ପୁରୀ

ହେରିଟେଜ କରିଡୋର ନିର୍ମାଣରେ ଶ୍ରୀମନ୍ଦିର ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ: ମୁଖ୍ୟ ଶାସନ ସଚିବ

ପୁରୀ ଅଫିସ, ୪।୪(ବ୍ୟୁରୋ): ଶ୍ରୀମନ୍ଦିର ହେରିଟେଜ କରିଡୋର ନିର୍ମାଣରେ କୌଣସି ପ୍ରଭାବ ମନ୍ଦିର ଉପରେ ପଡ଼ିବ ନାହିଁ ବୋଲି ସୋମବାର ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର ଚନ୍ଦ୍ର ମହାପାତ୍ର କହିଛନ୍ତି। ଏଏସ୍‌ଆଇ ସହିତ ସମନ୍ବୟ ରକ୍ଷା କରି ସମସ୍ତ ନିର୍ମାଣ କାର୍ଯ୍ୟ…

ପୁରୀରେ ମୁଖ୍ୟ ଶାସନ ସଚିବ,ଡିଜିପି

ପୁରୀ ଅଫିସ,୪।୪: ଶ୍ରୀମନ୍ଦିର ରୋଷ ଘରେ ୮୦ରୁ ଅଧିକ ଚୁଲି ଭଙ୍ଗାରୁଜା ଘଟଣାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଏବଂ ଡିଜିପି ସୁନୀଲ ବଂଶଲ ପୁରୀରେ ପହଞ୍ଚିଛନ୍ତି। ତେବେ ଏହି ଘଟଣାର ଅନୁଧ୍ୟାନ କରିବେ ବୋଲି ଜଣାପଡିଛି। ଏହାକୁ ନେଇ…

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣା: ସିସିଟିଭିରୁ ୩ ଜଣଙ୍କୁ ଚିହ୍ନିଲା ପୋଲିସ

ପୁରୀ ଅଫିସ, ୪।୪: ପୁରୀ ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗା ଘଟଣାରେ ପୋଲିସ ୩ ଜଣଙ୍କୁ ଚିହ୍ନଟ କରିଛି। ସିସିଟିଭି ଯାଞ୍ଚ ବେଳେ ଏହି ଘଟଣା ସାମ୍ନାକୁ ଆସିଛି। ଅନ୍ୟପଟେ ଶ୍ରୀମନ୍ଦିର ରୋଷଘର ଭିତରେ ଚୁଲି ଭଙ୍ଗା ଘଟଣା ନେଇ ପୁରୀ…

ଶ୍ରୀମନ୍ଦିର ରୋଷଘର ଚୁଲି ଭଙ୍ଗିବା ଘଟଣା : ତଦନ୍ତ ପାଇଁ ୫ ଜଣିଆ ଟିମ୍‌ ଗଠନ

ପୁରୀ ଅଫିସ, ୪।୪: ଶ୍ରୀମନ୍ଦିର ରୋଷଘର ଚୁଲିକୁ ରବିବାର କିଛି ଦୁର୍ବୃତ୍ତ ଭଙ୍ଗି ଦେଇଥିଲେ। ଏହି ଘଟଣା ଗଣମଧ୍ୟମରେ ପ୍ରକାଶିତ ପରେ ପ୍ରଶାସନ ପକ୍ଷରୁ ତ୍ପରତା ଦେଖା ଦେଇଛି। ଏ ନେଇ ସିଂହଦ୍ୱାର ଥାନାରେ ସୋମବାର ମାମଲା ରୁଜୁ ପରେ ଘଟଣାର…

ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭଙ୍ଗିବା ଘଟଣା: ଥାନାକୁ ଗଲା ମାମଲା

ପୁରୀ ଅଫିସ,୪।୪ : ଶ୍ରୀମନ୍ଦିର ରୋଷ ଘରେ ୮୦ରୁ ଅଧିକ ଚୁଲି ଭଙ୍ଗାରୁଜା ଘଟଣାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସିଂହଦ୍ୱାର ଥାନାରେ ମାମଲା ରୁଜୁ ହୋଇଛି। ଏନେଇ ପୁରୀ ଜିଲାପାଳ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ଏତେ ସଂଖ୍ୟାରେ ଚୁଲାକୁ କିଏ ଓ…

ଶ୍ରୀମନ୍ଦିରରେ ଖସାପଡ଼ା ନୀତି: ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ,୩।୪(ବ୍ୟୁରୋ): ଶୁକ୍ଳ ଦ୍ୱିତୀୟା ତିଥିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏ ନେଇ ସୋମବାର ଅପରାହ୍ନ ୪ଟାରୁ ରାତି୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ରହିଛି…

ଶ୍ରୀମନ୍ଦିର ରୋଷ ଘରେ ଚୁଲି ଭାଙ୍ଗିଲେ ଦୁର୍ବୃତ୍ତ

ପୁରୀ ଅଫିସ, ୩।୪: ଶ୍ରୀମନ୍ଦିର ରୋଷ ଘରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମହାପ୍ରଭୁଙ୍କ ମହାପ୍ରସାଦ ପ୍ରସ୍ତୁତ ପାଇଁ ରୋଷ ଘରେ ୧୦୦ ଚୁଲିରୁ ଅଧିକ ଦୁର୍ବୃତ୍ତ ଭାଙ୍ଗି ଦେଇଛନ୍ତି। ଏଥିରେ ୭ଟି କୋଠ ଭୋଗ ଚୁଲି ସମେତ…

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ

ପୁରୀ ଅଫିସ,୩।୪: ପୁରୀ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ବରିଷ୍ଠ ଆଇଏଏସ୍‌ ଅଫିସର ବୀର ବିକ୍ରମ ଯାଦବଙ୍କୁ ନିଯୁକ୍ତି ମିଳିଛି। ତାଙ୍କ ନିଯୁକ୍ତି ସମ୍ପର୍କରେ ଶନିବାର ରାତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ପ୍ରେସ୍‌ ବିବୃତିରେ ସୂଚନା ଦିଆଯାଇଛି । ୧୯୯୬…

ପୁରୀରେ ନିରାମିଷ କାଫେଟେରିଆ

ପୁରୀ ଅଫିସ,୨।୪: ସ୍ବର୍ଗଦ୍ୱାର ପାଖରେ ଜିଲା ପ୍ରଶାସନ ସହଯୋଗରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏକ ଶୁଦ୍ଧ ନିରାମିଷ କାଫେଟେରିଆ ଖୋଲିଛି। ଓଡ଼ିଶା ଦିବସ ଅବସରରେ ଏହି ନିରାମିଷ କାଫେଟେରିଆକୁ ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଲୋକାର୍ପଣ କରିଛନ୍ତି।…

ଆଜିଠୁ ପୁରୀରେ ଗଡ଼ିବ ‘ମୋ ବସ୍‌’

ପୁରୀ ଅଫିସ,୧।୪: ପୁରୀ ବାସୀଙ୍କ ପାଇଁ ଖୁସି ଖବର । ଶ୍ରୀକ୍ଷେତ୍ରରେ ଶୁକ୍ରବାରଠୁ ‘ମୋ ବସ୍‌’ ଚାଲିବ। ପ୍ରଥମ ପର୍ଯ୍ୟାୟରେ ସହର ମଧ୍ୟରେ ଦୁଇଟି ରୁଟରେ ମୋ ବସ୍‌ ଚଳାଚଳ କରିବ । ‘ମୋ ବସ୍‌’ସେବା ବଳିଆପଣ୍ଡା ରୋଡ ଓ ଷ୍ଟେସନକୁ…

ବ୍ରାଉନସୁଗାର ମାଫିଆଙ୍କ କୋଟିଏ ଟଙ୍କାର ସମ୍ପତ୍ତି ଜବତ

ପୁରୀ ଅଫିସ,୧।୪: ପୁରୀରେ ବ୍ରାଉସୁଗାର ସମେତ ନିଶା କାରବାର ବଢ଼ି ଚାଲିଥିବା ବେଳେ ପୁରୀ ପୋଲିସକୁ ଏକ ବଡ଼ଧରଣର ସଫଳତା ମିଳିଛି। ପୁରୀ ସମେତ ଜିଲାରେ ବ୍ରାଉନସୁଗାର କାରବାର ଚଲାଉଥିବା ଜଣେ ବଡ଼ ବେପାରୀଙ୍କୁ ପୋଲିସ କାବୁ କରିଛି। ସେ ହେଲେ…

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଗଠନ ହେଲା ଗୃହ କମିଟି

ପୁରୀ ଅଫିସ,୩୧।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଯୋଜନା ପାଇଁ ଗୃହ କମିଟି ଗଠନ କରାଯାଇଛି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ୮ ଜଣିଆ ଗୃହ କମିଟି ଗଠନ ହୋଇଛି । ଏହି କମିଟିରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ମନ୍ତ୍ରୀ ପ୍ରତାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?