ପୁରୀ

ତଦନ୍ତରେ ଅବହେଳା: ଚୋରିମୂର୍ତ୍ତି ପାଇଁ ରାସ୍ତାରୋକୋ

ସାକ୍ଷୀଗୋପାଳ,୫।୩(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ଥାନା ନୂଆ ସୋମେଶ୍ୱରପୁର ଶାସନ ଶ୍ରୀ ଗୋପୀନାଥ ମନ୍ଦିରରୁ ଲକ୍ଷାଧିକ ଟଙ୍କାର ୭ ଟି ଆଷ୍ଟଧାତୁ ମୂର୍ତ୍ତି ଚୋରି ହୋଇଥିଲା। ଏହି ଘଟଣାର ତଦନ୍ତରେ ଅବହେଳା ଅଭିଯୋଗ କରି ଗ୍ରାମବାସୀ ଶନିବାର ସକାଳୁ ରାସ୍ତାରୋକୋ କରିଛନ୍ତି।…

ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ ଅଫିସ, ୫।୩: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଆଜି ହେଉଛି ୧୦୬ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତୀ କରିଛନ୍ତି ଶିଳ୍ପୀ…

ବିଶୋଧନ ଆଳରେ ରାଜସ୍ୱକୁ ଅଣଦେଖା

ପୁରୀ ଅଫିସ,୫।୩: କରୋନା ସଂକ୍ରମଣ ହ୍ରାସ ପାଇବା ପରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ଚାଲିଛି। କଟକଣା କୋହଳ କରାଯାଇ ଭକ୍ତଙ୍କୁ ଦାରୁଦିଅଁଙ୍କ ଦର୍ଶନର ସୁଯୋଗ ଦିଆଯାଉଛି। ତେବେ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ପରିସର ସାନିଟାଇଜ ଲାଗି ସାଧାରଣ ଦର୍ଶନ ବନ୍ଦ ରହୁଛି।…

ବିପଦରେ ବାଲୁଖଣ୍ଡ ବନ୍ୟଜନ୍ତୁ

ପୁରୀ ଅଫିସ,୩।୩: ବନ୍ୟପ୍ରାଣୀଙ୍କ ସୁରକ୍ଷା ତଥା ଅବାଧ ବିଚରଣ ପାଇଁ ସରକାରୀ ସ୍ତରରେ ଅନେକ ପଦକ୍ଷେପ ନିଆଯାଉଛି। ଏପରିକି କେତେକ ଜଙ୍ଗଲକୁ ଅଭୟାରଣ୍ୟ ଘୋଷଣା କରାଯାଇଛି। ପୁରୀ ଜିଲାର ବାଲୁଖଣ୍ଡ ଅଭୟାରଣ୍ୟରେ ହରିଣ, ହେଟା, ବିଲୁଆ, ଗଧିଆ, ଠେକୁଆ, କୃଷ୍ଣସାର ମୃଗ,…

ଚମକିଲେ ନିଆରା ହୀରା

ପୁରୀ ଅଫିସ,୧।୩:ବାପା ଦିନମଜୁରିଆ। ମୁଣ୍ଡ ଗୁଞ୍ଜିବାକୁ ପକ୍କା ଘରଟିଏ ନାହିଁ। ଫନୀ ମହାବାତ୍ୟା ପରଠାରୁ ପଲିଥିନ ତଳେ ବିତିଛି ଜୀବନ। ହେଲେ ରାଜନୀତି ପ୍ରତି ଥିବା ଆଗ୍ରହ ଓ ନିଷ୍ଠା ପାଇଁ ସେ ଆଜି ସାରା ଜିଲାରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି।…

ବଢ଼ୁଛି ପରିକ୍ରମା ପ୍ରକଳ୍ପ ଅଡ଼ୁଆ

ପୁରୀ ଅଫିସ,୧।୩:ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ଅଡୁଆ ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ୧୦୦ ମିଟର ପରିଧିରେ ନିର୍ମାଣ କାର୍ଯ୍ୟ ହୋଇପାରିବନାହିଁ ବୋଲି ନ୍ୟାଶନାଲ ମନୁମେଣ୍ଟ ଅଥରିଟି (ଏନ୍‌ଏମ୍‌ଏ) ସ୍ପଷ୍ଟ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ…

ସାକ୍ଷୀଗୋପାଳରେ ୩୩ ନମ୍ବର ଜୋନ୍‌ ହାତେଇଲା ଭାଜପା

ସାକ୍ଷୀଗୋପାଳ, ୨୮।୨ (ଡି.ଏନ୍‌.ଏ.) ଅନ୍ତିମ ପର୍ଯ୍ୟାୟ ଭୋଟଗଣତିରେ ପୁରୀ ଜିଲା ପରିଷଦ ୩୩ ନମ୍ବର ଜୋନରେ ଭାଜପା ପ୍ରାର୍ଥୀ ରତିକାନ୍ତ ମିଶ୍ର ବିଜୟୀ ହୋଇଛନ୍ତି। ସେ ସମୁଦାୟ ୧୧, ୪୧୫ ଖଣ୍ଡ ପାଇଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି ପ୍ରାର୍ଥୀ କୃଷ୍ଣଚନ୍ଦ୍ର…

ସତ୍ୟବାଦୀ ସେଣ୍ଟ୍ରାଲ ଜୋନ୍‌ ହାତେଇଲା ଭାଜପା

ସାକ୍ଷୀଗୋପାଳ,୨୮।୨(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ସେଣ୍ଟ୍ରାଲ ଜୋନ୍‌ ୩୨ରୁ ଜିଲାପରିଷଦ ଆସନରୁ ଭାଜପା ପ୍ରାର୍ଥୀ ବିଷ୍ଣୁପ୍ରିୟା ବରାଳ ବିଜୟୀ ହୋଇଛନ୍ତି। ରବିବାର ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଗଣତିର ଅନ୍ତିମ ରାଉଣ୍ଡରେ ସେ ୧୦, ୬୮୪ ଖଣ୍ଡ ଭୋଟ ପାଇଥିଲେ। ତାଙ୍କ…

୬ଷ୍ଠ ଥର ପଦ ହାତେଇଲେ କୁଞ୍ଜଲତା

ନିମାପଡା,୨୮।୨ (ଡି.ଏନ୍‌.ଏ.): ନିମାପଡା ବ୍ଲକ ଅନ୍ତର୍ଗତ ୧୮ନଂ. ଜୋନ ଭାଜପା ଜିଲା ପରିଷଦ ପ୍ରାର୍ଥୀ ସ୍ବପ୍ନ କୁମାର ମିଶ୍ରଙ୍କୁ ପରାସ୍ତ କରି ବିଜେଡି ଜିଲା ପରିଷଦ ପ୍ରାର୍ଥୀ କୁଞ୍ଜଲତା ସାମଲ ବିଜୟୀ ହୋଇଛନ୍ତି। କୁଞ୍ଜଲତା ୫ ଥର ବିଭିନ୍ନ ଜୋନ୍‌ରୁ ନିର୍ବାଚିତ…

ନିର୍ବାଚିତ ସରପଞ୍ଚ ଓ ସମିତି ସଭ୍ୟ

ଡେଲାଙ୍ଗ/ବ୍ରହ୍ମଗିରି/ସାକ୍ଷୀଗୋପାଳ/ ନିମାପଡ଼ା/ କାକଟପୁର/କଣାସ ୨୮ା୨(ଡି.ଏନ୍‌.ଏ./ସ୍ବ.ପ୍ର.): ଡେଲାଙ୍ଗ ବ୍ଲକ ୧୫ନଂ.ଜିଲାପରିଷଦ ଜୋନ ଅନ୍ତର୍ଗତ ୭ଟି ପଞ୍ଚାୟତର ଫଳାଫଳ ପ୍ରକାଶ ପାଇଛି। ଗଡ଼ମୋଟରି ପଞ୍ଚାୟତର ସରପଞ୍ଚ ଭାବେ ମାର୍କଣ୍ଡ ମଙ୍ଗରାଜ ଓ ସମିତିସଭ୍ୟ ଲଲାଟ କେଶରୀ ସାମନ୍ତରାୟ ନିର୍ବାଚିତ ହୋଇଛନ୍ତି। ସେହିପରି ଚାଇଁପୁର ପଞ୍ଚାୟତରେ…

ଜିଲା ପରିଷଦ ଆସନ: ସବୁ ପୋଛିନେଲା ବିଜେଡି

ପୁରୀ ଅଫିସ,୨୮।୨: ପୁରୀ ଜିଲାର ୧୧ଟି ଯାକ ଜିଲା ପରିଷଦ ଆସନରେ ବିଜୁ ଜନତା ଦଳ (ବିଜେଡି) ପ୍ରାର୍ଥୀ ବିଜୟ ଲାଭ କରିଛନ୍ତି। ଅସ୍ତରଙ୍ଗ ବ୍ଲକର ୧ ନମ୍ବର ଜୋନ୍‌ରେ ବିଜେଡି ପ୍ରାର୍ଥୀ ସରସ୍ବତୀ ସ୍ବାଇଁ ଜିତିଛନ୍ତି। ସରସ୍ବତୀଙ୍କୁ ୧୭,୩୪୮ ଭୋଟ…

ଆଚାର୍ଯ୍ୟ ହରିହରଙ୍କ ପ୍ରତିମୂର୍ତ୍ତି ପ୍ରତି ଅବହେଳା

ପୁରୀ ଅଫିସ,୨୮ା୨: ପୁରୀ ସହରରେ ରବିବାର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆଚାର୍ଯ୍ୟ ହରିହରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଆପଣଙ୍କ ସେବାରେ ଅନୁଷ୍ଠାନ ପକ୍ଷରୁ ସମୁଦ୍ରକୂଳ ନିକଟ ହରିହର ଛକସ୍ଥିତ ଆଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଅନୁଷ୍ଠାନର ରାଜ୍ୟ ଉପସଭାପତିି ବିଜୟକୃଷ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?