ବେଳାଭୂମିରେ ଜମିବ ଗହଳି
ପୁରୀ ଅଫିସ,୧।୮: କୋଭିଡ୍ କଟକଣା ନେଇ ଶନିବାର ରାଜ୍ୟ ସରକାରଙ୍କ ନୂଆ ଗାଇଡ୍ ଲାଇନ୍ ଆସିବା ପରେ ଶ୍ରୀମନ୍ଦିର ଖୋଲିବା ଓ ବେଳାଭୂମି ପୁଣି ଚଳଚଞ୍ଚଳ ହେବା ଆଶା ଉଜ୍ଜିବୀତ ହୋଇଛି। ୧ ତାରିଖରୁ ନୂଆ ଗାଇଡ୍ଲାଇନ ଆଧାରରେ କଟକଣା କୋହଳ…
ମୋ ନିମାପଡ଼ା, ମୋ ସ୍ବାଭିମାନ ଲୋକାର୍ପିତ
ନିମାପଡ଼ା,୧।୮(ଡି.ଏନ୍.ଏ.): ନିମାପଡ଼ା ଏନ୍ଏସି ପକ୍ଷରୁ ନବନିର୍ମିତ ମୁକ୍ତସ୍ଥାନ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ ‘ମୋ ନିମାପଡ଼ା, ମୋ ସ୍ବାଭିମାନ’କୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଲୋକାର୍ପଣ କରିଛନ୍ତି। ଏହି ନୂତନ ପ୍ରକଳ୍ପ ଦ୍ୱାରା ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀ ଓ ମୁଖ୍ୟତଃ ସ୍କୁଲ, କଲେଜର ଛାତ୍ରୀଛାତ୍ର,…
ଟ୍ୟାପ୍ ପାଣି ପିଇ ମାନ ପରଖିଲେ ମନ୍ତ୍ରୀ
ପୁରୀ ଅଫିସ,୧।୮: ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ମନ୍ତ୍ରୀ ପ୍ରତାପ ଜେନା ଶନିବାର ପୁରୀରେ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ ବଡ଼ଦାଣ୍ଡସ୍ଥିତ ଏକ ଟ୍ୟାପ୍ରୁ ପାଣି ପିଇଛନ୍ତି। ଏଥିସହ ପାଣିର ମାନ ନେଇ ସହରବାସୀଙ୍କ…
ପୁରୀ ବିଚ୍ ସ୍ୟାକ୍ସ ପ୍ରସ୍ତାବ ରଦ୍ଦ
ପୁରୀ ଅଫିସ,୩୧।୭: ପୁରୀ ବେଳାଭୂମିରେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ କାର୍ଯ୍ୟକାରୀ କରିବାକୁ ଥିବା ପ୍ରସ୍ତାବିତ ବିଚ୍ ସ୍ୟାକ୍ସ ଯୋଜନାକୁ ରଦ୍ଦ କରାଯାଇଛି। ପୁରୀ ସହରର ସମସ୍ତ ପ୍ରମୁଖ ଅନୁଷ୍ଠାନ ଓ ରାଜନୈତିକ ଦଳର ବିରୋଧ ପରେ ରାଜ୍ୟ ସରକାର ଏହି…
ଚିଲିକାରୁ ୪୩୦ ଏକର ଘେରି ଉଚ୍ଛେଦ
କୃଷ୍ଣପ୍ରସାଦ,୩୦।୭(ଡି.ଏନ୍.ଏ.): ଚିଲିକାକୁ ନେଇ ମତ୍ସ୍ୟଜିବୀ, ପେଷାଦାର ମତ୍ସ୍ୟଜୀବୀ ଏବଂ ପ୍ରଶାସନ ମଧ୍ୟରେ ବିବାଦ ଲାଗି ରହିଥିବା ବେଳେ ଗୁରୁବାର ଠାରୁ ଚିଲିକାରୁ ଘେରି ଉଚ୍ଛେଦ ପ୍ରକିୟା ଆରମ୍ଭ ହୋଇଛି ା ପୁରୀ ଜିଲା ପ୍ରଶାସନ ଏବଂ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ମିଳିତ…
ସାକ୍ଷୀଗୋପାଳ ମନ୍ଦିର-ବକୁଳବନର ହେବ ଉନ୍ନୟନ କାର୍ଯ୍ୟ: ପ୍ରଥମ ପର୍ଯ୍ୟାୟରେ ୭ କୋଟି ଟଙ୍କାର ଅନୁଦାନ ମଞ୍ଜୁର
ସାକ୍ଷୀଗୋପାଳ,୨୯ା୭(ଡି.ଏନ୍.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ପୁରାଣ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଓ ଐତିହାସିକ ବକୁଳବନର ଉନ୍ନୟନ କାର୍ଯ୍ୟ ହେବ। ଏନେଇ ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ ସମର୍ଥ ବର୍ମା ବୁଧବାର ମନ୍ଦିର ଓ ବକୁଳବନ ପରିଦର୍ଶନ…
ମହାପ୍ରଭୁଙ୍କୁ ସୁବର୍ଣ୍ଣ ଜିଭଛେଲା ଦାନ କଲେ ପଦ୍ମଚରଣ
ପୁରୀ ଅଫିସ, ୨୯ା୭: ଜଣେ ଦାତା ବୁଧବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୩ଟି ସୁବର୍ଣ୍ଣ ଜିଭଛେଲା ଦାନ କରିଛନ୍ତି। ଦାତା ଜଣଙ୍କ ହେଲେ ଭୁବନେଶ୍ୱର ନିବାସୀ ପଦ୍ମଚରଣ ପାତ୍ର। ସେ ଶ୍ରୀମନ୍ଦିର କାର୍ଯ୍ୟାଳୟକୁ ଆସି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାରଙ୍କୁ…
ସାକ୍ଷୀଗୋପାଳ ମନ୍ଦିର, ବକୁଳବନର ଉନ୍ନତିକରଣରେ ଖର୍ଚ୍ଚ ହେବ ୭ କୋଟି
ସାକ୍ଷୀଗୋପାଳ,୨୮।୭(ଡି.ଏନ୍.ଏ.): ଐତିହ୍ୟ ପୀଠ ବିକାଶ ଯୋଜନାରେ ଉନ୍ନତିକରଣ ହେବ ପ୍ରସିଦ୍ଧ ସାକ୍ଷୀଗୋପାଳ ମନ୍ଦିର ଏବଂ ଐତିହାସିକ ବକୁଳବନ। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ ଓ ପୁରୀ ଜିଲାପାଳ ସମର୍ଥ ବର୍ମା ବୁଧବାର ମନ୍ଦିର ଓ ବକୁଳବନ ପରିଦର୍ଶନ କରି ଏହି ସୂଚନା…
ପ୍ରଭାତଙ୍କୁ ଶୌର୍ଯ୍ୟବୀର ପଦକ
କାକଟପୁର/ଅସ୍ତରଙ୍ଗ,୨୮ା୭(ଡି.ଏନ୍.ଏ.):କାକଟପୁର ବ୍ଲକ ଅର୍ନ୍ତଗତ ଅଶିଜଙ୍ଗା ଗ୍ରାମର ପ୍ରଭାତ କୁମାର ବେହେରାଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୌର୍ଯ୍ୟବୀର ପଦକ ପ୍ରଦାନ କରିଛନ୍ତି। ଭାରତ ସରକାରଙ୍କ ସାମରିକ ବିଭାଗରେ ପ୍ରଭାତ ଅତିରିକ୍ତ କମାଣ୍ଡାଣ୍ଟ ଭାବେ କାର୍ଯ୍ୟ କରନ୍ତି। ୨୦୧୮ ମସିହାରେ ୫ଜଣ ଆତଙ୍କବାଦୀଙ୍କ କବଳରୁ…
ଡିଡି ପଞ୍ଜାବ ରିଅଲିଟି ଶୋ’ ଫାଇନାଲରେ ଅନିକେତ
ସାକ୍ଷୀଗୋପାଳ,୨୮ା୭(ସ୍ବ.ପ୍ର.):ଡିଡି ପଞ୍ଜାବରେ ପ୍ରସାରିତ ଅନଲାଇନ ରିଅଲିଟି ଶୋ ‘କିସମେ କିତନା ହେ ଦମ’ ଫାଇନାଲରେ ପୁରୀ ଜିଲା ସତ୍ୟବାଦୀ ବ୍ଲକ ଅନ୍ତର୍ଗତ ବୀରରାମଚନ୍ଦ୍ରପୁର ଗ୍ରାମର ଅନିକେତ ମିଶ୍ର ପ୍ରବେଶ କରିଛନ୍ତି। ମିମିକ୍ରି ବର୍ଗରେ ସେ ଏହି କାର୍ଯ୍ୟକ୍ରମ ପାଇଁ ଅନଲାଇନରେ ଅଡିସନ…
କଟକଣା ସତ୍ତ୍ୱେ ଗୁଣ୍ଡିଚା ମନ୍ଦିରରେ ପଶିଲେ ଭକ୍ତ
ପୁରୀ ଅଫିସ,୨୮।୭:ପ୍ରଶାସନର କଡ଼ା କଟକଣା ସତ୍ତ୍ୱେ ମଙ୍ଗଳବାର ଶ୍ରୀଗୁଣ୍ଡିଚା ମନ୍ଦିରରେ ୪ଜଣ ବ୍ୟକ୍ତି ଅନଧିକାର ପ୍ରବେଶ କରିଛନ୍ତି। ଏହାକୁ ନେଇ ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନ ଉଠିଛି। ଜଣେ ମହିଳା ଓ ଜଣେ ପୁରୁଷ ଭକ୍ତଙ୍କ ସହ ୨ଜଣ ପୋଲିସ କର୍ମଚାରୀ…
ସ୍ବର୍ଗଦ୍ୱାର ଛାତରୁ ଗଳୁଛି ପାଣି
ପୁରୀ ଅଫିସ,୨୭। ୭: ଗତ ଅକ୍ଷୟତୃତୀୟାଠାରୁ ନୂଆ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଆରମ୍ଭ ହୋଇଛି। ଏହାର କିଛି ମାସ ପରେ ଏବେ ମୃତଦେହ ଦାହ ପିଣ୍ଡି ଉପର ଛାତରୁ ପାଣି ଗଳିଲାଣି। ସ୍ଥିତି ଏଭଳି ଯେ, କିଛି ପିଣ୍ଡିରେ ମୃତଦେହ ଦାହ…
Archives


