ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…
ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର ଶାଶୁଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଭାଉଜ ମଧ୍ୟ ଗୁରୁତର ହୋଇଛନ୍ତି ।…
ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ
କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍ର ମୃତ୍ୟୁ ଘଟିିଥିବା ସନ୍ଦେହ କରାଯାଉଛି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଡଲଫିନ୍ର ମୃତଦେହ…
ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…
ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ସୁଜିତ୍ କୁମାର(ଭାଜପା), ସଂତୃପ୍ତ ମିଶ୍ର(ବିଜେଡି) ଏବଂ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ…
ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ
କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ ଭାଇରାଲ ଘଟଣା ଏବେ ସାମ୍ନାକୁ ଆସିଛି। ଏହି ଘଟଣାରେ ଜିଲା ଶିକ୍ଷାଧିକାରୀ ଦୀପକ…
ଶ୍ରୀମନ୍ଦିରରେ ରକ୍ତଛିଟା: ଭିତର କାଠ ଦର୍ଶନ ବିଳମ୍ବ
ପୁରୀ,୧୩।୩: ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ। ରକ୍ତଛିଟା ପଡ଼ିଥିବାରୁ ଶ୍ରୀମନ୍ଦିରରେ ହେଲା ବଡ଼ ମହାସ୍ନାନ। ଗର୍ଭଗୃହ ଭିତର ପାହାଚ ପାଖରେ ରକ୍ତଛିଟା ପଡ଼ିଥିବା ଦେଖିବାକୁ ମିଳିଥିଲା। ମହାପ୍ରସାଦ ଆଣିବା ବେଳେ ବୋଝିଆ ଗୋଡ଼ ଖସି ମୁଣ୍ଡ ଫାଟିଥିବା ଜଣାପଡ଼ିଛି। ମହାସ୍ନାନ ଯୋଗୁ ଶ୍ରଦ୍ଧାଳୁଙ୍କ…
କେଉଁ ପ୍ରକାର ସଙ୍କେତ? ନୀଳଚକ୍ରରୁ ଛିଣ୍ଡିଗଲା ବାନା, ବଡ଼ ବିପଦ….
ପୁରୀ,୧୨।୩( ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିର ନୀଳଚକ୍ର ଉପରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ନୀଳଚକ୍ର ସହ ସଂଯୋଗ ହୋଇ ରହୁଥିବା ମାଳମାଳ ମାନସିକ ବାନା ଛିଣ୍ଡିଯାଇଛି । ଯାହାକୁ ନେଇ ଅନେକ ଅସମାହିତ ପ୍ରଶ୍ନ…
ସ୍କୁଲରେ ପ୍ରଶ୍ନପତ୍ର ପହଞ୍ଚିବାରେ ହେଉଛି ବିଳମ୍ୱ: ପରୀକ୍ଷା ଦେବାକୁ ଆସି ବସି ରହୁଛନ୍ତି ଛାତ୍ରୀଛାତ୍ର
ଗୋପ,୧୦ା୩(ଭାରତୀ ଭୂଷଣ ଉପାଧ୍ୟାୟ): ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ସୋମବାରଠାରୁ ବାର୍ଷିକ ପରୀକ୍ଷା ଆରମ୍ଭ ହୋଇଛି। ହେଲେ ପୁରୀ ଜିଲା ଗୋପ ବ୍ଲକର ବିଭିନ୍ନ ସ୍କୁଲରେ ବିଳମ୍ୱରେ ପ୍ରଶ୍ନପତ୍ର ପହଞ୍ଚି ଥିବାରୁ ପରୀକ୍ଷା ବିଳମ୍ୱରେ ହୋଉଥିବା ଭଳି ଅଭିଯୋଗ ହୋଇଛି।…
ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ କରିନିଅନ୍ତୁ ଚେକ୍
ପୁରୀ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ରବିବାର ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା। ପୁରୀ ତାଳବଣିଆ ସଭାସ୍ଥଳରୁ ଟଙ୍କା ପଠାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ୧ କୋଟି ୨ ଲକ୍ଷରୁ ଅଧିକ ମହିଳାଙ୍କ…
ଶ୍ରୀମନ୍ଦିରର ୩ ସେବକଙ୍କୁ କୈଫିୟତ ତଲବ: ଜଣେ ସେବକଙ୍କ ଶାଢ଼ିବନ୍ଧା ଆଦେଶ ପ୍ରତ୍ୟାହାର ନେଇ…
ପୁରୀ,୫ା୩(ଅଜିତ କୁମାର ମହାନ୍ତି): ଫେବୃଆରୀ ୨୮ରେ ସେବାପୂଜାରେ ବିଳମ୍ବ, କର୍ତ୍ତବ୍ୟରତ ଅଧିକାରୀଙ୍କ ପ୍ରତି ଦୁର୍ବ୍ୟବହାର ଓ ବିଶୃଂଖଳ ଆଚରଣ ଅଭିଯୋଗରେ ତିନିଜଣ ସେବକଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କୈଫିୟତ୍ ତଲବ କରିଛନ୍ତି। ରାମକୃଷ୍ଣ ଖୁଣ୍ଟିଆ, ଅନ୍ୟ ଜଣେ ପାଳିଆ ଖୁଣ୍ଟିଆ ସେବକଙ୍କ…
ଶ୍ରୀମନ୍ଦିର ଦୋଳବେଦୀ ନିକଟରେ ଠେଲାପେଲା: ଭକ୍ତ ଆହତ
ପୁରୀ,୩।୩: ଶ୍ରୀମନ୍ଦିର ଦୋଳବେଦୀ ନିକଟ ସମ୍ମୁଖ ଦ୍ବାରରେ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଛି। ଦୋଳବେଦୀକୁ ଚଳନ୍ତି ପ୍ରତିମା ବିଜେ ସମୟରେ ଏହି ଅଘଟଣ ଘଟିଛି। ଉତ୍ତର ପ୍ରଦେଶର ଜଣେ ମହିଳାଙ୍କ ଘାଗରା ଲାଗିଯିବାରୁ ସେ ପଡ଼ି ଯାଇଥିଲେ। ଆହୁରି ୨-୩ ଜଣ…
ଦୋଳ ବିମାନରେ ପୂଜା ପାଉଛନ୍ତି ରାଧାମାଧବ
କାକଟପୁର/ଅସ୍ତରଙ୍ଗ,୨ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ): ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ତାଳଦା ପଞ୍ଚାୟତ ରିଶୋଲ ଅଞ୍ଚଳରେ ଦୋଳ ବିମାନ ଗାଁ ଗାଁ ବୁଲିବା ସହ ଦେବୀନଦୀ ପାର ହୋଇ ନଈଗୁଆଁ, ଖଣ୍ଡାସାହି ଗ୍ରାମ ପରିକ୍ରମା କରିଛନ୍ତି। ସେହିପରି ବରାଙ୍ଗ, ନଗର, ଶିଶୁଅ,…
ଭାରତର ପ୍ରତିନିଧିତ୍ୱ କରିବେ ସୁଦର୍ଶନ
ପୁରୀ,୨୭ା୨(ଅଜିତ୍ କୁମାର ମହାନ୍ତି): ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇଟାଲୀର ଭେନିସ୍ରେ ହେବାକୁ ଥିବା କନ୍ଟେମ୍ପରାରି ଭେନିସ୍-୨୦୨୬ର ୧୮ତମ ସଂସ୍କରଣରେ ଭାରତର ପ୍ରତିନିଧିତ୍ୱ କରିବେ। ଏହା ମାର୍ଚ୍ଚ ୬ରୁ ୨୦ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସୁଦର୍ଶନ ଏଥର…
Archives


