ସୁରଟରେ ଓଡ଼ିଆ ଶ୍ରମିକଙ୍କୁ ମାଡ଼
କାକଟପୁର,୩।୯(ଡି.ଏନ୍.ଏ.): ଗୁଜରାଟର ସୁରଟରେ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କୁ କେତେଜଣ ଯୁବକ ଏକ ଘରେ ରଖି ନୃଶଂସ ଭାବେ ମାଡ଼ ମାରୁଥିବାର ଅଭିଯୋଗ ହେଉଛି। ଆକ୍ରମଣ ସମୟର ଏକ ଭିଡିଓ କିଛିଦିନ ହେବ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ…
ନୂଆ ରୂପ ପାଇବ ନୀଳାଚଳ ଅଶୋକ
ପୁରୀ ଅଫିସ,୨୯।୮: କେନ୍ଦ୍ର ସରକାର ନୂତନ ମୁଦ୍ରୀକରଣ ବ୍ୟବସ୍ଥା ଦ୍ୱାରା ଭାରତୀୟ ଅର୍ଥନୀତିକୁ ସବଳ କରିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଏହି କ୍ରମରେ କେନ୍ଦ୍ର ସରକାରଙ୍କ ଅଧୀନରେ ଥିବା କିଛି ଅଚଳ ସମ୍ପତ୍ତିିରେ ପୁଞ୍ଜି ନିବେଶ ପାଇଁ ଘରୋଇ ସଂସ୍ଥାକୁ ନିମନ୍ତ୍ରଣ…
ଜାତୀୟ କ୍ରୀଡ଼ା ଦିବସ ଉପଲକ୍ଷେ ଦିଆସିଲି କାଠିରେ କଳାକୃତି
ପୁରୀ ଅଫିସ,୨୯।୮: ହକିର ଯାଦୁକର ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଦିବସ ଅଗଷ୍ଟ ୨୯ ତାରିଖକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାତୀୟ କ୍ରୀଡ଼ା ଦିବସ ଭାବରେ ସାରା ଦେଶରେ ପାଳନ କରାଯାଇଥାଏ। ଏହି ପରିପେକ୍ଷ୍ରୀରେ ପୁରୀ କୁମ୍ଭାରପଡ଼ା ଅଞ୍ଚଳର ଯୁବଶିଳ୍ପୀ ଶାଶ୍ୱତ ରଞ୍ଜନ ସାହୁ…
ସେପ୍ଟେମ୍ବରରୁ ଐତିହ୍ୟ କରିଡର କାର୍ଯ୍ୟ
ପୁରୀ ଅଫିସ,୨୭।୮: ସେପ୍ଟେମ୍ବରରୁ ଶ୍ରୀମନ୍ଦିର ଐତିହ୍ୟ କରିଡ଼ର କାର୍ଯ୍ୟ ଆରମ୍ଭ ହେବ। ସେହିଭଳି ନରେନ୍ଦ୍ରକୋଣ ହବିଷିଆଳି କେନ୍ଦ୍ରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଚଳିତବର୍ଷଠାରୁ ସେଠାରେ ହବିଷିଆଳିମାନେ ରହିପାରିବେ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି।…
ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଘର
ପୁରୀ ଅଫିସ,୨୬ା୮: ଏଣିକି ଶ୍ରୀମନ୍ଦିର ସେବାୟତଙ୍କୁ ଘର ମିଳିବ। ପ୍ରାଥମିକ ପର୍ଯ୍ୟାୟରେ ୪୦୦ ସେବାୟତଙ୍କୁ ଘର ମିଳିବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଥିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର। ପ୍ରତି ସେବାୟତଙ୍କୁ…
ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର: ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ
ପୁରୀ ଅଫିସ,୨୫।୮: ଶ୍ରୀମନ୍ଦିରରେ ବୁଧବାର ଅପରାହ୍ନ ୪ଟାରୁ ରାତି ୮ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଆଜି ପବିତ୍ର ଭାଦ୍ରବ ମାସ କୃଷ୍ଣ ତୃତୀୟା ତିଥି ହୋଇଥିବାରୁ ଏହି ଦିନରେ ଶ୍ରୀଜିଉମାନଙ୍କର ବନକଲାଗି ବା ଶ୍ରୀମୁଖ ସିଂହାର ନୀତି…
ଅଧା ମହାପ୍ରସାଦ ବଳିଲା
ପୁରୀ ଅଫିସ,୨୪।୮ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ ପାଇଁ ଅନୁମତି ନ ଥିବାରୁ ମହାପ୍ରସାଦ ବିକ୍ରି ଧିମେଇଥିବା ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପଢିହାରୀ କହିଛନ୍ତି। ସେ କହିଛନ୍ତି, ସର୍ବସାଧାରଣ ଦର୍ଶନ ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ଆଗମନ ବଢିବ। ଏଭଳି ସ୍ଥଳେ…
ମନପସନ୍ଦର ଶ୍ରୀକ୍ଷେତ୍ର ଖଜା
ପୁରୀ ଅଫିସ,୨୩ା୮:ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପାଇଁ ଶ୍ରୀକ୍ଷେତ୍ର ଯେପରି ସାରା ବିଶ୍ୱରେ ପ୍ରସିଦ୍ଧି ଲାଭ କରିଛି, ସେହିପରି ସୂର୍ଣ୍ଣାଭ ବେଳାଭୂମି ଏବଂ ଖାଦ୍ୟ ପାଇଁ ମଧ୍ୟ ଦେଶରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି। ପୁରୀ ଏକ ଧାର୍ମିକ ତଥା ପର୍ଯ୍ୟଟନସ୍ଥଳୀ ହୋଇଥିବାରୁ…
୭ ମାସରେ ୭୪୨ ଯକ୍ଷ୍ମା ପୀଡ଼ିତ
ପୁରୀ ଅଫିସ,୨୩।୮: ଯକ୍ଷ୍ମା ସଂକ୍ରମିତ ଚିହ୍ନଟ କ୍ଷେତ୍ରରେ ରାଜ୍ୟରେ ପୁରୀ ଜିଲା ୩ନମ୍ବର ସ୍ଥାନରେ ରହିଛି। ଜିଲା ସ୍ବାସ୍ଥ୍ୟ ବିଭାଗ ଏହାକୁ ସଫଳତା କହୁଥିବାବେଳେ ଜିଲାରେ ଯକ୍ଷ୍ମା ସ୍ଥିତି ସଙ୍ଗିନ ଥିବା ସାଧାରଣରେ ଅଭିଯୋଗ ହେଉଛି। ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ…
ଖୋଲିଲା ଶ୍ରୀମନ୍ଦିର
ପୁରୀ ଅଫିସ,୨୩ା୮: ଦୀର୍ଘ ୪ ମାସର ବ୍ୟବଧାନ ପରେ ସୋମବାରଠାରୁ ସର୍ବସାଧାରଣଙ୍କ ଲାଗି ଶ୍ରୀମନ୍ଦିର ଖୋଲିଛି। କୋଭିଡ୍ଗାଇଡ୍ ଲାଇନ୍ ଅନୁଯାୟୀ ଶ୍ରଦ୍ଧାଳୁମାନେ ମନ୍ଦିର ଭିତରେ ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି। ଆର୍ଟିପିସିଆର ନେଗେଟିଭ୍ ରିପୋର୍ଟ ଏବଂ ଦୁଇଟି ଡୋଜ୍ ଟିକାକରଣ ରିପୋର୍ଟ ସହ…
ଚାଷଜମି ଫାଟି ଆଁ, ଚିନ୍ତାରେ ଚାଷୀ
କୃଷ୍ଣପ୍ରସାଦ,୨୦ା୮(ଡି.ଏନ୍.ଏ.): ବର୍ଷା ଅଭାବରୁ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। କ୍ଷେତରେ ଧାନ ଫସଲ କରାଯାଇଥିଲେ ମଧ୍ୟ ପାଣି ନ ଥିବାରୁ ଫାଟି ଆଁ କରିଛି। ତୁରନ୍ତ କୃଷି ବିଭାଗ ଦୃଷ୍ଟି ଦେବା ସହ ସହାୟତା…
ପୁରୀକୁ ଚାଲିବ ବନ୍ଦେ ଭାରତ ଟ୍ରେନ୍
ପୁରୀ ଅଫିସ୍/ ସାକ୍ଷୀଗୋପାଳ (ସ୍ବ.ପ୍ର./ଡି.ଏନ୍.ଏ.) ଭୁବନେଶ୍ୱର, ୨୦।୮(ବ୍ୟୁରୋ) ଦେଶରେ ଚାଲିବାକୁ ଥିବା ୭୫ଟି ବନ୍ଦେ ଭାରତ ଟ୍ରେନ ମଧ୍ୟରୁ ଗୋଟିଏ ପୁରୀକୁ ଚଳାଚଳ କରିବ। ପୁରୀ ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ ହୋଇଥିବାରୁ ଓ ଜଗନ୍ନାଥ ସଂସ୍କୃତି ସହ ଯୋଡ଼ିହୋଇ ରହିଥିବାରୁ ରେଳପଥର…
Archives


