ପୁରୀ

ଅକ୍ଷୟ ତୃତୀୟା,ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ

ପୁରୀ ଅଫିସ,୧୩।୪: ଆସନ୍ତା ମେ’ ୩ରେ ଅନୁଷ୍ଠିତ ହେବାକୁ ଥିବା ଅକ୍ଷୟ ତୃତୀୟା ଓ ଚନ୍ଦନ ଯାତ୍ରାରେ ସାମିଲ ହେବେ ଭକ୍ତ। ଏବେ ସଂକ୍ରମଣ କମୁଥିବାରୁ ମହାପ୍ରଭୁଙ୍କ ସମସ୍ତ ଯାତ୍ରାରେ ଭକ୍ତଙ୍କୁ ସାମିଲ କରିବା ପାଇଁ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି…

ଆଜି ସନ୍ଧ୍ୟାରେ ବସିବ ଛତିଶା ନିଯୋଗ ବୈଠକ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ଆଜି ଅପରାହ୍ନ ୫ଟାରେ ଛତିଶା ନିଯୋଗ ବୈଠକ ବସିବ। ପୁରୀ ବଡ଼ଦାଣ୍ଡସ୍ଥିତ ନିଳାଦ୍ରୀ ଭକ୍ତ ନିବାସଠାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ  ହେବ। ନୂତନ ଭାବେ ଦାୟିତ୍ୱଗ୍ରହଣ କରିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ…

ମୁଖ୍ୟମନ୍ତ୍ରୀଙ୍କୁ ସଂଘର୍ଷର କାହାଣୀ କହିଲେ ଛାତ୍ର

ପୁରୀ ଅଫିସ, ୧୨ା୪:ପୁରୀ ବାଲିଗୁଆଳିଠାରେ ସୋମବାର ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଲୋକାର୍ପଣ ଉତ୍ସବରେ ଏହି କଲେଜର ପ୍ରଥମ ବର୍ଷର ଏମ୍‌ବିବିଏସ୍‌ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ। ସେମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଥିଲେ। ଏହି ଅବସରରେ କେତେଜଣ ଛାତ୍ର ନିଜ…

ପୁରୀରେ ଉଦ୍‌ଘାଟିତ ହେଲା ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ,ହସ୍ପିଟାଲ

ପୁରୀ ଅଫିସ,୧୧।୪: ପୁରୀରେ ଶ୍ରୀ ଜଗନ୍ନାଥ ମେଡିକାଲ କଲେଜ ଏବଂ ହସ୍ପିଟାଲ ସୋମବାର ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଡିକାଲ କଲେଜକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଭର୍ଚୁଆଲରେ କେନ୍ଦ୍ର ସାସ୍ଥ୍ୟ ମନ୍ତ୍ରୀ…

ଶ୍ରୀଜଗନ୍ନାଥ ମେଡିକାଲ କଲେଜ ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୧ା୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପୁରୀ ଗସ୍ତରେ ଆସି ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଉଦ୍‌ଘାଟନ କରିବେ। ମୁଖ୍ୟମନ୍ତ୍ରୀ ଅପରାହ୍ନ ୫ଟାରେ ମେଡିକାଲ କଲେଜ ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ରବିବାର ପୁରୀ ଜିଲାପାଳ ସମର୍ଥ ବର୍ମା…

ଗୋପରେ ପ୍ରାକୃତିକ ଗ୍ୟାସ୍‌, ପେଟ୍ରୋଲର ସନ୍ଧାନ: ୧୬ ଏକର ଜମିରେ ଆରମ୍ଭ ହେବ କାମ

ଗୋପ, ୧୧ା୪(ଡି.ଏନ୍‌.ଏ): ପୁରୀ ଜିଲା ଗୋପ ବ୍ଲକ ଅଧୀନ ଗୋପ ପଞ୍ଚାୟତର କୁଶୁପୁର ଏବଂ ମହଲପଡ଼ା ପଞ୍ଚାୟତର ଚିତ୍ରା ଗାଁରେ ପ୍ରାକୃତିକ ଗ୍ୟାସ୍‌ ଓ ତୈଳର ସନ୍ଧାନ ମିଳିଛି। ସାଟେଲାଇଟ ଚିତ୍ର ଏବଂ ଅଏଲ୍‌ ଇଣ୍ଡିଆର ସେସମିକ୍‌ ସର୍ଭେରୁ ଏହା ଜଣାପଡ଼ିବା…

ଆଜି କାଠ ଚିରଟ ଅନୁକୂଳ

ପୁରୀ ଅଫିସ, ୧୦।୪: ଆଜି ଶ୍ରୀରାମ ନବମୀ । ଏହି ଅବସରରେ ରଥ କାଠ ଚିରଟ ଅନୁକୂଳ ହେବ । ରଥ ନିର୍ମାଣ ପରମ୍ପରା ଅନୁସାରେ ରାମନବମୀରେ କାଠ ଚିରଟର ଶୁଭାରମ୍ଭ ହୁଏ । ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ଆଜିଠୁ ଶ୍ରୀକ୍ଷେତ୍ରରେ ସାହିଯାତ

ପୁରୀ ଅଫିସ,୧୦।୪: ଚୈତ୍ରମାସ ଶୁକ୍ଳପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରର ପରମ୍ପରା ଅନୁଯାୟୀ ଶ୍ରୀମନ୍ଦିର ଏବଂ ଶ୍ରୀକ୍ଷେତ୍ରର ସାତ ସାହିରେ ପାରମ୍ପରିକ ସମରକଳା ସାହିଯାତ ଅନୁଷ୍ଠିତ ହେବ। ଚଳିତବର୍ଷ କରୋନା ପ୍ରଭାବ କମିଥିବାରୁ ସାହିଯାତରେ ପୁରୀବାସୀ ସାମିଲ ହେବେ। ସାହିର ଜାଗା ଆଖଡାରୁ…

ବାଲକୋନିରୁ ଖସି ପର୍ଯ୍ୟଟକଙ୍କ ମୃତ୍ୟୁ, ହତ୍ୟା ସନ୍ଦେହ

ପୁରୀ ଅଫିସ,୮।୪: ପୁରୀରେ ଏକ ଘରୋଇ ହୋଟେଲରେ ଜଣେ ପର୍ଯ୍ୟଟକ ମୃତ୍ୟୁ ଘଟିଛି । ସେ ହେଲେ ଚୟନ ରୟ । ଚୟନ ପଶ୍ଚିମବଙ୍ଗ ଚବିଶ ପ୍ରଗଣା ଅଞ୍ଚଳର ବୋଲି ଜଣାପଡିଛି। ଏହି ଘଟଣା ସମ୍ପର୍କରେ ହୋଟେଲ କର୍ତ୍ତୁପକ୍ଷ ପୁରୀ ସମୁଦ୍ରକୂଳ…

ପୋଲିସ-ଜେଟିପି ମିଳିମିଶି ଜଗିବେ

ପୁରୀ ଅଫିସ,୮।୪: ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣା ପରେ ପ୍ରଶାସନ ଚେତିଛି। ଶ୍ରୀମନ୍ଦିର ସୁରକ୍ଷା ନେଇ ଗୁରୁବାର ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ…

ପ୍ରଶାସନ ହାତରେ ନାହିଁ ରୋଷଘର ଚୁଲି

ପୁରୀ ଅଫିସ,୮।୪: ଶ୍ରୀମନ୍ଦିର ରୋଷଘର ଚୁଲି ନିଜ ହାତରେ ରଖିବା କ୍ଷେତ୍ରରେ ଶ୍ରୀମନ୍ଦିର ପ୍ରଶାସନ ବିଫଳ ହୋଇଛି। ଚୁଲିଭଙ୍ଗା ଘଟଣା ସାମ୍ନାକୁ ଆସିବା ପରେ ରୋଷଘରେ କେତେ ସଂଖ୍ୟକ ଚୁଲି ରହିଛି ତାହାକୁ ନେଇ ଠିକ୍‌ ତଥ୍ୟ ମିଳିପାରୁନାହିଁ। ଶ୍ରୀମନ୍ଦିର ସ୍ବତ୍ତ୍ୱଲିପି…

ଶ୍ରୀମନ୍ଦିରରେ ବଢିବ ସୁରକ୍ଷା ବ୍ୟବସ୍ଥା

ପୁରୀ ଅଫିସ,୭।୪: ଶ୍ରୀମନ୍ଦିର ରୋଷ ଘର ଚୁଲି ଭାଙ୍ଗିବା ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଆଜି ରାତିରୁ ମନ୍ଦିରରେ ଜଣେ ପୋଲିସ ଅଫିସରଙ୍କ ନେତୃତ୍ୱରେ ଜେଟିପି ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri