ପୁରୀ

ଡଙ୍ଗାରେ ବୁଲି ମୁହାଁଣ ଦେଖିଲେ କେନ୍ଦ୍ର ମନ୍ତ୍ରୀ

କଣାସ,,୧୯ା୧୧(ସ୍ବ.ପ୍ର.): ପୁରୀ ଜିଲା ପ୍ରତିବର୍ଷ ବନ୍ୟା, ବାତ୍ୟା ଭଳି ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଏହି ବିପର୍ଯ୍ୟୟ ଦ୍ୱାରା ବିଶେଷ ଭାବେ କଣାସ ବ୍ଲକ ଅଞ୍ଚଳ ଅଧିକ ଖାଲୁଆ ଅଞ୍ଚଳ ହୋଇଥିବାରୁ ଚାଷ ସହ ଧନଜୀବନ କ୍ଷତି ହେଉଛି। ଏହି ବିପର୍ଯ୍ୟୟର ସ୍ଥାୟୀ…

ଷ୍ଟେଟ୍‌ବ୍ୟାଙ୍କରେ ଅଗ୍ନିକାଣ୍ଡ, ମ୍ୟାନେଜର ଆହତ

ସାକ୍ଷୀଗୋପାଳ,୧୮।୧୧(ଡି.ଏନ୍‌.ଏ.): ସାକ୍ଷୀଗୋପାଳ ଷ୍ଟେଟ ବ୍ୟାଙ୍କରେ ଗୁରୁବାର ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କର ଉପର ମହଲାରେ ଥିବା ରୋଷେଇ ଘରେ ବ୍ୟବହୃତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ନିଆଁ ଲାଗିଯାଇଥିଲା। ପରେ ଏହି ନିଆଁ ବ୍ୟାଙ୍କର ସମସ୍ତ ରୁମ୍‌କୁ ବ୍ୟାପି ଯାଇଥିଲା। କର୍ମଚାରୀମାନେ ଭୟଭୀତ…

ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ

ପୁରୀ ଅଫିସ,୧୭।୧୧: ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଇଛି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ। ଏହି ବ୍ୟବସ୍ଥା ୨ ଦିନ ପାଇଁ କରାଯାଇଛି। ବୁଧବାର ଏବଂ ଗୁରୁବାର ଅର୍ଥାତ ୧୭ ଓ…

ପୁରୀ ସମୁଦ୍ରରେ ମାଛ ମଡ଼କ

ପୁରୀ ଅଫିସ,୧୬।୧୧: ପୁରୀ ବେଳାଭୂମିରେ ଶହ ଶହ ମାଛ ମରି ପଡ଼ିଥିବା ସୋମବାର ଦେଖିବାକୁ ମିଳିଛି। ସ୍ବର୍ଗଦ୍ୱାରଠାରୁ କ୍ୟାମେଲିଆ ପର୍ଯ୍ୟନ୍ତ ବେଳାଭୂମିରେ ମାଛ ମରିପଡ଼ିଛନ୍ତି। ମାଛଗୁଡ଼ିକ ଡିସ୍କୋ କୋକଲି ପ୍ରଜାତିର ବୋଲି କୁହାଯାଉଛି। ତେବେ ଏହି ମାଛ ମଡ଼କର ପ୍ରକୃତ କାରଣ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ

ପୁରୀ ଅଫିସ, ୧୬।୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ସୋମବାରଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଞ୍ଚକ ନୀତି ଆରମ୍ଭ ହୋଇଛି। ଏକାଦଶୀରେ ତିଥିରେ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହୋଇଛି। ତେବେ ଚଳିତବର୍ଷ ପ୍ରଶାସନର କଟକଣା ଯୋଗୁ ଏହି ଅନନ୍ୟ ବେଶ…

ପଞ୍ଚକ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା

ପୁରୀ ଅଫିସ, ୧୫ା୧୧: କାର୍ତ୍ତିକ ମାସ ଶୁକ୍ଳପକ୍ଷ ବଡ଼ ଏକାଦଶୀ ସୋମବାରଠାରୁ ପଞ୍ଚକ ଆରମ୍ଭ ହେଉଛି। ପଞ୍ଚକ ୫ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିଭିନ୍ନ ବେଶ ଅନୁଷ୍ଠିତ ହେବ। ଏହି ବେଶ ଦର୍ଶନ ସହ ପଞ୍ଚକ ବ୍ରତ କରିବା ପାଇଁ ଶ୍ରୀମନ୍ଦିରରେ…

୩ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୪ା୧୧: ଚଳିତମାସ ୧୪, ୧୫ ଓ ୧୯ ତାରିଖରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶନିବାର ଉପଜିଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଶ୍ରୀମନ୍ଦିର ପ୍ରଶାସନର ପୂର୍ବ ଏସ୍‌ଓପି ଅନୁଯାୟୀ…

୨ ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୧୩।୧୧: ଶ୍ରୀମନ୍ଦିର ୨ ଦିନ ବନ୍ଦ ରହିବ । ଆସନ୍ତା ରବିବାର ଏବଂ ସୋମବାର ଶ୍ରୀମନ୍ଦିର ବନ୍ଦ ରହିବା ନେଇ ପୁରୀ ଉପଜିଲାପାଳ ସୂଚନା ଦେଇଛନ୍ତି। ଆସନ୍ତା ସୋମବାର ପଞ୍ଚକ ଆରମ୍ଭ ଏବଂ ଲକ୍ଷ୍ମୀ ନାରାୟଣ ବେଶ ଥିବାରୁ ମହାପ୍ରଭୁଙ୍କ…

ଡିସେମ୍ବର ୧ରୁ ବାଲୁକା କଳା, କୋଣାର୍କ ଉତ୍ସବ

କୋଣାର୍କ, ୧୨ା୧୧(ଡି.ଏନ୍‌.ଏ.): ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ଭାରତୀୟ ଶାସ୍ତ୍ରୀୟ ନୃତ୍ୟ ଓ ସଙ୍ଗୀତର ଅନୁପମ ସମାରୋହ କୋଣାର୍କ ଉତ୍ସବ-୨୦୨୧ ଆସନ୍ତା ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ ଆୟୋଜନ ହେବ। ଏଥିସହ ଚନ୍ଦ୍ରଭାଗାର ସ୍ବର୍ଣ୍ଣିମ ବେଳାଭୂମିରେ ୫ଦିନ ବ୍ୟାପୀ…

ଶ୍ରଦ୍ଧାଳୁଙ୍କୁ ରାଧାପାଦ ଦର୍ଶନ ମନା

ପୁରୀ ଅଫିସ/ସାକ୍ଷୀଗୋପାଳ,୧୧।୧୧ (ସ୍ବ.ପ୍ର/ଡି.ଏନ୍‌.ଏ): ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ କୋଭିଡ୍‌ କଟକଣାକୁ ଦୃଷ୍ଟିରେ ରଖି ପୁରୀ ଜିଲା ପ୍ରଶାସନ ପକ୍ଷରୁ ସାକ୍ଷୀଗୋପାଳ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ରାଧାପାଦ ଦର୍ଶନ ଉପରେ କଟକଣା ଜାରି ହୋଇଛି। ଆସନ୍ତା ୧୨ ଓ ୧୫ ତାରିଖରେ…

ଲୁହା ରଡ୍‌ ଧରି ଗୋଡ଼ାଇଲେ

ପୁରୀ ଅଫିସ,୯।୧୧: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ସୋମବାର ଜଣେ ବ୍ୟକ୍ତିଙ୍କ ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ବ୍ୟକ୍ତିଜଣକ ଉତ୍ତ୍ୟକ୍ତ ହୋଇ ଏକ ଲୁହାରଡ୍‌ ଧରି ସୁରକ୍ଷା କର୍ମୀଙ୍କ ସମେତ ସ୍ଥାନୀୟ କର୍ମଚାରୀଙ୍କୁ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। ତେବେ…

ପ୍ରଭୁ ବଳଭଦ୍ରଙ୍କ ହରିହର ବେଶ

ପୁରୀ ଅଫିସ, ୮ା୧୧: ଶ୍ରୀମନ୍ଦିରରେ ସୋମବାର ପ୍ରଭୁ ବଳଭଦ୍ର ହରିହର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ଅବକାଶ ନୀତି ପରେ ପୁଷ୍ପାଳକ ସେବକମାନେ ପ୍ରଭୁ ବଳଭଦ୍ରଙ୍କୁ ହରିହର ବେଶରେ ସଜ୍ଜିତ କରିଥିଲେ। ପ୍ରଭୁ ବଳଭଦ୍ର ବାମପାର୍ଶ୍ୱରେ କଳା ଓ ଡାହାଣ ପାର୍ଶ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?