ପୁରୀ

ଶ୍ରୀମନ୍ଦିର ସୁରକ୍ଷା ଉପରେ ପ୍ରଶ୍ନବାଚୀ, ଆନନ୍ଦବଜାରରେ ମୋବାଇଲରେ କଥା ହେଲେ ଶ୍ରଦ୍ଧାଳୁ

ପୁରୀ,୧୫।୧(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିର ସୁରକ୍ଷାରେ ତ୍ରୁଟି ଦେଖିବାକୁ ମିଳିଛି । ପୋଲିସର ସୁରକ୍ଷା ବଳୟକୁ ଭେଦ କରି ଜଣେ ବ୍ୟକ୍ତି ଶ୍ରୀମନ୍ଦିର ଆନନ୍ଦବଜାର ପରିସରରେ ମୋବାଇଲ୍‌ରେ କଥା ହେଉଥିବା ଦେଖିବାକୁ ମିଳିଛି । ତେବେ ବ୍ୟକ୍ତି ଜଣଙ୍କ କିପରି…

କାଳୀଜାଈଙ୍କ ପୀଠରେ ମକର ମେଳା: ଭକ୍ତଙ୍କ ପ୍ରବଳ ଭିଡ଼

କୃଷ୍ଣପ୍ରସାଦ,୧୪।୧(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଚିଲିକାର ଅଧିଷ୍ଠାତ୍ରୀ ଦେବୀ ମା’ କାଳୀଜାଈଙ୍କ ପୀଠରେ ମକର ମେଳା ଆରମ୍ଭ ହୋଇଛି। ଏହି ମେଳାକୁ ପାରିକୁଦ ରାଜସାହେବ ଉଦଘାଟିତ କରିଥାନ୍ତି। ମତ୍ସ୍ୟଜୀବୀଙ୍କ ସେ ହେଉଛନ୍ତି ଆରାଧ୍ୟl ଦେବୀ। ଚିଲିକାକୁ ମାଛ ଧରିବା ପାଇଁ ଯାଉଥିବାବେଳେ ପ୍ରଥମେ ମା’ଙ୍କୁ…

କମିବନି ଭକ୍ତନିବାସ ପାର୍କିଂ ଫି: ୪ ଚକିଆ ଗାଡି ପାର୍କିଂ କଲେ ଦେବାକୁ ପଡିବ ଏତିକି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କଲେ ସ୍ପଷ୍ଟ

ପୁରୀ,୯।୧: ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସ୍ପଷ୍ଟ କରିଛନ୍ତି। ମୁଖ୍ୟ ପ୍ରଶାସକ କହିଛନ୍ତି, ଭକ୍ତ ନିବାସରେ ସ୍ବଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡ଼ା ଦିଆଯାଉଛି। ବାହାରୁ ଆସୁଥିବା ଅନେକ…

ଶବ ସତ୍କାର କରିବାକୁ ଆସି ଶବ ହୋଇଗଲେ ଯୁବକ

ପୁରୀ,୯ା୧(ଅଜିତ କୁମାର ମହାନ୍ତି): ପୁରୀରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ସାମାନ୍ୟ ବଚସା ଓ କଥା କଟାକଟିକୁ ନେଇ ଯୁବକଙ୍କୁ ହତ୍ୟା କରାଯାଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ହତ୍ୟାର…

ବେହେରଣ ଦ୍ବାର ନିକଟରେ ପଡିଥିଲା ଖଙ୍କାର, ମହାପ୍ରଭୁଙ୍କର ହେଲା…

ପୁରୀ,୯।୧(ଅଜିତ୍‌ କୁମାର ମହାନ୍ତି): ଶୁକ୍ରବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କର ବଡ଼ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିରରେ ତଡ଼ପ ଲାଗି ନୀତି ହେବା ସମୟରେ ବେହରଣ ଦ୍ୱାର ଭିତର ପଟେ ଖଙ୍କାର ପଡ଼ିଥିବା ଦେଖାଯାଇଥିଲା । ଏହାପରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ…

ସମୟ ଅଭାବରୁ ନୀତି ବାତିଲ, ରାତି ଉଜାଗର ରହିଲେ ମହାପ୍ରଭୁ

ପୁରୀ,୯।୧(ଅଜିତ୍‌ କୁମାର ମହାନ୍ତି): ସମ୍ପ୍ରତି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ପହିିଲି ଭୋଗ ନୀତି ଚାଲିଛି । ନିଷ୍ପତ୍ତି ଅନୁଯାୟୀ ରାତି ୨ଟା ପରଠାରୁ ଶ୍ରୀମନ୍ଦିର ଦ୍ୱାର ଖୋଲାଯାଇ ନୀତିକାନ୍ତି କରାଯିବା ସହ ରାତି ୧୧ଟାରେ ପହୁଡ଼ କରାଯିବା କଥା। ତେବେ ବୁଧବାର ରାତିରେ…

ପୁରୀରେ ଗାଡ଼ି ପାର୍କିଂ କଲେ ଦେବାକୁ ହେବ ୫ ଶହ, ଭକ୍ତ ନିବାସର ପାର୍କିଂ ଫି ବୃଦ୍ଧି

ପୁରୀ,୮।୧( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ୪ଗୋଟି ଭକ୍ତ ନିବାସର ପାର୍କି ଫି ବୃଦ୍ଧି କରାଯାଇଛି । ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି । ଏପରିକି ଏନେଇ…

ଆଜି ବନକଲାଗି: ୫ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ,୭ା୧(ଅଜିତ୍‌ କୁମାର ମହାନ୍ତି): ମାଘ କୃଷ୍ଣପକ୍ଷ ଚତୁର୍ଥୀ ତିଥି ବୁଧବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କର ଶ୍ରୀମୁଖ ଶୃଙ୍ଗାର ବା ବନକ ଲାଗି ନୀତି ଅନୁଷ୍ଠିତ ହେବ। ସେଥିପାଇଁ ବୁଧବାର ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ…

ଜୀବନ ନେଲା ସାରଳା ବସ୍, ସଡ଼କ ଦୁର୍ଘଟଣାରେ ସାମ୍ବାଦିକାଙ୍କ ମୃତ୍ୟୁ

ପୁରୀ,୬ା୧: ପିପିଲିରେ ଆଜି ସକାଳୁ ସକାଳୁ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ମହିଳା ସାମ୍ବାଦିକାଙ୍କ ସମେତ ଦୁଇଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ମହିଳା ସାମ୍ବାଦିକା ଜଣକ ସ୍କୁଟି ଯୋଗେ ଭୁବନେଶ୍ବରରୁ ପୁରୀ ଅଭିମୁଖେ ଯାଉଥିବା…

ପୁରୀ ଶ୍ରୀମନ୍ଦିର ଭିତରକୁ ବାହାର ଘିଅ ପ୍ରବେଶ ଘଟଣା, ୭ ଦିନ ଭିତରେ ଉତ୍ତର ରଖିବାକୁ ନୋଟିସ୍

ପୁରୀ,୬।୧(ଅଜିତ କୁମାର ମହାନ୍ତି) ଶ୍ରୀମନ୍ଦିର ପରିସରକୁ ଅଧିକୃତ ଓମଫେଡ ଘିଅ ବଦଳରେ ବାହାରୁ ଅନ୍ୟ ଖୋଲା ଘିଅ ବାହାର ଲୋକଙ୍କ ଦ୍ୱାରା ନିଆଯାଇଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ଦ୍ବାରା ଏହାକୁ ଜବତ କରାଯାଇଛି । ଏନେଇ ସୁଆର ମହାସୁଆର ନିଯୋଗକୁ ସୂଚିତ…

୪ ଦିନ ପରେ ଚିଲିକାରୁ ହଟିଲା କଟକଣା, କୁହୁଡ଼ିକୁ ଦେଖି ଡଙ୍ଗା ଓ ଭସାପୋଲ ଚଳାଚଳ ପାଇଁ ନିଷ୍ପତ୍ତି

କୃଷ୍ଣପ୍ରସାଦ,୬।୧: ୪ ଦିନ ପରେ ଚିଲିକାରୁ ହଟିଲା କଟକଣା । କୁହୁଡ଼ିକୁ ଦେଖି ଡଙ୍ଗା ଓ ଭସାପୋଲ ଚଳାଚଳକୁ ସ୍ୱାଭାବିକ କରିବାକୁ ନିର୍ଦ୍ଦେଶ ଦେଇଛି ଜିଲା ପ୍ରଶାସନ । ଲୋକଙ୍କର ଅସୁବିଧାକୁ ଦୃଷ୍ଟିରେ ରଖି କଟକଣା କୋହଳ କରାଯାଇଛି । ପବନ…

ଫେବୃଆରୀ ୫ରୁ ସତ୍ୟବାଦୀ ମହୋତ୍ସବ: ପଞ୍ଚସଖା ଜ୍ୟୋତି ଯାତ୍ରା ହେବ ଆକର୍ଷଣ

ସାକ୍ଷୀଗୋପାଳ,୫ା୧(କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ/ଭରତ ରାଉତ) ଚଳିତ ବର୍ଷ ୧୦ମ ସତ୍ୟବାଦୀ ମହୋତ୍ସବ ଫେବୃଆରୀ ୫ରୁ ଆରମ୍ଭ ହୋଇ ୮ ତାରିଖ ପର୍ଯ୍ୟନ୍ତ ଚାଲିବ। ସତ୍ୟବାଦୀ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?