ପୁଣି ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ଉଦ୍ୟମ
ପୁରୀ ଅଫିସ, ୨୫।୧- ପୁରୀ ଟାଉନଥାନା ଅଞ୍ଚଳରେ ଗତ ରବିବାର ଜଣେ ୫ ବର୍ଷର ଶିଶୁ କନ୍ୟାକୁ ବଳାତ୍କାର କରାଯିବା ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଥିବାବେଳେ ମଙ୍ଗଳବାର ଆଉ ଏକ ଅଭିଯୋଗ ସାମ୍ନାକୁ ଆସିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ…
ଅଭିଯୁକ୍ତଙ୍କୁ ଖୋଜି ବୁଲୁଛି ପୋଲିସ
ପୁରୀ/କଟକ ଅଫିସ,୨୫।୧: ପୁରୀର ୫ବର୍ଷୀୟା ଶିଶୁକନ୍ୟା ବଳାତ୍କାର ମାମଲାକୁ ୨୪ ଘଣ୍ଟା ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତ ମହେଶ୍ୱର ମହାନ୍ତିଙ୍କୁ ପୋଲିସ ଗିରଫ କରିପାରିନାହିଁ। ଅଭିଯୁକ୍ତ ଫେରାର ଥିବା ବେଳେ ତାଙ୍କୁ ଧରିବାକୁ ପୋଲିସର ୪ ଟିମ୍ ୮ରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ…
ଶିଶୁକନ୍ୟାଙ୍କୁ ଉଠାଇନେଇ ବଳାତ୍କାର
ପୁରୀ ଅଫିସ,୨୪ା୧: ପୁରୀ ଟାଉନ ଥାନା ଅଞ୍ଚଳରେ ରବିବାର ଜଣେ ଶିଶୁକନ୍ୟା(୫)ଙ୍କୁ ବଳାତ୍କାର କରାଯାଇଛି। ଏହି ଲଜ୍ଜାଜନକ ଘଟଣା ସହରରେ ଆଲୋଡ଼ନ ସୃଷ୍ଟି କରିଛି। ଏନେଇ ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିବା ସହ ଅଭିଯୁକ୍ତଙ୍କୁ ଧରିବା…
ଚିଲିକାରେ ଅଟକିଲା ଭେସେଲ
ବ୍ରହ୍ମଗିରି,୨୧।୧(ଡି.ଏନ୍.ଏ.): ଚିଲିକାରେ ପରିବହନ ସେବାରେ ନିୟୋଜିତ ହୋଇଥିବା ଭେସେଲ ଗୁରୁବାର ଯାତ୍ରୀ ଓ ମାଲ୍ ପରିବହନ ନେଇ ଯାଉଥିବାବେଳେ ମଝି ଚିଲିକାରେ ଅଟକି ଯାଇଥିଲା। ଫଳରେ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିବା ସହ ଅଧ ଘଣ୍ଟା କାଳ ଫସି ରହିଥିଲେ। ମିଳିଥିବା ସୂଚନା…
୧୧ମାସର ଶିଶୁଙ୍କୁ କଚାଡ଼ିଦେଲେ ପଡ଼ୋଶୀ
ନିମାପଡ଼ା,୨0।୧(ଡି.ଏନ୍.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ଭଗବାନସୁଳରା ଗ୍ରାମର ଏକ ବିଲରେ ଗାଈ ଚରାଇ ଫସଲ ନଷ୍ଟ କରିବା ଘଟଣାକୁ ନେଇ ଜଣେ ପଡ଼ୋଶୀ ଗ୍ରାମର ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କୁ ମାଡ଼ ମାରିବା ସହ ତାଙ୍କ ୧୧ମାସର ଶିଶୁପୁତ୍ରଙ୍କୁ କଚାଡ଼ି ଦେଇଥିବା ଅଭିଯୋଗ…
ଗୁନ ସିଂହାରୀ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୮ ଅଭିଯୁକ୍ତ ଖଲାସ
ପୁରୀ ଅଫିସ,୨୦।୧: ପୁରୀର ବହୁ ଚର୍ଚ୍ଚିତ ଭଗବାନ ମହାପାତ୍ର(ଗୁନ ସିଂହାରୀ) ହତ୍ୟା ଘଟଣାରେ ବୁଧବାର ରାୟ ପ୍ରକାଶ ପାଇଛି। ପ୍ରମାଣ ଅଭାବରୁ ମୁଖ୍ୟ ଅଭିଯୁକ୍ତ ସର୍ବେଶ୍ୱର ଆପଟ୍ଟଙ୍କ ସମେତ ୮ ଜଣଙ୍କୁ ଅତିରିକ୍ତ ଜିଲା ଦୌରା ଜଜ୍ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।…
ଚର୍ଚ୍ଚାରେ ସମାନ୍ତରାଳ ପ୍ରାର୍ଥୀ ଚୟନ
ପୁରୀ ଅଫିସ,୧୮।୧: ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହେବା ପରେ ପୁରୀ ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ରାଜନୈତିକ ଦଳଗୁଡ଼ିକ ପ୍ରାର୍ଥୀ ଚୟନରେ ଲାଗିପଡ଼ିଛନ୍ତି। ପୂର୍ବ ପଞ୍ଚାୟତ ନିର୍ବାଚନରେ ପୁରୀ ସଦରକୁ ବିଜେଡି ଏକତରଫା ଅକ୍ତିଆର କରିଥିଲା। ତେବେ ପୂର୍ବ…
ଅଭିଷେକ ହେଲେ ମହାପ୍ରଭୁ
ପୁରୀ ଅଫିସ, ୧୮।୧: ପବିତ୍ର ପୌଷପୂର୍ଣ୍ଣିମାରେ ସୋମବାର ଶ୍ରୀମନ୍ଦିରରେ ପୁଷ୍ୟାଭିଷେକ ନୀତି ସମ୍ପନ୍ନ ହୋଇଛି। ରତ୍ନସିଂହାସନରେ ଶ୍ରୀବିଗ୍ରହମାନଙ୍କୁ ରାଜରାଜେଶ୍ୱର ବା ସୁନାବେଶରେ ସଜ୍ଜିତ କରାଯାଇଛି। ତେବେ କରୋନା କଟକଣା ଯୋଗୁ ଚଳିତବର୍ଷ ଭକ୍ତମାନେ ଏହି ବେଶ ଦର୍ଶନରୁ ବଞ୍ଚତ୍ତ ହୋଇଛନ୍ତି। ଶ୍ରୀମନ୍ଦିର…
ପୌରାଧ୍ୟକ୍ଷ ପଦ ମହିଳା ସଂରକ୍ଷଣକୁ ବିରୋଧ
ପୁରୀ ଅଫିସ,୧୬।୧: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଗୁଲ ବାଜିବା ପରେ ଶନିବାର ରାଜ୍ୟର ସମସ୍ତ ପୌରପାଳିକାର ଅଧ୍ୟକ୍ଷ ଆସନ ସଂରକ୍ଷଣ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତି ଅନୁଯାୟୀ ପୁରୀ ପୌରପାଳିକାର ଅଧ୍ୟକ୍ଷ ପଦବୀ ମହିଳାଙ୍କ ନିମନ୍ତେ ସଂରକ୍ଷଣ ରହିଛି।…
ସଂକୀର୍ତ୍ତନ ବେଳେ ମାଡ଼ିଗଲା କାର: ଜଣଙ୍କ ଜୀବନ ଗଲା, ୬ ଗୁରୁତର
ପୁରୀ ଅଫିସ,୧୪।୧: ସଂକୀର୍ତ୍ତନ ବେଳେ ମାଡ଼ିଗଲା କାର । ଚାଲିଗଲା ଜଣଙ୍କ ଜୀବନ। ଗୁରୁତର ହୋଇଛନ୍ତି ୬ ଜଣ। ଏଭଳି ଅଭାବନୀୟ ଘଟଣା ଘଟିଛି ସାତପଡ଼ା ରାଜପଥ ରେବଣା ନୂଆ ଗାଁଠାରେ। ଉକ୍ତ କାରକୁ ଜବତ କରାଯାଇଥିବା ବେଳେ ଡ୍ରାଇଭରକୁ ଅଟକ…
ପୂର୍ବତନ ଆର୍ସିଏସଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ବ୍ରହ୍ମଗିରି,୧୨।୧(ଡି.ଏନ୍.ଏ): ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଖଟପିରିଙ୍ଗ ଗ୍ରାମର ଅବସରପ୍ରାପ୍ତ ଅତିରିକ୍ତ ରେଜିଷ୍ଟାର (କୋପର୍ଟିଭ୍ ସୋସାଇଟି)ରାଜକିଶୋର ପରିଡାଙ୍କ ଘରେ ବୁଧବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ପୁରୀ, ଭୁବନେଶ୍ୱର, ବାରିପଦା,…
ଚୋରା ଗଞ୍ଜେଇ, ୧.୩୨ ଲକ୍ଷ ଟଙ୍କା ଜବତ
ନିମାପଡ଼ା,୧୧।୧(ଡି.ଏନ୍.ଏ.): ନିମାପଡ଼ା ଥାନା ଅଞ୍ଚଳରେ ନିଶାଦ୍ରବ୍ୟ କାରାବାର ଜୋରଦାର ବୃଦ୍ଧି ପାଉଥିବା ନେଇ ଅଭିଯୋଗ ହୋଇଆସୁଥିଲା। ଏ ନେଇ ଏସ୍ପି ଡ.କନଓ୍ବର ବିଶାଲ ସିଂଙ୍କ ନିର୍ଦ୍ଦେଶକ୍ରମେ ଏସ୍ଡିପିଓ ଦେବାଶିଷ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଇଆଇସି ଶଙ୍କର୍ଷଣ ଦଳେଇଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର…
Archives


