ପୁରୀ

ପ୍ରଶାସନ ହାତରେ ନାହିଁ ରୋଷଘର ଚୁଲି

ପୁରୀ ଅଫିସ,୮।୪: ଶ୍ରୀମନ୍ଦିର ରୋଷଘର ଚୁଲି ନିଜ ହାତରେ ରଖିବା କ୍ଷେତ୍ରରେ ଶ୍ରୀମନ୍ଦିର ପ୍ରଶାସନ ବିଫଳ ହୋଇଛି। ଚୁଲିଭଙ୍ଗା ଘଟଣା ସାମ୍ନାକୁ ଆସିବା ପରେ ରୋଷଘରେ କେତେ ସଂଖ୍ୟକ ଚୁଲି ରହିଛି ତାହାକୁ ନେଇ ଠିକ୍‌ ତଥ୍ୟ ମିଳିପାରୁନାହିଁ। ଶ୍ରୀମନ୍ଦିର ସ୍ବତ୍ତ୍ୱଲିପି…

ଶ୍ରୀମନ୍ଦିରରେ ବଢିବ ସୁରକ୍ଷା ବ୍ୟବସ୍ଥା

ପୁରୀ ଅଫିସ,୭।୪: ଶ୍ରୀମନ୍ଦିର ରୋଷ ଘର ଚୁଲି ଭାଙ୍ଗିବା ଘଟଣା ପରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବ। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଆଜି ରାତିରୁ ମନ୍ଦିରରେ ଜଣେ ପୋଲିସ ଅଫିସରଙ୍କ ନେତୃତ୍ୱରେ ଜେଟିପି ସହ…

ମାନସିକ ଯନ୍ତ୍ରଣା ଦେଉଛି ବିଦ୍ୟୁତ୍‌ ବିଲ୍‌

ପିପିଲି,୭।୪(ସ୍ବ.ପ୍ର.): ବିଦ୍ୟୁତ୍‌ ବିଲ୍‌କୁ ନେଇ ମାନସିକ ଯନ୍ତ୍ରଣା ଭୋଗୁଛନ୍ତି ପରିବାର। ୫ଟି ଏଲଡି ବଲବ୍‌, ୨ଟି ଫ୍ୟାନ ଏବଂ ୧ଟି ଫ୍ରିଜ ପାଇଁ ମାସକୁ ୫ହଜାରରୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ବିଲ୍‌ ଉଠୁଛି ବୋଲି ଅଭିଯୋଗ ହୋଇଛି। ଏ ନେଇ ପ୍ରଶ୍ନ…

‘ଚୁଲି ଭାଙ୍ଗିଛି, କହିଲେ ଗଢ଼ିଦେବି’

ପୁରୀ ଅଫିସ,୭।୪: ‘ଶ୍ରୀମନ୍ଦିର ରୋଷଘରେ ମୁଁ ଚୁଲି ଭାଙ୍ଗିଛି। ଯଦି କହିବେ ତାହାହେଲେ ତିଆରି କରିଦେବି।’ ଏଭଳି ସ୍ବୀକାରୋକ୍ତି କରିଛନ୍ତି ଶ୍ରୀମନ୍ଦିର ରୋଷଘର ଚୁଲିଭଙ୍ଗା ଘଟଣାର ଅଭିଯୁକ୍ତ ଜଗନ ମହାପାତ୍ର (୩୦)। ପୋଲିସ ତାଙ୍କୁ ତାଙ୍କ ଗ୍ରାମ ଖୋର୍ଦ୍ଧା ଜିଲା ବେଗୁନିଆ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କଲେ ବୀର ବିକ୍ରମ ଯାଦବ

ପୁରୀ ଅଫିସ,୬।୪: ବରିଷ୍ଠ ଆଇଏଏସ୍‌ ଅଫିସର ବୀର ବିକ୍ରମ ଯାଦବ ବୁଧବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସେ ଶ୍ରୀମନ୍ଦିର ଯାଇ ପ୍ରଥମେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ବର୍ତ୍ତମାନ ସେ ରାଜ୍ୟ…

କୋର୍ଟ ଚାଲାଣ ହେଲେ ରୋଷଘର ଭାଙ୍ଗିଥିବା ଅଭିଯୁକ୍ତ

ପୁରୀ ଅଫିସ,୬ା୪: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜଗନ ମହାପାତ୍ରଙ୍କୁ ଶ୍ରୀମନ୍ଦିର ରୋଷଘର ଭାଙ୍ଗିବା ଅଭିଯୋଗରେ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ, ଜଗନ ପୁରୀ ବୁଲିବାକୁ ଯାଇଥିଲେ। ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପଶିଥିଲେ। ଶ୍ରୀମନ୍ଦିରରେ ବୁଲୁଥିବା ବେଳେ ସେ…

ମୁହଁ ଖୋଲିଲେ ଶ୍ରୀମନ୍ଦିର ଚୁଲା ଭାଙ୍ଗିଥିବା ସନ୍ଦିଗ୍ଧଙ୍କ ମା’

ଖୋର୍ଦ୍ଧା ଅଫିସ,୬ା୪: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜଗନ ମହାପାତ୍ର ପୁରୀ ବୁଲିବାକୁ ଯାଇଥିଲେ। ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପଶିଥିଲେ। ଶ୍ରୀମନ୍ଦିରରେ ବୁଲୁଥିବା ବେଳେ ସେ କିଛି ଅସହଜ ଅନୁଭବ କରିଥିଲେ। ତା’ ପରେ ରୋଷଘରକୁ ଯାଇ ଏପରି କାଣ୍ଡ…

ଭଲ ନ ଲାଗିବାରୁ ରୋଷ ଘର ଚୁଲି ଭାଙ୍ଗିଥିଲେ: ଏସ୍‌ପି

ପୁରୀ ଅଫିସ,୬।୪: ଶ୍ରୀମନ୍ଦିରରେ ରୋଷ ଘର ଚୁଲି ଭାଙ୍ଗିବା ଘଟଣାରେ ଜଣେ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେହି ସନ୍ଦିଗ୍ଧ ଜଣଙ୍କ ହେଉଛନ୍ତି ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜେ.ମହାପାତ୍ର,ବୟସ(୩୦)। ତେବେ ସନ୍ଦିଗ୍ଧ ଜଣଙ୍କ ଶ୍ରୀମନ୍ଦିରରେ ରୋଷ ଘର ଚୁଲି ଭାଙ୍ଗିଥିବା…

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିିବା ଘଟଣାରେ ସନ୍ଦିଗ୍ଧଙ୍କୁ ଜେରା

ପୁରୀ ଅଫିସ,୬।୪: ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିିବା ଘଟଣାରେ ଅଟକ ସନ୍ଦିଗ୍ଧକୁ ଜେରା କରୁଛି ପୋଲିସ। ସିସିଟିଭି ଆଧାରରେ ସନ୍ଦିଗ୍ଧଙ୍କୁ ପଚରାଉଚରା କରାଯାଉଛି। ସନ୍ଦିଗ୍ଧଜଣଙ୍କ କେବଳ ଚୁଲି ଭାଙ୍ଗିବାକୁ ଶ୍ରୀମନ୍ଦିରରେ ପଶିଥିଲେ, ନା ଆଉ କିଛି ଉଦ୍ଦେଶ୍ୟ ଥିଲା, ତାହାକୁ ନେଇ…

ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିବା ଘଟଣା: ଜଣେ ସନ୍ଦିଗ୍ଧ ଚିହ୍ନଟ, ୪ ଜେଟିପିଙ୍କୁ ଜେରା

ପୁରୀ ଅଫିସ,୫।୪: ଶ୍ରୀମନ୍ଦିର ରୋଷଘର ଚୁଲି ଭାଙ୍ଗିବା ଘଟଣାରେ ସିସିଟିଭିରୁ ଜଣେ ସନ୍ଦିଗ୍ଧ ଯୁବକଙ୍କୁ ଚିହ୍ନଟ କରାଯାଇଛି। ତେବେ ସେ ସେବାୟତ କି ନୁହେଁ ତାହା ସ୍ପଷ୍ଟ ହୋଇନାହିଁ। ଏ ନେଇ ପୁରୀ ଏସ୍‌ପି ବିଶାଲ କନୱାର ସିଂ ପ୍ରତିକ୍ରିୟା ଦେଇଛନ୍ତି।…

ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣା: ୪ ଜେଟିପିଙ୍କୁ ପଚରାଉଚରା

ପୁରୀ ଅଫିସ,୫।୪: ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣାରେ ସୁରକ୍ଷାରେ ନିୟୋଜିତ ୪ ଜଣ ଜେଟିପିଙ୍କୁ ସିଂହଦ୍ୱାର ପୋଲିସ ପଚରାଉଚରା କରୁଛି। ସେହିପରି ସନ୍ଧ୍ୟାଧୂପ ପର୍ଯ୍ୟନ୍ତ ଦାୟିତ୍ୱରେ ଥିବା ସେବାୟତଙ୍କୁ ପଚରାଉଚରା ଜାରି ରହିଛି। ଶ୍ରୀମନ୍ଦିର ରୋଷ ଚୁଲି ଭାଙ୍ଗିବା ଘଟଣାରେ…

‘ରୋଷଘରେ ଲୁଚି ରହି ଚୁଲି ଭାଙ୍ଗିଛନ୍ତି’

ପୁରୀ ଅଫିସ, ୫ା୪:ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାକୁ ୪୮ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଦୋଷୀଙ୍କୁ ଚିହ୍ନଟ କରିବାରେ ଶ୍ରୀମନ୍ଦିର ପ୍ରଶାସନ ବିଫଳ ହୋଇଛି। ତେବେ ଏ ନେଇ ସୋମବାର ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ପକ୍ଷରୁ ସିଂହଦ୍ୱାର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?