ପୁରୀ

ମହାପ୍ରଭୁଙ୍କ ସ୍ନାନଯାତ୍ରା: ସ୍ନାନବେଦିକୁ ଯାଇପାରିବେ ଭକ୍ତ, ହେଲେ ଛୁଇଁବା ମନା

ପୁରୀ ଅଫିସ,୭।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲିଥିବାବେଳେ ସ୍ନାନଯାତ୍ରା ପ୍ରଥମେ ଥିବାରୁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଦୃଷ୍ଟି ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ମଙ୍ଗଳବାର ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏକ ପରିଚାଳନା…

୨୪ ଘଣ୍ଟାରେ ବଦଳିଲା ସ୍ବର: ଛୁଟିରେ ଯିବାକୁ ଆବେଦନ,ନିଜକୁ ମାନସିକ ରୋଗୀ କହିଲେ

ପୁରୀ ଅଫିସ,୭।୬: ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାର୍ଡ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଏବଂ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣି ଅବକାରୀ କମିଶନରଙ୍କୁ ଚିଠି ଲେଖିଥିଲେ। ଏହାକୁ ନେଇ ହଟଚମଟ…

ରଥଯାତ୍ରା ନୀତି ନିର୍ଘଣ୍ଟ ନେଇ ବସିଲା ପରିଚାଳନା କମିଟି ବୈଠକ

ପୁରୀ ଅଫିସ, ୭।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ମଙ୍ଗଳବାର ହୋଇଛି। ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏହି ବୈଠକ ଚାଲିଛି । ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲାପାଳ, ଏସ୍‌ପିଙ୍କ ସମେତ ବିଭିନ୍ନ ସେବାୟତ ପ୍ରତିନିଧି ଓ ଅନ୍ୟାନ୍ୟ…

ଶ୍ରଦ୍ଧାଳୁଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ପୁରୀ ଅଫିସ,୭ା୬:ଦେବସ୍ନାନ ପୂର୍ଣ୍ଣିମାକୁ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ପାଇଁ ସୋମବାର ପୁରୀ ସର୍କିଟ ହାଉସ୍‌ରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବାକୁ ଥିବାରୁ ବ୍ୟାପକ ପ୍ରସ୍ତୁତି ନେଇ…

ଦୋଷ ଢାଙ୍କିଲେ ଅବକାରୀ ଅଧୀକ୍ଷକ

ପୁରୀ ଅଫିସ,୭ା୬:ପୁରୀ ଜିଲା ଅବକାରୀ ବିଭାଗର ମୋବାଇଲ ସ୍କ୍ବାଡ୍‌ ଇନ୍ସପେକ୍ଟର ସଞ୍ଜୟ କୁମାର ପଣ୍ଡା ଉଭୟ ପୁରୀ ପୋଲିସ ଓ ଜିଲା ଅବକାରୀ ଅଧୀକ୍ଷକଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିବା ପରେ ଏହି ଦୁଇ ବିଭାଗର ଭୂମିକା ସନ୍ଦେହ ଘେରକୁ ଆସିଛି।…

ସବୁ ଅଟୋ ପଛରେ ଲାଗିବ ଦର ସାରଣୀ

ପୁରୀ ଅଫିସ,୬।୬: ଅଟୋରେ ଲାଗିବ ଦର ତାଲିକା। ଅଟୋ ଚାଳକମାନେ ମନମୁତାବକ ଦର ନେଇପାରିବେ ନାହିଁ। ଗୋଟିଏ ସ୍ଥାନରୁ ଅନ୍ୟ ଏକ ସ୍ଥାନକୁ ଭିନ୍ନ ଭିନ୍ନ ଅଟୋ ଚାଳକ ଭିନ୍ନ ଭିନ୍ନ ଦର ନେଉଥିବା ବେଳେ ଯାତ୍ରୀମାନେ ଶୋଷଣର ଶିକାର ହେଉଥିଲେ।…

ମହୋଦଧିରେ ଶ୍ରୀଶ୍ରୀ ଦାଦାଙ୍କ ଅସ୍ଥି ବିସର୍ଜନ

ପୁରୀ ଅଫିସ,୫ା୬: ମହୋଦଧିରେ ରବିବାର ‘ସତ୍‌ସଙ୍ଗ’ର ପୂର୍ବତନ ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦା(ଅଶୋକ ଚକ୍ରବର୍ତ୍ତୀ)ଙ୍କ ଅସ୍ଥି ବିସର୍ଜନ ତାଙ୍କର କନିଷ୍ଠପୁତ୍ର ଅନିନ୍ଦ୍ୟଦ୍ୟୁତି ଚକ୍ରବର୍ତ୍ତୀ (ପୂଜ୍ୟପାଦ ବିଙ୍କିଦା)ଙ୍କ ଦ୍ବାରା ଶାସ୍ତ୍ରୀୟ ବିଧିବିଧାନ ଅନୁସାରେ ସମ୍ପନ୍ନ ହୋଇଛି। ଏହି ଉପଲକ୍ଷେ ପୁରୀସ୍ଥିତ ସତ୍‌ସଙ୍ଗ ଠାକୁରବାଡ଼ିରେ…

ରଥଖଳା ଚଳଚଞ୍ଚଳ, କାମରେ ଲାଗିପଡ଼ିଛନ୍ତି ମହାରଣା ସେବାୟତ

ପୁରୀ ଅଫିସ,୫।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ରଥ ଦଣ୍ଡାର ଫ୍ରେମ ପ୍ରସ୍ତୁତି ସରିଛି । ଶନିବାର ଦଣ୍ଡାରେ ଆଗ-ପଛ ମୁହାଁଟି ଲାଗିଥିଲା…

ବୀରଗୋବିନ୍ଦପୁରର ଉନ୍ନତି ପାଇଁ ୨.୪୦ କୋଟି

ସାକ୍ଷୀଗୋପାଳ,୪ା୬(ଡି.ଏନ୍‌.ଏ.): କେନ୍ଦ୍ରରେ ମୋଦି ସରକାରଙ୍କ ଅଷ୍ଟମ ବର୍ଷ ପୂର୍ତ୍ତି ସମାରୋହ ପୁରୀ ଜିଲା ସତ୍ୟବାଦୀ ବ୍ଲକର ବୀରଗୋବିନ୍ଦପୁର ଗ୍ରାମରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସମାରୋହର ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ (ଇଣ୍ଡିଆନ ଅଏଲ୍‌ କର୍ପୋରେଶନ…

ମହାପ୍ରଭୁଙ୍କୁ ଦର୍ଶନ କଲେ ୫-ଟି ସଚିବ, ବିଜେଡି ସାଙ୍ଗଠନିକ ସମ୍ପାଦକ

ପୁରୀ ଅଫିସ, ୪ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା ନେଇ ଶୁକ୍ରବାର ରାଜ୍ୟ ସରକାରଙ୍କ ସପକ୍ଷରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପୁରୀ ଯାଇ ମହାପ୍ରଭୁଙ୍କୁ…

ପୁରୀରୁ ନବୀନ ନିବାସ ଅଭିମୁଖେ ୫୦ ସେବାୟତ

ପୁରୀ ଅଫିସ,୩।୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗ୍ରୀନ୍‌ ସିଗନାଲ ମିଳିବା ପରେ ସେବାୟତ ବେଶ ଉତ୍ସାହିତ ଥିବା କହିଛନ୍ତି। ଏ ନେଇ ୫୦ରୁ ଊଦ୍ଧର୍‌ବ ସେବାୟତ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ପୁରୀରୁ ଭୁବନେଶ୍ବର ବାହାରିଛନ୍ତି।…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ମାମଲା: ପିଟିଶନ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩ା୬: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ରାଜ୍ୟ ସରକାରଙ୍କ ପକ୍ଷରୁ ମନ୍ଦିର ଚତୁଃପାର୍ଶ୍ୱରେ କରାଯାଉଥିବା ବେଆଇନ ଖନନ ଏବଂ ନିର୍ମାଣକୁ ବିରୋଧ କରି ଆଗତ ଆବେଦନ ଉପରେ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ରାୟ ଆସିଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ଚାଲେଞ୍ଜ କରି ଦାୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?