ପୁରୀ

ନିଷିଦ୍ଧାଞ୍ଚଳରେ ମାଛ ମାରି ଫସିଲେ: ୪ ଟ୍ରଲର ଜବତ, ୩୦ ଅଟକ

କୋଣାର୍କ,୩୧ା୧(ଡି.ଏନ୍‌.ଏ.): ପୁରୀ ଅସ୍ତରଙ୍ଗ ସମୁଦ୍ରର ନିଷିଦ୍ଧାଞ୍ଚଳରେ ବେଆଇନ ମାଛ ମାରୁଥିବାରୁ ୪ ଟ୍ରଲର ଜବତ କରାଯାଇଥିବା ବେଳେ ୩୦ କର୍ମଚାରୀ ଅଟକ ରହିଛନ୍ତି। ପାରାଦୀପ ଅଞ୍ଚଳର ୩ଟି ଓ ବାଲେଶ୍ୱର ଅଞ୍ଚଳର ଗୋଟିଏ ଟ୍ରଲର ଜବତ କରାଯାଇଥିବା ଜଣାପଡ଼ିଛି। ୩୦ ଜଣ…

ଶ୍ରୀମନ୍ଦିର ରତ୍ନଅଳଙ୍କାର ଗଣନା ହେଉନି

ପୁରୀ ଅଫିସ,୩୧।୧: ଶ୍ରୀମନ୍ଦିର ଭିତରଭଣ୍ଡାର ଚାବି ପ୍ରସଙ୍ଗ ନେଇ ଚର୍ଚ୍ଚା ଜୋର ଧରିଥିବାବେଳେ ରତ୍ନ ଅଳଙ୍କାର ଗଣନା ନ ହେବା ନେଇ ପ୍ରଶ୍ନ ଉଠିଛି। ୨୦୧୮ରେ ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ରତ୍ନଅଳଙ୍କାର ଗଣନା ପାଇଁ ମତ ପ୍ରକାଶ ପାଇଥିଲା। ଆସନ୍ତା…

ଦଳୀୟ ପ୍ରାର୍ଥୀଙ୍କୁ ଜବାବ ଦେବେ ସ୍ବାଧୀନ

ନିମାପଡ଼ା,୩୦।୧(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପରିପ୍ରେକ୍ଷୀରେ ନିମାପଡ଼ା ବ୍ଲକର ୧୮, ୧୯, ୨୦ ଓ ୨୧ନଂ. ଆଦି ୪ ଜିଲା ପରିଷଦ ଜୋନ୍‌ ନିମନ୍ତେ ମୋଟ୍‌ରେ ୧୮ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ଅବତୀର୍ଣ୍ଣ ହୋଇଛନ୍ତି। ସେହିପରି ବ୍ଲକର ୩୨ ପଞ୍ଚାୟତରେ ୩୨ଟି…

ଶ୍ରୀଜଗନ୍ନାଥ, ସାହିଯାତକୁ ନେଇ ରାପ୍‌ ଭିଡିଓ ‘ପୁରୀ ଟୋକା’

ପୁରୀ ଅଫିସ, ୨୯ା୧: ଆଧୁନିକ ରାପ୍‌ ସଙ୍ଗୀତରେ ଶ୍ରୀଜଗନ୍ନାଥ ସଂସ୍କୃତିର ଛାପ ଦେଖିବାକୁ ମିଳିଛି। ଏଭଳି ଆକର୍ଷଣୀୟ ରାପ୍‌ ସଙ୍ଗୀତ ଗାଇ ଚର୍ଚ୍ଚାକୁ ଆସିଛନ୍ତି ରାପର ‘ବିଗ୍‌ଡିଲ୍‌’ ଭାବେ ପରିଚିତ ପୁରୀର ସମୀର ରିଷୁ ମହାନ୍ତି। ପୂର୍ବରୁ ସେ ଏକାଧିକ ରାପ୍‌…

ଏଥର ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ବୁଡ଼ ପକାଇପାରିବେନି ଶ୍ରଦ୍ଧାଳୁ

ପୁରୀ ଅଫିସ,୨୮।୧: ଚଳିତ ବର୍ଷ ମାଘ ସପ୍ତମୀରେ ଚନ୍ଦ୍ରଭାଗାରେ ଗତବର୍ଷ ଭଳି ମଧ୍ୟ ଶ୍ରଦ୍ଧାଳୁ ବୁଡ଼ ପକାଇ ପାରିବେ ନାହିଁ। ଠାକୁରଙ୍କ ମହାସ୍ନାନ ପରେ କେବଳ ସେବାୟତଙ୍କୁ ବୁଡ଼ ପକାଇବା ପାଇଁ ଅନୁମତି ମିଳିବ। ଏହାସହ ଚନ୍ଦ୍ରଭାଗା ବେଳାଭୂମି, ତୀର୍ଥ ପୁଷ୍କରଣୀ…

ଫେବୃୟାରୀ ୧ରୁ ଖୋଲିବ ଶ୍ରୀମନ୍ଦିର

ପୁରୀ ଅଫିସ,୨୮।୧: ଖୋଲିବ ଶ୍ରୀମନ୍ଦିର। ଫେବୃୟାରୀ ୧ ତାରିଖରୁ କୋଭିଡ ଗାଇଡ୍‌ଲାଇନ୍‌ରେ ଶ୍ରୀମନ୍ଦିର ଖୋଲିବ । ଭକ୍ତମାନେ ଶୃଙ୍ଖଳିତ ଭାବେ ଯାଇ ମହାପ୍ରଭୁଙ୍କୁ କରିପାରିବେ ଦର୍ଶନ। ଶୁକ୍ରବାର ବସିଥିବା ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ବୈଠକ ପରେ ପୁରୀ…

ଭକ୍ତଙ୍କ ପାଇଁ ଖୋଲିବ କି ଶ୍ରୀମନ୍ଦିର!

ପୁରୀ ଅଫିସ, ୨୮।୧: ଶ୍ରୀମନ୍ଦିର ଖୋଲିବା ନେଇ ଆଜି ବସିବ ବୈଠକ । ମୁଖ୍ୟ ପ୍ରଶାସକ କ୍ରିଶନ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରାଯିବ।…

ସ୍ବର୍ଗଦ୍ୱାରରୁ ଶବଦାହ କଟକଣା ହଟିଲା

ପୁରୀ ଅଫିସ,୨୮।୧: ପୁରୀ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ଉପରେ ଥିବା କଟକଣାକୁ ହଟାଇ ଦିଆଯାଇଛି। ପୁରୀ ଜିଲା ବାହାର ଲୋକଙ୍କୁ ସ୍ବର୍ଗଦ୍ୱାରରେ ଶବଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ପାଇଁ ପୁରୀ ପ୍ରଶାସନ ପୁଣି ଅନୁମତି ଦେଇଛି।…

ସରପଞ୍ଚ ପ୍ରାର୍ଥୀଙ୍କ ଘର ପଛ ପଟେ ଫୁଟିଲା ବୋମା

ପୁରୀ ଅଫିସ,୨୮।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଚାର ଆରମ୍ଭରୁ ହିଁ ପୁରୀ ଜିଲାରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଲାଣି। ଗୋପ ଓ ପୁରୀ ଚନ୍ଦନପୁର ପରେ ଗୁରୁବାର ସଦର ଥାନା ଅଧୀନ କାଶୀହରିପୁର ପଞ୍ଚାୟତ ଚାରିନଳା ଗ୍ରାମସ୍ଥିତ ବସନ୍ତେଇ ଠାକୁରାଣୀଙ୍କ…

ପୁରୀ ଶିଶୁକନ୍ୟା ବଳାତ୍କାର ମାମଲା: ପିପିଲିରୁ ଅଭିଯୁକ୍ତ ଗିରଫ

ପୁରୀ ଅଫିସ,୨୮।୧: ପୁରୀ ଟାଉନ ଥାନା ଅଞ୍ଚଳରେ ଗତ ୨୩ ତାରିଖରେ ୫ବର୍ଷୀୟା ଶିଶୁକନ୍ୟାକୁ ଉଠାଇନେଇ ବଳାତ୍କାର କରାଯିବା ମାମଲାର ଅଭିଯୁକ୍ତ ମହେଶ ମହାନ୍ତିଙ୍କୁ ପୁରୀ ପୋଲିସ ବୁଧବାର ରାତିରେ ଗିରଫ କରିଛି। ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥ ସୀମାନ୍ତ ପିପିଲି ଅଞ୍ଚଳରୁ…

ଶ୍ରୀମନ୍ଦିର ଖୋଲିବା ନେଇ ଶୁକ୍ରବାର ବସିବ ବୈଠକ

ପୁରୀ ଅଫିସ, ୨୭।୧: ଶ୍ରୀମନ୍ଦିର ଖୋଲିବା ନେଇ ଶୁକ୍ରବାର ବୈଠକ ବସିବ। ମୁଖ୍ୟ ପ୍ରଶାସକ କ୍ରିଶନ କୁମାର ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହି ବୈଠକରେ ବିଭିନ୍ନ ସେବାୟତ ନିଯୋଗର ସେବାୟତ…

ସୌର ଆଲୋକରେ ଚମକିଲା ସୂର୍ଯ୍ୟମନ୍ଦିର

କୋଣାର୍କ,୨୬।୧(ଡି.ଏନ୍‌.ଏ.): କୋଣାର୍କ ସୂର୍ଯ୍ୟମନ୍ଦିର ସୌର ଆଲୋକରେ ଚମକି ଉଠିଛି। ମଙ୍ଗଳବାରଠାରୁ ସୂର୍ଯ୍ୟମନ୍ଦିର ସୈାର ଆଲୋକରେ ଆଲୋକିତ ହେଉଛି। ପ୍ରତି ସନ୍ଧ୍ୟାରୁ ରାତି ୧୦ଟା ପର୍ଯ୍ୟନ୍ତ ସୂର୍ଯ୍ୟ ମନ୍ଦିର ଉପରେ ସୌର ଆଲୁଅ ପଡ଼ି ଆଲୋକିତ କରାଯିବ। କଳା ଓ ଭାସ୍କର୍ଯ୍ୟର ସୂକ୍ଷ୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri