ମା’ଙ୍କ ଆବାହନରେ ଉତ୍ସବମୁଖର ଶ୍ରୀକ୍ଷେତ୍ର
ପୁରୀ ଅଫିସ, ୧୨।୧୦: ଦଶହରା ପାଇଁ ଉତ୍ସବମୁଖର ହୋଇଉଠିଛି ଶ୍ରୀକ୍ଷେତ୍ର। ଗାଁଠୁ ସହର ସବୁଠି ମହକୁଛି ପାର୍ବଣର ମହକ। ମା’ ଦଶଭୁଜାଙ୍କ ଆବାହନ ମନ୍ତ୍ରରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଶାରଦୀୟ ଦୁର୍ଗାତ୍ସୋବର ସ୍ବତନ୍ତ୍ରତା ବହନ କରୁଥିବା ଶ୍ରୀକ୍ଷେତ୍ର ଏବେ ନବବଧୂ…
ସମୁଦ୍ରରେ ଭାସିଗଲା ହରିଣ
କୋଣାର୍କ,୧୧।୧୦(ଡି.ଏନ୍.ଏ.): କୋଣାର୍କସ୍ଥିତ ବାଲୁଖଣ୍ଡ ଅଭୟାରଣ୍ୟ ଜଙ୍ଗଲରୁ ସୋମବାର ଅପରାହ୍ନରେ ଏକ ହରିଣ ପାଣି ପିଇବା ପାଇଁ ସମୁଦ୍ରକୁ ଯାଇ ଭାସି ଯାଇଥିଲା। ସେଠାରେ ଉପସ୍ଥିତ ଲାଇଫ ଗାର୍ଡ ଏହା ଦେଖି ହରିଣଟିକୁ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି। ବନ…
କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିର ଯାଇପାରିବେ ଶ୍ରଦ୍ଧାଳୁ
ପୁରୀ ଅଫିସ,୧୧।୧୦: ଦଶହରା, ଦୀପାବଳି, ବଡ଼ ଏକାଦଶୀ ଓ କାର୍ତ୍ତିକପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏଥିସହ ପୂର୍ବଭଳି ସବୁ ରବିବାର ମଧ୍ୟ ଦର୍ଶନ ବନ୍ଦ ରହିବ। ତେବେ ୨୦ ତାରିଖ କୁମାରପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ହେବ। ସେହିପରି…
ବାଲୁକା କଳାରେ ବିଗ୍ ବିଙ୍କୁ ଜନ୍ମଦିନ ଶୁଭେଚ୍ଛା
ପୁରୀ ଅଫିସ ୧୧।୧୦: ବଲିଉଡ ସୁପରଷ୍ଟାର ଅଭିନେତା ଅମିତାଭ ବଚ୍ଚନଙ୍କ ଆଜି ଜନ୍ମଦିନ। ତାଙ୍କର ଏହି ଜନ୍ମ ଦିବସ ଅବସରରେ ଫ୍ୟାନ, ଫଲୋର୍ସଙ୍କଠାରୁ ଆରମ୍ଭ କରି ବିଭିନ୍ନ ମହଲରୁ ଜନ୍ମଦିନର ଶୁଭେଚ୍ଛାର ସୁଅ ଛୁଟୁଛି। ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ…
ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ: ପୂଜକ ଗିରଫ
ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ପରିସରରେ ନାବାଳିକାଙ୍କୁ ଅସଦାଚରଣ ମାମଲାରେ ଜଣେ ପୂଜକଙ୍କୁ ଗିରଫ କରାଯାଇଛି। ସେ ହେଲେ ସଂଗ୍ରାମ ଦାସ। ଗିରଫ ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ଶୁକ୍ରବାର ଅପରାହ୍ନରେ ହାଇଦ୍ରାବାଦରୁ ଆସିଥିବା ଜଣେ ନାବାଳିକାଙ୍କୁ ଶ୍ରୀମନ୍ଦିର ପରିସର ବାମନ ମନ୍ଦିରରେ…
ପୁରୀ ଜିଲାର ୮୮ ଗାଁ ସୁନାମିପ୍ରବଣ
ପୁରୀ ଅଫିସ, ୯।୧୦: ନୀଳାଦ୍ରି ବେଳାଭୂମିରେ ଶୁକ୍ରବାର ସୁନାମି ମୁକାବିଲା ପ୍ରସ୍ତୁତି ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଡ. ଭୋଳାନାଥ ମିଶ୍ର ଯୋଗଦେଇଥିଲେ। ସେ କହିଥିଲେ, ଉପକୂଳବର୍ତ୍ତୀ ଗଞ୍ଜାମ, ଗୋପାଳପୁର, ପୁରୀ, କୋଣାର୍କ,…
ଶ୍ରୀମନ୍ଦିରରେ ଗୁପ୍ତ ଗୁଣ୍ଡିଚା ନୀତି ଆରମ୍ଭ
ପୁରୀ ଅଫିସ,୮।୧୦: ମୂଳାଷ୍ଟମୀଠାରୁ ଶ୍ରୀମନ୍ଦିରରେ ମା’ ବିମଳାଙ୍କ ଷୋଡ଼ଶ ଦିନାମତ୍କ ପୂଜା ଆରମ୍ଭ ହେବା ସହ ଦୁର୍ଗାମାଧବ ଉପାସନା ଚାଲିଛି। ତେବେ ଏହି ପରିପ୍ରେକ୍ଷୀରେ ଗୁରୁବାର ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଗୁପ୍ତ ଗୁଣ୍ଡିଚା। ଶ୍ରୀମନ୍ଦିର ମା’ ବିମଳାଙ୍କ ପୀଠରୁ ଦୁର୍ଗାମାଧବ ରଥାକୃତି…
‘ଦେଶରେ ଅଧିକ ବ୍ଲୁ ଫ୍ଲାଗ ବିଚ୍ କରାଯିବ’
ପୁରୀ ଅଫିସ,୮।୧୦: ସାଗର ତଟ ଅଭିଯାନ ଓ ୭୫ତମ ଆଜାଦି କା ଅମୃତ ମହୋତ୍ସବ ଗୁରୁବାର ବ୍ଲୁ ଫ୍ଲାଗ ବିଚ୍ରେ ଅନୁଷ୍ଠିତ ହୋଇଯାଇଛି। ଦେଶର ୧୦ଟି ବେଳାଭୂମିରେ ଏକକାଳୀନ ଏହି କାର୍ଯ୍ୟକ୍ରମ କରାଯାଇ ସଚେତନତା ବାର୍ତ୍ତା ପ୍ରଦାନ କରାଯାଇଛି। ପୁରୀ କାର୍ଯ୍ୟକ୍ରମରେ…
ଉତ୍ତମ ସ୍ବାସ୍ଥ୍ୟସେବା ଆମର ଲକ୍ଷ୍ୟ: ନବୀନ
ପୁରୀ ଅଫିସ/ବ୍ରହ୍ମିଗିରି(ଡି.ଏନ୍.ଏ),୮।୧୦: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ପୁରୀ ଜିଲା ବ୍ରହ୍ମଗିରି ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ହିତାଧିକାରୀଙ୍କୁ ସ୍ବାସ୍ଥ୍ୟ ବୀମା ସ୍ମାଟ କାର୍ଡ ବଣ୍ଟନ କରିଛନ୍ତି। ଏଥିସହ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ…
୨ ଲକ୍ଷ ଟଙ୍କା ପାଇଁ ମହିଳାଙ୍କୁ ନିର୍ଯାତନା
ନିମାପଡ଼ା,୭।୧୦(ଡି.ଏନ୍.ଏ.): ନିମାପଡ଼ା ଥାନା ଅନ୍ତର୍ଗତ ଗୁହାଳପଡ଼ା ଗ୍ରାମରେ ଜଣେ ମହିଳାଙ୍କୁ ୨ଲକ୍ଷ ଟଙ୍କା ଯୌତୁକ ଆଣିବାକୁ କହି ଶାଶୁଘର ଲୋକେ ନିର୍ଯାତନା ଦେଉଥିବା ନେଇ ବୁଧବାର ଅଭିଯୋଗ ହୋଇଛି। ଅଭିଯୋଗକ୍ରମେ ପୋଲିସ ମହିଳାଙ୍କ ସ୍ବାମୀ, ଶ୍ୱଶୁର, ନଣନ୍ଦଙ୍କ ବିରୋଧରେ ଏକ ମାମଲା(ନଂ.୩୪୮/୨୧)…
ନିୟମ ଭାଙ୍ଗି ଜରିମାନା ଦେଲେ ଚାନ୍ଦବାଲି ବିଧାୟକ
ପୁରୀ ଅଫିସ, ୭।୧୦: ଶ୍ରୀମନ୍ଦିର ସଂଲଗ୍ନ ନୋ ପାର୍କିଂ ଜୋନ୍ରେ ବୁଧବାର ନିୟମ ଉଲ୍ଲଂଘନ କରି ଚାନ୍ଦବାଲି ବିଧାୟକ ତଥା ବିଜେଡି ନେତା ବ୍ୟୋମକେଶ ରାୟ ୨ହଜାର ଟଙ୍କା ଜରିମାନା ଦେଇଛନ୍ତି। ସେହିପରି ସେ କଟକଣା ଭାଙ୍ଗି ସସ୍ତ୍ରୀକ ଶ୍ରୀମନ୍ଦିର ଯାଇ…
କଳାଯାଦୁରେ ପୁଅକୁ ଖୋଜିବାକୁ କହି ୪ଲକ୍ଷ ଠକେଇ
କାକଟପୁର,୭।୧୦(ଡି.ଏନ୍.ଏ.): କାକଟପୁର ଥାନା ଅଧୀନ ଜଣେ ବ୍ୟକ୍ତିଙ୍କ ନିଖୋଜ ପୁଅକୁ କଳାଯାଦୁ ଦ୍ୱାରା ଖୋଜି ଦେବାକୁ କହି ୪ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରି ବୁଧବାର କୋର୍ଟଚାଲାଣ କରିଛି। ସେ ହେଲେ ନୟାହାଟ ଫାଣ୍ଡି…
Archives


