ପୁରୀ

ସମୁଦ୍ରରେ ଗାଧୋଉଥିବା ବେଳେ ବୁଡ଼ିଯାଇଥିବା ୫ ପର୍ଯ୍ୟଟକ ଉଦ୍ଧାର

ପୁରୀ,୪।୯(ଅଜିତ୍‌ ମହାନ୍ତି): ସମୁଦ୍ରରେ ଗାଧୋଇବା ସମୟରେ ବୁଡ଼ି ଯାଉଥିବା ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଛି। ସୋମବାର ପୁରୀ ସମୁଦ୍ରରେ ସ୍ନାନ କରୁଥିବାବେଳେ ୫ ପର୍ଯ୍ୟଟକ ବୁଡ଼ି ଯାଇଥିଲେ। ତେବେ ତୁରନ୍ତ ସେଠାରେ ଥିବା ଲାଇଫ ଗାର୍ଡ ସେମାନଙ୍କୁ ଉଦ୍ଧାର କରିବାକୁ ପ୍ରୟାସ...

ଦେଢ଼ ବର୍ଷରେ ସବୁ ଜାଗା ଆଖଡ଼ା ପୁନରୁଦ୍ଧାର

ପୁରୀ,୪ା୯(ଅଜିତ ମହାନ୍ତି): ଶ୍ରୀମନ୍ଦିର ସଂସ୍କୃତି ଓ ପରମ୍ପରା ସହ ଓତପ୍ରୋତ ଭାବେ ଶ୍ରୀକ୍ଷେତ୍ରରେ ଥିବା ଜାଗା ଆଖଡ଼ାଗୁଡ଼ିକ ଜଡ଼ିତ ରହିଛି। ତେବେ ଆର୍ଥତ୍କ ସମସ୍ୟା ପାଇଁ ଏହି ଜାଗା ଆଖଡ଼ାଗୁଡ଼ିକ ଏବେ ଅବହେଳିତ ଏବଂ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଶ୍ରୀକ୍ଷେତ୍ରବାସୀଙ୍କ...

ଶ୍ରୀମନ୍ଦିର ପରିସର, ଶିକ୍ଷାନୁଷ୍ଠାନ ନିକଟ ହେବ ତମାଖୁମୁକ୍ତ

ପୁରୀ, ୩ା୯(ଅଜିତ ମହାନ୍ତି):ପୁରୀ ଜିଲା ପ୍ରଶାସନ ତଥା ତମାଖୁ ନିୟନ୍ତ୍ରଣ କାର୍ଯ୍ୟକ୍ରମ ତରଫରୁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ବିଷ୍ଣୁପ୍ରସାଦ ପତିଙ୍କ ଅଧ୍ୟକ୍ଷତାରେ ତମାଖୁ ନିୟନ୍ତ୍ରଣ ସମ୍ପର୍କିତ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି। ପତିଙ୍କ ନେତୃତ୍ୱରେ ଜିଲାରେ ତମାଖୁ ନିୟନ୍ତ୍ରଣ ନେଇ...

ଡଙ୍ଗାରେ ବିସ୍ଫୋରଣ: କୁକୁର ଖଣ୍ଡ ବିଖଣ୍ଡିତ

ପୁରୀ, ୩ା୯(ଅଜିତ ମହାନ୍ତି):ସମୁଦ୍ରକୂଳ ଥାନା ଅନ୍ତର୍ଗତ ପେଣ୍ଠକଟା କନକଦୁର୍ଗା ସାହିରେ ଶନିବାର ମାଛଧରା ଡଙ୍ଗା କାରଖାନା ନିକଟସ୍ଥ ଏକ ଡଙ୍ଗାରେ ବୋମା ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ କୌଣସି ବ୍ୟକ୍ତି ମୃତାହତ ହୋଇ ନ ଥିବା ବେଳେ ଏକ ବୁଲା...

ପୁରୀ ପେଣ୍ଠକଟାରେ ବୋମା ବିସ୍ଫୋରଣ

ପୁରୀ,୨।୯(ଅଜିତ୍‌ ମହାନ୍ତି): ପୁରୀ ପେଣ୍ଠକଟା ପେଟ୍ରୋଲ ପମ୍ପ ନିକଟ ଡଙ୍ଗା ଫ୍ୟାକ୍ଟ୍ରିରେ ଅଘଟଣ ଘଟିଛି। ଏକ ମାଛ ଧରା ଡଙ୍ଗାରେ ବୋମା ବିସ୍ଫୋରଣ । ଶନିବାର ହଠାତ୍‌ ପେଟ୍ରୋଲ ପମ୍ପ ପଛ ପଟେ  ବିସ୍ଫୋରଣ ହୋଇଥିଲା। ଏଥିରେ ଡଙ୍ଗାଟି ସଂପୂର୍ଣ୍ଣ...

ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ର ଟିଜର ରିଲିଜ୍‌

ପୁରୀ,୨ା୯(ଅଜିତ ମହାନ୍ତି): ନୂଆ ଓଡ଼ିଆ ଚଳଚ୍ଚିତ୍ର ‘ପୁଷ୍କରା’ ଆସନ୍ତା ଗଣେଶ ପୂଜାରେ ରିଲିଜ୍‌ ହେବାକୁ ଯାଉଛି। ଶୁକ୍ରବାର ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏହି ଚଳଚ୍ଚିତ୍ରର ଟିଜର ମୁକ୍ତିଲାଭ କରିଛି। ଦୀପଦାନ ପୂର୍ବକ ‘ପୁଷ୍କରା’ର ସଫଳତା କାମନା କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ...

ଯୁବକଙ୍କୁ ଲୁହା ପାଇପ୍‌ରେ ପିଟି ହତ୍ୟା

ପୁରୀ, (ଅଜିତ ମହାନ୍ତି)୩୧ା୮ପବିତ୍ର ରକ୍ଷାବନ୍ଧନ ପାଇଁ ବୁଧବାର ସବୁଠି ଆନନ୍ଦ ଉଲ୍ଲାସର ବାତାବରଣ ଥିବାବେଳେ ପୁରୀ ସହରରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। କୁମ୍ଭାରପଡ଼ା ଥାନା ଅଧୀନ ଜଟିଆ ବାବାଜୀ ଛକରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଲୁହାପାଇପ୍‌ରେ ପିଟି...

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା କାର୍ଯ୍ୟ ପୁଣି ଆରମ୍ଭ

କୋଣାର୍କ,୨୯।୮(ଜ୍ୟୋତିରାଜ ମହାନ୍ତି):୧୩ଶହ ଶତାବ୍ଦୀର ନିର୍ମିତ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହ ଦୀର୍ଘ ୧୨୦ବର୍ଷ ପରେ ପୁଣି ଖୋଲା ହେବା ପାଇଁ ଐତିହାସିକ ନିଷ୍ପତ୍ତି ଭାରତୀୟ ପ୍ରତ୍ନତାତ୍ତ୍ୱିକ ସଂସ୍ଥା(ଏଏସ୍‌ଆଇ) ପକ୍ଷରୁ ନିଆଯାଇ ଗତ ଜାନୁୟାରୀ ୩ରୁ ବାଲି କଢ଼ା କାର୍ଯ୍ୟ...

ବନ୍ଧପଡ଼ା ଗାଁ ରାସ୍ତାରେ ୨୦ ଫୁଟର ଘାଇ: ୫୦ ପରିବାର ଜଳବନ୍ଦୀ

ବଳଙ୍ଗା,୨୮ା୮(କେଦାରେଶ୍ୱର ନନ୍ଦ): ବଳଙ୍ଗା ଥାନା ଅଧୀନ ବନ୍ଧପଡ଼ା ଗ୍ରାମ ପାଖଦେଇ ଯାଇଥିବା ଶାଖା କେନାଲରେ ବନ୍ଧ ଭାଙ୍ଗି ୨୦ ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ ଗାଁ ଭିତରେ ପାଣି ପଶିଯିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ୫୦ରୁ ଊର୍ଦ୍ଧ୍ୱ ପରିବାର...

ଭକ୍ତଙ୍କଠାରୁ ନିଆଯାଉଛି ହାତଗୁଞ୍ଜା

ପୁରୀ,୨୮ା୮(ଅଜିତ ମହାନ୍ତି): ପ୍ରତ୍ୟେକ ଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତ ପୁରୀ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ତେବେ ଛୁଟିଦିନଗୁଡ଼ିକରେ ଭକ୍ତଙ୍କ ଅଧିକ ଭିଡ଼ ହେବା ସହ ସମସ୍ୟା ଦ୍ୱିଗୁଣିତ ହେଉଛି। ଫଳରେ ଭକ୍ତମାନେ...

ଚିନ୍ତା ବଢ଼ାଉଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା

ପୁରୀ, ୨୭ା୮(ଅଜିତ୍‌ ମହାନ୍ତି)ରାଜ୍ୟର ବିଭିନ୍ନ ଜିଲାରେ ଆସ୍ତେ ଆସ୍ତେ ଡେଙ୍ଗୁର ପ୍ରଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ପୁରୀରେ ମଧ୍ୟ ଡେଙ୍ଗୁର ପ୍ରଭାବ ଦେଖିବାକୁ ମିଳିଛି। ଗତ କିଛିଦିନ ମଧ୍ୟରେ ଜିଲାରେ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା। ସଦର...

୬ ଲେନ ରିଙ୍ଗ୍‌ ରୋଡ୍‌ କାର୍ଯ୍ୟ ଅଧାପନ୍ତରିଆ

କୋଣାର୍କ,୨୭।୮(ଜ୍ୟୋତିରାଜ ମହାନ୍ତି)କୋଣାର୍କରେ ଚନ୍ଦ୍ରଭାଗାଠାରୁ ଲାବଣ୍ୟ ଲଜ୍‌ ଛକ ପର୍ଯ୍ୟନ୍ତ ଚାଲିଥିବା ୬ଲେନ ରିଙ୍ଗ୍‌ ରୋଡ୍‌ ନିର୍ମାଣ କାର୍ଯ୍ୟ ଅଧାପନ୍ତରିଆ ହୋଇ ପଡ଼ିରହିଛି। ରାସ୍ତା ନିର୍ମାଣ ପାଇଁ ଲୋକଙ୍କ ଜମି ଆବଶ୍ୟକ ବେଳେ କେତେଜଣ ଅସହମତି ପ୍ରକାଶ କରୁଥିବାରୁ ଜମିଜମା ସମସ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri