ରଥଖଳା : ଆଜି ସିଙ୍ଗଡ଼ା ବାଡ଼ିଆ
ପୁରୀ ଅଫିସ,୧୫।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ଗୁଜ ଅନୁକୂଳ ବିଧି ସମ୍ପନ୍ନ ହୋଇ ଥିବାବେଳେ ଚକ ପ୍ରସ୍ତୁତି ପାଇଁ ଯନ୍ତାଗାଡ଼…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ରହୁ
ପୁରୀ ଅଫିସ,୧୫।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେଣୁ ଏହି ପ୍ରକଳ୍ପ କାର୍ଯ୍ୟକୁ ସ୍ଥଗିତ ରଖିବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଇଣ୍ଡିଆନ୍ ନ୍ୟାଶନାଲ୍ ଟ୍ରଷ୍ଟ ଫର୍ ଆର୍ଟ ଆଣ୍ଡ କଲଚର୍ (ଇନ୍ଟାକ୍)ହେରିଟେଜ୍…
ପୁରୀରୁ ୩ କେଜି ବ୍ରାଉନ୍ସୁଗାର ଜବତ
ପୁରୀ ଅଫିସ, ୧୪।୫ : ପୁରୀ ମଙ୍ଗଳଘାଟ ଅଞ୍ଚଳରୁ ଶନିବାର ୩ କେଜି ୧୯୨ ଗ୍ରାମର ବ୍ରାଉନ୍ସୁଗାର ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି କୁହାଯାଉଛି। ସୂଚନାନୁସାରେ, ରାଜଧାନୀରୁ ପୁରୀକୁ ଆସୁଥିଲା ବ୍ରାଉନ୍ସୁଗାର। ବାସେଲି ସାହି…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି
ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଆଇଏନ୍ଟିଏସିଏଚ୍। ମାମଲା ହାଇକୋର୍ଟରେ ବିଚାରାଧୀନ ଥିବାରୁ କାମ ସ୍ଥଗିତ ରହୁ ବୋଲି ଦାବି କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଭକ୍ତଙ୍କ ମଧ୍ୟରେ ଉଦ୍ବେଗ ରହିଛି…
ଶୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ
ପୁରୀ ଅଫିସ,୧୪।୫: ପୁରୀ ଗସ୍ତରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଶନିବାର ସକାଳେ ପୁରୀରେ ପହଞ୍ଚିବା ପରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଏହ ପରେ ବ୍ୟାଟେରୀ ଗାଡିରେ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ତଦାରଖ କରିବା ସହ ମନ୍ଦିରର ୩ ଟି…
ଲାଗିବ ସିସିଟିଭି, ମରାମତି ହେବ ନାଟମଣ୍ଡପ
ପୁରୀ ଅଫିସ,୧୪।୫: ଭାରତୀୟ ପ୍ରତ୍ନତତ୍ତ୍ବ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ)ର ରାଜ୍ୟ ସୁପରିଣ୍ଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଶୁକ୍ରବାର ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଓ ନାଟମନ୍ଦିର ସ୍ଥିତି ସମୀକ୍ଷା କରିଛନ୍ତି। ପରିକ୍ରମା ପ୍ରକଳ୍ପ ମାମଲା ନେଇ ହାଇକୋର୍ଟରେ ଏଏସ୍ଆଇ ସତ୍ୟପାଠ…
ହୋଇପାରେ ସାନି ଜମି ଅଧିଗ୍ରହଣ
ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ଐତିହ୍ୟ କରିଡରକୁ ନେଇ ସାନି ବିବାଦ ମୁଣ୍ଡ ଟେକିଛି। ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବା ପାଇଁ ନିଷ୍ପତ୍ତି ହେବା ପରେ ଏହାକୁ ସ୍ଥାନୀୟ ବାସିନ୍ଦା ଓ ସେବାୟତ ବିରୋଧ କରିଛନ୍ତି। ଶହେ ମିଟର…
କେନ୍ଦ୍ର, ରାଜ୍ୟକୁ କୋର୍ଟ ନୋଟିସ
ପୁରୀ ଅଫିସ,୧୪।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ମାମଲାରେ ପୁରୀ ସିଭିଲ ଜଜ୍ ସିନିୟର ଡିଭିଜନ କୋର୍ଟ ଶୁକ୍ରବାର କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ, ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍ଏମ୍ଏ), ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ), ଟାଟା କମ୍ପାନୀ, ଓଡ଼ିଶା ବ୍ରିଜ୍…
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ ପ୍ରସଙ୍ଗ: କେନ୍ଦ୍ର, ରାଜ୍ୟକୁ ନୋଟିସ୍ ଜାରି କଲେ କୋର୍ଟ
ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ ବିବାଦ ପ୍ରସଙ୍ଗରେ ପୁରୀ ଓକିଲ ସଂଘ ପକ୍ଷରୁ ଦାୟର ମାମଲାକୁ ପୁରୀ ସିଭିଲ ଜଜ୍ ସିନିୟର ଡିଭିଜନ କୋର୍ଟ ଗ୍ରହଣ କରିଛନ୍ତି। ଏଥିସହ କୋର୍ଟ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ, ଏଏସ୍ଆଇ, ଟାଟା ପ୍ରୋଜେକ୍ଟସ୍,…
ପୁରୀରେ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ
ପୁରୀ, ୧୩।୫: ଶ୍ରୀମନ୍ଦିରରେ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ଅରୁଣ ମଲ୍ଲିକ ଓ ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ଶୁକ୍ରବାର ପହଞ୍ଚିଛନ୍ତି। ଏଏସ୍ଆଇର ହାଇକୋର୍ଟରେ ସତ୍ୟପାଠ ପରେ ପ୍ରଥମଥର ପାଇଁ ଏଏସ୍ଆଇ ସୁପରିଟେଣ୍ଡେଣ୍ଟ ପୁରୀରେ ପହଞ୍ଚିଛନ୍ତି। ଏଏସଆଇ ଆୟୋଜିତ ବୈଠକରେ ସୁପରିଟେଣ୍ଡେଣ୍ଟ ଯୋଗଦେବା…
ରଥଖଳା ଚଳଚଞ୍ଚଳ,ଲାଗିପଡ଼ିଛନ୍ତି ମହାରଣା, ଓଝା ସେବାୟତ
ପୁରୀ ଅଫିସ,୮।୫: ପୁରୀ ରଥଯାତ୍ରା ପାଇଁ ରଥଖଳା ପାଇଁ ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ତିନି ରଥ ଚକ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି ମହାରଣା ସେବାୟତମାନେ । କଟକ ଖପୁରିଆ…
ଏଏସ୍ଆଇ କହିଥିଲା ଅନୁମୋଦନ ଜରୁରୀ
ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନିଷିଦ୍ଧାଞ୍ଚଳରେ ନିର୍ମାଣ କାର୍ଯ୍ୟର ଅନୁମତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ମହାନିର୍ଦ୍ଦେଶକ (ଡିଜି)ଙ୍କୁ ଚିଠି କରାଯିବା ଦରକାର ବୋଲି ଶ୍ରୀମନ୍ଦିର ପ୍ରଶାସନକୁ ଏଏସ୍ଆଇ ପୂର୍ବରୁ ଜଣାଇଥିଲା। ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମୀକ୍ଷା…
Archives


