ପୁରୀ

ଘରେ ପଶି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ପୁରୀ ଅଫିସ,୧୮।୪: କିଛି ଦିନର ବ୍ୟବଧାନ ପରେ ଶ୍ରୀକ୍ଷେତ୍ରରେ ପୁଣି ରକ୍ତ ଛିଟା ପଡ଼ିଛି। ରବିବାର ଭୋର ସମୟରେ ପୁରୀ ଦଇତାପଡ଼ା ସାହିର ଜଣେ ଯୁବକ ଟିକନ ଶତପଥୀ(୪୬)ଙ୍କ ଘରେ ପଶି କେତେଜଣ ଦୁର୍ବୃତ୍ତ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଟିକନ…

ପଞ୍ଜିକାକୁ ନେଇ ବିବାଦ

ପୁରୀ ଅଫିସ, ୧୮ା୪: ଚଳିତ ବର୍ଷ ପୁଣିଥରେ ପଞ୍ଜିକାକୁ ନେଇ ବିବାଦ ଦେଖିବାକୁ ମିଳିଛି। ମୁକ୍ତିମଣ୍ଡପ ପଣ୍ଡିତ ସଭା ଦ୍ୱାରା ସ୍ବୀକୃତ ପଞ୍ଜିକା ବିଶ୍ୱସନୀୟ ନୁହେଁ ବୋଲି କେତେଜଣ ପଞ୍ଜିକା ସମୀକ୍ଷକ ରବିବାର ସ୍ଥାନୀୟ ଚନ୍ଦ୍ରଶେଖର ପାଠାଗାରରେ ଆୟୋଜିତ ଖବରଦାତା ସମ୍ମିଳନୀରେ…

ଜଗାକୁ ଶେଷ ଦର୍ଶନ କରି ଚାଲିଗଲା ଜୀବନ

ପୁରୀ ଅଫିସ, ୧୭।୪: ଜଗାକୁ ଶେଷ ଦର୍ଶନ କରି ଚାଲିଗଲା ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ପୁରୀରେ। ରବିବାର ଶ୍ରୀମନ୍ଦିରରେ ଠାକୁରଙ୍କ ଦର୍ଶନ କରୁଥିବା ବେଳେ ଛତିଶଗଡ଼ରୁ ଆସିଥିବା ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଘଟିଛି। ସେ ହେଲେ  ୱାଇ.ଜି. ମୂର୍ତ୍ତି।…

ପୁରୀ ବେଳାଭୂମିରେ ବିଚ୍‌ କନେକ୍ଟ କାର୍ଯ୍ୟକ୍ରମ: ଏଥର ହେବ ସବୁ ରବିବାର

ପୁରୀ ଅଫିସ,୧୭।୪: ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ପୁଣି ଥରେ ବିଚ୍‌ କନେକ୍ଟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ରବିବାର ଭୋର ୫ଟା ୩୦ରୁ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ୮.୩୦ ଯାଏ ଚାଲିଥିଲା। ପୁରୀ ବେଳାଭୂମିକୁ ସ୍ବଚ୍ଛ, ନିର୍ମଳ ଓ ଆବର୍ଜନାମୁକ୍ତ…

ଚିଲିକା ଭିତରେ ଫସି ରହିଲେ ୨୦୦ରୁ ଅଧିକ ଯାତ୍ରୀ

କୃଷ୍ଣପ୍ରସାଦ,୧୬ା୪(ଡି.ଏନ୍‌.ଏ.): ଚିଲିକାରେ ୪୦ରୁ ୫୦ ମିନିଟ୍‌ ଧରି ଫସି ରହିଥିଲେ ୨୦୦ରୁ ଅଧିକ ଯାତ୍ରୀ। ପ୍ରଶାସନ ହସ୍ତକ୍ଷେପ କରିବା ପରେ ଡଙ୍ଗା କୂଳରେ ଲାଗିବାକୁ ଅନୁମତି ମିଳିଛି। ବର୍ତ୍ତମାନ ସ୍ଥିତି ସ୍ବାଭାବିକ ହୋଇଥିବା ଜଣାପଡ଼ିଛି। ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଦେଉଳପଡ଼ାରେ…

ସମୁଦ୍ରରେ ବୁଡ଼ି ଯୁବକ ନିଖୋଜ

ପୁରୀ ଅଫିସ,୧୬।୪: ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଶନିବାର ଜଣେ ଯୁବକ ନିଖୋଜ ହୋଇ ଯାଇଛନ୍ତି। ନିଖୋଜ ଯୁବକ ଜଣକ ହେଲେ ବାଲେଶ୍ୱର ଜିଲା ସିଙ୍ଗିଳା ଥାନା ଅଞ୍ଚଳର ବଂଶୀଧର ବେହେରା । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ଲାଇଫ ଗାର୍ଡ…

ସୁଆଣ୍ଡୋ ଗସ୍ତରେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଶନିବାର ସୁଆଣ୍ଡୋ ଗସ୍ତ କରିଛନ୍ତି। ସେଠାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହି ଗସ୍ତ ସମୟରେ ପୁରୀ ଜିଲାପାଳଙ୍କ ସହ ବରିଷ୍ଠ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ ।…

ବେଆଇନ ନିର୍ମାଣ ବିରୋଧରେ ଏତଲା

ପୁରୀ ଅଫିସ,୧୬ା୪: ପରିକ୍ରମା ପ୍ରକଳ୍ପ ଅଧୀନରେ ଶ୍ରୀମନ୍ଦିର ଉତ୍ତର ଦ୍ୱାର ପାର୍ଶ୍ୱରେ ବେଆଇନ ନିର୍ମାଣ କାର୍ଯ୍ୟ ଚାଲିଥିବା ଶ୍ରୀଜଗନ୍ନାଥ ସେନା ଅଭିଯୋଗ ଆଣି ଶୁକ୍ରବାର ସିଂହଦ୍ୱାର ଥାନାରେ ଏତଲା ଦେଇଛି। ଏତଲାରେ ଦର୍ଶାଯାଇଛି ଯେ, ରାଜ୍ୟ ସରକାର ଓ ଜିଲା ପ୍ରଶାସନ…

ଶ୍ରୀମନ୍ଦିର ଉତ୍ତର ଦ୍ୱାର ପାର୍ଶ୍ୱରେ ବେଆଇନ ନିର୍ମାଣ ବିରୋଧରେ ଏତଲା

ପୁରୀ ଅଫିସ,୧୫ା୪ : ପରିକ୍ରମା ପ୍ରକଳ୍ପ ଅଧୀନରେ ଶ୍ରୀମନ୍ଦିର ଉତ୍ତର ଦ୍ୱାର ପାର୍ଶ୍ୱରେ ବେଆଇନ ନିର୍ମାଣ କାର୍ଯ୍ୟ ଚାଲିଥିବା ଶ୍ରୀଜଗନ୍ନାଥ ସେନା ଅଭିଯୋଗ ଆଣି ଶୁକ୍ରବାର ସିଂହଦ୍ୱାର ଥାନାରେ ଏତଲା ଦେଇଛି। ଏତଲାରେ ଦର୍ଶାଯାଇଛି ଯେ, ରାଜ୍ୟ ସରକାର ଓ ଜିଲା…

ବେଆଇନ ନିର୍ମାଣ ବିରୋଧରେ କୋର୍ଟରେ ମାମଲା

ପୁରୀ ଅଫିସ,୧୪।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ବେଆଇନ ଖନନ ଓ ନିର୍ମାଣକୁ ବିରୋଧ କରି ପୁରୀ ଓକିଲ ସଂଘ ପକ୍ଷରୁ ବୁଧବାର ଏସ୍‌ଡିଜେଏମ୍‌ କୋର୍ଟରେ ଫୌଜଦାରି ମାମଲା ଦାୟର କରାଯାଇଛି। ଆଇନଜୀବୀ ବିଭୂତି ଶଙ୍କର ତ୍ରିପାଠୀ ଏହି ମାମଲା ଦାୟର…

କିଟ୍‌ ମିଳିଲାନି, ଖବରକାଗଜ ଉପରେ ନବଜାତକ

ଗୋପ,୧୪।୪(ଡି.ଏନ୍‌.ଏ.): ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବୁଧବାର ଜଣେ ମହିଳା ପ୍ରସବ କରିବା ପରେ ସରକାରୀ କିଟ୍‌ ନ ମିଳିବାରୁ ନବଜାତ ଶିଶୁ ଏକ ଖବରକାଗଜ ଉପରେ ଶୋଇଥିବା ଦେଖିବାକୁ ମିଳିଛି। ଏହି ଘଟଣାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ…

୨ ବ୍ରାଉନ ସୁଗାର ମାଫିଆ ଗିରଫ

ପୁରୀ ଅଫିସ,୧୩।୪: ପୁରୀ ଦୟା ବ୍ରିଜ ନିକଟ ହଳଦିପଦର ଛକରୁ କଣାସ ପୋଲିସ ୨ ବ୍ରାଉନ ସୁଗାର ମାଫିଆଙ୍କୁ ଗିରଫ କରିଛି। ସେମାନେ ହେଲେ ଖୋର୍ଦ୍ଧା ଥାନା ସାମନ୍ତରାୟପୁରର ମହେନ୍ଦ୍ର ବେହେରା ଓ ବେଗୁନିଆ ଥାନା ଅଞ୍ଚଳର ଶିଶିର ମହାନ୍ତି। ସେମାନଙ୍କଠାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri