ଶ୍ରୀମନ୍ଦିର ସମ୍ମୁଖରେ ୩ ରଥ: ରାତି ପାହିଲେ ସୁନାବେଶରେ ଦର୍ଶନ ଦେବେ ମହାବାହୁ
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳ ପକ୍ଷ ଦଶମୀ ତିଥିରେ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାହୁଡ଼ା ଯାତ୍ରା ଅନୁଷ୍ଠିତ ହୋଇଛି। ମହାପ୍ରଭୁଙ୍କ ଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ମା’ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ଜନ୍ମବେବୀ ଆଡ଼ପ ମଣ୍ଡପ ଛାଡ଼ି…
ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା: ସିଂହଦ୍ୱାରରେ ଲାଗିଲା ତାଳଧ୍ୱଜ ରଥ
ପୁରୀ,୫।୭: ଆଜି ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା। ଦାରୁବିଗ୍ରହ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଗେ ଆଗେ ଆସି ସିଂହଦ୍ୱାରରେ ଲାଗିଛି ତାଳଧ୍ୱଜ ରଥ। ମଝିରେ ଆସୁଛନ୍ତି ଭଉଣୀ ସୁଭଦ୍ରା। ପଛରେ ଗହଳି…
ବିଶ୍ବ ପ୍ରସିଦ୍ଧ ବାହୁଡ଼ା ଯାତ୍ରା: ଗଡ଼ିଲା ୩ ରଥ
ପୁରୀ,୫।୭: ଆଜି ଶ୍ରୀଜିଉଙ୍କ ବିଶ୍ୱ ପ୍ରସିଦ୍ଧ ବାହୁଡ଼ା ଯାତ୍ରା। ଦାରୁବିଗ୍ରହ ଆଡ଼ପମଣ୍ଡପରେ ଲୀଳାଖେଳା ସାରି ଶନିବାର ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଘଣ୍ଟଘଣ୍ଟା ଧ୍ୱନୀରେ ପ୍ରକମ୍ପିତ ହୋଇ ପଡୁଛି ବଡ଼ଦାଣ୍ଡ। ଭାବବିହ୍ବଳ ଭକ୍ତ। ଗଜପତି ମହାରାଜାଙ୍କ ଛେରାପହଁରା ପରେ ପ୍ରଥମେ…
ପ୍ରାୟ ୧ ଘଣ୍ଟା ଆଗରୁ ଗଡ଼ିଲା ତାଳଧ୍ବଜ
ପୁରୀ,୫।୭: ଗଜପତି ମହାରାଜାଙ୍କ ଛେରାପହଁରା ପରେ ପ୍ରଥମେ ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିବା ଆରମ୍ଭ କରିଛି। ଧାର୍ଯ୍ୟ ସମୟ ଠାରୁ ପ୍ରାୟ ୧ ଘଣ୍ଟା ଆଗରୁ ରଥ ଟଣା ହୋଇଛି। ଆଦ୍ୟସେବକ ଗଜପତି ମହାରାଜା ଛେରାପହଁରା କରିଥିଲେ। ତାଳଧ୍ବଜ, ଦର୍ପଦଳନ…
ସରିଲା ପହଣ୍ଡି: ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ,୫ା୭: ସରିଛି ପହଣ୍ଡି ନୀତି। ଏହା ପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ଦର୍ପଦଳନ ରଥରେ ବିରାଜମାନ ହୋଇଥିବାବେଳେ ପରେ ଦେବୀ ସୁଭଦ୍ରା ବିରାଜମାନ କରିଥିଲେ। ପରେ ବଡ଼ଠାକୁର ବଳଭଦ୍ର ପହଣ୍ଡିରେ ଆସି ତାଳଧ୍ବଜରେ ବିରାଜିଛନ୍ତି।…
ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତ
ପୁରୀ,୫ା୭: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି…
ପହଣ୍ଡିରେ ଆସୁଛନ୍ତି ଭଉଣୀ ସୁଭଦ୍ରା
ପୁରୀ,୫ା୭: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି…
ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ
ପୁରୀ,୫ା୭: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଦାରୁବ୍ରହ୍ମ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ। ଏଥିପାଇଁ ଶରଧାବାଲିରେ ୩ ରଥ ଅପେକ୍ଷା କରିଛନ୍ତି। ସୁଦର୍ଶନଙ୍କ ପରେ ବଡ଼ଠାକୁର ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର…
ଆରମ୍ଭ ହେଲା ପହଣ୍ଡି, ପ୍ରଥମେ ରଥକୁ ବିରାଜ କରୁଛନ୍ତି ସୁଦର୍ଶନ
ପୁରୀ,୫ା୭: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଦାରୁବ୍ରହ୍ମ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡ଼ିବେ। ଏଥିପାଇଁ ଶରଧାବାଲିରେ ୩ ରଥ ଅପେକ୍ଷା କରିଛନ୍ତି। ଏବେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ଆସି ରଥରେ ବିଜେ ହୋଇ ଛନ୍ତି…
ଆଜି ବାହୁଡ଼ିବେ ଦାରୁବିଗ୍ରହ: ଅପରାହ୍ନ ୪ଟାରେ ରଥଟଣା
ପୁରୀ,୫ା୭(ଅଜିତ୍ କୁମାର ମହାନ୍ତି):ଆଷାଢ଼ ମାସ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ଶ୍ରୀମନ୍ଦିରରୁ ବାହାରି ରଥାରୂଢ଼ ହୋଇ ନବଦିନାତ୍ମକ ଯାତ୍ରାରେ ଯାଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି।…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମହାନଗର ନିଗମ ହେବ ପୁରୀ ଜଗନ୍ନାଥ ଧାମ
ଭୁବନେଶ୍ୱର,୪।୭: ପବିତ୍ର ରଥଯାତ୍ରା ଅବସରରେ ଲୋକସେବା ଭବନରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ପୁରୀ ଆଉ ପୌରାଞ୍ଚଳ ମାନ୍ୟତାରେ ରହିବ ନାହିଁ । ଏଣିକି ପୁରୀ ଜଗନ୍ନାଥ ଧାମ ମହାନଗର ନିଗମ ହେବ ବୋଲି…
ପୁରୀରେ ହେବ ବିଶ୍ୱସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ
ପୁରୀ,୪ା୭: ପୁରୀ ସହରରେ ପ୍ରତିଷ୍ଠା ହେବ ବିଶ୍ବସ୍ତରୀୟ ଜଗନ୍ନାଥ ମ୍ୟୁଜିୟମ। ଏନେଇ ପ୍ରେସମିଟ୍ରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜଗନ୍ନାଥ ମ୍ୟୁଜିୟମ ସହ ଗବେଷଣା କେନ୍ଦ୍ର ଓ ଲାଇବ୍ରେରୀ ହେବ। ଗୋଟିଏ ପରିସରରେ ମ୍ୟୁଜିୟମ, ଗବେଷଣା କେନ୍ଦ୍ର ଓ…
Archives


