ଦୁଇ ଅଷ୍ଟଧାତୁ ମୂର୍ତ୍ତି ଜବତ
ସାକ୍ଷୀଗୋପାଳ,୯ା୩(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ଥାନା ଅନ୍ତର୍ଗତ ଅଠେଇଶ ଗ୍ରାମ ମନ୍ଦିରରୁ ପୋଲିସ ବୁଧବାର ଦୁଇଟି ଅଷ୍ଟଧାତୁ ମୂର୍ତ୍ତି ଜବତ କରିଛି। ତନ୍ମଧ୍ୟରୁ ଗୋଟିଏ କୃଷ୍ଣଙ୍କ ମୂର୍ତ୍ତି ହୋଇଥିବା ବେଳେ ଅନ୍ୟଟି ଲକ୍ଷ୍ମୀ ମୂର୍ତ୍ତି ବୋଲି ଜଣାପଡିଛି। ତେେ ନିକଟରେ ଏ…
ଆଜି ବନକଲାଗି ନୀତି: ଶ୍ରୀମନ୍ଦିରରେ ୪ଘଣ୍ଟା ଦର୍ଶନ ବନ୍ଦ
ପୁରୀ ଅଫିସ,୯।୩ : ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା…
ସିପସରୁବାଲିରେ ସ୍ଥିତି ପରଖିଲେ ୭ଜଣିଆ ଟିମ୍
ପୁରୀ ଅଫିସ,୯।୩: ପୁରୀରେ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଯୋଜନା ଚାଲିଛି। ଏଥିଲାଗି ବାରମ୍ବାର ବିଭିନ୍ନ ବୈଷୟିକ ଅଧିକାରୀ ଟିମ୍ ଆସି ବିଭିନ୍ନ ସ୍ଥିତି ଅନୁଧ୍ୟାନ କରୁଥିବା ବେଳେ ମଙ୍ଗଳବାର ଆଉ ଏକ ୭ଜଣିଆ ଟିମ୍ ପୁରୀ ଗସ୍ତରେ…
ଆଜି ପୁଣି ବନ୍ଦ ରହିଛି ଜଗା ଦର୍ଶନ
ପୁରୀ ଅଫିସ, ୮।୩: ଶ୍ରୀମନ୍ଦିରରେ ଆଜି ପୁଣି ବନ୍ଦ ରହିଛି ଦର୍ଶନ । ଜଣେ ଭକ୍ତ ମନ୍ଦିର ପରିସରରେ ବାନ୍ତି କରିଦେବାରୁ ଦର୍ଶନ ବନ୍ଦ ରହିଛି। ଭିତରକାଠ ନିକଟରେ ଭକ୍ତ ଜଣଙ୍କ ବାନ୍ତି କରିଦେବାରୁ ମହାପ୍ରଭୁଙ୍କ ମହାସ୍ନାନ ନୀତି କରାଯାଇଛି। ଅବକାଶ…
ନିମାପଡା ସହରରେ ଟ୍ରେଣ୍ଡସ’ର ନୂଆ ଆଉଟଲେଟ ଉଦଘାଟିତ
ଭୁବନେଶ୍ୱର,୮ା୩ : ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସରି ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସ’ର ନୂତନ ଆଉଟ୍ଲେଟ ନିକଟରେ ପୁରୀ ଜିଲାର ନିମାପଡା ସହରରେ ଶୁଭାରମ୍ଭ ହୋଇଯାଇଛି। ଟ୍ରେଣ୍ଡ୍ସ ବାସ୍ତବରେ ଭାରତର ଫ୍ୟାଶନ କ୍ଷେତ୍ରକୁ ଲୋକାଭିମୁଖୀ କରି…
ଶ୍ରୀମନ୍ଦିରରେ ରକ୍ତଛିଟା: ନୀତି ବିଳମ୍ବ
ପୁରୀ ଅଫିସ,୭ା୩: ଶ୍ରୀମନ୍ଦିରରେ ରକ୍ତଛିଟା ପଡ଼ିଥିବାରୁ ମହାପ୍ରଭୁଙ୍କ ନୀତି ବିଳମ୍ବ ହୋଇଛି। ସବୁ ନୀତି ବନ୍ଦ କରାଯାଇ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି। ଫଳରେ ଘଣ୍ଟାଏରୁ ଅଧିକ ସମୟ ଧରି ଭକ୍ତମାନେ ବଡ଼ଦାଣ୍ଡରେ ଠିଆ ହୋଇଛନ୍ତି। ସୂଚନାଯୋଗ୍ୟ, ଭିତକାଠ ନିକଟରେ ରକ୍ତଛିଟା ପଡ଼ିଥିବାରୁ…
ମହିଳାଙ୍କୁ ତହସିଲଦାରଙ୍କ ଦୁର୍ବ୍ୟବହାର
ଡେଲାଙ୍ଗ,୭ା୩(ଡି.ଏନ୍.ଏ.): ପୁରୀ ଜିଲା ଡେଲାଙ୍ଗ ତହସିଲଦାର ନିବେଦିତା ପରିଡ଼ା ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ସୋସିଆଲ ମିଡିଆରେ ଭିଡିଓ ଭାଇରାଲ ହୋଇଛି। ସୂଚନା ମୁତାବକ, ଦୁଇ ବର୍ଷ ପୂର୍ବେ ସମ୍ପୃକ୍ତ ମହିଳା ଜଣକ ତାଙ୍କର ଅଢ଼େଇ ଏକର ଜମି ଜଳମଗ୍ନ…
ଓଡ଼ିଆ ପିଲାଙ୍କୁ ଉଦ୍ଧାର ଦାୟିତ୍ୱରେ ପୁରୀର ବୈଶାଳୀ
ପୁରୀ ଅଫିସ,୭।୩; ସମ୍ପ୍ରତି ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଲାଗିରହିଛି। ଏଭଳି ପରିସ୍ଥିତି ମଧ୍ୟରେ ୟୁକ୍ରେନ୍ ସମେତ ଏହାର ପଡ଼ୋଶୀ ଦେଶ ହଙ୍ଗେରୀ, ପୋଲାଣ୍ଡ, ରୋମାନିଆ ଓ ସ୍ଲୋଭାକିଆରେ ଓଡ଼ିଶାର ବହୁ ଛାତ୍ରୀଛାତ୍ର ଫସିରହିଛନ୍ତି। ସେମାନେ ସେଠାରେ ଭୟଭୀତ ଅବସ୍ଥାରେ…
ରୋଡ୍ ଡିଭାଇଡରରେ ପିଟିହେଲା କାର୍, ୨ ଗୁରୁତର
ସାକ୍ଷୀଗୋପାଳ,୬ା୩(ଡି.ଏନ୍.ଏ.): ଭୁବନେଶ୍ୱର-ପୁରୀ ୩୧୬ ନଂ. ଜାତୀୟ ରାଜପଥର ସାକ୍ଷୀଗୋପାଳ ବଡ଼କାଞ୍ଜିଆଛକ ନିକଟରେ ପୁରୀ ଯାଉଥିବା ଏକ କାର୍ ରବିବାର ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଭୁବନେଶ୍ୱରରୁ ୪ଜଣ ଯାତ୍ରୀଙ୍କୁ ନେଇ ପୁରୀ ଯାଉଥିବା ଓଡି ୦୨ ବି.ଜି ୭୭୪୪ ନମ୍ବର କାର୍ଟି ଭାରସାମ୍ୟ…
ଘୋଡ଼ାବେପାର ଉପରେ ନଜର
ପୁରୀ ଅଫିସ,୬।୩: ପୁରୀ ସଦର ବ୍ଲକ୍ ଅଧ୍ୟକ୍ଷ ପଦ କାହା ହାତକୁ ଯିବ ସେକଥା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବର୍ତ୍ତମାନ ପୁରୀ ସଦରର ୩୦ ବିଜୟୀ ସମିତିସଭ୍ୟଙ୍କୁ ନେଇ ଯେଉଁ ରାଜନୀତି ଚାଲିଛି ତାକୁ ଦେଖିଲେ ବ୍ଲକ୍ କାହା ହାତକୁ ସେକଥା…
ତଦନ୍ତରେ ଅବହେଳା: ଚୋରିମୂର୍ତ୍ତି ପାଇଁ ରାସ୍ତାରୋକୋ
ସାକ୍ଷୀଗୋପାଳ,୫।୩(ଡି.ଏନ୍.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ନୂଆ ସୋମେଶ୍ୱରପୁର ଶାସନ ଶ୍ରୀ ଗୋପୀନାଥ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ୭ ଟି ଆଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଥିଲା। ଏହି ଘଟଣାର ତଦନ୍ତରେ ଅବହେଳା ଅଭିଯୋଗ କରି ଗ୍ରାମବାସୀ ଶନିବାର ସକାଳୁ ରାସ୍ତାରୋକୋ କରିଛନ୍ତି।…
ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ
ପୁରୀ ଅଫିସ, ୫।୩: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୬ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ କରିଛନ୍ତି ଶିଳ୍ପୀ…
Archives


