ଏମାର ମଠରେ ଖନନ, ମିଳିଲାନି ଗୁପ୍ତଧନ
ପୁରୀ ଅଫିସ, ୫ା୨: ପୁଣି ଚର୍ଚ୍ଚାରେ ସବୁଠାରୁ ବିତ୍ତଶାଳୀ ମଠ ପୁରୀର ଏମାର ମଠ। ପ୍ରାୟ ୫ମାସର ବ୍ୟବଧାନ ପରେ ପୁନର୍ବାର ଶୁକ୍ରବାର ପ୍ରଶାସନ ପକ୍ଷରୁ ଏମାର ମଠ ଯାଞ୍ଚ କରାଯାଇଛି। ଏହି ମଠରେ ପୂର୍ବରୁ ରୁପାଇଟା ମିଳିଥିବାରୁ ଦ୍ୱିତୀୟ ଥର…
ଆଜି ଶ୍ରୀକ୍ଷେତ୍ରରେ ରଥକାଠ ଅନୁଗୂଳ
ପୁରୀ ଅଫିସ,୫।୧: ଆଜି ପବିତ୍ର ଶ୍ରୀପଞ୍ଚମୀ। ଏହି ଅବସରରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥକାଠକୁ ପୂଜାର୍ଚ୍ଚନା କରାଯିବ। ସରସ୍ବତୀ ପୂଜାରେ ରଥ ନିର୍ମାଣର ଏହା ପାରମ୍ପରିକ ବିଧି ରହିଛି । ବଡ଼ଦାଣ୍ଡ ରଥଖଳାରେ ୩ ଖଣ୍ଡ ଧଉରା କାଠର ପୂଜାର୍ଚ୍ଚନା…
ଖୋଳାଗଲା ଏମାର ମଠ: ହେଲେ ମିଳିଲାନି କିଛି
ପୁରୀ ଅଫିସ,୪।୨: ବହୁ ଚର୍ଚ୍ଚିତ ଏମାର ମଠର ଶୁକ୍ରବାର ପୁଣିଥରେ ଯାଞ୍ଚ କରାଯିବା ସହ ଖନନ କାର୍ଯ୍ୟ କରାଯାଇଥିଲା। ଗତବର୍ଷ ସେପ୍ଟେମ୍ବର ୧୬ରେ ଏମାର ମଠରେ ୩ଟି ସ୍ଥାନକୁ ଚିହ୍ନଟ ପରେ ବୈଷୟିକ ଟିମ୍ ସହାୟତାରେ ଖନନ କରାଯାଇଥିଲା। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ…
ବସ୍ ମାଲିକଙ୍କ ଘର ଉପରକୁ ବୋମା ମାଡ଼
ସାକ୍ଷୀଗୋପାଳ,୪।୨(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ବିଲିପଡ଼ା ନିକଟସ୍ଥ ବଢେଇକେରା ଗାଁରେ ଶୁକ୍ରବାର ବୋମମାଡ଼ ହୋଇଛି। ବସ୍ ମାଲିକ ସୁବାଷ ଚନ୍ଦ୍ର ବରାଳଙ୍କ ଘର ଉପରକୁ ଜଣେ ଡ୍ରାଇଭର ବୋମା ମାଡ଼ କରିଥିବା ଜଣାପଡିଛି। କୌଣସି ବିବାଦରୁ ଡ୍ରାଇଭର ସଞ୍ଜୟ ସୁକାରୀ…
ଦଇତାପତି ନିଯୋଗ ନିର୍ବାଚନ,୨୯ ପ୍ରାର୍ଥିପତ୍ର ଦାଖଲ
ପୁରୀ ଅଫିସ,୪।୨: ଶ୍ରୀମନ୍ଦିର ଦଇତାପତି ନିଯୋଗର ନିର୍ବାଚନ ଚଳିତ ମାସ ୧୨ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ୨୯ଜଣ ପ୍ରାର୍ଥୀ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଗୁରୁବାର ସକାଳ ୯ଟାଠାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ…
୧୯ ନଂ. ଜୋନ୍ ପାଇଁ ତୀବ୍ର ଲଢ଼େଇ
ନିମାପଡ଼ା,୪।୨(ଡି.ଏନ୍.ଏ.): ନିମାପଡ଼ା ବ୍ଲକରେ ୪ଟି ଜିଲା ପରିଷଦ ଜୋନ ରହିଥିବା ବେଳେ ୧୯ନଂ. ଜୋନଟି ସମ୍ମାନଜନକ ଅଟେ। ବାମନାଳ, ସଲଙ୍ଗ, ଅରିଷଣ୍ଢ, ଅନ୍ତୁଆର, ଧଳେଶ୍ୱର, ବଡ଼ଶିରୁଳା, ଅଲଣ୍ଡା, ଧନୁଅଁା, ରେଞ୍ଚଶାସନ ଆଦି ୯ ପଞ୍ଚାୟତକୁ ନେଇ ଏହି ଜୋନ୍ ଗଠିତ। ଚଳିତ…
ପୁଣି ଥରେ ଖୋଳା ହେବ ଏମାର ମଠ
ପୁରୀ ଅଫିସ,୪।୨: ପୁରୀର ଏମାର ମଠକୁ ଆଜି ପୁଣି ଥରେ ଖୋଳା ଯିବ। ମଠ ପରିସରରେ ପୂର୍ବ ଚିହ୍ନିତ ୩ଟି ସ୍ଥାନକୁ ଖୋଳାଯିବ। ମେଟାଲ ଡିଟେକ୍ଟର ଦ୍ୱାରା ଗତ ସେପ୍ଟେମ୍ବର ୧୬ରେ ବିଶେଷଜ୍ଞ ଦଳ ସ୍ଥାନ ଚିହ୍ନଟ କରିଥିଲେ। ପ୍ରଶାସନିକ ଅଧିକାରୀ,…
ପୁରୀରେ ପହଞ୍ଚିଲା ରଥକାଠ
ପୁରୀ ଅଫିସ,୨।୨: ଜୁଲାଇ ୧ରେ ହେବ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ରଥ ନିର୍ମାଣ ଲାଗି ଦଶପଲ୍ଲୀ ବନାଞ୍ଚଳରୁ ରଥକାଠ ଆସି ପୁରୀରେ ପହଞ୍ଚିଛି। ୩ଟି ଟ୍ରକ୍ରେ ୬୩ ଖଣ୍ଡ ଅଶନ ଓ ଧଉରା କାଠ…
ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ଆରମ୍ଭ
ପୁରୀ ଅଫିସ,୨।୨: କୋଭିଡ୍ କଟକଣା ଯୋଗୁ ୨୧ ଦିନ ଧରି ଶ୍ରୀମନ୍ଦିର ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଛି। ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କୁ ଦର୍ଶନ କରି କୃତାର୍ଥ ଲଭିଛନ୍ତି। ସକାଳ ୬ଟାରୁ ପଶ୍ଚିମଦ୍ୱାର ଦେଇ ପୁରୀ ସହରବାସୀ…
ପ୍ରେମିକାଙ୍କୁ ଲାଇଭ୍ ଭିଡିଓ କରି ପ୍ରେମିକଙ୍କ ଆତ୍ମହତ୍ୟା
କାକଟପୁର,୧।୨(ଡି.ଏନ୍.ଏ.): ପ୍ରେମରେ ତିକ୍ତତା ଶେଷରେ ପୁରୀ ଜିଲା କାକଟପୁର ଅଞ୍ଚଳରେ ଜଣେ ଯୁବକଙ୍କ ଜୀବନ ଯାଇଛି। ପ୍ରେମିକାଙ୍କୁ ଲାଇଭ୍ ଭିଡିଓ କରି ପ୍ରେମିକ ଜଣକ ଆତ୍ମହତ୍ୟା କରିଥିବା ଘଟଣା ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ଜଗତ୍ସିଂହପୁର ଅଞ୍ଚଳର ପ୍ରତ୍ୟୟ…
ଆଜିଠୁ ଖୋଲିବ ଶ୍ରୀମନ୍ଦିର
ପୁରୀ ଅଫିସ,୧ା୨: କୋଭିଡ୍ କଟକଣା ଯୋଗୁ ୨୦ ଦିନ ଧରି ଶ୍ରୀମନ୍ଦିର ବନ୍ଦ ରହିବା ପରେ ମଙ୍ଗଳବାରଠାରୁ ପୁଣି ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ଏନେଇ ସୋମବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରସିଜିଓର (ଏସ୍ଓପି) ପ୍ରକାଶ ପାଇଛି। ଏହି…
ସକାଳ ୬ରୁ ରାତି ୯ ଖୋଲାରହିବ ଶ୍ରୀମନ୍ଦିର
ପୁରୀ ଅଫିସ,୩୧।୧: ସର୍ବସାଧାରଣଙ୍କ ପାଇଁ ମଙ୍ଗଳବାର ଶ୍ରୀମନ୍ଦିର ଖୋଲିବ। ତେବେ ଶ୍ରୀମନ୍ଦିର ଖୋଲିବା ନେଇ ମନ୍ଦିର ପ୍ରଶାସନ ପକ୍ଷରୁ ଏସ୍ଓପି ଜାରି କରାଯାଇଛି। ଦୈନିକ ସକାଳ ୬ରୁ ରାତି ୯ ଶ୍ରୀମନ୍ଦିର ଖୋଲାରହିବ। ସାନିଟାଇଜେସନ ପାଇଁ ପ୍ରତି ରବିବାର ବନ୍ଦ ରହିବ…
Archives


