛି। ସୁଆର ମହାସୁଆର ନିଯୋଗ ସଭାପତି ଏହି ସୂଚନା ଦେଇଛନ୍ତି। ଶୁକ୍ରବାର ରାତିରେ ରୋଷ ଘରେ ପଶି କେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?