୨୪୮.୫୧ କୋଟିର ଶ୍ରୀମନ୍ଦିର ବଜେଟ
ପୁରୀ ଅଫିସ,୨୬ା୪:୨୦୨୨-୨୩ ବର୍ଷ ପାଇଁ ଶ୍ରୀମନ୍ଦିର ବଜେଟ୍ରେ ୨୪୮ କୋଟି ୫୧ ଲକ୍ଷ ଟଙ୍କା ଅନୁମୋଦିତ ହୋଇଛି। ବଜେଟ୍ରେ ବିଭିନ୍ନ ଯାନିଯାତ୍ରା, ପାଳିଆ ସେବାୟତ ପାଉଣା, କର୍ମଚାରୀଙ୍କ ଦରମା, କର୍ପସ ଫଣ୍ଡ ଜମା ଆଦି ସଂକ୍ରାନ୍ତରେ ଖର୍ଚ୍ଚ ରହିଛି। ବିଭିନ୍ନ କର୍ପସ…
‘ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ’
ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ପରେ ପୁରୀ ଗଜପତିଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଶ୍ରୀମନ୍ଦିର ସଂପୂର୍ଣ୍ଣ ସୁରକ୍ଷିତ ଅଛି । ମହାପ୍ରଭୁଙ୍କ କାମ ହେଉଛି ସମସ୍ତଙ୍କ କାର୍ଯ୍ୟ। ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ଆଗେଇ ନେବା…
ଶ୍ରୀମନ୍ଦିର ପାଇଁ ୨୪୮ କୋଟି ଟଙ୍କାର ବଜେଟ ଅନୁମୋଦନ
ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ଦେଇ କହିଛନ୍ତି, ଶ୍ରୀମନ୍ଦିର ସୁରକ୍ଷିତ ଅଛି। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟକୁ ସମସ୍ତେ ମିଳିତ ଭାବରେ ଆଗେଇ ନେବା ଉଚିତ୍।…
ପୁରୀରେ ପହଞ୍ଚିଲା ପଞ୍ଚମ ପର୍ଯ୍ୟାୟ ରଥକାଠ
ପୁରୀ ଅଫିସ,୨୫।୪: ପୁରୀରେ ପଞ୍ଚମ ପର୍ଯ୍ୟାୟ ରଥକାଠ ସୋମବାର ପହଞ୍ଚିଛି। ଦୁଇଟି ଟ୍ରକରେ ନୟାଗଡ ଓ ବୌଦ୍ଧ ବନଖଣ୍ଡରୁ ୧୧୪ ଖଣ୍ଡ ରଥକାଠ ଆସିଛି। ବର୍ତ୍ତମାନ ସୁଦ୍ଧା ସମୁଦାୟ ୨୨୮ ଖଣ୍ଡ ରଥକାଠ ପୁରୀରେ ପହଞ୍ଚିଥିବା ବେଳେ ପର୍ଯ୍ୟାୟ କ୍ରମେ ରଥକାଠ…
ବିରୋଧୀଙ୍କୁ ରୋକିବାକୁ ଚାଲିଛି ପ୍ରସ୍ତୁତି
ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ନେଇ ଚାଲିଥିବା ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ମତ ମତାନ୍ତର ଚାଲିଥିବାବେଳେ ବିରୋଧୀ ପକ୍ଷରୁ ପ୍ରସ୍ତୁତ ହେଉଥିବା ବିକ୍ଷୋଭ, ରାଲିକୁ ରୋକିବାକୁ ଶାସକ ଦଳ…
ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି
ପୁରୀ ଅଫିସ,୨୫।୪: ବୈଶାଖ ମାସ କୃଷ୍ଣପକ୍ଷ ଦଶମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିର ଶ୍ରୀବିଗ୍ରହମାନଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଗୁପ୍ତନୀତି ମଧ୍ୟରେ ଏହି ନୀତି ପ୍ରମୁଖ। ମହାପ୍ରଭୁଙ୍କ ଶ୍ରୀଅଙ୍ଗକୁ ସୁରକ୍ଷା ଦେବା ନିମନ୍ତେ ଏହି ନୀତି ଅନୁଷ୍ଠିତ ହୋଇଥାଏ।…
ପାରା ଚୋରିକୁ ନେଇ ବୋମାମାଡ଼
ପୁରୀ ଅଫିସ,୨୪।୪: ଏକ ପାରା ଚୋରିକୁ ନେଇ ପୁରୀ କୁମ୍ଭାରପଡ଼ାର ମସଜିଦ ଗଳିରେ ଶନିବାର ବୋମାମାଡ଼ ହୋଇଛି। ଏ ନେଇ କାଶୀନାଥ ମହାରଣା କୁମ୍ଭାରପଡ଼ା ଥାନାରେ ଅଭିଯୋଗ ଦେଇଛନ୍ତି। ଅଭିଯୋଗ ଅନୁଯାୟୀ, ଗତ ୧୬ ତାରିଖରେ ମସଜିଦ୍ ଗଳିରେ ରହୁଥିବା କାଶୀନାଥଙ୍କ…
ବାହାଘର ପ୍ରୋସେସନ ବେଳେ ଟେଣ୍ଟ ମାଲିକଙ୍କୁ ହତ୍ୟା
ଗୋପ,୨୩।୪(ଡି.ଏନ୍.ଏ.): ପୁରୀ ଜିଲା ଗୋପ ଥାନା ଅଧୀନ ବେଦପୁର ବାଲିକନ୍ଦଳ ଗାଁରେ ଶୁକ୍ରବାର ରାତିରେ ବାହାଘର ପ୍ରୋସେସନ ବେଳେ ଏକ ହିଂସାକାଣ୍ଡ ଘଟିଛି। କପଡ଼ା ଚିରିଯିବା ଘଟଣାକୁ ନେଇ ଟେଣ୍ଟ ମାଲିକ ଏବଂ ଡିଜେ ମାଲିକ ମୁହାଁମୁହିଁ ହୋଇଥିଲେ। ପରବର୍ତ୍ତି ସମୟରେ…
ଆସନ୍ତା ୨୯ରୁ ଶ୍ରୀମନ୍ଦିର ପଶ୍ଚିମ ଦ୍ୱାରରେ ଦର୍ଶନ
ପୁରୀ ଅଫିସ,୨୨।୪: ଆସନ୍ତା ୨୯ ତାରିଖରୁ ପଶ୍ଚିମଦ୍ୱାର ଦେଇ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରକୁ ପ୍ରବେଶ କରିପାରିବେ। ଉତ୍ତରଦ୍ୱାର ଓ ଦକ୍ଷିଣଦ୍ୱାର ପଟେ ପ୍ରସ୍ଥାନର ବ୍ୟବସ୍ଥା ରହିବ। ସେହିପରି ଚଳିତବର୍ଷ ଚନ୍ଦନଯାତ୍ରାରେ ଶ୍ରଦ୍ଧାଳୁ ସାମିଲ ହୋଇପାରିବେ। ଶୁକ୍ରବାର ନୀଳାଦ୍ରି ଭକ୍ତନିବାସରେ ଗଜପତି ମହାରାଜା ଦିବ୍ୟସିଂହ…
୨୫ରେ ପୁଣି ଶ୍ରୀମନ୍ଦିର ବଜେଟ ବୈଠକ
ପୁରୀ ଅଫିସ,୨୨।୪: ପୁରୀ ଶ୍ରୀମନ୍ଦିର ପରିଚାଳନା ପାଇଁ ଆଗାମୀ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆସନ୍ତା ୨୫ ତାରିଖରେ ପୁନର୍ବାର ବଜେଟ ବୈଠକ ବସିବ । ଆସନ୍ତା ଚନ୍ଦନ ଯାତ୍ରା ଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବାକୁ ଥିବାରୁ ସିଂହଦାର…
ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ
ପୁରୀ ଅଫିସ,୨୨।୪ : ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବା ନେଇ ସୂଚନା ରହିଛି। ଆସନ୍ତା ମେ’ ୩ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ଚନ୍ଦନ ଯାତ୍ରା ଓ…
ବିନା ଡିପିଆର୍ରେ କାର୍ଯ୍ୟକୁ ନାପସନ୍ଦ
ପୁରୀ ଅଫିସ,୨୨।୪: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗିରହିଥିବାବେଳେ ଗୁରୁବାର କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ବିଭାଗର ସଂସଦୀୟ କମିଟି ପୁରୀ ଆସି ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଛି। କେତେକ କ୍ଷେତ୍ରରେ କାର୍ଯ୍ୟକୁ ନେଇ ଏହି କମିଟି ଅସନ୍ତୋଷ ପ୍ରକାଶ…
Archives


