ପୁରୀରୁ ପୁଣି ଗଡ଼ିଲା ଘରୋଇ ବସ୍, ଜନସାଧାରଣଙ୍କୁ ମିଳିଲା ଆଶ୍ୱସ୍ତି
ପୁରୀ,୧୨।୭(ତୁଷାର ରଞ୍ଜନ ନାୟକ): ଆଜିଠୁ ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ। ପୁରୀଠାରେ ବସିଥିବା ରାଜ୍ୟ ଘରୋଇ ବସ ମାଲିକ ସଂଘର ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି । ବସ୍ ଚଳାଚଳ କରୁନଥିବାରୁ ସାରା ରାଜ୍ୟରେ ଯାତ୍ରୀଙ୍କ ସମସ୍ୟାକୁ…
ରାଜ୍ୟରେ ବଢିଲା ବାର୍ଡ ଫ୍ଲୁ ଭୟ
ପୁରୀ,୧୦।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରେ ଡରାଇଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗ ଅଞ୍ଚଳରେ ବର୍ତ୍ତମାନ ଦେଖାଦେଇଛି କୁକୁଡ଼ା ମଡ଼କ । ଏନେଇ ଚାଷୀ ଚିନ୍ତାରେ ପଡିଥିବା ବେଳେ ଛାନିଆଁ ହୋଇପଡିଛନ୍ତି ସ୍ଥାନୀୟ ବାସିନ୍ଦା। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ…
ଦୟାନଦୀ ପାଇଁ ବ୍ୟାପୁଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
କଣାସ,୯ା୭: ପୁରୀ ଜିଲା କଣାସରେ ଝାଡ଼ାବାନ୍ତି ବ୍ୟାପିବାର ମୁଖ୍ୟ କାରଣ ଦୟା ନଦୀ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର। ସେ କହିଛନ୍ତି, ଲୋକେ ଦୟା ନଦୀର ପାଣି ବ୍ୟବହାର କରୁଥିବାରୁ ଝାଡ଼ାବାନ୍ତି ବ୍ୟାପଛି। ଏନେଇ ସ୍ବାସ୍ଥ୍ୟ ବିଭାଗ…
ଦିଶିଲାନି ଚକାଆଖି: ଶ୍ରଦ୍ଧାଳୁ ଅସନ୍ତୋଷ
ପୁରୀ,୯ା୭(ଅଜିତ୍ କୁମାର ମହାନ୍ତି):ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ନବଦିନାତ୍ମକ ଘୋଷଯାତ୍ରା ମଙ୍ଗଳବାର ଶେଷ ହୋଇଛି। ହେଲେ ରଥ ଉପରେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ମୁଖ ଦର୍ଶନ କରିପାରି ନ ଥିବାରୁ ଶ୍ରଦ୍ଧାଳୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏମିତି କୌଣସି ଏକ ମୁହୂର୍ତ୍ତ ଆସିଲାନି, ଯେଉଁଥିରେ ଠାକୁରଙ୍କୁ…
ଶ୍ରୀମନ୍ଦିରକୁ ବାହୁଡ଼ିଲେ ଦାରୁଦିଅଁ, କାଲିଠୁ ପୁଣି ଭକ୍ତ ପାଇବେ ନୀଳାଚଳ ଅବଢ଼ା
ପୁରୀ,୮ା୭(ଅଜିତ୍ କୁମାର ମହାନ୍ତି)-ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହିତ ନବଦିନାତ୍ମକ ଯାତ୍ରା ସାରି ଆଷାଢ଼ ଶୁକ୍ଳ ତ୍ରୟୋଦଶୀ ତିଥି ନୀଳାଦ୍ରି ବିଜେ ଅବସରରେ ମଙ୍ଗଳବାର ଶ୍ରୀମନ୍ଦିର ରତ୍ନସିଂହାସନକୁ ବାହୁଡ଼ା ବିଜେ କରିଛନ୍ତି। ଏଥିସହ ଚଳିତବର୍ଷର…
ନୀଳକନ୍ଦରକୁ ବାହୁଡ଼ିବେ ବିଶ୍ୱନିୟନ୍ତା
ପୁରୀ,୭ା୭: ସରି ଆସୁଛି ନବଦିନାତ୍ମକ ଯାତ୍ର। ଆଜି ନୀଳାଦ୍ରିବିଜେରେ ନୀଳକନ୍ଦରକୁ ବାହୁଡ଼ିବେ ମହାବାହୁ। ଗୋଟି ପହଣ୍ଡିରେ ରତ୍ନ ସିଂହାସନକୁ ବିଜେ କରିବେ ବିଶ୍ୱନିୟନ୍ତା। ରସଗୋଲା ଦେଇ ମହାଲକ୍ଷ୍ମୀଙ୍କ ମାନଭଞ୍ଜନ କରିବେ ମହାପ୍ରଭୁ। ବଡ଼ଦାଣ୍ଡରେ ଶେଷ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଆରମ୍ଭ…
ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା
ପୁରୀ,୭ା୭(ଅଜିତ୍ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ କରୁଛନ୍ତି ମହାପ୍ରଭୁ। ସୋମବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ଅଧରପଣା ନୀତି ସମ୍ପନ୍ନ ହୋଇଛି। ଏବେ…
ଆଉ କିଛି ସମୟ ପରେ ରଥାରୂଢ଼ ମହାପ୍ରଭୁଙ୍କ ହେବ ଅଧରପଣା ନୀତି
ପୁରୀ,୭ା୭: ଆଉ କିଛି ସମୟ ପରେ ରଥାରୂଢ଼ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ। ଅଧର ପଣା ତିଆରି ପାଇଁ ତୁମ୍ଭାକାର ହାଣ୍ଡି ମଧ୍ୟ ଆସିଯାଇଛି। ଏପରିକି ଦିବ୍ୟ କୂଅରୁ ପାଣି ଆଣିବା ଆରମ୍ଭ ହୋଇଗଲାଣି। ଦିବ୍ୟ କୂଅ ପାଣିରେ ତିଆରି…
ଆଜି ମହାପ୍ରଭୁଙ୍କ ଅଧରପଣା: ଅମୃତ ପାନ କରିବେ ଦେବାଦେବୀ-ଚଣ୍ଡୀଚାମୁଣ୍ଡା
ପୁରୀ,୭ା୭: ଆଜି ଅର୍ଥାତ୍ ସୋମବାର ରଥାରୂଢ଼ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ। ଏହି ଅଧରାମୃତ ପାନ କରିବେ ରଥରେ ଥିବା ପାଶର୍ବ ଦେବାଦେବୀ, ଚଣ୍ଡୀ ଚାମୁଣ୍ଡା। ଅପରାହ୍ନ ୪ଟା ୩୦ରୁ ଅଧରପଣା ନୀତି ଆରମ୍ଭ ହୋଇ ରାତି ୮ଟା ୩୦ରେ…
ସୁନାବେଶରେ ଦର୍ଶନ ଦେଲେ ଦାରୁଦିଅଁ: ବଡ଼ଦାଣ୍ଡ ପାଲଟିଲା ଜନସମୁଦ୍ର
ପୁରୀ,୬ା୭(ଅଜିତ୍ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରା ଆଷାଢ଼ ଶୁକ୍ଳ ଦଶମୀ ତିଥିରେ ଶନିବାର ବାହୁଡ଼ା ଯାତ୍ରାରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବା ପରେ ଏକାଦଶୀ ତିଥିରେ ରବିବାର ରଥ ଉପରେ ସୁନାବେଶରେ ଦର୍ଶନ…
ସୁନାବେଶରେ ସାଆନ୍ତେଙ୍କୁ ଦର୍ଶନ କରିବାକୁ ଭକ୍ତ ଆତୁର
ପୁରୀ,୫ା୭: ଆଜି ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ବଡ଼ ଏକାଦଶୀ ତିଥି। ମହଣ ମହଣ ସୁନାରେ ଆଭୂଷିତ ହେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କ ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡ ତଢାଉ ବେଶ ଅନ୍ୟତମ । ୧୩୮ ପ୍ରକାରର ସ୍ବର୍ଣ୍ଣ ଅଳଙ୍କାରରେ…
ଆଜି ସୁନାବେଶରେ ଝଲସିବେ ଦାରୁଦିଅଁ
ପୁରୀ,୬ା୭(ଅଜିତ୍ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦଶମୀ ତିଥି ଅବସରରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି। ମହାପ୍ରଭୁ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେଦି ଆଡ଼ପ ମଣ୍ଡପ ଛାଡ଼ି…
Archives


