ଜଗନ୍ନାଥଙ୍କ ଭଡ଼ାଘରେ କ୍ରାଇମ୍ବ୍ରାଞ୍ଚ ଯାଞ୍ଚ
ପୁରୀ ଅଫିସ,୧୮।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲେଇ ହତ୍ୟାକାଣ୍ଡ ମାମଲାରେ କ୍ରାଇମବ୍ରାଞ୍ଚ ପକ୍ଷରୁ ତଦନ୍ତ ଜାରି ରହିଛି। ଶୁକ୍ରବାର ଦ୍ୱିତୀୟ ଦିନରେ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ଚିତ୍ତରଞ୍ଜନଙ୍କ ସହଯୋଗୀ ତଥା ଅଭିଯୁକ୍ତ ଜଗନ୍ନାଥ…
ଶ୍ରୀଜିଉଙ୍କୁ ଦର୍ଶନ କଲେ ନୀତି ଆୟୋଗ ଟିମ୍
ପୁରୀ ଅଫିସ, ୧୬।୧୨(ଡି.ଏନ୍.ଏ.): ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର ଏବଂ ତାଙ୍କ ଟିମ ଗୁରୁବାର ପୁରୀ ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି । ସେମାନେ ପୁରୀରେ ପହଞ୍ଚିବା ପରେ ପ୍ରଥମେ ଶ୍ରୀମନ୍ଦିର ଐତିହ୍ୟ…
ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ
ପୁରୀ ଅଫିସ୍, ୧୬।୧୨ : ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି । ଏହି ନୀତି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ ।…
ଆଜିଠାରୁ ଶ୍ରୀମନ୍ଦିରରେ ନୂଆ ଏସ୍ଓପି
ପୁରୀ ଅଫିସ ୧୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବୁଧବାର ନୂଆ ଏସ୍ଓପି ଜାରି କରାଯାଇଛି। ଏହି ନୂଆ ଏସ୍ଓପି ଚଳିତ ମାସ ୧୬ ତାରିଖ ଅର୍ଥାତ୍ ଗୁରୁବାରଠାରୁ ଲାଗୁ ହେବ। କୋଭିଡ୍ର ସମ୍ଭାବ୍ୟ ତୃତୀୟ ଲହର ଏବଂ ଭକ୍ତଙ୍କୁ ଶୃଙ୍ଖଳିତ ଦର୍ଶନକୁ…
ଆଜି ଶ୍ରୀମନ୍ଦିରରେ ବନକଲାଗି: ୪ ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ
ପୁରୀ ଅଫିସ,୧୫।୧୨: ଶ୍ରୀମନ୍ଦିରରେ ଆଜି ଚତୁର୍ଦ୍ଧାବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମଧ୍ୟାହ୍ନ ଧୂପ ପରେ ଦତ୍ତମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ବନକଲାଗି ନୀତି କରିବେ । ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ…
କ୍ରାଇମବ୍ରାଞ୍ଚ ତଦନ୍ତ ଦାବିକଲେ ପରିବାର
ପୁରୀ ଅଫିସ,୧୫।୧୨: ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମାଙ୍କ ବ୍ୟକ୍ତିଗତ ସହାୟକ ଚିତ୍ତରଞ୍ଜନ ପଲାଇଙ୍କ ମୃତ୍ୟୁ ଘଟଣାକୁ ୩ଦିନ ବିତିଯାଇଥିବାବେଳେ ପୋଲିସ ହାତ ବର୍ତ୍ତମାନ ସୁଦ୍ଧା ଖାଲି ରହିଛି। ଫଳରେ ଚିତ୍ତରଞ୍ଜନଙ୍କ ମୃତ୍ୟୁ ଦୁର୍ଘଟଣା ନା ହତ୍ୟା ତାହା ଏଯାବତ୍…
୧୬,୫୦୦ ଫୁଟ ଉଚ୍ଚରେ ଉଡ଼ିଲା ଏନ୍ସିସି ପତାକା
ପୁରୀ ଅଫିସ,୧୩ା୧୨: ସାମନ୍ତ ଚନ୍ଦ୍ରଶେଖର (ଏସ୍ସିଏସ୍) ସ୍ବୟଂଶାସିତ ମହାବିଦ୍ୟାଳୟ ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନ୍ସିସି)ର କ୍ୟାଡେଟ୍ ଆଶିଷ ଜେନା ଓଡ଼ିିଶାର ଏକମାତ୍ର କ୍ୟାଡେଟ ଭାବେ ହିମାଳୟର ୧୬ହଜାର ୫୦୦ ଫୁଟ ଉଚ୍ଚ ପର୍ବତାରୋହଣ କରିଛନ୍ତି। ଭାରତ ସରକାରଙ୍କ ପକ୍ଷରୁ ଏନ୍ସିସି…
ଅବହେଳିତ ଅବସ୍ଥାରେ ମିନି କୋଣାର୍କ
ଗୋପ,୧୨।୧୨(ଡି.ଏନ୍.ଏ): କୋଣାର୍କର ସୂର୍ଯ୍ୟ ମନ୍ଦିର ଭଳି ଗୋପ ବ୍ଲକ ଅଧୀନ ଏରବଙ୍ଗ ପଞ୍ଚାୟତର ବୟାଳିଶବାଟି ଗ୍ରାମରେ ଏକ ମିନି କୋଣାର୍କ ମନ୍ଦିର ରହିଛି। ହେଲେ ଏହି ମନ୍ଦିରଟି ସରକାରଙ୍କ ଦୃଷ୍ଟି ଅଗୋଚରରେ ରହିଯାଇଥିବାରୁ ମନ୍ଦିରର ଅବସ୍ଥା ଅବହେଳିତ ଅବସ୍ଥାରେ ଥିବାବେଳେ ମନ୍ଦିରରେ…
ଅଧିଆ ପଡ଼ିଲେ ଭାଜପା ବିଧାୟକ
ପୁରୀ ଅଫିସ,୧୨।୧୨: ନିର୍ଦ୍ଧାରିତ ସମୟର ୨୦ଦିନ ପୂର୍ବରୁ ବିଧାନସଭାକୁ ଭଙ୍ଗ କରିବା, ମମିତା ମେହେର ହତ୍ୟାକାଣ୍ଡରେ ସମ୍ପୃକ୍ତ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନ କରିବା ପ୍ରତିବାଦରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ଅଧିଆ ପଡ଼ିଛନ୍ତି ଭାଜପାର ୧୨ ବିଧାୟକ। ଚାଷୀମାନଙ୍କ ସମସ୍ୟା…
ନୂଆବର୍ଷରେ ମିଳିବନି ଜଗା ଦର୍ଶନ
ପୁରୀ ଅଫିସ,୧୦।୧୨: ନିଳାଦ୍ରୀ ଭକ୍ତନିବାସ ପରିସରରେ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା ମାସ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଏବଂ ଏସ୍ଓପିକୁ ନେଇ କିଛି…
ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ
ପୁରୀ ଅଫିସ,୧୦।୧୨: ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ ଶୁକ୍ରବାର ବସିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଶନ କୁମାରଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢେ ୪ଟା ବେଳେ ନିଳାଦ୍ରୀ ଭକ୍ତ ନିବାସରେ ବୈଠକ ବସିବା ନେଇ ସୂଚନା ରହିଛି । ଜିଲାପାଳ, ଏସ୍ପି ଓ…
ଏଣିକି ଅନ୍ଲାଇନରେ ବୁକ୍ କରିହେବ ଭକ୍ତନିବାସ
ପୁରୀ ଅଫିସ,୧୦ା୧୨: ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ଭକ୍ତନିବାସଗୁଡ଼ିକର ବୁକିଂ ପାଇଁ ଏକ ନୂଆ ୱେବ ଆପ୍ଲିକେଶନ୍ ଲୋକାର୍ପିତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଜିଲାପାଳ ତଥା…
Archives


