ପୁରୀ

ଏଏସ୍‌ଆଇ କହିଥିଲା ଅନୁମୋଦନ ଜରୁରୀ

ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ନିଷିଦ୍ଧାଞ୍ଚଳରେ ନିର୍ମାଣ କାର୍ଯ୍ୟର ଅନୁମତି ପାଇଁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ମହାନିର୍ଦ୍ଦେଶକ (ଡିଜି)ଙ୍କୁ ଚିଠି କରାଯିବା ଦରକାର ବୋଲି ଶ୍ରୀମନ୍ଦିର ପ୍ରଶାସନକୁ ଏଏସ୍‌ଆଇ ପୂର୍ବରୁ ଜଣାଇଥିଲା। ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟର ସ୍ଥିତି ସମୀକ୍ଷା…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ପରିବର୍ତ୍ତନ

ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ଏଣିକି ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ। ଭୁବନେଶ୍ୱରସ୍ଥିତ ଓଡ଼ିଶା ସେତୁ ନିର୍ମାଣ ନିଗମର କନଫରେନ୍ସ ହଲ୍‌ରେ ବୁଧବାର ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ…

ସୁନା ଦୋକାନରେ ଜିଏସ୍‌ଟି ଅଧିକାରୀଙ୍କ ଚଢ଼ାଉ

କଣାସ,୧୨।୫(ସ୍ବ.ପ୍ର.): କଣାସ ବ୍ଲକରେ ଥିବା ଦୁଇଟି ସୁନା ଦୋକାନରେ ଗୁରୁବାର ଜିଏସ୍‌ଟି ପକ୍ଷରୁ ଚଢ଼ାଉ କରାଯାଇଛି। ଗୋଟିଏ ସୁନା ଦୋକାନର ଦୁଇଟି ଶାଖା ଯଥା କଣାସ କଲେଜ ନିକଟରେ ଥିବା ମହାଦେବ ଜୁଏଲାରୀ ଏବଂ କଣାସ ବଜାର ଭିତରେ ଥିବା ମହାଦେବ…

ଜିଲାପାଳ, ଓବିସିସି, ଟାଟା ବିରୋଧରେ ମାମଲା ରୁଜୁ କର

ପୁରୀ ଅଫିସ,୧୨।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅଧୀନରେ ଚାଲିଥିବା ବେଆଇନ ନିର୍ମାଣ ଓ ଖନନ କାର୍ଯ୍ୟ ବିରୋଧରେ ହୋଇଥିବା ମାମଲାର ଶୁଣାଣି କରି ପୁରୀ ଜିଲାପାଳ, ଓଡ଼ିଶା ବ୍ରିଜ୍‌ ଆଣ୍ଡ କନ୍‌ଷ୍ଟ୍ରକ୍‌ଶନ କମ୍ପାନୀ (ଓବିସିସି) ଏବଂ ଟାଟା ପ୍ରୋଜେକ୍ଟ ଲିମିଟେଡ୍‌ ବିରୋଧରେ…

କୋର୍ଟରେ ସମାଧାନ ହେବ ନାହିଁ, ପ୍ରଧାନମନ୍ତ୍ରୀ ନିଜେ ହସ୍ତକ୍ଷେପ କରନ୍ତୁ: ଜୟନ୍ତ

ପୁରୀ ଅଫିସ,୧୦।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ହାଇକୋର୍ଟରେ ଏଏସ୍‌ଆଇ ଦାଖଲ କରିଥିବା ସତ୍ୟପାଠ ଓ ଅନୁଧ୍ୟାନ ରିପୋର୍ଟକୁ ନେଇ ବିବାଦ ବଢିବାରେ ଲାଗିଛି। ଏନେଇ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ କହିଛନ୍ତି, ଯାହା କ୍ଷତି ଏଥିଲାଗି ହୋଇଛି ତାହା ଆଉ…

ରାଜ୍ୟ ସରକାର କଳାପାହାଡ଼ିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ: ସମ୍ବିତ ପାତ୍ର

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ହାଇକୋର୍ଟରେ ଏଏସ୍‌ଆଇ ପକ୍ଷରୁ ସତ୍ୟପାଠ ଦାଖଲ ପରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଓଡିଶା ସରକାର ଅହଂକାର ଓ କଳାପାହାଡିଆ ମନୋଭାବ ଛାଡ଼ି ଭୁଲ ସ୍ବୀକାର କରନ୍ତୁ।…

‘ପ୍ରଧାନମନ୍ତ୍ରୀ ମନ୍ଦିର ବଞ୍ଚାନ୍ତୁ’

ପୁରୀ ଅଫିସ,୧୦।୫: ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ କ୍ଷୋଭ ପ୍ରକାଶ କରିଛନ୍ତି । ସେ କହିଛନ୍ତି, ଯାହା କ୍ଷତି ହୋଇଛି, ତାହା ଆଉ ଫେରି ଆସିବ ନାହିଁ। ଏଣୁ ଏବେ ସେ ସବୁକୁ ନୂଆ…

ଏଏସ୍‌ଆଇ ଅନୁମତି ଦେଇନି

ପୁରୀ ଅଫିସ,୧୦।୫:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଲାଗି ରହିଥିବା ବିବାଦ ସୋମବାର ନୂଆ ମୋଡ଼ ନେଇଛି। ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ (ଏଏସ୍‌ଆଇ) ସଂସ୍ଥା ଅନୁମତି ଅନୁସାରେ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ନେଇ ପ୍ରଶାସନ ଯେଉଁ ଦମ୍ଭ ବାଢ଼ୁଥିଲା, ତାହା ଏବେ ମିଥ୍ୟା…

ସ୍ବର୍ଗଦ୍ବାରରେ ପଦ୍ମଶ୍ରୀ ରଜତ କରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ,୯।୫: ବିଶିଷ୍ଠ ସାହିତ୍ୟିକ ତଥା ପଦ୍ମଶ୍ରୀ ରଜତ କରଙ୍କ ସୋମବାର ପୁରୀ ସ୍ବର୍ଗଦ୍ବାରରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପଦ୍ମଶ୍ରୀ ରଜତ କରଙ୍କ ଜ୍ୟେଷ୍ଠ ପୁତ୍ର ରଞ୍ଜିତ କର ମୁଖାଗ୍ନି ଦେଇଥିଲେ। ଭୁବନେଶ୍ବରସ୍ଥିତ ବାସଭବନରେ ବହୁ ବିଶିଷ୍ଟ…

ରାସ୍ତାକାର୍ଯ୍ୟ ନିମ୍ନମାନର ଅଭିଯୋଗ

ପିପିଲି, ୯ା୫(ସ୍ବ.ପ୍ର.): ପିପିଲି ବ୍ଲକ ଅନ୍ତର୍ଗତ ୩୧୬ ନମ୍ବର ଜାତୀୟ ରାଜପଥଠାରୁ ବୀରପୁରୁଷୋତ୍ତମପୁର ଗ୍ରାମ୍ୟ ରାସ୍ତା ଆର୍‌ଡି ବିଭାଗ ଅଧୀନ ୫ କିଲୋମିଟର ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପ ପାଇଁ ୧କୋଟି ୬୨ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ତେବେ ଏହି ରାସ୍ତା…

ଜଗନ୍ନାଥ ବନ ପ୍ରକଳ୍ପ ବିଫଳ

ପୁରୀ ଅଫିସ, ୯।୫: ଶ୍ରୀମନ୍ଦିର ପ୍ରଶାସନ ପ୍ରଚେଷ୍ଟାରେ ନୟାଗଡ଼ ଜଙ୍ଗଲରେ ଗଢ଼ିଉଠିଥିଲା ଜଗନ୍ନାଥ ବନ ପ୍ରକଳ୍ପ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଏହି ପ୍ରକଳ୍ପରୁ କାଠ ଅଣାଯାଇ କାମରେ ଲଗାଯିବାକୁ ଯୋଜନା ହୋଇଥିଲା। ତେବେ ପ୍ରଶାସନର ଆନ୍ତରିକତା ଓ ରକ୍ଷଣାବେକ୍ଷଣ…

ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ମାମଲା: ଆଜି ହାଇକୋର୍ଟରେ ଶୁଣାଣି

ପୁରୀ ଅଫିସ,୯।୫: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ଅଧୀନରେ ମେଘନାଦ ପାଚେରି ଚୌହଦୀରେ ହେଉଥିବା ଖନନ ଓ ନିର୍ମାଣ କାର୍ଯ୍ୟକୁ ବିରୋଧ କରି ହାଇକୋର୍ଟରେ ହୋଇଥିବା ମାମଲା ଏବେ ବିଚାରାଧୀନ ଅଛି। ସୋମବାର ଏନେଇ ଶୁଣାଣି ହେବ। ହାଇକୋର୍ଟ ମେ ୭ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?