ପୁରୀ

ଶ୍ରୀକ୍ଷେତ୍ରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

ପୁରୀ,୨୬।୮: ଶ୍ରୀମନ୍ଦିର ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠବାଡିରେ ଶନିବାରଠାରୁ ଝୁଲଣ ଯାତ୍ରାର ମାହୋଲ ଆରମ୍ଭ ହୋଇଛି । ଏହି ଯାତ୍ରା ସାତଦିନ ଧରି ଚାଲିବ । ତେବେ ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ପ୍ରାପ୍ତ ହୋଇ...

ଅପରାଧୀ ପିନୁଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ,୨୪।୮(ଅଜିତ ମହାନ୍ତି): ପୁରୀ ବାସେଳି ସାହି ଥାନା ଅନ୍ତର୍ଗତ ଶଙ୍କରେଶ୍ୱର ମନ୍ଦିର ନିକଟ ଜଙ୍ଗଲରେ ଗୁରୁବାର ଏନ୍‌କାଉଣ୍ଟର ହୋଇଛି। ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ପିନୁ ବରାଳ ଗୁରୁତର ଆହତ ହୋଇଛନ୍ତି। ପିନୁଙ୍କ ବାମ ଗୋଡ଼ରେ ଗୁଳି...

ଗାଧୋଉଥିବା ବେଳେ ସମୁଦ୍ରରେ ବୁଡ଼ିଗଲେ ପର୍ଯ୍ୟଟକ

ପୁରୀ, ୨୨/୦୮ : ପୁରୀ ସମୁଦ୍ରରେ ଗାଧୋଉଥିବା ବେଳେ ଜଣେ ପର୍ଯ୍ୟଟକ ବୁଡିଯାଇଛନ୍ତି। ଠିକ୍‌ ସମୟରେ ସମୁଦ୍ର ଭିତରକୁ ଯାଇ ପର୍ଯ୍ୟଟକ ଜଣକୁ ଲାଇଫ ଗାର୍ଡ ଉଦ୍ଧାର କରିଛନ୍ତି। ପର୍ଯ୍ୟଟକ ଜଣକ ହେଉଛନ୍ତି ଛତିଶଗଡ଼ ରାୟପୁର ବାରୁକା ଅଞ୍ଚଳର ରୁକୁମ...

ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି : ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ 

ପୁରୀ, ୨୨।୮ : ଶ୍ରାବଣ-ଶୁକ୍ଳ ସପ୍ତମୀ ତିଥି ବୁଧବାର ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏ ନେଇ ଶ୍ରୀଜିଉଙ୍କ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସା...

ଅକ୍ଟୋବର ପରେ ନାଟମଣ୍ଡପ ମରାମତି

ପୁରୀ, ୨୨ା୮(ଅଜିତ ମହାନ୍ତି):ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଅଧିକାରୀ, ଭାରତୀୟ ପ୍ରତ୍ନତାତ୍ତ୍ୱିକ ସବେର୍ର୍ର୍କ୍ଷଣ (ଏଏସ୍‌ଆଇ) ଅଧିକାରୀ ଏବଂ ସଂରକ୍ଷକ (କନ୍‌ଜରଭେଶନ୍‌) ନିର୍ଦ୍ଦେଶକ ସୋମବାର ଶ୍ରୀମନ୍ଦିରର ସ୍ଥିତି ଯାଞ୍ଚ କରିଛନ୍ତି। ଏହି ମିଳିତ ଦଳ ଶ୍ରୀମନ୍ଦିର ନାଟମଣ୍ଡପ, ଜଗମୋହନ, ପାର୍ଶ୍ୱଦେବଦେବୀ, ଉତ୍ତରଦ୍ୱାର ପାର୍ଶ୍ୱ...

ସୂର୍ଯ୍ୟମନ୍ଦିର ବୁଲିଲେ ଶ୍ରୀଲଙ୍କା ରାଷ୍ଟ୍ରଦୂତ

କୋଣାର୍କ,୨୨।୮(ଜ୍ୟୋତିରାଜ ମହାନ୍ତି):ସୋମବାର ଅପରାହ୍ନରେ ଶ୍ରୀଲଙ୍କା ରାଷ୍ଟ୍ରଦୂତ ମିଲିଣ୍ଡା ମୋରାଗୋଡ଼ା କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସିଥିଲେ। ଏଠାରେ ପହଞ୍ଚିବା ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା। ପ୍ରଥମେ ସେ ଆଇଓଏଫ ବ୍ୟାଖ୍ୟାନ କେନ୍ଦ୍ର ଭିତରକୁ ଯାଇ ବୁଲି ଦେଖିଥିଲେ।...

୫-ଟି ସଚିବ ସମସ୍ୟା ବୁଝି ଛାଡ଼ି ଦେଇଥିବାରୁ ଧନ୍ୟବାଦ: ଭାସ୍କର

କଣାସ,୨୧ା୮(ବିଭୂତି ଭୂଷଣ ତ୍ରିପାଠୀ):ପୁରୀ ଜିଲା ସତ୍ୟବାଦୀସ୍ଥିତ ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ (ୟୁଜିଏସ୍‌ଏମ୍‌) ଖେଳ ପଡ଼ିଆରେ ଶନିବାର ଅନୁଷ୍ଠିତ ଏକ ସମାବେଶରେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଯୋଗଦେବାକୁ ଯାଉଥିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳିମାଡ଼ କରିଥିଲେ। କାଳିମାଡ଼...

କାଳିମାଡ଼ ଘଟଣାକୁ ନିନ୍ଦା

ସାକ୍ଷୀଗୋପାଳ,୨୦।୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ପୁରୀ ଜିଲାରେ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତର ଶନିବାର ଦ୍ୱିତୀୟ ଦିନରେ କାକଟପୁର, ନିମାପଡ଼ା ପରେ ଶେଷରେ ସତ୍ୟବାଦୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଉତ୍କଳମଣି ଗୋପବନ୍ଧୁ ସ୍ମୃତି ମହାବିଦ୍ୟାଳୟ ଖେଳପଡ଼ିଆରେ ହେଉଥିବା ଜନସମାବେଶକୁ ସଚିବ ଯାଉଥିଲେ।...

୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ଙ୍କ ଉପରକୁ ସ୍ୟାହି ଫିଙ୍ଗିଲେ

ପୁରୀ,୧୯ା୮: ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ବିଭିନ୍ନ ଜିଲାକୁ ଗସ୍ତ କରୁଥିବା ବେଳେ ଅନେକ ସ୍ଥାନରେ ତାଙ୍କୁ ବିରୋଧ କରାଯାଉଥିବା ଦେଖିବାକୁ ମିଳୁଛି। ଏହି ଅବସରରେ ଶନିବାର ତାଙ୍କ ଉପରକୁ ସ୍ୟାହି ପକାଯାଇଛି। ପୁରୀ ଜିଲା ସତ୍ୟବାଦୀରେ ଥିବା ୟୁଜିଏସ୍‌...

ରାସ୍ତାରେ ଖାଲ, ବଢୁଛି ଦୁର୍ଘଟଣା

ଗୋପ,୧୯।୮(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ – କୋଣାର୍କ ରାସ୍ତାରେ ଦୀର୍ଘ ଦୁଇ ସପ୍ତାହ ଧରି ଏକ ବିରାଟ ଖାଲ ସୃଷ୍ଟି ହୋଇଛି। ବିଭିନ୍ନ ସମୟରେ ଏହି ଖାଲ ଯୋଗୁ ଦୁର୍ଘଟଣା ବଢ଼ିବା ପରେ ଶୁକ୍ରବାର ସ୍ଥାନୀୟ ଦୋକାନୀମାନେ ଖାଲ ଚାରିପଟେ...

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ପୁରୀ,୧୭ା୮(ଅଜିତ ମହାନ୍ତି): ଗୁରୁବାର ଶ୍ରୀକ୍ଷେତ୍ରରେ ପହଞ୍ଚିଛନ୍ତି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବେଢ଼ା ପରିକ୍ରମା, ପାର୍ଶ୍ୱ ଦେବଦେବୀ ଓ ବିମଳା ମନ୍ଦିରରେ ଦର୍ଶନ କରିଛନ୍ତି। ଏନେଇ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର...

ବିପଜ୍ଜନକ ସ୍ଥିତିରେ ନାଟମଣ୍ଡପ, ଜଗମୋହନ

କଟକ,୧୭ା୮ (କାର୍ତ୍ତିକ ସାହୁ)ପୁରୀ ଶ୍ରୀମନ୍ଦିରରେ ନାଟମଣ୍ଡପ ଓ ଜଗମୋହନ ବିପଜ୍ଜନକ ସ୍ଥିତିରେ ରହିଛି। କୌଣସି ମୁହୂର୍ତ୍ତରେ ଅଘଟଣ ଘଟିପାରେ। ତେଣୁ ଶ୍ରୀମନ୍ଦିର ନିରାପତ୍ତା ଦୃଷ୍ଟିରୁ ନାଟମଣ୍ଡପ ଭିତରେ ଫାଟିଥିବା ବିମ୍‌ ଏବଂ ଜଗମୋହନର ମରାମତି ଓ ପୁନରୁଦ୍ଧାର କାର୍ଯ୍ୟ ଅଗ୍ରାଧିକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri