ପୁରୀ

ଏଏସ୍‌ଆଇ ନୋଟିସକୁ ଅଣଦେଖା

ପୁରୀ ଅଫିସ,୨୩।୨: ଭାରତୀୟ ପ୍ରତ୍ନତତ୍ତ୍ବ ବିଭାଗ(ଏଏସ୍‌ଆଇ) ଡିଜି ଭି. ବିଦ୍ୟାଭାରତୀ ଶ୍ରୀମନ୍ଦିର ପରିଦର୍ଶନରେ ଆସି ଶ୍ରୀମନ୍ଦିର ଚାରିପାଖ ବୁଲିବା ସହ ପ୍ରଶାସନ ସହ ଆଲୋଚନା କରିଛନ୍ତି। ଆଲୋଚନା ପରେ ସ୍ପଷ୍ଟ ହୋଇଛି ଯେ, ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପର୍ଯ୍ୟନ୍ତ ପ୍ରଶାସନ…

୨୨ରେ ୪ର୍ଥ ପର୍ଯ୍ୟାୟ ଭୋଟ : ମତଦାନ କେନ୍ଦ୍ରରେ ପହଞ୍ଚିଲେ ପୋଲିଂ ଦଳ

ଡେଲାଙ୍ଗ,୨୧।୨(ଡି.ଏନ୍‌.ଏ): ଡେଲାଙ୍ଗ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ୪ର୍ଥ ପର୍ଯ୍ୟାୟ ଆଗାମୀ ୨୨ ତାରିଖରେ ସକାଳ ୭ଟାରୁ ଅପରାହ୍ନ ୧ଟା ପଯର୍‌ୟନ୍ତ ଅନୁଷ୍ଠିତ ହେବ। ଏନେଇ ପ୍ରଶାସନ ପ୍ରସ୍ତୁତି ଶେଷ କରିଛି। ବ୍ଲକର ୨୧ଟି ପଞ୍ଚାୟତରେ ୧ ଲକ୍ଷ ୨ ହଜାର…

ବାଲଟ୍‌ ବକ୍ସ ସୁରକ୍ଷା ନେଇ ଚିନ୍ତାରେ ପ୍ରାର୍ଥୀ

ନିମାପଡ଼ା,୨୧ା୨(ଡି.ଏନ୍‌.ଏ.): ନିମାପଡ଼ା ବ୍ଲକରେ ଗତ ୧୮ତାରିଖରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଶେଷ ହୋଇଛି। ମତଦାନ ପରେ ବାଲଟ ବକ୍ସକୁ ନିମାପଡ଼ା ବ୍ଲକ କାର୍ଯ୍ୟାଳୟରେ ଥିବା ଷ୍ଟ୍ରଙ୍ଗରୁମରେ ରଖାଯାଇଛି। ଏହାର ସୁରକ୍ଷା ପାଇଁ ପୋଲିସ ମୁତୟନ ହୋଇଛନ୍ତି। ତେବେ ବାଲ୍‌ଟ ବକ୍ସର ସୁରକ୍ଷା…

ହଟିଲା କଟକଣା: ଏଣିକି ବିନା କୋଭିଡ୍‌ ଟିକା ପ୍ରମାଣପତ୍ରରେ ଶ୍ରୀଜିଉଙ୍କୁ ଦର୍ଶନ

ପୁରୀ ଅଫିସ,୨୧ା୨: ଶ୍ରୀଜିଉଙ୍କ ଦର୍ଶନ ପାଇଁ କୋଭିଡ୍‌ କଟକଣା ହଟିଛି। ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଭକ୍ତଙ୍କୁ ଆଉ ଦେଖାଇବାକୁ ପଡ଼ିବନି କୋଭିଡ୍‌ ଟିକାର ପ୍ରମାଣପତ୍ର। ଏଥିସହିତ ଶ୍ରଦ୍ଧାଳୁଙ୍କୁ କିଓସ୍କରେ ଧାଡ଼ିରେ ମଧ୍ୟ ଛିଡ଼ା ହେବାକୁ ପଡ଼ିବନି। ମନ୍ଦିର ପ୍ରବେଶର କଟକଣାକୁ ହଟାଇ…

ଭୋଟ ଗଣତିବେଳେ ୨୦୦ ମିଟର ପର୍ଯ୍ୟନ୍ତ ବନ୍ଦ ରହିବ ଦୋକାନ

କଣାସ, ୨୧।୨(ସ୍ବ.ପ୍ର): କଣାସ ବ୍ଲକରେ ଭୋଟ ଗଣତିବେଳେ ୨୦୦ ମିଟର ଭିତରେ ଥିବା ଦୋକାନଗୁଡିକ ସବୁ ବନ୍ଦ ରହିବ। ଏଥିସହ ପ୍ରାର୍ଥୀମାନଙ୍କର ସମର୍ଥକ ସେଠାରେ ନ ରହି ଦୋକନ୍ଦା ମେଳଣ ପଡିଆରେ ରହିବା ପାଇଁ ବିଡିଓ ଲୋଚନ ଦାସ ଓ ତହସିଲଦାର…

ବିଶ୍ୱ ବୈଷ୍ଣବ ସମ୍ମିଳନୀରେ ରାଷ୍ଟ୍ରପତି

ପୁରୀ ଅଫିସ,୨୦ା୨: ଦୁଇ ଦିନିଆ ଓଡ଼ିଶାଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ଅର୍ଥାତ୍‌ ଦ୍ୱିତୀୟ ଦିନରେ ବିଶ୍ୱ ବେଷ୍ଣବ ସମ୍ମିଳନୀ ଉଦ୍‌ଘାଟନ କରିଛନ୍ତି। ଶ୍ରୀମଦ ଭକ୍ତିସିଦ୍ଧାନ୍ତ ଗୌଡ଼ୀୟ ସରସ୍ବତୀ ଗୋସ୍ବାମୀ ପ୍ରଭୁପାଦ ମହାରାଜଙ୍କ ୧୫୦ତମ ଜନ୍ମବାର୍ଷିକୀ ଅବସରରେ ଏହି କାର୍ଯ୍ୟକ୍ରମ…

ଅନ୍ଧାରରେ ରହିଛି ଗୋପ ବ୍ଲକର ଷ୍ଟ୍ରଙ୍ଗ୍‌ରୁମ୍‌

ଗୋପ, ୨୦।୨(ଡି.ଏନ୍‌.ଏ.): ଗୋପ ବ୍ଲକର ଷ୍ଟ୍ରଙ୍ଗରୁମ ଅନ୍ଧାରରେ ରହିଛି। ହେଲେ କେତେକ ପୋଲିସ କେବଳ ମୋବାଇଲ ଲାଇଟ୍‌ ପକାଇ ଷ୍ଟ୍ରଙ୍ଗରୁମକୁ ଜଗି ରହିଛି। ନିର୍ବାଚନ ଚାଲିଥିବାବେଳେ ଷ୍ଟ୍ରଙ୍ଗରୁମ ଏଭଳି ଅନ୍ଧାରରେ ରହିବାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପ୍ରକାଶ…

ବିଶ୍ୱବୈଷ୍ଣବ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତି

ପୁରୀ ଅଫିସ,୨୦।୨: ଦୁଇଦିନିଆ ପୁରୀ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଶନିବାର ରାଷ୍ଟ୍ରପତି ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀରେ ପହଞ୍ଚତ୍ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିବା ସହ ରାଜଭବନରେ ରାତ୍ରିଯାପନ କରିଥିଲେ। ତେବେ ରାଷ୍ଟ୍ରପତିଙ୍କ କାର୍ଯ୍ୟସୂଚୀ ଅନୁଯାୟୀ ୨୦ତାରିଖରେ ଗୌଡ଼ୀୟ…

ବନ୍ଧା ହେଲା ୧୪ ହାତିଆ ନାଲି ପତିତପାବନ ବାନା

ପୁରୀ ଅଫିସ,୨୦।୨: ରାଷ୍ଟ୍ରପତି ଓ ତାଙ୍କ ପରିବାରକୁ କୌଳିକ ପଣ୍ଡା ନାରାୟଣ ଗୋଚ୍ଛିକାର ଶ୍ରୀମନ୍ଦିରରେ ଦର୍ଶନ କରାଇଥିଲେ। ଏହାପରେ ରାଷ୍ଟ୍ରପତି ନାରାୟଣ ଗୋଚ୍ଛିକାରଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ମହାପ୍ରଭୁଙ୍କ ଦର୍ଶନ ପରେ ସେ ଅତ୍ୟନ୍ତ ଆନନ୍ଦିତ ଥିବା କହିଥିବାବେଳେ…

ନିରାମିଷ ଭୋଜନ ସହ ରସଗୋଲା ଖାଇଲେ ରାଷ୍ଟ୍ରପତି

ପୁରୀ ଅଫିସ,୨୦।୨: ପୁରୀ ରାଜଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶନିବାର ରାତ୍ରିଯାପନ କରିଛନ୍ତି। ରାତ୍ରଭୋଜନରେ ରାଷ୍ଟ୍ରପତି ନିରାମିଷ ଆହାର ଗ୍ରହଣ କରିଥିବା ବେଳେ ପରିବାରର ସଦସ୍ୟ ଆମିଷ ସେବନ କରିଛନ୍ତି। ରାଷ୍ଟ୍ରପତି ଚପାତି, ଭେଣ୍ଡି ମସଲା, ଭେଣ୍ଡି ଭଜା ଓ କଖାରୁ…

ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି

ପୁରୀ ଅଫିସ,୧୯ା୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଅପରାହ୍ନ ୫ଟା ୧୦ରେ କାରକେଡ୍‌ ଶ୍ରୀମନ୍ଦିର ନିକଟରେ ପହଞ୍ଚିଥିବା ବେଳେ ତାଙ୍କ କେଳିକ ପଣ୍ଡା ତାଙ୍କୁ ପାଛୋଟି ନେଇଥିଲେ। ଏହା…

ଡିକି ଭାଙ୍ଗି ଲୁଟିନେଲେ ୧ ଲକ୍ଷ

ପୁରୀ ଅଫିସ,୧୯।୨: ପୁରୀ ଜିଲା ଗୋପ-କୋଣାର୍କ ରାସ୍ତାର ବେଗୁନିଆ ଛକ ନିକଟରେ ଥିବା ନୀଳାଚଳ ଗ୍ରାମ୍ୟ ବ୍ୟାଙ୍କ ନିକଟରୁ ସ୍କୁଟି ଡିକି ଭାଙ୍ଗି ୧ ଲକ୍ଷ ଟଙ୍କା ଲୁଟ୍‌ ହୋଇଛି । ପୂର୍ବାହ୍ନରେ ଏରବଙ୍ଗ ଗ୍ରାମର ଦେବାଶିଷ ଦାସ କୌଣସି କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?