ଘରୋଇ କଳହରୁ କରୁଣ ପରିଣତି: ସ୍ତ୍ରୀଙ୍କୁ ପ୍ରେଟୋଲ ଢାଳି ଜାଳିଦେଲେ ସ୍ବାମୀ
ପୁରୀ,୩।୯(ଅଜିତ କୁମାର ମହାନ୍ତି): ପୁରୀ ଜିଲା କୁମ୍ଭାରପଡା ଥାନା ଅଞ୍ଚଳରେ ପାରିବାରିକ କହଳକୁ ନେଇ ଏକ କରୁଣ ତଥା ଲୋମଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ସ୍ବାମୀସ୍ତ୍ରୀଙ୍କ ପବିତ୍ର ସମ୍ପର୍କରେ କଳଙ୍କ ଲାଗିଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଯୋର ଧରିଛି।…
ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…
ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ ଧରି ଚାଲିଆସୁଛି। ବାରମ୍ବାର ବାତ୍ୟା ଓ ରୋଗ ପୋକ ଦାଉରୁ ପ୍ରତିକୂଳ ପାଗରେ…
ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି
ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି ହୋଇଥିବା ସୂଚନା ମିଳିଛି। ତେବେ ପୋଲିସ ଉଭୟ ଗୋଷ୍ଠୀକୁ ନେଇ ସିଂହଦ୍ୱାର ଥାନାରେ…
ପୁରୀରେ ପୁଣି ହତ୍ୟାକାଣ୍ଡ
ପୁରୀ, ୨୬।୮ (ଅଜିତ୍ କୁମାର ମହାନ୍ତି): ପୁରୀରେ ପୁଣି ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ଗତ ଦୁଇ ଦିନ ମଧ୍ୟରେ ପୁରୀରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାରୁ ଏହାକୁ ନେଇ ପୋଲିସ ପ୍ରଶାସନର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବୁଧବାର ସକାଳେ…
ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ
ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର କରି ଏହି ସଂଘର୍ଷ ହୋଇଥିବା ଜଣାପଡିଛି। ଏପରିକି ଦୁଇ ଗୋଷ୍ଠୀ ମଧ୍ୟରେ ଟେକା…
ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ
ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ ଏହାକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଭଡ଼ାଘରର ରୋଷେଇ ଘର ସ୍ଲାବ ତଳେ…
୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…
କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ ବୁଝାଶୁଝା କରି ଯନ୍ତ୍ରୀ ଦ୍ୱୟଙ୍କୁ ଉଦ୍ଧାର କରିଥିଲା। ଏହି ଘଟଣା ଏବେ ଅଞ୍ଚଳରେ…
ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା
ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି ରଥ (୩୧) କୈଣସି କାରଣକୁ ନିଜ ବାପା ରାମଚନ୍ଦ୍ରଙ୍କୁ ମାଡ଼ ମାରିବା ସହ…
ଡିଜିପି ଦାୟିତ୍ୱ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କଲେ ବିନୟତୋଷ ମିଶ୍ର
ପୁରୀ, ୧୬।୮ (ଅଜିତ୍ କୁମାର ମହାନ୍ତି): ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ବିନୟତୋଷ ମିଶ୍ର ରବିବାର ରାତିରେ ପୁରୀ ଶ୍ରୀମନ୍ଦିରରେ ପହଞ୍ଚି ଶ୍ରୀ ବିଗ୍ରହମାନଙ୍କ ଦର୍ଶନ କରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ…
ଦୁଇ ଝିଅଙ୍କୁ ଭାତରେ ବିଷ ଦେଇ ନିଜେ ପିଇଦେଲେ ମା’, ଆଉ ତା’ ପରେ…
ପୁରୀ,୧୭ା୮(ଅଜିତ କୁମାର ମହାନ୍ତି): ପୁରୀ ମେରାଇନ ଥାନା ଅନ୍ତର୍ଗତ ସମଗରା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଦୁଇ କୁନି ଝିଅଙ୍କୁ ଖାଦ୍ୟରେ ପୋକମରା ବିଷ ଖୁଆଇ ନିଜେ ପିଇଦେଇଛନ୍ତି ମା’। ତେବେ ଦୁଇ ଝିଅଙ୍କ ମୃତ୍ୟୁ ହୋଇଥିବା ବେଳେ…
ଆଜି ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ, ୪ ଘଣ୍ଟା ପରେ ମହାପ୍ରଭୁ…
ପୁରୀ,୧୭ା୮(ଅଜିତ୍ କୁମାର ମହାନ୍ତି): ଶ୍ରାବଣ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସୋମବାର ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପନ୍ନ କରିବେ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ।…
ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ
ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳର ୭୫ ବର୍ଷୀୟ ନୀଳକଣ୍ଠ ଦାସ। ସୂଚନା ଅନୁସାରେ, ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା…

