ପୁରୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଆଇଏନ୍‌ଟିଏସିଏଚ୍‌। ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ ମଧ୍ୟରେ ଉଦ୍‌ବେଗ ରହିଛି…

ଶୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ

ପୁରୀ ଅଫିସ,୧୪।୫: ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହ ପରେ ବ୍ୟାଟେରୀ ଗାଡିରେ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ତଦାରଖ କରିବା ସହ ମନ୍ଦିରର ୩ ଟି…

ଲାଗିବ ସିସିଟିଭି, ମରାମତି ହେବ ନାଟମଣ୍ଡପ

ପୁରୀ ଅଫିସ,୧୪।୫: ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)ର ରାଜ୍ୟ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଶୁକ୍ରବାର ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ ନାଟମନ୍ଦିର ସ୍ଥିତି ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ ମାମଲା ନେଇ ହାଇକୋର୍ଟରେ ଏଏସ୍‌ଆଇ ସତ୍ୟପାଠ…

ହୋଇପାରେ ସାନି ଜମି ଅଧିଗ୍ରହଣ

ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ସାନି ବିବାଦ ମୁଣ୍ଡ ଟେକିଛି। ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବା ପାଇଁ ନିଷ୍ପତ୍ତି ହେବା ପରେ ଏହାକୁ ସ୍ଥାନୀୟ ବାସିନ୍ଦା ଓ ସେବାୟତ ବିରୋଧ କରିଛନ୍ତି। ଶହେ ମିଟର…

କେନ୍ଦ୍ର, ରାଜ୍ୟକୁ କୋର୍ଟ ନୋଟିସ

ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ମାମଲାରେ ପୁରୀ ସିଭିଲ ଜଜ୍‌ ସିନିୟର ଡିଭିଜନ କୋର୍ଟ ଶୁକ୍ରବାର କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ, ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ), ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ), ଟାଟା କମ୍ପାନୀ, ଓଡ଼ିଶା ବ୍ରିଜ୍‌…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ ପ୍ରସଙ୍ଗ: କେନ୍ଦ୍ର, ରାଜ୍ୟକୁ ନୋଟିସ୍‌ ଜାରି କଲେ କୋର୍ଟ

ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ ପ୍ରସଙ୍ଗରେ ପୁରୀ ଓକିଲ ସଂଘ ପକ୍ଷରୁ ଦାୟର ମାମଲାକୁ ପୁରୀ ସିଭିଲ ଜଜ୍‌ ସିନିୟର ଡିଭିଜନ କୋର୍ଟ ଗ୍ରହଣ କରିଛନ୍ତି। ଏଥିସହ କୋର୍ଟ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ, ଏଏସ୍‌ଆଇ, ଟାଟା ପ୍ରୋଜେକ୍ଟସ୍‌,…

ପୁରୀରେ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ

ପୁରୀ, ୧୩।୫: ଶ୍ରୀମନ୍ଦିରରେ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଓ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଶୁକ୍ରବାର ପହଞ୍ଚିଛନ୍ତି। ଏଏସ୍‌ଆଇର ହାଇକୋର୍ଟରେ ସତ୍ୟପାଠ ପରେ ପ୍ରଥମଥର ପାଇଁ ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ପୁରୀରେ ପହଞ୍ଚିଛନ୍ତି। ଏଏସଆଇ ଆୟୋଜିତ ବୈଠକରେ ସୁପରିଟେଣ୍ଡେଣ୍ଟ ଯୋଗଦେବା…

ରଥଖଳା ଚଳଚଞ୍ଚଳ,ଲାଗିପଡ଼ିଛନ୍ତି ମହାରଣା, ଓଝା ସେବାୟତ

ପୁରୀ ଅଫିସ,୮।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ତିନି ରଥ ଚକ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି ମହାରଣା ସେବାୟତମାନେ । କଟକ ଖପୁରିଆ…

ଏଏସ୍‌ଆଇ କହିଥିଲା ଅନୁମୋଦନ ଜରୁରୀ

ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନିଷିଦ୍ଧାଞ୍ଚଳରେ ନିର୍ମାଣ କାର୍ଯ୍ୟର ଅନୁମତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ମହାନିର୍ଦ୍ଦେଶକ (ଡିଜି)ଙ୍କୁ ଚିଠି କରାଯିବା ଦରକାର ବୋଲି ଶ୍ରୀମନ୍ଦିର ପ୍ରଶାସନକୁ ଏଏସ୍‌ଆଇ ପୂର୍ବରୁ ଜଣାଇଥିଲା। ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମୀକ୍ଷା…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ପରିବର୍ତ୍ତନ

ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ଏଣିକି ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ। ଭୁବନେଶ୍ୱରସ୍ଥିତ ଓଡ଼ିଶା ସେତୁ ନିର୍ମାଣ ନିଗମର କନଫରେନ୍ସ ହଲ୍‌ରେ ବୁଧବାର ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ…

ସୁନା ଦୋକାନରେ ଜିଏସ୍‌ଟି ଅଧିକାରୀଙ୍କ ଚଢ଼ାଉ

କଣାସ,୧୨।୫(ସ୍ବ.ପ୍ର.): କଣାସ ବ୍ଲକରେ ଥିବା ଦୁଇଟି ସୁନା ଦୋକାନରେ ଗୁରୁବାର ଜିଏସ୍‌ଟି ପକ୍ଷରୁ ଚଢ଼ାଉ କରାଯାଇଛି। ଗୋଟିଏ ସୁନା ଦୋକାନର ଦୁଇଟି ଶାଖା ଯଥା କଣାସ କଲେଜ ନିକଟରେ ଥିବା ମହାଦେବ ଜୁଏଲାରୀ ଏବଂ କଣାସ ବଜାର ଭିତରେ ଥିବା ମହାଦେବ…

ଜିଲାପାଳ, ଓବିସିସି, ଟାଟା ବିରୋଧରେ ମାମଲା ରୁଜୁ କର

ପୁରୀ ଅଫିସ,୧୨।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାଲିଥିବା ବେଆଇନ ନିର୍ମାଣ ଓ ଖନନ କାର୍ଯ୍ୟ ବିରୋଧରେ ହୋଇଥିବା ମାମଲାର ଶୁଣାଣି କରି ପୁରୀ ଜିଲାପାଳ, ଓଡ଼ିଶା ବ୍ରିଜ୍‌ ଆଣ୍ଡ କନ୍‌ଷ୍ଟ୍ରକ୍‌ଶନ କମ୍ପାନୀ (ଓବିସିସି) ଏବଂ ଟାଟା ପ୍ରୋଜେକ୍ଟ ଲିମିଟେଡ୍‌ ବିରୋଧରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri