କୋର୍ଟରେ ସମାଧାନ ହେବ ନାହିଁ, ପ୍ରଧାନମନ୍ତ୍ରୀ ନିଜେ ହସ୍ତକ୍ଷେପ କରନ୍ତୁ: ଜୟନ୍ତ
ପୁରୀ ଅଫିସ,୧୦।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ହାଇକୋର୍ଟରେ ଏଏସ୍ଆଇ ଦାଖଲ କରିଥିବା ସତ୍ୟପାଠ ଓ ଅନୁଧ୍ୟାନ ରିପୋର୍ଟକୁ ନେଇ ବିବାଦ ବଢିବାରେ ଲାଗିଛି। ଏନେଇ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କହିଛନ୍ତି, ଯାହା କ୍ଷତି ଏଥିଲାଗି ହୋଇଛି ତାହା ଆଉ…
ରାଜ୍ୟ ସରକାର କଳାପାହାଡ଼ିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ: ସମ୍ବିତ ପାତ୍ର
ଭୁବନେଶ୍ୱର,୧୦।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ହାଇକୋର୍ଟରେ ଏଏସ୍ଆଇ ପକ୍ଷରୁ ସତ୍ୟପାଠ ଦାଖଲ ପରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଓଡିଶା ସରକାର ଅହଂକାର ଓ କଳାପାହାଡିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ।…
‘ପ୍ରଧାନମନ୍ତ୍ରୀ ମନ୍ଦିର ବଞ୍ଚାନ୍ତୁ’
ପୁରୀ ଅଫିସ,୧୦।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ କ୍ଷୋଭ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଯାହା କ୍ଷତି ହୋଇଛି, ତାହା ଆଉ ଫେରି ଆସିବ ନାହିଁ। ଏଣୁ ଏବେ ସେ ସବୁକୁ ନୂଆ…
ଏଏସ୍ଆଇ ଅନୁମତି ଦେଇନି
ପୁରୀ ଅଫିସ,୧୦।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଲାଗି ରହିଥିବା ବିବାଦ ସୋମବାର ନୂଆ ମୋଡ଼ ନେଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍ଆଇ) ସଂସ୍ଥା ଅନୁମତି ଅନୁସାରେ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ନେଇ ପ୍ରଶାସନ ଯେଉଁ ଦମ୍ଭ ବାଢ଼ୁଥିଲା, ତାହା ଏବେ ମିଥ୍ୟା…
ସ୍ବର୍ଗଦ୍ବାରରେ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ସମ୍ପନ୍ନ
ପୁରୀ ଅଫିସ,୯।୫: ବିଶିଷ୍ଠ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପଦ୍ମଶ୍ରୀ ରଜତ କରଙ୍କ ଜ୍ୟେଷ୍ଠ ପୁତ୍ର ରଞ୍ଜିତ କର ମୁଖାଗ୍ନି ଦେଇଥିଲେ। ଭୁବନେଶ୍ବରସ୍ଥିତ ବାସଭବନରେ ବହୁ ବିଶିଷ୍ଟ…
ରାସ୍ତାକାର୍ଯ୍ୟ ନିମ୍ନମାନର ଅଭିଯୋଗ
ପିପିଲି, ୯ା୫(ସ୍ବ.ପ୍ର.): ପିପିଲି ବ୍ଲକ ଅନ୍ତର୍ଗତ ୩୧୬ ନମ୍ବର ଜାତୀୟ ରାଜପଥଠାରୁ ବୀରପୁରୁଷୋତ୍ତମପୁର ଗ୍ରାମ୍ୟ ରାସ୍ତା ଆର୍ଡି ବିଭାଗ ଅଧୀନ ୫ କିଲୋମିଟର ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପ ପାଇଁ ୧କୋଟି ୬୨ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ତେବେ ଏହି ରାସ୍ତା…
ଜଗନ୍ନାଥ ବନ ପ୍ରକଳ୍ପ ବିଫଳ
ପୁରୀ ଅଫିସ, ୯।୫: ଶ୍ରୀମନ୍ଦିର ପ୍ରଶାସନ ପ୍ରଚେଷ୍ଟାରେ ନୟାଗଡ଼ ଜଙ୍ଗଲରେ ଗଢ଼ିଉଠିଥିଲା ଜଗନ୍ନାଥ ବନ ପ୍ରକଳ୍ପ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଏହି ପ୍ରକଳ୍ପରୁ କାଠ ଅଣାଯାଇ କାମରେ ଲଗାଯିବାକୁ ଯୋଜନା ହୋଇଥିଲା। ତେବେ ପ୍ରଶାସନର ଆନ୍ତରିକତା ଓ ରକ୍ଷଣାବେକ୍ଷଣ…
ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ମାମଲା: ଆଜି ହାଇକୋର୍ଟରେ ଶୁଣାଣି
ପୁରୀ ଅଫିସ,୯।୫: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ଅଧୀନରେ ମେଘନାଦ ପାଚେରି ଚୌହଦୀରେ ହେଉଥିବା ଖନନ ଓ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ହାଇକୋର୍ଟରେ ହୋଇଥିବା ମାମଲା ଏବେ ବିଚାରାଧୀନ ଅଛି। ସୋମବାର ଏନେଇ ଶୁଣାଣି ହେବ। ହାଇକୋର୍ଟ ମେ ୭ତାରିଖ…
ରଥଖଳା ଚଳଚଞ୍ଚଳ, ଲାଗିପଡ଼ିଛନ୍ତି ମହାରଣା ସେବାୟତ
ପୁରୀ ଅଫିସ,୮।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ତିନି ରଥ ପାଇଁ ଚକ ପ୍ରସ୍ତୁତିରେ ଆବଶ୍ୟକତା ଥିବା ତୁମ୍ଭ ପାଇଁ ମହାରଣା…
ହ୍ରିଷିତା ଅମାୟରା ମିସ୍, ଶ୍ରୀୟା ମିସେସ୍ ଇଣ୍ଡିଆ
ପୁରୀ ଅଫିସ, ୮।୫: ଇଣ୍ଡିଆନ୍ ବିୟୁଟି କାଉନସିଲ୍ ପକ୍ଷରୁ ପୁରୀ ପାନ୍ଥନିବାସରେ ଅମାୟରା ମିସ୍ ଇଣ୍ଡିଆ ଏବଂ ଆମ୍ୟାରା ମିସେସ୍ ଇଣ୍ଡିଆ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ପଶ୍ଚିମବଙ୍ଗର ହ୍ରିଷିତା ସରକାର ପ୍ରଥମ ସ୍ଥାନ ଅଧିକାର କରି ଅମାୟରା ମିସ୍ ଇଣ୍ଡିଆ…
ରାମାନୁଜାଚାର୍ଯ୍ୟଙ୍କ ଚୋରି ତୋରଣ ପିତ୍ତଳ ନା ସୁନା
ପୁରୀ ଅଫିସ,୭।୫: ଏମାରମଠସ୍ଥିତ ରାମାନୁଜାଚାର୍ଯ୍ୟଙ୍କ ମଙ୍ଗଳଗିରି ତୋରଣ ଚୋରି ହୋଇଯାଇଛି। ତୋରଣର ଉଚ୍ଚତା ସାଢେ ୩ଫୁଟ ଓ ଓଜନ ୩ କିଲୋଗ୍ରାମ ଥିବା କୁହାଯାଉଛି। କବାଟ କଢ଼ା ଭଙ୍ଗାଯାଇ ତୋରଣ ଚୋରି ହୋଇଥିବା ମଠ ଅନ୍ତେବାସୀ କହିଛନ୍ତି। ପିତ୍ତଳ ପ୍ରଭା ଆସ୍ଥାନରେ…
ମୁଖ୍ୟମନ୍ତ୍ରୀ, ୫-ଟି ସଚିବଙ୍କୁ ପ୍ରଶଂସା କଲେ ମଧ୍ୟପ୍ରଦେଶ ସରକାର
ପିପିଲି,୬।୫(ସ୍ବ.ପ୍ର.): ରାଜ୍ୟର ସମସ୍ତ ବ୍ଲକରେ ୫-ଟି ରୂପାନ୍ତରିତ ସ୍କୁଲ କାର୍ଯ୍ୟ ଚାଲୁ ରହିଛି। ତେବେ ପିପିଲିରେ ୫-ଟି ସ୍କୁଲ କିଭଳି ଚାଲିଛି ତାହା ଜାଣିବା ପାଇଁ ୟୁନିସେଫ ପକ୍ଷରୁ ଗୁରୁବାର ମଧ୍ୟପ୍ରଦେଶ ସରକାରଙ୍କ ପଞ୍ଚାୟତିରାଜ ଏବଂ ପାନୀୟ ଜଳଯୋଗାଣର ଏକ ପ୍ରତିନିଧି…
Archives


