ପୁରୀ

ଶରଧାବାଲି ଦଳାଚକଟାର ଭିଡିଓ ମାଗିଲେ ଅନୁ ଗର୍ଗ

  ଭୁବନେଶ୍ୱର,୪।୭: ପୁରୀ ଶରଧାବାଲିରେ ଘଟିଥିବା ଦଳାଚକଟା ସମୟର ଭିଡିଓ କିମ୍ବା ତଥ୍ୟ ଯାହା ପାଖରେ ଅଛି ଦେବାକୁ ଜନସାଧାରଣଙ୍କୁ ଅପିଲ କରାଯାଇଛି। ଶରଧାବାଲି ଦଳାଚକଟାର ତଦନ୍ତକାରୀ ଅଧିକାରୀ ଅନୁ ଗର୍ଗଙ୍କ ଏହି ଅପିଲ କରିଛନ୍ତି। ଲୋକଙ୍କ ପାଖରେ ତଥ୍ୟ ଏବଂ…

ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ମଞ୍ଜୁରୀ ସ୍ଥଗିତ

ନୂଆଦିଲ୍ଲୀ,୪।୭: ଓଡ଼ିଶାର ପୁରୀରେ ପ୍ରସ୍ତାବିତ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମୋଦନକୁ ପରିବେଶ ମନ୍ତ୍ରଣାଳୟର ଜଙ୍ଗଲ ପରାମର୍ଶଦାତା କମିଟି (FAC) ସ୍ଥଗିତ ରଖିଛି। ଅଲିଭ ରିଡଲେ କଇଁଛ ଏବଂ ବିଦେଶାଗତ ପକ୍ଷୀଙ୍କ ସମ୍ଭାବ୍ୟ କ୍ଷତି ଏବଂ ଘୂର୍ଣ୍ଣିବାତ୍ୟାରୁ ଉପକୂଳକୁ ସୁରକ୍ଷା…

ବାହୁଡ଼ା ଯାତ୍ରା ପୂର୍ବରୁ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୪।୭: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜାରି ନିର୍ଦେଶ ଅନୁଯାୟୀ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ଏବଂ ନୀତିକାନ୍ତିର ବହୁଳତାକୁ ଦୃଷ୍ଟିରେ ରଖି ଶୁକ୍ରବାର, ଅର୍ଥାତ୍‌ “ସନ୍ଧ୍ୟା ଦର୍ଶନ” ଦିନ ସନ୍ଧ୍ୟା ୬ ଘଟିକା ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର…

ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ: ଗଜପତି

ପୁରୀ,୩।୭: ପୁରୀ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ମଙ୍ଗଳବାର ତଦାରଖ କରିଛନ୍ତି ଗଜପତି ମହାରାଜା। ମରାମତି କାର୍ଯ୍ୟର ତଦାରଖ ପରେ ଗଜପତି ମହାରାଜା ରତ୍ନଭଣ୍ଡାର ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା କହିଛନ୍ତି। ମହାପ୍ରଭୁଙ୍କ ନୀଳାଦ୍ରି ବିଜେ ସୁଦ୍ଧା ମରାମତି ସମ୍ପୂର୍ଣ୍ଣ ହୋଇଯିବ ବୋଲି ଗଜପତି…

ପୁରୀ ରଥଯାତ୍ରା ଭିଡ଼ ଦୁର୍ଘଟଣା ତଦନ୍ତ ପାଇଁ ଚାରି ଜଣିଆ ଟିମ୍ ଗଠନ କଲେ ଓଡ଼ିଶା ସରକାର

ଭୁବନେଶ୍ୱର,୨ା୭: ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ସମ୍ପ୍ରତି ଘଟିଥିବା ଭିଡ଼ ଦୁର୍ଘଟଣାର ତଦନ୍ତ ପାଇଁ ରାଜ୍ୟ ସରକାର ଚାରି ଜଣିଆ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀଙ୍କୁ ନେଇ ଏକ ଟିମ ଗଠନ କରିଛନ୍ତି। ଏହି ଟିମ ବିକାଶ କମିଶନର-ତଥା-ଅତିରିକ୍ତ ମୁଖ୍ୟ…

ଆଜି ଗୁଣ୍ଡିଚା ମନ୍ଦିରରେ ହେରାପଞ୍ଚମୀ ନୀତି 

ପୁରୀ,୧।୭(ଅଜିତ୍‌ କୁମାର ମହାନ୍ତି): ଚତୁର୍ଦ୍ଧାବିଗ୍ରହ ନବଦିନାତ୍ମକ ଯାତ୍ରାରେ ଆସି ଏବେ ଆଡ଼ପ ମଣ୍ଡପରେ ବିରାଜମାନ କରିଛନ୍ତି। ରଥଯାତ୍ରାର ଏକ ଅନନ୍ୟ ନୀତି ହେଉଛି ହେରାପଞ୍ଚମୀ। ମଙ୍ଗଳବାର ରାତିରେ ଗୁଣ୍ଡିଚା ମନ୍ଦିରରେ ହେରାପଞ୍ଚମୀ ନୀତି ସମ୍ପନ୍ନ ହେବ। ହେରାପଞ୍ଚମୀ ନୀତି ପାଇଁ ଶ୍ରୀମନ୍ଦିର…

ପୁରୀ ଦଳାଚକଟା: ଜିଲାପାଳ, ଏସ୍‌ପିଙ୍କୁ ମାନବାଧିକାର କମିଶନଙ୍କ ନୋଟିସ

ପୁରୀ, ୩୦।୬: ପୁରୀ ଦଳାଚକଟା ଘଟଣାରେ ରାଜ୍ୟ ମାନବାଧିକାର କମିଶନଙ୍କ ନୋଟିସ ଜାରି କରିଛନ୍ତି। ପୁରୀ ଜିଲାପାଳ ଓ ଏସ୍‌ପିଙ୍କୁ ଜବାବ ତଲବ କରିଛନ୍ତ କମିଶନ। ଏହା ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ବାକି ରଥଯାତ୍ରା…

ବାହାରିଲା ଆଡ଼ପ ଅବଢ଼ା, ମହାପ୍ରସାଦ ପାଇ ଭକ୍ତ…

ପୁରୀ,୩୦ା୬: ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା। ସୋମବାର ମହାପ୍ରଭୁଙ୍କୁ ଆଡ଼ପ ମଣ୍ଡପରେ ଦର୍ଶନ କରିବା ସହ ମହାପ୍ରସାଦ ପାଇ ଭକ୍ତମାନେ ଆନନ୍ଦରେ ବିଭୋର ହୋଇପଡ଼ିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼…

ଆଜି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ: ଜାଣନ୍ତୁ କେତେବେଳେ…

ପୁରୀ,୩୦ା୬(ଅଜିତ୍‌ କୁମାର ମହାନ୍ତି):ଦାରୁବିଗ୍ରହମାନେ ନବଦିନାତ୍ମକ ଯାତ୍ରାରେ ଯାଇ ରବିବାର ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି। ସୋମବାର ଆଷାଢ଼ ଶୁକ୍ଳ ଚତୁର୍ଥୀଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ…

ଜନ୍ମବେଦିରେ ଦାରୁଦିଅଁ: ଆଜିଠୁ ଭକ୍ତ ପାଇବେ ଆଡ଼ପ ଅବଢ଼ା

ପୁରୀ,୩୦ା୬ (ଅଜିତ୍‌ କୁମାର ମହାନ୍ତି):ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚତ୍ଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ…

ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି 

ପୁରୀ,୨୯ା୬(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ…

କାଲି ବନକଲାଗି: ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ,୨୯ା୬(ଅଜିତ୍‌ କୁମାର ମହାନ୍ତି): ସୋମବାର ଆଷାଢ଼ ଶୁକ୍ଳ ଚତୁର୍ଥୀଯୁକ୍ତ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ରାତି ୯ଟାରୁ ବିଳମ୍ବିତ ରାତି ୨ଟା ପ୍ରାୟ ୫ଘଣ୍ଟା ଧରି ମହାପ୍ରଭୁଙ୍କ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri