ନୂଆବର୍ଷରେ ମିଳିବନି ଜଗା ଦର୍ଶନ
ପୁରୀ ଅଫିସ,୧୦।୧୨: ନିଳାଦ୍ରୀ ଭକ୍ତନିବାସ ପରିସରରେ ଶୁକ୍ରବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍ କୁମାରଙ୍କ ଅଧ୍ୟକ୍ଷତାରେ ଛତିଶା ନିଯୋଗ ଓ ନୀତି ସବ୍କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆସନ୍ତା ମାସ ପାଇଁ ଶ୍ରୀମନ୍ଦିର ନୀତିକାନ୍ତି ଏବଂ ଏସ୍ଓପିକୁ ନେଇ କିଛି…
ଆଜି ବସିବ ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ
ପୁରୀ ଅଫିସ,୧୦।୧୨: ଶ୍ରୀମନ୍ଦିର ଛତିଶାନିଯୋଗ ବୈଠକ ଶୁକ୍ରବାର ବସିବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଶନ କୁମାରଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢେ ୪ଟା ବେଳେ ନିଳାଦ୍ରୀ ଭକ୍ତ ନିବାସରେ ବୈଠକ ବସିବା ନେଇ ସୂଚନା ରହିଛି । ଜିଲାପାଳ, ଏସ୍ପି ଓ…
ଏଣିକି ଅନ୍ଲାଇନରେ ବୁକ୍ କରିହେବ ଭକ୍ତନିବାସ
ପୁରୀ ଅଫିସ,୧୦ା୧୨: ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ଭକ୍ତନିବାସଗୁଡ଼ିକର ବୁକିଂ ପାଇଁ ଏକ ନୂଆ ୱେବ ଆପ୍ଲିକେଶନ୍ ଲୋକାର୍ପିତ ହୋଇଛି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଲୋକାର୍ପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଜିଲାପାଳ ତଥା…
ଶ୍ରୀମନ୍ଦିରରେ ଓଢଣୀ ଷଷ୍ଠୀ ନୀତି
ପୁରୀ ଅଫିସ, ୯।୧୨: ମାର୍ଗଶୀର ଶୁକ୍ଳ ଷଷ୍ଠୀ ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ଓଢଣୀ ଷଷ୍ଠୀ ପର୍ବ। ଶୀତର ପ୍ରକୋପରୁ ବଞ୍ଚିବା ପାଇଁ ମହାପ୍ରଭୁଙ୍କୁ ଘୋଡ଼ ଲାଗି କରାଯାଇଛି। ପତନି, ଗୀତଗୋବିନ୍ଦ ପାଟ ଓ ସୁତାପାଟରେ ପ୍ରସ୍ତୁତ ଶୀତବସ୍ତ୍ର ବା ଘୋଡ଼…
ରତ୍ନଭଣ୍ଡାର ଖୋଲିବା ନେଇ କୌଣସି ନିଷ୍ପତ୍ତି ହୋଇନି: ମନ୍ତ୍ରୀ
ପୁରୀ ଅଫିସ,୮।୧୨: ଭିତର ରତ୍ନଭଣ୍ଡାର ସ୍ଥିତି ଦିନକୁ ଦିନ ଦୁର୍ବଳ ହେଉଥିଲେ ମଧ୍ୟ ମରାମତି ନେଇ ଧ୍ୟାନ ଦିଆଯାଉ ନାହିଁ। ୨୦୧୮ରେ ରତ୍ନଭଣ୍ଡାର ଭିତରକୁ ଯାଇଥିବା ୧୭ ଜଣିଆ ପ୍ରାଧିକୃତ କମିଟି ଯାଞ୍ଚ କରିଥିଲେ। ଯାଞ୍ଚ ପରେ ରତ୍ନଭଣ୍ଡାର ଭିତର ଗୃହ…
ପର୍ସ ଫେରାଇଲେ ୩ ବନ୍ଧୁ
ପିପିଲି,୬।୧୨(ଡି.ଏନ୍.ଏ.): ଏବେ ବି ବଞ୍ଚିଛି ମାନବିକତା। ଜଣେ ଅବସରପ୍ରାପ୍ତ ସୈନିକଙ୍କ ହଜିଥିବା ପର୍ସ ୩ଜଣ ବନ୍ଧୁ ଫେରାଇ ଦେଇଛନ୍ତି। ଭୁବନେଶ୍ୱରର ଅବସରପ୍ରାପ୍ତ ସୈନିକ ଧନଞ୍ଜୟ ଆଚାର୍ଯ୍ୟ ରବିବାର ପୂର୍ବାହ୍ନରେ ପୁରୀ ଯିବା ବାଟରେ ପିପିଲି ବଜାରରେ ନିଜର ଟଙ୍କା ଏବଂ ସମସ୍ତ…
ବଢୁଛି ଜୁଆର,ସମୁଦ୍ର ଯିବାକୁ ବାରଣ
ପୁରୀ ଅଫିସ,୫।୧୨:: ଧୀରେ ଧୀରେ ଦୁର୍ବଳ ହେବାରେ ଲାଗିଛି ସମ୍ଭାବ୍ୟ ବାତ୍ୟା ଜୱାଦ। ପୁରୀ ଉପକୂଳ ନିକଟରେ ପହଞ୍ଚିବା ବେଳକୁ ବାତ୍ୟାର ବେଗ କମିଯାଇଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶନିବାର ଅପରାହ୍ନ ସୁଦ୍ଧା ବର୍ଷାର ମାତ୍ରା କମ୍ ରହିଥିଲେ…
ପୁରୀରେ ସ୍ଥଳଭାଗ ଛୁଇଁପାରେ ବାତ୍ୟା
ଭୁବନେଶ୍ୱର,୩ା୧୨(ବ୍ୟୁରୋ): ପୁରୀ ଜିଲାରେ ବାତା ‘ଜଓ୍ବାଦ’ ସ୍ଥଳଭାଗ ଛୁଇଁପାରେ। ୪ ତାରିଖ ସନ୍ଧ୍ୟା ଏବଂ ୫ ତାରିଖ ସକାଳ ମଧ୍ୟରେ ଏହା ସ୍ଥଳଭାଗ ଛୁଇଁପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ସ୍ଥଳଭାଗ ଅଳ୍ପ ଛୁଇଁବା ପରେ ବାତ୍ୟା ପୁଣି ସମୁଦ୍ରକୁ…
ଆଜିଠୁ ୩ଦିନ ଶ୍ରୀମନ୍ଦିରରେ ଦେବ ଦୀପାବଳି
ପୁରୀ ଅଫିସ, ୩ା୧୨: ମାର୍ଗଶିର ମାସ ଚତୁର୍ଦ୍ଦଶୀ ତିଥି ଅବସରରେ ଶୁକ୍ରବାରଠାରୁ ଶ୍ରୀମନ୍ଦିରରେ ତିନିଦିନ ବ୍ୟାପି ଦେବ ଦୀପାବଳି ଉତ୍ସବ ଅନୁଷ୍ଠିତ ହେବ। ମାନବୀୟ ଲୀଳା କରୁଥିବା ମହାପ୍ରଭୁ ଶ୍ରୀଜଗନ୍ନାଥ ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ଶୁକ୍ଳ ପ୍ରତିପଦ…
ଭିତର ରତ୍ନଭଣ୍ଡାର ନକଲି ଚାବିକୁ ନେଇ ଦ୍ୱନ୍ଦ୍ୱ
ପୁରୀ ଅଫିସ,୩ା୧୨:ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଚାବି ପ୍ରସଙ୍ଗ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ରତ୍ନଭଣ୍ଡାର ଚାବି ହଜିବା ଓ ପରେ ପୁଣି ରେକର୍ଡ ରୁମ୍ରୁ ତତ୍କାଳୀନ ଜିଲାପାଳ ଅରବିନ୍ଦ ଅଗ୍ରୱାଲଙ୍କୁ ନକଲି ଚାବି ମିଳିଯିବା ଘଟଣା ନେଇ ସେସମୟରେ ଚର୍ଚ୍ଚା…
ଦେଢ଼ଶୁରଙ୍କୁ ଆଜୀବନ କାରାଦଣ୍ଡ
ନିମାପଡ଼ା,୨।୧୨(ଡି.ଏନ୍.ଏ.): ନିମାପଡ଼ା ଅତିରିକ୍ତ ଜିଲା ଦୌରାଜଜ(ଏଡିଜେ)ଙ୍କ କୋର୍ଟରେ ଗୁୁରୁବାର ଏକ ହତ୍ୟାକାଣ୍ଡ ଘଟଣାର ରାୟ ପ୍ରକାଶ ପାଇଛି। ଦୌରାଜଜ ହତ୍ୟାକାଣ୍ଡରେ ସମ୍ପୃକ୍ତ ଦୋଷୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି। ଘଟଣା ଅନୁଯାୟୀ, ଗତ ୪।୩।୨୦୧୭ରେ କୋଣାର୍କ ଥାନା ଅନ୍ତର୍ଗତ ନଳକଣ ଗ୍ରାମରେ ଜାଗାବାଡ଼ିକୁ…
ଜଳ ନିଷ୍କାସନ ବ୍ୟବସ୍ଥା ନାହିଁ, ଉଜୁଡୁଛି ଫସଲ
କଣାସ, ୨୮ା୧୧(ସ୍ବ.ପ୍ର.): ପୁରୀ ଜିଲାରେ ପ୍ରବାହିତ ଦୟା, ଭାର୍ଗବୀ, ରାଜୁଆ, ମକରା, ଲୁଣା, କାଣିଆ, ମଲାଗୁଣି, କୁଶଭଦ୍ରା, ପ୍ରାଚୀ ଏବଂ ଦେବୀ ନଦୀର ବନ୍ୟାଜଳ ପ୍ରତିବର୍ଷ ଠିକ୍ ଭାବେ ନିଷ୍କାସନ ହୋଇ ପାରୁନାହିଁ। ଫଳରେ ଚାଷୀଙ୍କର ବ୍ୟାପକ ଫସଲ କ୍ଷତିଗ୍ରସ୍ତ ହେଉଛି।…
Archives


